Skip to main content

orissaleads

ମୁକୁଳା ପଡିଛି ଚନ୍ଦନପୁର ଘାଇ: ପଦକ୍ଷେପ ନେଉନାହିଁ ଜଳ ସମ୍ପଦ ବିଭାଗ

ମୁକୁଳା ପଡିଛି ଚନ୍ଦନପୁର ଘାଇ: ପଦକ୍ଷେପ ନେଉନାହିଁ ଜଳ ସମ୍ପଦ ବିଭାଗ

ସିଆଣ୍ଡି ପଞ୍ଚାୟତରେ ବିଜୁ ଜନତା ଦଳର ସାଂଗଠନିକ ବୈଠକ

ସିଆଣ୍ଡି ପଞ୍ଚାୟତରେ ବିଜୁ ଜନତା ଦଳର ସାଂଗଠନିକ ବୈଠକ

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

Winnerzin peliaulan osiot kertovat eri pelitavoista

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

Blog Post

orissaleads > Articles by: orissaleads@admin

ପ୍ରସିଦ୍ଧ ଯାଜପୁର ବାଲି ମେଲଣ, ଭଗବାନଙ୍କ ସହିତ ହୋଲି ଖେଳିଲେ ଭକ୍ତ

ଓଡ଼ିଶା ଲିଡ୍ସ(ଯାଜପୁର): ଅନୁଷ୍ଠିତ ହୋଇ ଯାଇଛି ଯାଜପୁର ପ୍ରସିଦ୍ଧ ବାଲି ମେଲଣ । ବିଭିନ୍ନ ସ୍ଥାନରୁ ଆସିଥିବା ଦୋଳ ବିମାନ ସଂଧ୍ୟାରୁ ନାମ ସଂକୀର୍ତ୍ତନ କରି ବରାହ ମନ୍ଦିର ନିକଟ ବାରୁଣୀ ପଡ଼ିଆରେ ପହଞ୍ଚିଥିଲେ । ଭଗବାନ ଭକ୍ତଙ୍କ ସହିତ ଫଗୁ ଖେଳିଥିଲେ । ନାମ ସଂକୀର୍ତ୍ତନ ମଧ୍ୟରେ ରାଧା କୃଷ୍ଣଙ୍କୁ ବିମାନରେ ବସାଇ ଅବିର ଖେଳି ଭକ୍ତ ତନ୍ମୟ ହୋଇ ପଡ଼ିଥିଲା । ଭକ୍ତ ଓ ଭଗବାନଙ୍କ ମିଳନ ହୋଇଥିଲା ବାଲି ମେଲଣରେ । ସଂଧ୍ୟାରୁ […]

Read More

ଯାଜପୁରରେ ରଙ୍ଗର ପର୍ବ ହୋଲି ପାଳିତ

ଓଡ଼ିଶା ଲିଡ୍ସ(ଯାଜପୁର): ଆଜି ଯାଜପୁରରେ ରଙ୍ଗର ପର୍ବ ହୋଲି ଆନନ୍ଦ ଉଲ୍ଲାସ ସହିତ ପାଳିତ ହୋଇ ଯାଇଛି । ସମସ୍ତେ ନିଜ ନିଜ ଭିତରେ ରଙ୍ଗ ବୋଳି ହୋଇ ଏହି ପର୍ବର ଆନନ୍ଦ ଉଠାଇଥିଲେ । ବଡ଼ି ସକାଳୁ ରଙ୍ଗ ଖେଳ ଆରମ୍ଭ ହୋଇ ମଧ୍ୟାହ୍ନ ପର୍ଯ୍ୟନ୍ତ ଚାଲିଥିଲା । ବରିଷ୍ଠଙ୍କ ଠାରୁ ନେଇ ଛୋଟ ପିଲା ପର୍ଯ୍ୟନ୍ତ ସମସ୍ତେ ଉତ୍ସାହ ସହିତ ରଙ୍ଗ ଖେଳିଥିଲେ । ଆଜି ସହରରେ ଦୋକାନ ବଜାର ବନ୍ଦ ଥିଲା ବେଳେ […]

Read More

ବିଜୟ ପରାଜୟ ନିଜ କର୍ତ୍ତବ୍ୟରେ କେବେ ବାଧକ ହୋଇ ନାହିଁ

ବିଜୟ ପରାଜୟ ନିଜ କର୍ତ୍ତବ୍ୟରେ କେବେ ବାଧକ ହୋଇ ନାହିଁ । ଆଜିବି ଅତି ସାଧାରଣ ଭାବେ ଲୋକଙ୍କ ସହିତ ମିଶି ସେମାନଙ୍କ ସମସ୍ୟା ସମାଧାନ କରିବାକୁ ଯତ୍ନବାନ ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ ।

Read More

୧୬୦ କୋଟି ଟଙ୍କା ଦୁର୍ନୀତି ଅଭିଯୋଗରେ ବିଜେଡି ନେତା ରାଜା ଚକ୍ର ଗିରଫ, ଚିନ୍ତାରେ ବିଜେଡି

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସିରେ ଆର୍ଥିକ ଅନିୟମିତତା ଘଟଣାରେ କ୍ରାଇମବ୍ରାଞ୍ଚ ବିଜେଡି ନେତା ରାଜା ଚକ୍ରଙ୍କୁ ଗିରଫ କରିଛି। ରାଜାଙ୍କ ଗିରଫ ପରେ ବିଜେଡି ଭିତରେ ଛନକା ପସିଛି । ଗତ କାଲି ଏନେଇ କ୍ରାଇମବ୍ରାଞ୍ଚ ଏଡିଜି ବିନୟତୋଷ ମିଶ୍ର ସାମ୍ବାଦିକ ସମ୍ମିଳନୀ ଜରିଆରେ ସୂଚନା ଦେଇଛନ୍ତି। ରାଜାଙ୍କ ବିରୋଧରେ ୧୬୦ କୋଟି ଟଙ୍କା ଦୁର୍ନୀତି କରିଥିବାର ଅଭିଯୋଗ ଆପାତତଃ ସତ ବୋଲି ଜଣାଯିବା ପରେ ତାଙ୍କୁ ଗିରଫ କରାଯାଇଛି। ରାଜା ଚକ୍ରଙ୍କର ପଲଟିକାଲ ଲିଙ୍କ […]

Read More

ଚାରି ଶହ ବର୍ଷର ବରୁଆଁ ମାହାଲ ଦୋଳ ମେଲଣ

ଓଡ଼ିଶା ଲିଡ୍ସ(ଯାଜପୁର): ଋତୁରାଜ ବସନ୍ତ ଋତୁରେ ପାଳନ କରାଯାଉଥିବା ବିଭିନ୍ନ ପର୍ବ ପର୍ବାଣୀ ମଧ୍ୟରେ ଦୋଳ ପୂର୍ଣ୍ଣିମା ବେଶ ନିଆରା ପର୍ବ । ଫାଲଗୁନ ମାସ ଶୁକ୍ଳ ପକ୍ଷ ଦଶମୀ ତିଥିରେ ଏହି ପର୍ବ ପାଳନ କରାଯାଏ। ପଲ୍ଲୀ ଠାରୁ ଆରମ୍ଭ କରି ବଡ ବଡ ସହରରେ ଏହି ପର୍ବ ମହା ଆଡ଼ମ୍ବରରେ ପାଳିତ ହୁଏ । ଯାଜପୁର ବ୍ଲକର ସର୍ବପୁରାତନ ତଥା କିମ୍ବଦନ୍ତୀ ବହନ କରୁଥିବା ବରୁଆଁ ମାହାଲ ଦୋଳ ମେଲଣ ସାମନ୍ତବାଦୀ ଚିନ୍ତାଧାରା, ଐତିହ […]

Read More

ଯାଜପୁର ସହରରେ ନିଶା କାରବାର ବୃଦ୍ଧି, ପୋଲିସ ଓ ଅବକାରୀ ବିଭାଗ ନିରବ

ଓଡ଼ିଶାଲିଡ୍ସ(ଯାଜପୁର):ଐତିହାସିକ, ସାଂସ୍କୃତିକ ସହର ଯାଜପୁର । ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ବିରଜାଙ୍କ ଏହି କ୍ଷେତ୍ରର ସାରା ଦେଶରେ ରହିଛି ଭିନ୍ନ ପରିଚୟ । କେବଳ ବିରଜା ମନ୍ଦିର ନୁହେଁ ଏହି ସହରରେ ରହିଛି ଅନେକ ଦେବା ଦେବୀ ମନ୍ଦିର । ବହୁ ତୀର୍ଥ ସ୍ଥାନ । ସମୟ କ୍ରମେ ଏହି ସହରର କଳେବର ବେଶ ବୃଦ୍ଧି ହୋଇଛି । ବିଶେଷ କରି ବିଭିନ୍ନ ଶିକ୍ଷାନୁଷ୍ଠାନ ପ୍ରତିଷ୍ଠା ହେବା ଦ୍ୱାରା ଜିଲ୍ଲା ତଥା ଜିଲ୍ଲା ବାହାରର ବହୁ ଛାତ୍ରଛାତ୍ରୀ […]

Read More

ବିଧାନସଭାରେ ଜୟ ନାରାୟଣ ତାତି

ଓଡ଼ିଶା ଲିଡ୍ସ(ବ୍ୟୁରୋ): ବନ୍ଦେ ଉତ୍କଳ ଜନନୀକୁ ବିରୋଧ କରି ଓଡ଼ିଶାରେ ମିଶିବା ଆମର ଐତିହାସିକ ଭୁଲ ବୋଲି ମନ୍ତବ୍ୟ ଦେଇଥିଲେ ବିଜେପିର ବରିଷ୍ଠ ବିଧାୟକ ଜୟ ନାରାୟଣ ମିଶ୍ର । ଯାହା ସାରା ରାଜ୍ୟରେ ତୀବ୍ର ପ୍ରତିକ୍ରିୟା ସୃଷ୍ଟି କରିଛି । ତାଙ୍କ ମନ୍ତବ୍ୟ ଵିଵାଦୀୟ ପରିସ୍ଥିତି ସୃଷ୍ଟି କରିଥିଲା ବେଳେ ବିଜେପି ଅଡୁଆରେ ପଡି ଯାଇଛି । ବିଭିନ୍ନ ସମୟରେ ବିଭିନ୍ନ ମନ୍ତବ୍ୟ ଦେଇ ଜୟ ନାରାୟଣ ଚର୍ଚ୍ଚାର ପରିଧି ମଧ୍ୟକୁ ଆସିବାର ବହୁ ନଜିର […]

Read More

ଚାମ୍ପିୟନ୍ସ ଟ୍ରଫି ବିଜୟ ପରେ ରୋହିତ ଓ ବିରାଟଙ୍କ ଅବସର ଚର୍ଚ୍ଚାରେ ବିରାମ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ସବୁ ମ୍ୟାଚ ଜିତି ଭାରତ ଚାମ୍ପିୟନ୍ସ ଟ୍ରଫି ବିଜୟୀ ହୋଇଛି । ତୀବ୍ର ପ୍ରତିଦ୍ୱନ୍ଦିତା ମୂଳକ ଫାଇନାଲରେ ଭାରତ ନ୍ୟୁଜିଲ୍ୟାଣ୍ଡକୁ ଚାରି ଉଇକେଟରେ ପରାଜିତ କରିଛି । ହେଲେ ଚାମ୍ପିୟନ୍ସ ଟ୍ରଫିରେ ଭାରତର ଦୁଇ ଭେଟେରାନ ଖେଳାଳି ଅଧିନାୟକ ରୋହିତ ଶର୍ମା ଓ ବିରାଟ କୋହଲିଙ୍କ ଅବସର ଉପରେ ଉଠିଥିବା ଚର୍ଚ୍ଚାରେ ବିରାମ ଲଗାଇଛି । ଘରୋଇ ସିରିଜରେ ନ୍ୟୁଜିଲ୍ୟାଣ୍ଡ ଠାରୁ ପରାଜିତ ହେବା ଓ ଅଷ୍ଟ୍ରେଲିଆରେ ନୈରାଶ୍ୟ ଜନକ ପ୍ରଦର୍ଶନ କରି ଟେଷ୍ଟ […]

Read More

ଭିନ୍ନ ଦାବି ନେଇ ବିଧାନସଭା ସମ୍ମୁଖରେ ଆନ୍ଦୋଳନ, ସାମିଲ ହେଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଗତକାଲି ବିଭିନ୍ନ ସମସ୍ୟା ନେଇ ଯାଜପୁର ଜିଲ୍ଲା କଳିଙ୍ଗନଗର ସ୍ଥିତ ଟାଟା ଓ ନୀଳାଚଳ ପ୍ଲାଣ୍ଟ ଦ୍ୱାରା କ୍ଷତିଗ୍ରସ୍ଥ ବାରଗାଡ଼ିଆ ପଞ୍ଚାୟତର ବିଭିନ୍ନ ଗ୍ରାମର ବିଭିନ୍ନ ପରିବାରବର୍ଗ ବିଧାନସଭା ସମ୍ମୁଖରେ ଧାରଣାରେ ବସିଥିଲେ । ସେମାନଙ୍କ ଦାବି ଅନୁଯାୟୀ ଟାଟା ଓ ନୀଳାଚଳ କାରଖାନା ପାଇଁ ଗ୍ରାମବାସୀ ପ୍ରଦୂଷଣର ଶିକାର ହୋଇ ବିଭିନ୍ନ ମାରାତ୍ମକ ରୋଗର ଶିକାର ହେଉଛନ୍ତି । ଏହା ସହିତ ଅନ୍ୟ ବିଭିନ୍ନ ସମସ୍ୟା ଦେଇ ଗତି କରୁଛନ୍ତି । ସେମାନଙ୍କୁ […]

Read More

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହ ସ୍ଥିତି ପ୍ରଭାବରେ ପାରିବାରିକ ଏବଂ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବ। ଦୈହିକ ସୁସ୍ଥତା, ଅର୍ଥ ଲାଭ ସାଙ୍ଗକୁ ଯାତ୍ରା, ବାଣିଜ୍ୟ, କ୍ରୟବିକ୍ରୟ କ୍ଷେତ୍ରରୁ ଉପକୃତ ହେବେ। ସାହିତ୍ୟ , ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ। ସଭାକୁ ନିମନ୍ତ୍ରଣ ଏବଂ ସାମାଜିକ ସ୍ତରରେ ସମ୍ମାନିତ ହେବେ। ବୃଷ ମଙ୍ଗଳଙ୍କ ପ୍ରଭାବରେ ରୁକ୍ଷ ବ୍ୟବହାରଜନିତ ପାରିବାରିକ ଅସ୍ଥିରତା ମାନସିକ ସ୍ଥିତିକୁ ବିଗାଡ଼ିଦେବ। ବୁଧଙ୍କ ଶୁଭତ୍ୱରୁ ଆଶା କରୁଥିବା ଦିଗରୁ […]

Read More