
ରାଜ୍ୟସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ: ପିଲାଙ୍କୁ ଖଡ଼ି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶା ଲିଡ୍ସ(ବ୍ୟୁରୋ): ସାରା ରାଜ୍ୟରେ ଆରମ୍ଭ ହୋଇଛି ବିଦ୍ୟା ଆରମ୍ଭ ପର୍ବ । ପ୍ରତି ଗାଁରେ, ପ୍ରତି ସହରରେ ବିଦ୍ୟା ଆରମ୍ଭକୁ ଉତ୍ସବ ଭାବେ ପାଳନ କରାଯାଉଛି। ଏହାଦ୍ୱାରା ପିଲାଙ୍କ ନାମଲେଖା ପାଇଁ ବାପା ମା’ମାନେ ଉତ୍ସାହିତ ହେଉଛନ୍ତି ବୋଲି ରାଜ୍ୟସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ-୨୦୨୬ ଅବସରରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ‘ନିପୁଣ ଓଡ଼ିଶା’ ଓ ‘ପଢ଼ିବା, ଗଢ଼ିବା ଓଡ଼ିଶା’ ଅଭିଯାନରେ ବିଭିନ୍ନ ବିଦ୍ୟାଳୟମାନଙ୍କରେ ପିଲାଙ୍କ […]




























