Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > Articles by: orissaleads@admin

ଜି.ସି.କଲେଜରେ ଗୋପବନ୍ଧୁ ଚୌଧୁରୀଙ୍କ ୬୮ ତମ ଶ୍ରାଦ୍ଧ ଦିବସ ପାଳିତ

ଗୋପବନ୍ଧୁ ଥିଲେ ବରୀବାସୀଙ୍କ ଚିନ୍ତା ଓ ଚେତନାର ଦେବତା- ଅଧ୍ୟକ୍ଷ ଓଡ଼ିଶା ଲିଡ୍ସ(ଯାଜପୁର): ମହାନ ସ୍ୱାଧୀନତା ସଂଗ୍ରାମୀ ଗୋପବନ୍ଧୁ ଚୌଧୁରୀ ଥିଲେ ବରୀବାସୀଙ୍କ ଚିନ୍ତା ଆଉ ଚେତନାର ଦେବତା । ଦେଶ ପରାଧୀନ ଥିଲା ବେଳେ ବରୀ ଅଞ୍ଚଳରେ ସ୍ୱାଧୀନତା ସଂଗ୍ରାମର ନେତୃତ୍ୱ ନେଇ ବରୀକୁ ସ୍ୱାଧୀନତା ସଂଗ୍ରାମର ଏନ୍ତୁଡ଼ି ଶାଳରେ ପରିବର୍ତ୍ତିନବକରିଥିଲେ । ତାଙ୍କ ନେତୃତ୍ୱରେ ବରୀ ତ୍ୟାଗ ଓ ବଳିଦାନର ମାଟିରେ ପରିବର୍ତ୍ତିତ ହୋଇଥିଲା । ତ୍ୟାଗ ଓ ଦେଶ ସେବାର ସେଇ ମହାନ […]

Read More

୬ଦଫା ଦାବି ନେଇ ଯାଜପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଓ ବିକ୍ଷୋଭ ପ୍ରଦର୍ଶନ କଲା ୟୁଜେଇ

ଓଡ଼ିଶା ଲିଡ୍ସ(ଯାଜପୁର) : ରାଜ୍ୟରେ କାର୍ଯ୍ୟରତ ସାମ୍ବାଦିକ ମାନଙ୍କ ୬ ଦଫା ଦାବିନେଇ ଯାଜପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଉତ୍କଳ ସାମ୍ବାଦିକ ସଂଘ ଯାଜପୁର ଜିଲ୍ଲା ଶାଖା ପକ୍ଷରୁ ଧାରଣା ଓ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଏହି ୬ ଦଫା ଦାବି ମଧ୍ୟରେ କାର୍ଯ୍ୟରତ ସାମ୍ବାଦିକ ମାନଙ୍କ ପାଇଁ ସୁରକ୍ଷା ଆଇନ ପ୍ରଣୟନ, ଅନ୍ୟ ୨୨ଟି ରାଜ୍ୟପରି ଓଡିଶାରେ ବୃଦ୍ଧ ସାମ୍ବାଦିକ ମାନଙ୍କୁ ପେନସନ ପ୍ରଦାନ, ସ୍ୱାସ୍ଥ୍ୟ ବିମା ଯୋଜନାରେ ପିତାମାତା ଓ ୨୫ ବର୍ଷରୁ […]

Read More

ପଙ୍କପାଳ ସରପଞ୍ଚଙ୍କ ଆକାଳ ବିୟୋଗରେ ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ଲିଡ୍ସ(ଯାଜପୁର): ଦାନଗଦୀ ବ୍ଲକ ପଙ୍କପାଳ ପଞ୍ଚାୟତର ଯୁବ ସରପଞ୍ଚ ସ୍ମୃତିରଞ୍ଜନ ଜେନା (ମିଟିକା)ଙ୍କ ଅକାଳ ବିୟୋଗ ଖବର ପାଇ ଗଭୀର ଶୋକ ପ୍ରକାଶ କରିଛନ୍ତି ପୂର୍ବତନ ମନ୍ତ୍ରୀ ତଥା ବିଜେଡିର ବରିଷ୍ଠ ସାଧାରଣ ସମ୍ପାଦକ ଇଂ ପ୍ରୀତିରଞ୍ଜନ ଘଡାଇ । ନିଜ ଶୋକ ବର୍ତ୍ତାରେ ଇଂ ଘଡାଇ କହିଛନ୍ତି ଏଭଳି ଦୁଃଖଦ ଖବର ଶୁଣି ମୁଁ ଅତ୍ୟନ୍ତ ମର୍ମାହତ ଓ ଦୁଃଖିତ। ଭଗବାନଙ୍କ ନିକଟରେ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି। ପ୍ରଭୁ ଶ୍ରୀଜଗନ୍ନାଥ […]

Read More

ଚନ୍ଦନ ଯାତ୍ରାରେ ଶ୍ରୀଜୀଉ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ପ୍ରତି ଓଡ଼ିଆଙ୍କ ଭାବାବେଗ ସହିତ ମହାପ୍ରଭୁ ଜଗନ୍ନାଥ, ବଡ଼ ଠାକୁର ବଳଦେବ ଓ ଦେବୀ ଶୁଭଦ୍ରା ଜଡିତ । ମହାପ୍ରଭୁଙ୍କ ମାନବୀୟ ଲୀଳା-ଖେଳାର ଅନନ୍ୟ ସଂଗମ ହେଉଛି ‘ଚନ୍ଦନ ଯାତ୍ରା’। ପବିତ୍ର ନରେନ୍ଦ୍ର ପୁଷ୍କରିଣୀର ଶୀତଳ ଜଳରାଶିରେ ଶ୍ରୀଜୀଉ ଦିବ୍ୟ ଚାପ ବିହାର କରୁଛନ୍ତି । ହଜାର ହଜାର ଶ୍ରଦ୍ଧାଳୁ ନରେନ୍ଦ୍ର ପୁଷ୍କରିଣୀରେ ଉପସ୍ଥିତ ରହି ଏହି ଆଧ୍ୟାତ୍ମିକ ଯାତ୍ରା ଉପଭୋଗ କରିବା ସହିତ ଆଶିର୍ବାଦ କାମନା କରୁଛନ୍ତି । ଏଥିପାଇଁ ପବିତ୍ର ନରେନ୍ଦ୍ର […]

Read More

ଭକ୍ତଙ୍କ ୟୁ-ଟର୍ଣ୍ଣ: ପଞ୍ଚାୟତ ନିର୍ବାଚନରେ ଏକାକୀ ଲଢ଼ିବ କଂଗ୍ରେସ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ବିଧାନସଭା ନିର୍ବାଚନରେ ଆବଶ୍ୟକ ପଡ଼ିଲେ ବୁଝାବଣା ହୋଇପାରେ କିନ୍ତୁ ପଞ୍ଚାୟତ ନିର୍ବାଚନରେ ମେଣ୍ଟ ହେବନାହିଁ ବୋଲି କହିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ । ଗତ ରାଜ୍ୟସଭା ନିର୍ବାଚନରେ ବିଜେଡି ସହିତ ହାତ ମିଳାଇଥିଲା କଂଗ୍ରେସ । ଉଭୟ ବିଜେଡି ଓ କଂଗ୍ରେସର ଏହି ମଧୁଚନ୍ଦ୍ରିକା ଉଭୟ ଦଳରେ ଅସନ୍ତୋଷ ସୃଷ୍ଟି କରିଥିଲା । କଂଗ୍ରେସ ସହିତ ହାତ ମିଳାଇବାକୁ ନେଇ ବିଜେଡି ଦଳରେ ମଧ୍ୟ ଅସନ୍ତୋଷ ତୀବ୍ର ହୋଇଥିଲା । ଅପରପକ୍ଷେ […]

Read More

ମଧୁସୂଦନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ରାଜ୍ୟ ବିଜେପି ସଭାପତି

ଓଡ଼ିଶା ଲିଡ୍ସ(ବ୍ୟୁରୋ):ରାଜ୍ୟ ବିଜେପି ସଭାପତି ତଥା ରାଜ୍ୟସଭା ସାଂସଦ ମନମୋହନ ସାମଲ ଭୁବନେଶ୍ୱର ସ୍ଥିତ ରାଜଭବନ ନିକଟରେ ଥିବା ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରରେ ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟ ଅର୍ପଣ କରିଛନ୍ତି। ଏହି ଅବସରରେ ବିଧାୟକ ବାବୁ ସିଂ, ଭୁବନେଶ୍ୱର ସାଂଗଠନିକ ଜିଲ୍ଲାର ସଭାପତି ନିରଞ୍ଜନ ମିଶ୍ର, ଦଳର ଅନ୍ୟ ବରିଷ୍ଠ ନେତୃବୃନ୍ଦ ଓ କାର୍ଯ୍ୟକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ।

Read More

ବିଜେପିରେ ସାମିଲ ପରେ ରାଘବଙ୍କ ଲୋକପ୍ରିୟତା ହ୍ରାସ: ଇନଷ୍ଟାଗ୍ରାମରେ ଫଲୋୟର ସଂଖ୍ୟା କମିଲା ଏକ ମିଲିୟନ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ସାଂସଦ ରାଘବ ଚଡ୍ଡା ଓ ଅନ୍ୟ ୬ ଜଣ ଆପ ସାଂସଦର ଆପ ଛାଡି ବିଜେପିରେ ସାମିଲ ହୋଇଛନ୍ତି । ରାଘବଙ୍କ ନେତୃତ୍ୱରେ ଏହି ପ୍ରକ୍ରିୟା ହୋଇଥିଲା ବେଳେ ଏହି ପଦକ୍ଷେପ ଅରବିନ୍ଦ କେଜ୍ରିୱାଲଙ୍କ ଦଳ ଆପକୁ ଦୋହଲାଇ ଦେଇଛି। ରାଘବ ଆପ ଛାଡିବା ଓ ବିଜେପିରେ ସାମିଲ ହେବାକୁ ତାଙ୍କ ସମର୍ଥକ ସହଜରେ ଗ୍ରହଣ କରି ନାହାନ୍ତି । ସାମାଜିକ ଗଣ ମାଧ୍ୟମରେ ତାଙ୍କ ଏକ ମିଲିୟନ ଫଲୋଅର ତାଙ୍କୁ ଅନଫଲୋ କରିଛନ୍ତି […]

Read More

ରାଛିପୁର ଶନି ମନ୍ଦିରରେ ପୂଜାର୍ଚ୍ଚନା କଲେ ପ୍ରୀତିରଞ୍ଜନ ଘଡାଇ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ସୁକିନ୍ଦା ନିର୍ବାଚନ ମଣ୍ଡଳୀ ରାଛିପୁର ସ୍ଥିତ ଶନି ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ସାଧାରଣ ସମ୍ପାଦକ ଇଂ ପ୍ରୀତିରଞ୍ଜନ ଘଡାଇ । ଆଜି ପବିତ୍ର ଶନି ମେଳା ଅବସରରେ ଶନି ମନ୍ଦିରକୁ ହଜାର ହଜାର ଶ୍ରଦ୍ଧାଳୁଙ୍କ ଆଗମନ ହୋଇଥିଲା । ଏହି ଅବସରରେ ମନ୍ଦିରରେ ପହଞ୍ଚି ପୂଜାର୍ଚ୍ଚନା କରିଥିଲେ ଇଂ ଘଡାଇ । ପହଞ୍ଚିବା ପରେ ତାଙ୍କୁ ମନ୍ଦିର ପରିଚାଳନା କମିଟି ପକ୍ଷରୁ ସ୍ୱାଗତ କରାଯାଇଥିଲା […]

Read More

ଭୋଟର ତାଲିକାରୁ ନାମ କଟାଯିବା ନେଇ ବିଜେଡିର ପ୍ରତିବାଦ, ଦାବିପତ୍ର ପ୍ରଦାନ

ଓଡ଼ିଶା ଲିଡ୍ସ(ବ୍ୟୁରୋ):ଓଡ଼ିଶାରେ ଏସଆଇଆର ପ୍ରକ୍ରିୟା ଆରମ୍ଭ ପୂର୍ବରୁ ଭୋଟର ତାଲିକାରୁ ଅନ୍ୟାୟ ଭାବେ ୯ଲକ୍ଷ ୮୦ହଜାର ଭୋଟରଙ୍କ ନାମ କଟାଯିବା ନେଇ ବିଜେଡି ପକ୍ଷରୁ ତୀବ୍ର ପ୍ରତିବାଦ କରାଯାଇଛି । ଦଳର ନେତୃବୃନ୍ଦ ଓ ଶତାଧିକ କର୍ମୀ ବିକ୍ଷୋଭ ପ୍ରଦର୍ଶନ କରିବା ସହ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ବିଜୁ ଜନତା ଦଳ ପକ୍ଷରୁ ଦାବିପତ୍ର ପ୍ରଦାନ କରାଯାଇଛି। ଏହାକୁ ନେଇ ବିଜେଡି କହିଛି ଜନସାଧାରଣଙ୍କ ସାମ୍ବିଧାନିକ ଅଧିକାରର ସୁରକ୍ଷା ପାଇଁ ବିଜୁ ଜନତା ଦଳ ସର୍ବଦା ପ୍ରସ୍ତୁତ। […]

Read More

ଜି.ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର

ଓଡ଼ିଶା ଲିଡ୍ସ(ଯାଜପୁର): ଯାଜପୁର ଜିଲ୍ଲାର ଦ୍ଵିତୀୟ ପୁରାତନ ମହାବିଦ୍ୟାଳୟ ବରୀ ରାମଚନ୍ଦ୍ରପୁର ସ୍ଥିତ ଗୋପବନ୍ଧୁ ଚୌଧୁରୀ ମହାବିଦ୍ୟାଳୟରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର ଆୟୋଜିତ ହୋଇଛି । ଗତ ୨୦ ତାରିଖରୁ ଆୟୋଜିତ ଏହି ଶିବିର ଆଗାମି ୨୬ ତାରିଖ ପର୍ଯ୍ୟନ୍ତ ଚାଲିବ । ଉକ୍ତ ଶିବିରରେ ୫୦ରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ଯୋଗଦାନ କରି କଲେଜ ପରିସରକୁ ସଫେଇ କରୁଛନ୍ତି । ଛାତ୍ରଛାତ୍ରୀଙ୍କ ସହିତ ବିଭିନ୍ନ ସମୟରେ କଲେଜର ଅଧ୍ୟାପକ, ଅଧ୍ୟାପିକା ଓ […]

Read More