orissaleads

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

Blog Post

orissaleads > Articles by: orissaleads@admin

ରାଜ୍ୟ ସ୍ତରୀୟ ୬୧ତମ ବିଶ୍ୱ ଧଳାବାଡି ଦିବସରେ ଯୋଗଦେଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ଲିଡ୍ସ(ଯାଜପୁର):ଆଜି ଯାଜପୁର ରୋଡ ଟାଉନ୍ ହଲ ଠାରେ ସହୀଦ ଭଗତ ସିଂ ଯୁବକ ସଂଘ ପକ୍ଷରୁ ଆୟୋଜିତ ହୋଇଛି ରାଜ୍ୟ ସ୍ତରୀୟ ୬୧ ତମ ବିଶ୍ୱ ଧଳାବାଡି ଦିବସ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ । ଏହି ଅବସରରେ ଇଂ ଘଡାଇ ଦୃଷ୍ଟିହୀନ ଭାଇ-ଭଉଣୀଙ୍କ ସମାନ ଅଧିକାର, ସୁବିଧା ଓ ସମ୍ମାନ ବିଷୟରେ ଆଲୋଚନା କରିଥିଲେ ।ଏହି କାର୍ଯ୍ୟକ୍ରମରେ ଜଣେ ପ୍ରେରଣାଦାୟକ ଦୃଷ୍ଟିହୀନ ଯୁବକ […]

Read More

ଲୋକପ୍ରିୟ ଅଭିନେତା ପଙ୍କଜ ଧୀର(କର୍ଣ୍ଣ)ଙ୍କ ଦେହାନ୍ତ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଲୋକପ୍ରିୟ ଚଳଚ୍ଚିତ୍ର ତଥା ଟେଲିଭିଜନ ଅଭିନେତା ପଙ୍କଜ ଧୀରଙ୍କର ଆଜି ମୁମ୍ବାଇ ଠାରେ ଦେହାନ୍ତ ହୋଇ ଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ବୟସ ହୋଇଥିଲା । ସେ ଦୀର୍ଘ ଦିନ ହେଲା କ୍ୟାନସର ରୋଗରେ ପୀଡିତ ଥିଲେ । ଭାରତର ସର୍ବାଧିକ ଲୋକପ୍ରିୟ ଧାରାବାହିକ ମହାଭାରତର କର୍ଣ୍ଣ ଭୂମିକାରେ ସେ ନିଖୁଣ ଅଭିନୟ କରି କୋଟି କୋଟି ଦର୍ଶକଙ୍କ ନିକଟରେ ନିଜର ଅଭିନୟ ଛାପ ଛାଡିଥିଲେ । ତାଙ୍କ ମୃତ୍ୟୁରେ […]

Read More

ବିଜେଡି ଖେଳିଲା ମହିଳା କାର୍ଡ:ସ୍ନେହାଙ୍ଗିନୀ ଛୁରିଆ ହେଲେ ନୂଆପଡାର ବିଜେଡି ପ୍ରାର୍ଥୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ନୂଆପଡା ଉପନିର୍ବାଚନ ପାଇଁ ବିଜେଡି ତାର ପ୍ରାର୍ଥୀ ଘୋଷଣା କରିଛି । ଅତାବିରାର ପୂର୍ବତନ ବିଧାୟିକା ତଥା ବିଜୁ ଜନତା ଦଳର ମହିଳା ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆଙ୍କ ନାମରେ ମୋହର ମାରିଛନ୍ତି ଦଳ ସଭାପତି ନବୀନ ପଟ୍ଟନାୟକ । ବିଜେଡି ମହିଳା କାର୍ଡ ଖେଳିଛି । ସ୍ୱର୍ଗତ ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ବିଜେଡି ଛାଡି ବିଜେପିରେ ମିଶିବା ବିଜେଡିକୁ ଚକିତ କରିଥିଲା । ଦଳ ଜୟଙ୍କୁ ପ୍ରାର୍ଥୀ କରି ଅନୁକମ୍ପା […]

Read More

ଯାଜପୁର ବଉଳ ମୂଳ ଛକରେ ବିପଦପୂର୍ଣ୍ଣ ଭାବେ ପଡି ରହିଛି ଭଙ୍ଗା ବିଦ୍ୟୁତ ଖୁଣ୍ଟ

ଓଡ଼ିଶା ଲିଡ୍ସ(ଯାଜପୁର): ଜିଲ୍ଲାର ଅନ୍ୟତମ ବ୍ୟସ୍ତ ବହୁଳ ରାସ୍ତା ବରୁଆଁ-ଯାଜପୁର ଟାଉନ ରାସ୍ତା । ଏହି ରାସ୍ତାରେ ଦୈନିକ ହଜାର ହଜାର ଗାଡି ମଟର ଗତାଗତ କରୁଛି । ସହର ସନ୍ନିକଟ ବଉଳ ମୂଳ ଛକ ଏକ ବ୍ୟସ୍ତ ବହୁଳ ଛକ । ଏହି ଛକର ଡିଭାଇଡ଼ର ଉପରେ ଆଜକୁ ଦୀର୍ଘ ଦିନ ହେଲା ଏକ ଭଙ୍ଗା ବିଦ୍ୟୁତ ଖୁଣ୍ଟ ପଡି ରହିଛି । ଯାହା ଯେ କୌଣସି ସମୟରେ ବଡ଼ ବିପଦ ସୃଷ୍ଟି କରିବାର ଆଶଙ୍କା […]

Read More

ଲକ୍ଷ୍ମୀ ବସ ରକ୍ଷଣାବେକ୍ଷଣ ପ୍ରତି ଦୃଷ୍ଟି ନାହିଁ

ଓଡ଼ିଶା ଲିଡ୍ସ(ଯାଜପୁର): ବିଜେଡି ସରକାର ସମୟରେ ଗ୍ରାମାଞ୍ଚଳ ଲୋକଙ୍କ ଗମନା ଗମନରେ ଉନ୍ନତି ପାଇଁ ଲକ୍ଷ୍ମୀ ବସ ପ୍ରଚଳନ ହୋଇଥିଲା । ଏହି ବସରେ ସ୍ୱଳ୍ପ ପଇସା ଦେଇ ଦୈନିକ ହଜାର ହଜାର ଯାତ୍ରୀ ବିଭିନ୍ନ ସ୍ଥାନକୁ ଗତାଗତ କରୁଛନ୍ତି । ହେଲେ ରକ୍ଷଣାବେକ୍ଷଣ ଅଭାବ ଯୋଗୁଁ ବିଭିନ୍ନ ବସ ଭାଙ୍ଗି ରୁଜି ଗଲାଣି । ବହୁ ସମୟରେ ଏହି ବସ ଗୁଡିକ ରାସ୍ତାରେ ଅଟକି ରହୁଥିଲା ବେଳେ ଯାତ୍ରୀ ମାନେ ସମସ୍ୟାରେ ପଡୁଛନ୍ତି । ଏ […]

Read More

ଦୁର୍ଗାପୁର ପୀଡିତା ଓ ତାଙ୍କ ମାଙ୍କ ସହିତ କଥା ହେଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ପଶ୍ଚିମବଙ୍ଗର ଦୁର୍ଗାପୁରରେ ଗଣଦୁଷ୍କର୍ମର ଶିକାର ହୋଇଥିବା ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କ ସହ ଗତକାଲି ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଟେଲିଫୋନ୍‌ରେ କଥା ହୋଇଛନ୍ତି। ପିଡିତାଙ୍କ ସହିତ କଥା ହେଲା ପରେ ପୀଡ଼ିତାଙ୍କ ମା’ ଓ ମେଡିକାଲରେ ଉପସ୍ଥିତ ଥିବା ଓଡ଼ିଶା ମହିଳା କମିସନ ଅଧ୍ୟକ୍ଷା ଶୋଭନା ମହାନ୍ତିଙ୍କ ସହ ମଧ୍ୟ ଆଲୋଚନା କରିଥିଲେ । କଥା ହେବା ସମୟରେ ମୁଖ୍ୟମନ୍ତ୍ରୀ ପୀଡ଼ିତାଙ୍କୁ କହିଥିଲେ ଯେ ଚିନ୍ତା କରନାହିଁ, ଓଡ଼ିଶା ସରକାର ସମ୍ପୂର୍ଣ୍ଣ ଭାବେ […]

Read More

ଚନ୍ଦକା ଥାନାରୁ ମୋବାଇଲ ଚୋର ଫେରାର

ଓଡ଼ିଶା ଲିଡ୍ସ(ବ୍ୟୁରୋ): କନେଷ୍ଟବଳଙ୍କୁ ଧକ୍କା ଦେଇ ଚନ୍ଦକା ଥାନାରୁ ପଛ ଗେଟ ଦେଇ ଚମ୍ପଟ ମାରିଛି ଜଣେ ମୋବାଇଲ ଚୋର । ଫେରାର ଅଭିଯୁକ୍ତ ଜଣକ ହେଉଛି ପଶ୍ଚିମବଙ୍ଗର ରାଜା। ମୋବାଇଲ ଚୋର ରାଜା ଖସିଯିବା ପରେ ଚନ୍ଦକା ଥାନାର ହୁଗୁଳା ସୁରକ୍ଷା ବ୍ୟବସ୍ଥା ଏବେ ପଦାରେ ପଡ଼ିଛି। ସୂଚନା ଅନୁଯାୟୀ ଗତମାସ ୨୮ ତାରିଖ ରାତିରେ ଏକ ଆଇଫୋନ ଚୋରି ହୋଇଥିଲା। ସେହି ଅଭିଯୋଗ ତଦନ୍ତ କରି ଦୁଇ ଦିନ ତଳେ ଚନ୍ଦକା ପୁଲିସ ରାଜାକୁ […]

Read More

ପଶ୍ଚିମବଙ୍ଗ ମହିଳାଙ୍କ ପାଇଁ ଅସୁରକ୍ଷିତ : ରାଜ୍ୟପାଳ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ନିକଟରେ ପଶ୍ଚିମବଙ୍ଗ ଦୁର୍ଗାପୁରରେ ଜଣେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କ ସହ ଗଣଦୁଷ୍କର୍ମ ଘଟି ଯାଇଛି । ଏହି ଘଟଣାରେ ଚିନ୍ତା ପ୍ରକଟ କରିଛନ୍ତି ପଶ୍ଚିମବଙ୍ଗ ରାଜ୍ୟପାଳ ସି.ଭି. ଆନନ୍ଦ ବୋଷ। ସେ କହିଛନ୍ତି ପଶ୍ଚିମବଙ୍ଗ ଆଉ ମହିଳାମାନଙ୍କ ପାଇଁ ସୁରକ୍ଷିତ ନୁହେଁ। ମହିଳାମାନଙ୍କ ପାଇଁ ପଶ୍ଚିମବଙ୍ଗକୁ ସୁରକ୍ଷିତ କରିବା ପାଇଁ ଦ୍ୱିତୀୟ ପୁନର୍ଜାଗରଣ ଆବଶ୍ୟକ।ଗତକାଲି ସେ ହସ୍ପିଟାଲକୁ ଯାଇ ପୀଡ଼ିତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ଡାକ୍ତରଙ୍କଠାରୁ ପଚାରି ବୁଝିଥିଲେ ଏବଂ ପୀଡିତାଙ୍କ ପିତାମାତାଙ୍କୁ ମଧ୍ୟ ଭେଟିଥିଲେ। […]

Read More

ବହିରାଗତ କର୍ମଚାରୀ ଓ ଶ୍ରମିକ ନୁହେଁ ସ୍ଥାନୀୟ ଅଞ୍ଚଳର ଯୁବକଙ୍କୁ ପ୍ରାଧାନ୍ୟ ଦିଅ: ଇଂ ପ୍ରୀତିରଞ୍ଜନଜୋର୍‌ ଧରିଲା ଛଟେଇ ଶ୍ରମିକ ଓ ଯୁବବର୍ଗଙ୍କୁ ନିଯୁକ୍ତି ଦାବିସବୁ ଖଣି କର୍ତ୍ତୃପକ୍ଷଙ୍କୁ ପୂର୍ବତନ ମନ୍ତ୍ରୀଙ୍କ ଚିଠିଦାବି ପୂରଣ ନହେଲେ ଶ୍ରମିକ ସଂଘର ଆନ୍ଦୋଳନ ଚେତାବନୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ସୁକିନ୍ଦା କ୍ରୋମ୍‌ ଉପତ୍ୟକାର ସବୁ କ୍ରିୟାଶୀଳ ଖଣିରେ ନିଯୁକ୍ତି କ୍ଷେତ୍ରରେ ବ୍ୟାପକ ପାତର ଅନ୍ତର ଦେଖିବାକୁ ମିଳିଛି । ଯାଜପୁର ଜିଲ୍ଲା ଓ ସୁକିନ୍ଦା ଅଞ୍ଚଳର ଯୁବକ ମାନଙ୍କୁ ନିଯୁକ୍ତି ନଦେଇ ଖଣି ମାଲିକ ବାହାର ଯୁବକଙ୍କୁ ନିଯୁକ୍ତି ଦେଉଛନ୍ତି । ଯାହା ସ୍ଥାନୀୟ ଅଞ୍ଚଳ ଯୁବକଙ୍କ ପ୍ରତି ଘୋର ଅନ୍ୟାୟ । ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ପ୍ରତିକ୍ରିୟା ସୃଷ୍ଟି ହୋଇଛି । ପ୍ରତ୍ୟକ୍ଷ ଖଣି ପ୍ରଭାବିତ ଅଞ୍ଚଳବାସୀଙ୍କ ନ୍ୟାର୍ଯ୍ୟ ଅଧିକାର […]

Read More

ଖଣି ପ୍ରଭାବିତ ଅଞ୍ଚଳର ଛଟେଇ ଯୁବକ ଓ ସ୍ଥାନୀୟ ଯୁବକଙ୍କ ନିଯୁକ୍ତି ପାଇଁ ଦାବି, ଦାବି ପୂରଣ ନହେଲେ ଆନ୍ଦୋଳନ ଚେତାବନୀ ଦେଲେ ଇଂ ପ୍ରୀତିରଞ୍ଜନ

ଓଡ଼ିଶା ଲିଡ୍ସ(ଯାଜପୁର):ସୁକିନ୍ଦା କ୍ରୋମାଇଟ ଉପତ୍ୟକାରେ ଥିବା ଖଣି ମାଲିକ ମାନେ ସ୍ଥାନୀୟ ଅଞ୍ଚଳର ଛଟେଇ ଓ ବେକାର ଯୁବକଙ୍କୁ ନିଯୁକ୍ତି ନ ଦେଇ ପ୍ରତାରଣା କରୁଥିବାର ଅଭିଯୋଗ ଆଣିଛନ୍ତି ପୂର୍ବତନ ଗ୍ରାମ୍ୟ ଉନ୍ନୟନ, ବୈଷୟିକ ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ତଥା ସୁକିନ୍ଦା ରିଜିଅନ କ୍ରୋମାଇଟ ଖାଦାନ ମଜଦୂର ସଂଘର ସଭାପତି ଇଂ ପ୍ରୀତିରଞ୍ଜନ ଘଡାଇ। ସୁକିନ୍ଦା କ୍ରୋମ ଉପତ୍ୟକାରେ କାର୍ଯ୍ୟରତ ସମସ୍ତ ଖଣି ମାଲିକ ମାନଙ୍କୁ ଆଜି ଏକ ଚିଠି ଲେଖି ଖଣି ମାଲିକ […]

Read More