
କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା
ଓଡ଼ିଶା ଲିଡ୍ସ(ବ୍ୟୁରୋ): ଇରାନ ଆକ୍ରମଣରେ କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ ହୋଇଛି ବୋଲି ରିପୋର୍ଟ ପ୍ରକାଶ ପାଇଛି । ଯାହା ଆମେରିକାର ଚିନ୍ତା ବଢ଼ାଇ ଦେଇଛି । ଇସ୍ରାଏଲ ଓ ଆମେରିକାର ମିଳିତ ଆକ୍ରମଣର ଜବାବରେ ଉପସାଗରୀୟ ଦେଶଗୁଡ଼ିକରେ ଥିବା ଆମେରିକୀୟ ସାମରିକ ଘାଟିଗୁଡ଼ିକୁ ଇରାନ ଟାର୍ଗେଟ କରୁଛି । ଏହି ରଣନୀତିରେ ଇରାନ ଗୁରୁତ୍ୱପୂର୍ଣ୍ଣ ସଫଳତା ହାସଲ କରିଛି। ଇରାନ ଆକ୍ରମଣ କରି କତାରରେ ଥିବା ଏକ ଆମେରିକୀୟ ଘାଟିରେ କୋଟି […]




























