Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > Articles by: orissaleads@admin

ବେଆଇନ ବାଲି ଘାଟରୁ ଦିନରେ ବାଲି ଲୁଟ, ଚୁପ ବସିଛି ପ୍ରଶାସନ

ଓଡ଼ିଶା ଲିଡ୍ସ(ଯାଜପୁର): ବାଲି ଚୋରିକୁ ନେଇ ସରକାର ଯେତେ କଠୋର ଆଭିମୁଖ୍ୟ ଗ୍ରହଣ କରୁଛନ୍ତି ବାଲି ମାଫିଆ ସେତେ ସେତେ ବାଲି ଲୁଟ କରୁଛନ୍ତି । ଆଜକୁ ମାସ ମାସ ହେଲା ବରୀ ରାମଚନ୍ଦ୍ରପୁର ନିକଟ ବ୍ରାହ୍ମଣୀ ନଦୀରୁ ଶହ ଶହ ଟ୍ରିପ ବାଲି ଲୁଟ ହୋଇ ବିକ୍ରି ହେବା ସହିତ ବିଭିନ୍ନ ଜାଗାରେ ଗଚ୍ଛିତ ହେଉଥିଲା ବେଳେ ବରୀ ତହସିଲ ପ୍ରଶାସନ ନଜରକୁ ଏହା କେମିତି ଆସୁନାହିଁ ତାହା ସାଧାରଣରେ ଆଲୋଚନାର ବିଷୟ ହୋଇଛି । […]

Read More

ବ୍ରାହ୍ମଣୀ ନଦୀ ଉପରେ ନିର୍ମାଣାଧୀନ ୧୩ କୋଟିର ସେତୁର କାର୍ଯ୍ୟ ନିମ୍ନମାନର, ବିଭାଗୀୟ ଅଧିକାରୀଙ୍କ ନଜର ନାହିଁ

ଓଡ଼ିଶା ଲିଡ୍ସ(ଯାଜପୁର): ବ୍ରାହ୍ମଣୀ ନଦୀ ଉପରେ ସାରଙ୍ଗପୁର ନିକଟରେ ନିର୍ମାଣ ହେଉଥିବା ୧୩ କୋଟି ଟଙ୍କାର ବାଇଁଶିରିଆ-ସାରଙ୍ଗପୁର ସେତୁ ନିମ୍ନ ମାନର ବୋଲି ସାଧାରଣରେ ଅଭିଯୋଗ ହେଉଛି । ୧୩ କୋଟିରୁ ଅଧିକ ଟଙ୍କା ବ୍ୟୟରେ ନିର୍ମାଣ ହେଉଥିବା ସେତୁ ନିର୍ମାଣ କାମର ମାନ ତଦାରଖ କରିବାକୁ ବିଭାଗୀୟ ଅଧିକାରୀଙ୍କ ନଜର ନାହିଁ । ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ବାରା ନିର୍ମାଣ ହେଉଥିବା ଏହିସେତୁର ନିର୍ମାଣ କାର୍ଯ୍ୟ ଅତ୍ୟନ୍ତ ନିମ୍ନମାନର ହେଉଥିବା ଜଣାପଡ଼ିଛି। ସେତୁ ନିର୍ମାଣ ସମୟରେ […]

Read More

ଆସନ୍ତାକାଲିଠୁ ବର୍ଷା: ଭିଜିବ ଅଧା ଓଡ଼ିଶା

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଲଘୁଚାପ ପ୍ରଭାବରେ ଆସନ୍ତା ଦୁଇଦିନ ଧରି ରାଜ୍ୟ ବିଭିନ୍ନ ଜିଲ୍ଲାରେ ବର୍ଷା ଆଶଙ୍କା ଦେଖା ଦେଇଛି । ଲଘୁଚାପ ପ୍ରଭାବରେ ଅଧା ଓଡ଼ିଶାରେ ଭିଜିବାର ସମ୍ଭାବନା ରହିଛି ବୋଲି କହିଛି ପାଣିପାଗ ବିଭାଗ । ଫେବ୍ରୁଆରୀ ୨୩ ଓ ୨୪ ଦୁଇଦିନ ଧରି ରାଜ୍ୟରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତାକାଲି ମାଲକାନାଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର ଓ ଭଦ୍ରକରେ ବର୍ଷା ହେବାର ସମ୍ଭାବନା […]

Read More

ଖଣ୍ଡୁରାଇଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଦିବସରେ ଯୋଗଦେଲେ ପ୍ରୀତିରଞ୍ଜନ

ଓଡ଼ିଶା ଲିଡ୍ସ(ଯାଜପୁର): ସୁକିନ୍ଦା ବ୍ଲକ ବାରଗଡିଆ ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା’ ଖଣ୍ଡୁରାଇଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗଦେଇଛନ୍ତି ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ । ସେଠାରେ ମାଙ୍କ ଦର୍ଶନ କରିବା ସହିତ ପୂଜାର୍ଚ୍ଚନା କରି ଆଶିର୍ବାଦ କାମନା କରିଥିଲେ ଇଂ ଘଡାଇ । ମା’ ଖଣ୍ଡୁରାଇଙ୍କ ସମସ୍ତଙ୍କୁ ସୁଖ ସମୃଦ୍ଧି ପ୍ରଦାନ କରନ୍ତୁ ବୋଲି କହିଛନ୍ତି ଇଂ ଘଡାଇ ।

Read More

ପାରାଦୀପ ବଡ଼ପଡ଼ିଆରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ପରିବା ଦୋକାନ, କାରଣ ଅସ୍ପଷ୍ଟ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ପାରାଦୀପ ବଡ଼ପଡ଼ିଆ ମୁଖ୍ୟ ପରିବା ମାର୍କେଟରେ ଭୟାବହ ଅଗ୍ନିକାଣ୍ଡ ଘଟିବା କାରଣରୁ ୫୦ରୁ ଉର୍ଦ୍ଧ୍ଵ ପରିବା ଦୋକାନ ପାଉଁଶ ହୋଇ ଯାଇଛି । ବିଳମ୍ବିତ ରାତ୍ର ପ୍ରାୟ ୨ଟା ସମୟରେ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାଯାଇଛି । ଅଗ୍ନିକାଣ୍ଡର କାରଣ ଜଣା ପଡ଼ିନାହିଁ । ନିଆଁକୁ ଆୟତ୍ତ କରିବାକୁ ୫ଟି ଦମକଳ ନିୟୋଜିତ ହୋଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଘଟଣା ସ୍ଥଳରେ ୫ଟି ଦମକଳ ନିୟୋଜିତ ହୋଇଛନ୍ତି । ଅଗ୍ନିକାଣ୍ଡ ଫଳରେ […]

Read More

ମୃତ ପୋଲିସ କର୍ମଚାରୀଙ୍କ ପରିବାରକୁ ସମବେଦନା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆଜି ସକାଳେ ଝାରସୁଗୁଡ଼ାରେ ଘଟିଥିବା ସଡ଼କ ଦୁର୍ଘଟଣାରେ ୫ ଜଣ ପୋଲିସ କର୍ମଚାରୀଙ୍କ ଅକାଳ ବିୟୋଗ ଖବର ପାଇ ଗଭୀର ଶୋକ ପ୍ରକାଶ କରିବା ସହିତ ମୃତକଙ୍କ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ । ନିଜ ଶୋକ ବାର୍ତ୍ତାରେ ଇଂ ଘଡାଇ କହିଛନ୍ତି ଏହି ଦୁଃଖଦ ଖବର ମୋତେ ଗଭୀର ମର୍ମାହତ କରିଛି । ସାଧାରଣ ଲୋକଙ୍କ ସୁରକ୍ଷା ପାଇଁ ଦିନରାତି ସେବାରତ ଏହି ବୀର ପୋଲିସ […]

Read More

କେନ୍ଦ୍ରାପଡା ସପ୍ତମ ଶ୍ରେଣୀ ଛାତ୍ରୀ ଦୁଷ୍କର୍ମ ମାମଲା: ଶିକ୍ଷୟିତ୍ରୀଙ୍କ ସହିତ ୫ ବିଦ୍ୟାଳୟ କର୍ମଚାରୀ ଗିରଫ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଘରୋଇ ଶିକ୍ଷାନୁଷ୍ଠାନରେ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ମାମଲା ଶିକ୍ଷା ବ୍ୟବସ୍ଥା ସହିତ ଗୁରୁ ଶିଷ୍ୟ ପରମ୍ପରାରେ କଳା ବୋଳି ଦେଇଛି । କେନ୍ଦ୍ରାପଡ଼ା ଜିଲ୍ଲା ରାଜକନିକା ଥାନା ଅନ୍ତର୍ଗତ ଓଳାଭର ଅଞ୍ଚଳରେ ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ଦୀର୍ଘ ଦିନ ଧରି ଦୁଷ୍କର୍ମ ମାମଲା ପଦାକୁ ଆସିବା ପରେ ଜଣେ ଶିକ୍ଷୟିତ୍ରୀଙ୍କ ସହିତ ୩ଜଣ ଶିକ୍ଷକ ଏବଂ ଜଣେ ପିଅନ ଗିରଫ ହୋଇଛନ୍ତି। ପୋଲିସ କହିଛି, ପୀଡିତାଙ୍କ ମା’ଙ୍କ ଅଭିଯୋଗ କ୍ରମେ ଉପରୋକ୍ତ ୫ଜଣ ଅଭିଯୁକ୍ତଙ୍କୁ […]

Read More

ମର୍ମନ୍ତୁଦ ଦୁର୍ଘଟଣାରେ ୫ପୋଲିସ କର୍ମଚାରୀ ମୃତ, ୨ ଗୁରୁତର

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଏକ ଟ୍ରେଲର ଓ ପୋଲିସ ବୋଲେରୋ ଭିତରେ ମୁହାଁମୁହିଁ ଧକ୍କା ହେବାରୁ ୫ ପୋଲିସ କର୍ମଚାରୀଙ୍କର ଶୋଚନୀୟ ମୃତ୍ୟୁ ହୋଇଛି । ଏହି ଦୁର୍ଘଟଣାରେ ଆଉ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି । ଝାରସୁଗୁଡା ସଦର ଥାନା ସମ୍ମୁଖରେ ଆଜି ଭୋରରେ ଏହି ଦୁର୍ଘଟଣା ହୃଦୟ ବିଦାରକ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରେଲର ଓ ପୋଲିସ ବୋଲେରୋ ଗାଡି ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ହିଁ ୫ ଜଣ ପୋଲିସ କର୍ମଚାରୀଙ୍କର […]

Read More

ନବୀନଙ୍କ ନୂଆ ରୂପ: ବିଜେଡି ଉତ୍ସାହିତ ବିଜେପି ଚିନ୍ତିତ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ନବୀନଙ୍କ ନୂଆ ରୂପକୁ ନେଇ ବିଜେଡି ଉତ୍ସାହିତ ହୋଇ ପଡ଼ିଥିଲା ବେଳେ ଏହା ବିଜେପିର ଚିନ୍ତା ବଢ଼ାଇଥିବା ନେଇ ଚର୍ଚ୍ଚା ଜୋର ଧରିଛି । ରାଜ୍ୟବାସୀବି ନବୀନଙ୍କ ନୂଆ ରୂପ ଦେଖି ତଟସ୍ଥ । ନିର୍ବାଚନ ସମୟରେ ନବୀନଙ୍କ କାର୍ଯ୍ୟଧାରାକୁ ଦୃଷ୍ଟି ଦେଲେ ନବୀନ ସେ ସମୟରେ ଖୁବ ଦୁର୍ବଳ ଓ ଅସୁସ୍ଥ ଦେଖା ଯାଉଥିଲେ । କିଛି ସ୍ଥାନର ଭିଡିଓ ଚିତ୍ରରେ ସେ ଠିକ ଢଙ୍ଗରେ ଚାଲି ପାରୁନଥିବା ମଧ୍ୟ ଦେଖିବାକୁ ମିଳୁଥିଲା […]

Read More

ରାଜ୍ୟ ବଜେଟକୁ ନବୀନଙ୍କ କଟାକ୍ଷ: ଫୁଲ୍ ମେନ୍ୟୁ ଇନ୍ ଏମପ୍ଟି କିଚେନ

ଜୋମାଟୋ ଉଦାହରଣ ଦେଇ ବିଜେପି ଦେଲା ଜବାବ ବିଜେପିର ଅର୍ଥନୀତି ଉପରର ଜ୍ଞାନ ନାହିଁ-ଗୌତମ ବୁଦ୍ଧ ଦାସ ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଚଳିତ ଆର୍ଥିକ ବର୍ଷର ବଜେଟ ବିଧାନସଭାରେ ଉପସ୍ଥାପନ କରିଛନ୍ତି । ମୁଖ୍ୟମନ୍ତ୍ରୀ ବଜେଟ ଉପସ୍ଥାପନ କରିବା ପରେ ଏଥରର ବଜେଟକୁ ନୈରାଶ୍ୟଜନକ ବୋଲି କହିଛନ୍ତି ବିରୋଧୀ ଦଳ । ମୁଖ୍ୟ ଵିରୋଧି ଦଳ ବିଜେଡି ଓ କଂଗ୍ରେସ ବଜେଟ ନିରାଶା ଜନକ ବୋଲି କହିଛନ୍ତି । ଆସିଲା ଚଳିତ […]

Read More