ରାଜ୍ୟବାସୀଙ୍କ ଶୁଭକାମନା, ପୂଜାର୍ଚ୍ଚନା ମଧ୍ୟରେ ନବୀନଙ୍କ ସଫଳ ଅସ୍ତ୍ରୋପଚାର ସମ୍ପନ୍ନ
ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆଜି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଵିରୋଧି ଦଳ ନେତା ନବୀନ ପଟ୍ଟନାୟକଙ୍କ ସଫଳ ଅସ୍ତ୍ରୋପଚାର ସମ୍ପନ୍ନ ହୋଇଛି । ସର୍ଭାଇକାଲ ଆର୍ଥାରାଇଟ୍ସ ରୋଗରେ ସେ ପୀଡିତ ଥିଲେ । ମୁମ୍ବାଇର କୋକିଳା ବେନ୍ ଧୀରୁଭାଇ ଅମ୍ବାନୀ ହସ୍ପିଟାଲ୍ରେ ଅସ୍ତ୍ରୋପଚାର ହୋଇଥିଲା । ସେ ଏବେ ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି, ଡାକ୍ତର ତାଙ୍କୁ ଦୁଇ ଦିନ ପାଇଁ ଅବଜରଭେସନରେ ରଖିବେ ଓ ୫ ରୁ ୬ ଦିନ ଭିତରେ ସେ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ଯିବେ […]




















