Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > Articles by: orissaleads@admin

ଏସସିବି ମେଡ଼ିକାଲ ଟ୍ରମା କେୟାର ଆଇସିୟୁ ଅଗ୍ନିକାଣ୍ଡ ଘଟଣା: ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଇସ୍ତଫା ନଦେବା ନେଇ ପ୍ରଶ୍ନ କଲେ ଇଂ ପ୍ରୀତିରଞ୍ଜନ ଘଡାଇ

ଓଡିଶା ଲିଡ୍ସ(ବ୍ୟୁରୋ): ଗତ କାଲି ମଧ୍ୟରାତ୍ରୀରେ କଟକ ଶ୍ରୀ ରାମଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜରେ ଘଟିଥିବା ଅଗ୍ନିକାଣ୍ଡରେ ଟ୍ରମା କେୟାର ଆଇସିୟୁରେ ଅଗ୍ନିକାଣ୍ଡ ଘଟି ୧୦ ଜଣ ରୋଗୀଙ୍କ ଶୋଚନୀୟ ମୃତ୍ୟୁ ହୋଇଥିଲା ବେଳେ ୫ ଜଣ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ହୋଇଥିଲା । ଏହି ଘଟଣା ରାଜ୍ୟବାସୀଙ୍କୁ ମର୍ମାହତ କରିଥିଲା ବେଳେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ଏ ନେଇ ଗଭୀର ଶୋକ ପ୍ରକାଶ କରିଛନ୍ତି । […]

Read More

ଏସିବିରେ ଅଗ୍ନିକାଣ୍ଡ ଘଟଣାରେ ରାଷ୍ଟ୍ରପତିଙ୍କ ଶୋକ

ଓଡ଼ିଶା ଲିଡ୍ସ(ବ୍ୟୁରୋ): କଟକର ଏସସିବି ମେଡିକାଲର ଅଗ୍ନିକାଣ୍ତ ଘଟଣାରେ ଆଇସିୟୁରେ ଚିକିତ୍ସିତ ହେଉଥିବା ୧୦ ଜଣ ରୋଗୀଙ୍କ ମୃତ୍ୟୁ ଘଟଣାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୋକ ପ୍ରକାଶ କରିଛନ୍ତି । ସେ ନିଜର X ଆକାଉଣ୍ଟ ଜରିଆରେ ଶୋକ ବାର୍ତ୍ତା ପୋଷ୍ଟ କରି ସମବେଦନା ଜଣାଇଛନ୍ତି । ସେ ଲେଖିଛନ୍ତି ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ତାଙ୍କର ଗଭୀର ସମବେଦନା ଏବଂ ଆହତମାନଙ୍କ ଶୀଘ୍ର ଆଶୁ ଆରୋଗ୍ୟ କାମନା କରୁଛି । ଏହି ଦୁର୍ଘଟଣାରେ ସେ ମର୍ମାହତ ଥିବା […]

Read More

ମର୍ଣ୍ଣିଙ୍ଗ ୱାକ ବେଳେ ଦୁର୍ଘଟଣା: ଚାଲିଗଲା ତିନି ଜୀବନ, ଜଣଙ୍କ ଅବସ୍ଥା ସଂକଟାପନ୍ନ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ମର୍ଣ୍ଣିଙ୍ଗ ୱାକ ବେଳେ ଦୁର୍ଘଟଣା ଘଟିବାରୁ ତିନି ଜଣଙ୍କ ମୃତ୍ୟୁ ହୋଇଥିଲା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି । ଭୁବନେଶ୍ୱର-ପୁରୀ ରାସ୍ତା ଉତ୍ତରା ଛକ ନିକଟ କେଇସି କଲେଜ ସମ୍ମୁଖରେ ଏହି ମର୍ମନ୍ତୁଦ କାର ଦୁର୍ଘଟଣା ଘଟିଛି । ସକାଳୁ ସକାଳୁ ଜାତୀୟ ରାଜପଥ କଡ଼ରେ ମର୍ଣ୍ଣିଙ୍ଗ ୱାକ କରୁଥିଲା ବେଳେ ପଛ ପଟୁ ଆସି ଧକ୍କା ଦେଇଥିଲା । ସକାଳ ୫ଟାରେ ଉତ୍ତରା ଅଞ୍ଚଳର ଦୁଇ ଜଣ ମହିଳା ମର୍ଣ୍ଣିଙ୍ଗ ୱାକ […]

Read More

ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ): କଟକ ଏସସିବି ମେଡ଼ିକାଲ କଲେଜରେ ଅଗ୍ନିକାଣ୍ଡ ଘଟି ଟ୍ରମା କେୟାର ଆଇସିୟୁରେ ଚିକିତ୍ସିତ ହେଉଥିବା ରୋଗୀଙ୍କ ମଧ୍ୟରୁ ୧୦ ଜଣଙ୍କ ମୃତ୍ୟୁ ହେବା ଖବର ପାଇ ଗଭୀର ଶୋକ ପ୍ରକାଶ କରିଛନ୍ତି ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ । ନିଜ ଶୋକ ବର୍ତ୍ତାରେ ଇଂ ଘଡାଇ କହିଛନ୍ତି ଏହି ଘଟଣା ମୋତେ ମର୍ମାହତ କରିଛି । ଏଭଳି ବିପଦ ସମୟରେ ପରିବାରକୁ ଯେତେ ସାନ୍ତ୍ୱନା ଦେଲେ ତାହା କମ ହେବ । ଭଗବାନ […]

Read More

ଏସସିବି ମେଡ଼ିକାଲ ଅଗ୍ନିକାଣ୍ଡ: ଶୋକ ପ୍ରକାଶ କଲେ ନବୀନ ପଟ୍ଟନାୟକ

ଓଡ଼ିଶା ଲିଡ୍ସ(ବ୍ୟୁରୋ): କଟକ ଏସସିବି ମେଡିକାଲରେ ଅଗ୍ନିକାଣ୍ଡ ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଵିରୋଧି ଦଳ ନେତା ନବୀନ ପଟ୍ଟନାୟକ । ସେ କହିଛନ୍ତି ଅଗ୍ନିକାଣ୍ଡ ଘଟି ଏକାଧିକ ଲୋକଙ୍କ ମୃତ୍ୟୁ ହେବା ଅତ୍ୟନ୍ତ ଦୁଃଖଦାୟକ। ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ଗଭୀର ସମବେଦନା ଜଣାଉଛି ।ଏଥିସହ ଅଗ୍ନିକାଣ୍ଡରେ ଗୁରୁତର ଆହତ ହୋଇଥିବା ଲୋକଙ୍କ ଆଶୁଆରୋଗ୍ୟ କାମନା […]

Read More

ଏସସିବି ଟ୍ରମା କେୟାର ଆଇସିୟୁରେ ଅଗ୍ନିକାଣ୍ଡ,୧୦ ରୋଗୀ ମୃତ

ଘଟଣା ସ୍ଥଳରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ଘଟଣା ସ୍ଥଳରେ କଟକ ବିଧାୟିକା ଓ ମେୟର ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ସହାୟତା ଘୋଷଣା ଫେଲ ମାରିଲା ଅଗ୍ନି ନିର୍ବାପକ ଯନ୍ତ୍ର ଓଡ଼ିଶା ଲିଡ୍ସ(ବ୍ୟୁରୋ): ଗତକାଲି ବିଳମ୍ବିତ ରାତିରେ କଟକ ବଡ଼ ମେଡିକାଲର ଟ୍ରମା କେୟାର ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ଯାଇଛି । ୨୩ ଜଣ ରୋଗୀ ଥିବା ଏହି ଆଇସିୟୁରେ ଅଗ୍ନିକାଣ୍ଡ ଘଟିବାରୁ ୧୦ଜଣ ରୋଗୀଙ୍କ ମୃତ୍ୟୁ ହୋଇ […]

Read More

ମୟୁରଭଞ୍ଜ ଘୁର୍ଣ୍ଣିଝଡ଼ରେ ମୃତକଙ୍କ ପାଇଁ ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆଜି ମୟୁରଭଞ୍ଜ ରେ ପ୍ରକୃତିର ତାଣ୍ଡବ ଦେଖିବାକୁ ମିଳିଥିଲା । ଘୁର୍ଣ୍ଣିଝଡ଼ ପ୍ରଭାବରେ ୨ଜଣଙ୍କ ମୃତ୍ୟୁ ହେବା ସହିତ ବହୁ ଲୋକ ଆହତ ହୋଇଛନ୍ତି । ବ୍ୟାପକ କ୍ଷୟକ୍ଷତି କରିଛି ଘୁର୍ଣ୍ଣିଝଡ଼ । ଏହି ଖବର ପାଇ ରାଜ୍ୟ ସରକାରଙ୍କ ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ ମୃତକଙ୍କ ପାଇଁ ଗଭୀର ଶୋକ ପ୍ରକାଶ କରିବା ସହିତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

Read More

ଭାଙ୍ଗିଗଲା ୧୧ କେଭି ବିଦ୍ୟୁତ ଖୁଣ୍ଟ

ଓଡ଼ିଶା ଲିଡ୍ସ(ଯାଜପୁର): ଆଜି ମଧ୍ୟାହ୍ନରେ ବରୀ ମାଉଣ୍ଡ ପେଟ୍ରୋଲ ପମ୍ପ ନିକଟରେ ଥିବା ୧୧ କେଭି ବିଦ୍ୟୁତ ଖୁଣ୍ଟଟି ହଠାତ ଭାଙ୍ଗି ପଡିଥିଲା । ଖୁଣ୍ଟଟି ଭାଙ୍ଗି ଯାଇ ଅନ୍ୟ ଏକ ଲୁହା ଖୁଣ୍ଟ ଉପରେ ପଡିଥିଲା । ଏ ନେଇ ଉପସ୍ଥିତ ଲୋକେ ବିଭାଗୀୟ କନିଷ୍ଠ ଯନ୍ତ୍ରୀଙ୍କୁ ଫୋନ କରିବାରୁ ସେ ଫୋନ ଉଠାଇ ନଥିଲେ । ପରେ ଏ ନେଇ ଉପଖଣ୍ଡ ଅଧିକାରୀଙ୍କୁ ଅବଗତ କରାଯାଇଛି । ସିମେଣ୍ଟ ଖୁଣ୍ଟଟି ଦୁର୍ବଳ ହୋଇ ପଡିବାରୁ […]

Read More

ରାଜ୍ୟସଭା ନିର୍ବାଚନ ପାଇଁ ବିଜେଡିର ହୁଇପ ଜାରି

ଓଡ଼ିଶା ଲିଡ୍ସ(ବ୍ୟୁରୋ): ରାଜ୍ୟସଭା ନିର୍ବାଚନ ପାଇଁ ବିଜେଡି ପକ୍ଷରୁ ହୁଇପ ଜାରି କରାଯାଇଛି । ଦଳର ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଏହି ହୁଇପ ଜାରି କରିଛନ୍ତି । ଦଳର ସମସ୍ତ ବିଧାୟକ ଓ ବିଧାୟିକା ଆସନ୍ତା ୧୩ ତାରିଖରୁ ୧୬ ତାରିଖ ଯାଏ ଭୁବନେଶ୍ୱର ନଛାଡିବାକୁ ନିର୍ଦ୍ଦେଶ ଦିଆଯାଇଛି । ରାଜ୍ୟସଭା ନିର୍ବାଚନରେ ଘୋଡ଼ା ବେପାରକୁ ନେଇ ଚର୍ଚ୍ଚା ଥମୁ ନଥିଲା ବେଳେ ଦଳ ଏ ନେଇ ସତର୍କ ହୋଇ ଏହି ପଦକ୍ଷେପ ଗ୍ରହଣ କରିଛି […]

Read More

ସରକାରୀ ଅର୍ଥ ଅପବ୍ୟୟ: ବର୍ୟ୍ଯବସ୍ତୁ ପରିଚାଳନା କେନ୍ଦ୍ର ନା ଗୋଦାମ ଗୃହ

ଓଡ଼ିଶା ଲିଡ୍ସ(ଯାଜପୁର): ବରୀ ବ୍ଲକ ସେରପୁର ପଞ୍ଚାୟତ କୃଷ୍ଣ ନଗର ସ୍ଥିତ ପୁରାତନ ଚିନିକଳ ପରିସରରେ ସରକାରୀ ଅର୍ଥରେ ନିର୍ମାଣ ହୋଇଥିବା ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ରରେ ପାଣି ବୋତଲ ଗଦା ମଡା ହୋଇ ରହିଥିବା ଦେଖିବାକୁ ମିଳିଛି । ଫଳରେ ସରକାରୀ ଅର୍ଥ କିଭଳି ଅପବ୍ୟୟ ହେଉଛି ତାର ନିଛକ ନମୁନା ଏଠାରେ ଦେଖିବାକୁ ମିଳିଛି । ୧୯୭୫ ମସିହାରେ ପ୍ରାୟ ଦୁଇ ଏକ ପରିମିତ ସ୍ଥାନରେ ଏହି ଚିନିକଳ ସ୍ଥାପନ ହୋଇଥିଲା । ଦୀର୍ଘ ବର୍ଷ […]

Read More