Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > Articles by: orissaleads@admin

ବିଧାୟକ ପଦରୁ ଇସ୍ତଫା ଦେଲେ ବିଜେପି ରାଷ୍ଟ୍ରୀୟ ସଭାପତି ନିତିନ ନବୀନ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ବିହାର ବିଧାନସଭାର ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି ବିଜେପି ରାଷ୍ଟ୍ରୀୟ ସଭାପତି ନିତିନ ନବୀନ ।ସେ ବାଙ୍କିପୁର ନିର୍ବାଚନମଣ୍ଡଳୀରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ଗତ ରାଜ୍ୟସଭା ନିର୍ବାଚନରେ ରାଜ୍ୟସଭାକୁ ନିର୍ବାଚିତ ହେବା ପରେ ନୀତିନ ନବୀନ ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି । ସେ କହିଛନ୍ତି ନୂତନ ଭୂମିକା ମାଧ୍ୟମରେ ବିହାରର ବିକାଶ ପାଇଁ ସର୍ବଦା ପ୍ରତିବଦ୍ଧତା ଦେଖାଇବେ । ଦଳୀୟ କର୍ମୀ ଏବଂ ଲୋକଙ୍କ ସହିତ ଅତୁଟ ବନ୍ଧନ ସବୁ […]

Read More

ଏସସିବି ଅଗ୍ନିକାଣ୍ଡ: ମିଳିତ ଵିରୋଧି ଦଳ ପକ୍ଷରୁ ବିଶାଳ ଗଣ ଧାରଣା

ଓଡ଼ିଶା ଲିଡ୍ସ(ବ୍ୟୁରୋ): କଟକ ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜର ଟ୍ରମା କେୟାର ଆଇସିୟୁରେ ଘଟିଥିବା ମର୍ମନ୍ତୁଦ ଅଗ୍ନିକାଣ୍ଡରେ ୧୩ ଜଣ ରୋଗୀଙ୍କ ଶୋଚନୀୟ ମୃତ୍ୟୁ ହୋଇଥିଲା ଓ ଅନେକ ଗୁରୁତର ରୋଗୀ ଆହତ ହୋଇଥିଲେ । ଏହି ଘଟଣାକୁ ନେଇ ସାରା ରାଜ୍ୟରେ ତୀବ୍ର ପ୍ରତିକ୍ରିୟା ସୃଷ୍ଟି ହୋଇଥିଲା । ଵିରୋଧି ଦଳ ପକ୍ଷରୁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରାଯାଇଥିଲେ ମଧ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ନୈତିକ ଦାୟିତ୍ୱ ନେଇ ଇସ୍ତଫା ପ୍ରଦାନ କରି ନାହାନ୍ତି । ଯାହାକୁ […]

Read More

ବିଜୁ ବାବୁଙ୍କ ପ୍ରତି ସାଂସଦଙ୍କ ଆକ୍ଷେପର ତୀବ୍ର ପ୍ରତିବାଦ କଲା ବିଜେଡି, ଅପମାନ ସହିବ ନାହିଁ ଓଡ଼ିଶା ତୁରନ୍ତ କ୍ଷମା ମାଗନ୍ତୁ ବିଜେପି ସାଂସଦ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ​ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ବିଜେପି ସାଂସଦ ନିଶିକାନ୍ତ ଦୁବେ ଦେଇଥିବା ମିଥ୍ୟା ଓ ଅପମାନଜନକ ମନ୍ତବ୍ୟକୁ ନେଇ ସାରା ରାଜ୍ୟରେ ତୀବ୍ର ପ୍ରତିକ୍ରିୟା ସୃଷ୍ଟି ହୋଇଛି । ଏହି ଘଟଣାକୁ ବିଜୁ ଯୁବ ଓ ଛାତ୍ର ଜନତା ଦଳ ପକ୍ଷରୁ ଦୃଢ଼ ନିନ୍ଦା କରାଯାଇଛି। ପ୍ରତିବାଦରେ ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ ଛକଠାରେ ବିଜେପି ସାଂସଦଙ୍କ କୁଶ ପୁତ୍ତଳିକା ଦାହ କରାଯାଇଛି। ​ବିଜୁ ବାବୁ କେବଳ ଜଣେ ନେତା ନୁହଁନ୍ତି, ସେ ପ୍ରତିଟି ଓଡ଼ିଆଙ୍କ […]

Read More

କାଶ୍ମୀରବାସୀଙ୍କ ଇରାନ ପାଇଁ ଦରଦ: ଦାନ ଦେଉଛନ୍ତି କୋଟି କୋଟି ଟଙ୍କା

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଇରାନ ବିରୁଦ୍ଧରେ ଯୁଦ୍ଧ ହେବାର ପ୍ରାୟ ଗୋଟିଏ ମାସ ଅତିକ୍ରାନ୍ତ ହୋଇଛି । ଉଭୟ ପକ୍ଷ ପଛକୁ ହଟିବାର ଦେଖା ଯାଉନାହିଁ । ଭାରତର କାଶ୍ମୀର ଉପତ୍ୟକାରେ ଇରାନକୁ ଦାନ ଦେବା ପାଇଁ ଏକ ପ୍ରକାର ପ୍ରତିଯୋଗିତା ଆରମ୍ଭ ହୋଇଛି । ଲୋକମାନେ ନିଜ ଘରୁ ମୂଲ୍ୟବାନ ବସ୍ତୁ ଆଣି ଦାନ ଦେଉଛନ୍ତି । ଇରାନକୁ କାଶ୍ମୀର ଲୋକଙ୍କ ଏଭଳି ସମର୍ଥନ ଗୁଇନ୍ଦା ସଂସ୍ଥାଗୁଡ଼ିକୁ ମଧ୍ୟ ଚିନ୍ତାରେ ପକାଇ ଦେଇଛି । ସରକାରୀ ଆକଳନ […]

Read More

ଗୁଟଖା ବନ୍ଦ ପ୍ରହସନ: ପରିମାଣ କମିଲା, ମୂଲ୍ୟ ବଢ଼ିଲା

ଓଡ଼ିଶା ଲିଡ୍ସ(ବ୍ୟୁରୋ): ସରକାର ନିକଟରେ ସାରା ରାଜ୍ୟରେ ପାନ ମସଲା ଓ ଗୁଟଖା ବିକ୍ରୟ ଉପରେ ରୋକ ଲଗାଇଥିଲେ । ଯାହାକୁ ନେଇ ବ୍ୟାପକ ଚର୍ଚ୍ଚା ସୃଷ୍ଟି ହୋଇଥିଲା । ବିଭିନ୍ନ ଦୋକାନ ଉପରେ ପୋଲିସ ଚଢ଼ାଉ କରିଥିଲା । ଯାହା ଫଳରେ ଚୋରା ବେପାରୀଙ୍କ ଠାରୁ ନେଇ ଖୁଚୁରା ବେପାରୀ ପାନ ମସଲା ଓ ଗୁଟଖାକୁ ଦୁଇଗୁଣ ମୂଲ୍ୟରେ ବିକ୍ରି କରିଥିଲେ । କିଛିଦିନ ପରେ ଏହାର ବିକ୍ରି ପୁଣି ସ୍ୱାଭାବିକ ହୋଇଛି । ହେଲେ […]

Read More

ଲୋକଙ୍କ ସମସ୍ୟା ସହିତ ଜଡିତ ରୁହ- ଇଂ ପ୍ରୀତିରଞ୍ଜନ ଘଡାଇ

ଓଡ଼ିଶା ଲିଡ୍ସ(ଯାଜପୁର): ଲୋକଙ୍କ ନିକଟତର ହୁଅ, ଲୋକଙ୍କ ସମସ୍ୟା ସହିତ ଜଡିତ ହୋଇ ସମସ୍ୟା ସମାଧାନ କରିବାକୁ ଉଦ୍ୟମ କର ।ଦାନଗଦି ବ୍ଲକ୍ ରଣାଗୁଣ୍ଡି ପଞ୍ଚାୟତରେ ବରିଷ୍ଠ ବିଜେଡି କର୍ମକର୍ତ୍ତାମାନଙ୍କୁ ନେଇ ପଞ୍ଚାୟତ ସଂଗଠନକୁ ଆହୁରି ସୁଦୃଢ଼ କରିବା ପାଇଁ ଆୟୋଜିତ ସାଂଗଠନିକ ବୈଠକରେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ଏହା କହିଛନ୍ତି ପୂର୍ବତନ ମନ୍ତ୍ରୀ ତଥା ବିଜେଡିର ବରିଷ୍ଠ ସାଧାରଣ ସମ୍ପାଦକ ଇଂ ପ୍ରୀତିରଞ୍ଜନ ଘଡାଇ । ବୈଠକରେ ଯୋଗଦାନ କରିଥିବା ନେତୃମଣ୍ଡଳୀ ବିଜେପି […]

Read More

କର୍ତ୍ତବ୍ୟରେ ଅବହେଳା: ଥାନା ହାଜତରୁ ଅଭିଯୁକ୍ତ ଫେରାର ଅଭିଯୋଗରେ ୩ ନିଲମ୍ବିତ

ଓଡ଼ିଶା ଲିଡ୍ସ(ଯାଜପୁର): ଯାଜପୁର ବ୍ରହ୍ମବରଦା ଥାନା ହାଜତରୁ ଜଣେ ଅଭିଯୁକ୍ତ ଫେରାର ହୋଇଥିଲେ । ଏହି ଘଟଣାର ତଦନ୍ତ କରି ଯାଜପୁର ଏସପି ୟସ ପ୍ରତାପ ଶ୍ରୀମଲ କର୍ତ୍ତବ୍ୟରେ ଅବହେଳା ପାଇଁ ଜଣେ ଏଏସଆଇ ଓ ଦୁଇ ଜଣ କନେଷ୍ଟବଳଙ୍କୁ ନିଲମ୍ବନ କରିଛନ୍ତି । ନିଲମ୍ବନ ହୋଇଥିବା ଏଏସଆଇ ହେଲେ ଅଚ୍ୟୁତାନନ୍ଦ ଦାସ ଓ ଦୁଇ କନେଷ୍ଟବଳ ହେଲେ ଵିଦ୍ୟାପତି ପଲେଇ ଓ ସନ୍ତୋଷ ସାହୁ। ଯାଜପୁର ରୋଡ଼ ଏସଡ଼ିପିଓ ଶରତ ଚନ୍ଦ୍ର ପାତ୍ରଙ୍କ ଦ୍ୱାରା ବିଭାଗୀୟ […]

Read More

ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗଦେଇ ଆଶିର୍ବାଦ କାମନା କଲେ ଇଂ ପ୍ରୀତିରଞ୍ଜନ ଘଡାଇ

ଓଡ଼ିଶା ଲିଡ୍ସ(ଯାଜପୁର):ଦାନଗଦୀ ବ୍ଲକ୍ କିଆଝର ପଞ୍ଚାୟତର ଉପର ଟମକା ଗ୍ରାମରେ ମା’ ବିମଳାଦେବୀଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବ ଆୟୋଜିତ ହୋଇ ଯାଇଛି । ଉକ୍ତ ଆଧ୍ୟାତ୍ମିକ ଉତ୍ସବରେ ଯୋଗଦେଇ ମା’ ବିମଳାଙ୍କ ଆଶୀର୍ବାଦ ଲାଭ କରିବା ସହିତ ସମସ୍ତଙ୍କ ସୁଖ, ଶାନ୍ତି ଓ ସମୃଦ୍ଧି କାମନା କରିଛନ୍ତି ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ । ଆୟୋଜକ ମାନଙ୍କ ପକ୍ଷରୁ ତାଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା ।

Read More

ଜାଗ୍ରତ ବରୀ ପକ୍ଷରୁ ଦସ୍ତଖତ ଅଭିଯାନର ଶୁଭାରମ୍ଭ

ଓଡ଼ିଶା ଲିଡ୍ସ( ଯାଜପୁର): ବରୀ ଅଞ୍ଚଳର ବିଭିନ୍ନ ସମସ୍ୟାକୁ ସମାଧାନ କରିବାକୁ ଉଦ୍ୟମ କରିବାକୁ ଗଠିତ ହୋଇଛି “ଜାଗ୍ରତ ବରୀ” ସଂଗଠନ । ପୂର୍ବରୁ ବରୀ ଅଞ୍ଚଳର ବିଭିନ୍ନ ସମସ୍ୟା ଓ ତାର କିଭଳି ସମାଧାନ କରାଯିବ ସେ ନେଇ ଆଲୋଚନା ହୋଇଥିଲା । ଗତକାଲି ବରୀର ପ୍ରମୁଖ ରାସ୍ତାରେ ଥିବା କନ୍ତକାର ସେତୁର ଉଭୟ ପଟ ବାଡ଼ା ନିର୍ମାଣ ପାଇଁ ଜିଲ୍ଲାପାଳ ଓ ବିଭାଗୀୟ ଅଧିକାରୀଙ୍କୁ ଦାବିପତ୍ର ଦେବାକୁ ନିଷ୍ପତି ହାଇଥିଲା । ଏହା ପରେ […]

Read More

ଇଚ୍ଛାମୃତ୍ୟୁ ପାଇ ଚିର ନିଦ୍ରାରେ ହରିଶ ରାଣା

ଓଡ଼ିଶା ଲିଡ୍ସ(ବ୍ୟୁରୋ):ଇଚ୍ଛାମୃତ୍ୟୁ ପାଇବାର ୧୩ ଦିନ ପରେ ଆଜି ଚିର ନିଦ୍ରାରେ ଶୋଇଛନ୍ତି ହରିଶ ରାଣା । ଚଳିତ ମାଡ଼ ୧୧ ତାରିଖରେ ପ୍ରଥମଥର ପାଇଁ ସୁପ୍ରିମକୋର୍ଟ ଦେଶରେ କୌଣସି ରୋଗୀଙ୍କ ପରିବାର ପକ୍ଷରୁ ଏପରି ନିଷ୍କ୍ରିୟ ଇଚ୍ଛାମୃତ୍ୟୁ ଆବେଦନ ଉପରେ ମୋହର ମାରିଥିଲେ। ଦୀର୍ଘ ୧୩ ବର୍ଷ ଧରି କୋମାରେ ରହିଥିବା ୩୨ ବର୍ଷୀୟ ହରିଶ ଦିଲ୍ଲୀର ଏମ୍ସରେ ଆଜି ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ହରିଶ ରାଣା ମାମଲା ସଂପୂର୍ଣ୍ଣ ଭାବେ ବିରଳ […]

Read More