
ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ
ଆମେରିକାର ଗୁଇନ୍ଦା ସଂସ୍ଥାର ରିପୋର୍ଟରେ ଭାରତ ଓ ପାକିସ୍ତାନ ମଧ୍ୟରେ ପରମାଣୁ ଯୁଦ୍ଧର ଆଶଙ୍କା ଅଛି ବୋଲି ଦାବି କରାଯାଇଛି। ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆମେରିକାର ଗୁଇନ୍ଦା ସଂସ୍ଥା ରିପୋର୍ଟରେ ଭାରତ ଓ ପାକିସ୍ତାନ ମଧ୍ୟରେ ପରମାଣୁ ଯୁଦ୍ଧର ଆଶଙ୍କା ଅଛି ବୋଲି ଦାବି କରାଯାଇଛି। ରିପୋର୍ଟରେ ପାକିସ୍ତାନର କଳା କାରନାମା ବିଷୟରେ ମଧ୍ୟ ଉଲ୍ଲେଖ କରାଯାଇଛି। ବୁଧବାର ଆମେରିକା ସିନେଟରେ ଏହି ରିପୋର୍ଟ ଉପସ୍ଥାପିତ ହୋଇଛି। ରିପୋର୍ଟ ଉପସ୍ଥାପନ କରି ଆମେରିକାର ଗୁଇନ୍ଦା ମୁଖ୍ୟ ତୁଳସୀ ଗବାର୍ଡ […]




























