orissaleads

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

Blog Post

orissaleads > Articles by: orissaleads@admin

ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ କାର୍ଯ୍ୟକାଳ ଦୁଇ ବର୍ଷ ବୃଦ୍ଧି

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ କାର୍ଯ୍ୟକାଳ ଦୁଇ ବର୍ଷ ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର । କାର୍ଯ୍ୟକାଳ ବୃଦ୍ଧିକୁ କ୍ୟାବିନେଟ ନିଯୁକ୍ତି କମିଟି ଅନୁମୋଦନ ମଧ୍ୟ କରିଛି। ଆସନ୍ତା ୩୧ ତାରିଖରେ ମୃତ୍ୟୁଞ୍ଜୟ ମହାପାତ୍ରଙ୍କ କାର୍ଯ୍ୟକାଳ ସରୁଥିଲା । ଭାରତୀୟ ପାଣିପାଗ ବିଭାଗରେ ଶ୍ରୀ ମହାପାତ୍ରଙ୍କର ଉଲ୍ଲେଖନୀୟ ଅବଦାନ ରହିଛି। ପ୍ରଥମ ଓଡ଼ିଆ ଭାବେ ମୃତ୍ୟୁଞ୍ଜୟ ମହାପାତ୍ର ୨୦୧୯ରେ ଆଇଏମଡି ମହାନିର୍ଦ୍ଦେଶକ ପଦରେ ନିଯୁକ୍ତି ପାଇଥିଲେ। ଏହି ଗୁରୁତ୍ୱପୂର୍ଣ୍ଣ ପଦ ଗ୍ରହଣ କରିବା ପୂର୍ବରୁ […]

Read More

ସିରାଜ-ପ୍ରସିଦ୍ଧ ଝଡ଼ରେ ଇଂଲଣ୍ଡ ଧରାଶାୟୀ, ସିରିକ ୨-୨ରେ ଡ୍ର

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଭାରତର ଦୁଇ ଦ୍ରୁତ ବୋଲର ମହମ୍ମଦ ସିରାଜ ଓ ପ୍ରସିଦ୍ଧ କ୍ରିଷ୍ଣାଙ୍କ ବୋଲିଂ ଝଡ଼ରେ ଇଂଲଣ୍ଡ ଧରାଶାୟୀ ହୋଇଛି । ରୋମାଞ୍ଚକର ଶେଷ ଟେଷ୍ଟ ଜିତି ଭାରତ ସିରିଜ ଡ୍ର କରିବାରେ ସଫଳ ହୋଇଛି । ଆଜି ବିଜୟ ପାଇଁ ଇଂଲଣ୍ଡକୁ ୩୫ ରନର ଆଵଶ୍ୟକତା ଥିଲା ବେଳେ ଭାରତର ଆବଶ୍ୟକ ଥିଲା ଇଂଲଣ୍ଡର ଶେଷ ଚାରି ଉଇକେଟ । ଆଉ ମାତ୍ର ୬ ରନ ପୂର୍ବରୁ ଭାରତ ଇଂଲଣ୍ଡର ୪ ଉଇକେଟ ଦାଖଲ […]

Read More

ଚିନ୍ତା ବଢ଼ାଉଛି ଏୟାର ଟେଲ, ଉପଭୋକ୍ତା ଚିନ୍ତିତ

ଓଡ଼ିଶା ଲିଡ୍ସ(ଯାଜପୁର): ଏୟାର ଟେଲ ଉପଭୋକ୍ତା ମାନେ ଏବେ ଚିନ୍ତାରେ ପଡିଛନ୍ତି । ବେଶ କିଛି ମାସ ହେଲା ଏୟାର ଟେଲ ନେଟୱାର୍କରେ ବିଭ୍ରାଷ୍ଟ ଦେଖା ଦେଇଛି । ଯାଜପୁର ଜିଲ୍ଲାରେ ଲକ୍ଷ ଲକ୍ଷ ଏୟାର ଟେଲ ଉପଭୋକ୍ତା ଥିଲା ବେଳେ ସେମାନେ ଏବେ ଚିନ୍ତାରେ ପଡିଛନ୍ତି । ଏ ନେଇ ବାରମ୍ବାର ଅଭିଯୋଗ ପରେ ମଧ୍ୟ କର୍ତ୍ତୃପକ୍ଷ ଏ ନେଇ କୌଣସି ପଦକ୍ଷେପ ନେଉ ନଥିବା ଅଭିଯୋଗ ହେଉଛି । ମୋବାଇଲ ଉପରେ ଭରସା କରୁଥିବା […]

Read More

ମୃତ୍ୟୁ ଖବର ପାଇ ପରିବାର ନିକଟରେ ପହଞ୍ଚିଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ଲିଡ୍ସ(ଯାଜପୁର): ସୁକିନ୍ଦା ନିର୍ବାଚନ ମଣ୍ଡଳୀ ଡୁବୁରୀ ଗାଁର ବିଶ୍ୱଜିତ ପାତ୍ରଙ୍କ ବାପା ବିଜୟ କୁମାର ପାତ୍ରଙ୍କ ଦେହାନ୍ତ ହୋଇ ଯାଇଛି । ଏହି ଖବର ପାଇ ବିଶ୍ଵଜିତଙ୍କ ପରିବାର ନିକଟରେ ପହଞ୍ଚିଥିଲେ ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ । ମୃତ ବିଜୟ ପାତ୍ରଙ୍କ ଶେଷ ଦର୍ଶନ କରିବା ସହିତ ତାଙ୍କ ପରିବାର ବର୍ଗଙ୍କୁ ସାନ୍ତ୍ୱନା ପ୍ରଦାନ କରିଛନ୍ତି ।

Read More

ଶ୍ରୀନଗର ବିମାନ ବନ୍ଦରରେ ହାତା ହାତି, କର୍ମଚାରୀ ଆହତ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଶ୍ରୀନଗର ବିମାନ ବନ୍ଦରରେ ହାତାହାତି ଘଟଣା ଘଟିଛି । ଏଥିରେ ଜଣେ ବିମାନ କର୍ମଚାରୀ ଗୁରୁତର ଆହତ ହୋଇଛନ୍ତି । ଶ୍ରୀନଗରରୁ ଦିଲ୍ଲୀ ଯାଉଥିବା ଏସଜି-୩୮୬ ବିମାନର ବୋର୍ଡିଂ ଗେଟରେ ଜଣେ ଯାତ୍ରୀ ସ୍ପାଇସଜେଟର ଚାରି ଜଣ କର୍ମଚାରୀଙ୍କୁ ଆକ୍ରମଣ କରିଛନ୍ତି । ଯାତ୍ରୀ ଜଣକ ସ୍ପାଇସଜେଟର କର୍ମଚାରୀଙ୍କୁ ଗୋଇଠା ଏବଂ ବିଧା ମାରି ଆକ୍ରମଣ କରିଛନ୍ତି । ଫଳରେ ଜଣେ କର୍ମଚାରୀଙ୍କ ମେରୁଦଣ୍ଡରେ ଗୁରୁତର ଆଘାତ ଲାଗିଛି । ସ୍ପାଇସ ଜେଟର ଜଣେ […]

Read More

ଦିଲ୍ଲୀରେ ଚିକିତ୍ସାଧୀନ ଅବସ୍ଥାରେ ବଳଙ୍ଗା ପୀଡିତାଙ୍କ ମୃତ୍ୟୁ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଶେଷରେ ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ହୋଇ ଯାଇଛି । ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଘଟଣା ଘଟିବା ପରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ବର ଏମ୍ସରୁ ଦିଲ୍ଲୀ ଏମ୍ସକୁ ଏୟାର ଲିଫ୍ଟ କରାଯାଇଥିଲା । ପୀଡ଼ିତାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ନିଜ ଶୋକ ବାର୍ତ୍ତାରେ କହିଛନ୍ତି ସରକାରଙ୍କ ସମସ୍ତ ପ୍ରୟାସ ସତ୍ତ୍ବେ ତାଙ୍କ […]

Read More

ସରକାରୀ ନିୟମକୁ ଦଳି ମକଚି ଦେଲା ଜିଲ୍ଲା ପ୍ରଶାସନ: ଡିଏମଏଫ କମିଟିରେ ଖଣି ପ୍ରଭାବିତ ଅଞ୍ଚଳର ଲୋକ ପ୍ରତିନିଧିଙ୍କୁ ମିଳିଲାନି ସ୍ଥାନ,ପ୍ରତିବାଦରେ ଜିଲ୍ଲାପାଳଙ୍କୁ ଭେଟିଲେ ପୂର୍ବତନ ମନ୍ତ୍ରୀ ଓ ଅନ୍ୟ ଲୋକ ପ୍ରତିନିଧି

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଯାଜପୁର ଜିଲ୍ଲା ଡିଏମଏଫ ଟ୍ରଷ୍ଟ ଗଠନରେ ରାଜନୀତି କରଣ କରାଯାଇ ଖଣି ପ୍ରଭାବିତ ଅଞ୍ଚଳର ପଞ୍ଚାୟତ ପ୍ରତିନିଧି ଓ ଜିଲ୍ଲା ପରିଷଦ ପ୍ରତିନିଧିଙ୍କୁ ସାମିଲ କରାଯାଇନଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ପୂର୍ବତନ ସୁକିନ୍ଦା ବିଧାୟକ ତଥା ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ, ସୁକିନ୍ଦା ବ୍ଲକ ଅଧ୍ୟକ୍ଷ ଦିବ୍ୟ ରଞ୍ଜନ ବରାଳ, ୩୭ ନମ୍ବର ଜୋନ ଜିଲ୍ଲା ପରିଷଦ ସଭ୍ୟା ଜେମା ଚାଖି ଓ ବିଭିନ୍ନ ଖଣି ପ୍ରଭାବିତ ପଞ୍ଚାୟତର ଲୋକ ପ୍ରତିନିଧି […]

Read More

ବାଟବଣା ବିକାଶ, ଜିଲ୍ଲା ମୁଖ୍ୟାଳୟ ରାସ୍ତାରେ ଜଳାଶୟର ଭ୍ରମ

ଓଡ଼ିଶା ଲିଡ୍ସ(ଯାଜପୁର): ଗୋଟିଏ ସମୟରେ ଜିଲ୍ଲା ମୁଖ୍ୟାଳୟ ଯାଜପୁର ଟାଉନକୁ ବିକାଶର ପ୍ରୟୋଗଶାଳା କୁହା ଯାଉଥିଲା । ଆଖି ଝଲସା ବିକାଶରେ ଯାଜପୁର ଝଲସୁଥିଲା । ହେଲେ ଆଜି ସେ ସମୟ ବେଶ ବଦଳି ଯାଇଛି । ସହର ଭିତରେ ଥିବା ବିଭିନ୍ନ ରାସ୍ତାକୁ ଦେଖିଲେ ବିକାଶ ଏହି ସହରରେ କିଭଳି ବାଟ ହୁଡ଼ିଛି ତାହା ବେଶ ବାରି ହୋଇ ପଡୁଛି । ରାସ୍ତା ଖାଲଖମାରେ ପୂର୍ଣ୍ଣ ହୋଇଥିଲା ବେଳେ ଗୋଟିଏ ଗୋଟିଏ ସ୍ଥାନରେ ଏହା ଜଳାଶୟର […]

Read More

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଗତ ୭ ମାସ ମଧ୍ୟରେ ଆମେରିକା ୧୭ ଶହରୁ ଉର୍ଦ୍ଧ୍ଵ ଭାରତୀୟ ନାଗରିକଙ୍କୁ ତା ଦେଶରୁ ବିଦା କରିଛି । ଏ ମାନଙ୍କ ମଧ୍ୟରେ ୧୪୧ ଜଣ ମହିଳା ବି ସାମିଲ ଅଛନ୍ତି । ଏ ନେଇ ଲୋକସଭାରେ ସୂଚନା ଦେଇଛନ୍ତି ବିଦେଶ ରାଷ୍ଟ୍ର ମନ୍ତ୍ରୀ କିର୍ତ୍ତୀ ବର୍ଦ୍ଧନ ସିଂ । ସିଂ କହିଛନ୍ତି ୨୦୨୦ରୁ ୨୦୨୪ ମଧ୍ୟରେ ୫ ହଜାର ୫ଶହ ୪୧ ଭାରତୀୟଙ୍କୁ ଆମେରିକାରୁ ବିଦା କରାଯାଇଥିଲା । ଚଳିତ ବର୍ଷ […]

Read More

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୧୮ କାଉଡିଆ ମୃତ, ଅନେକ ଗୁରୁତର

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଝାଡ଼ଖଣ୍ଡର ଦେଓଘରରେ ଆଜି ଭୋର ପ୍ରାୟ ୪ଟା ୩୦ ମିନଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। କାଉଡ଼ିଆଙ୍କୁ ନେଇ ଯାଉଥିବା ଏକ ବସ ଗ୍ୟାସ ସିଲିଣ୍ଡର ବୋଝେଇ ଏକ ଟ୍ରକ ସହିତ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ ୧୮ ଜଣ ଭକ୍ତଙ୍କର ମୃତ୍ୟୁ ହୋଇଛି ବୋଲି ବିଜେପି ସାଂସଦ ନିଶୀକାନ୍ତ ଦୁବେ ସୂଚନା ଦେଇଛନ୍ତି । ପୋଲିସ ସୂଚନା ଅନୁଯାୟୀ ଦେଓଘରର ମୋହନପୁର ଥାନା ଅଞ୍ଚଳର ଜମୁନିୟା ଜଙ୍ଗଲ ନିକଟରେ ଏହି […]

Read More