orissaleads

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

Blog Post

orissaleads > Articles by: orissaleads@admin

ବିଶ୍ୱକପ ଜିତିଲା ଭାରତୀୟ ମହିଳା କବଡି ଦଳ, ବିଭିନ୍ନ ମହଲରୁ ଶୁଭେଚ୍ଛାର ଶୁଅ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଭାରତୀୟ ମହିଳା କ୍ରିକେଟ ଦଳ ନିକଟରେ ବିଶ୍ୱକପ କ୍ରିକେଟ ଜିତି ସାରା ଦେଶକୁ ଗର୍ବିତ କରିଥିଲା ବେଳେ ଆଜି ପୁଣି ମହିଳା କବାଡି ଦଳ ବିଶ୍ୱକପ ବିଜୟୀ ହେବା ସାରା ଦେଦଶକୁ ଗର୍ବିତ କରିଥିଲା ବେଳେ ଦେଶରେ ଖୁସିର ଲହରୀ ଦେଖା ଦେଇଛି । ଫାଇନାଲରେ ଚାଇନିଜ ଟାଇପେଇକୁ ପରାଜିତ କରି ବିଜୟୀ ହୋଇଛି । ବିଜୟୀ ଭାରତୀୟ ମହିଳା ଦଳକୁ ବିଭିନ୍ନ ମହଲରୁ ଶୁଭେଚ୍ଛା ପ୍ରଦାନ କରାଯାଇଛି ।

Read More

ମୃତକଙ୍କ ପରିବାରକୁ ସାନ୍ତ୍ୱନା ଦେଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ଲିଡ୍ସ(ଯାଜପୁର):ଧୂଳିଗଡ଼ ପଞ୍ଚାୟତର ମାନଗୋବିନ୍ଦପୁର ଗାଁର ଶ୍ବିଜୟ କୁମାର ପୃଷ୍ଟିଙ୍କ ସାନ ପୁଅ ନିର୍ମଳ ପୃଷ୍ଟିଙ୍କର ହୃଦଘାତରେ ଦେହାନ୍ତ ହୋଇ ଯାଇଛି । ଏହି ଖବର ପାଇ ଦାନଗଦି ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ତାଙ୍କ ଶେଷ ଦର୍ଶନ କରିବା ସହିତ ତାଙ୍କ ପରିବାରକୁ ସାନ୍ତ୍ୱନା ପ୍ରଦାନ କରିଥିଲେ ପୂର୍ବତନ ମାନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ । ନିଜ ଶୋକ ବାର୍ତ୍ତାରେ ଇଂ ଘଡାଇ କହିଛନ୍ତି ଏହି ଖବର ଶୁଣି ମୁଁ ଅତ୍ୟନ୍ତ ମର୍ମାହତ ଓ ବ୍ୟଥିତ। ଆମ […]

Read More

ଖଣି ଅଞ୍ଚଳରେ ଅଣ ଓଡ଼ିଆଙ୍କୁ ଗୁରୁତ୍ୱ, ଦାଦନ ଖଟୁଛି ଭୂମିପୁତ୍ର

ଓଡ଼ିଶା ଲିଡ୍ସ(ଯାଜପୁର): ସୁକିନ୍ଦା ଖଣି ଅଞ୍ଚଳରେ ଅଣ ଓଡ଼ିଆଙ୍କ ପ୍ରଭାବ ବଢି ଚାଲିଛି । ଫଳରେ ନିଜ ଅଞ୍ଚଳରେ କାମ ନପାଇ ସୁକିନ୍ଦାର ଭୂମିପୁତ୍ର ଦାଦନ ଖଟିବାକୁ ବାଧ୍ୟ ହେଉଛି । ଧୂଳି ଧୂଆଁ ଖାଇ ଜୀବନ ବଞ୍ଚୁଥିବା ସୁକିନ୍ଦାର ଭୂମିପୁତ୍ରଙ୍କ ମଧ୍ୟରେ ଏହାକୁ ନେଇ ତୀବ୍ର ପ୍ରତିକ୍ରିୟା ସୃଷ୍ଟି ହୋଇଛି । ସରକାର ବଦଳିବା ପରେ ସୁକିନ୍ଦାର ଖଣି ଅଞ୍ଚଳରେ ରାଜ୍ୟ ବାହାରର ଲୋକଙ୍କୁ ନିଯୁକ୍ତି ମିଳୁଛି । ଯେଉଁଠି ଦିନେ ସୁକିନ୍ଦାର ଭୂମିପୁତ୍ର ମାନଙ୍କୁ […]

Read More

ବ୍ୟାପୁଛି ମାରାତ୍ମକ ରୋଗ: ଓଡ଼ିଶା ରାଜ୍ୟ ଷ୍ଟେଟ ପଲ୍ୟୁସନ କଣ୍ଟ୍ରୋଲ ବୋର୍ଡର ରିପୋର୍ଟକୁ ଗୁରୁତ୍ୱ ନଦେଇ ଲୋକଙ୍କ ଜୀବନ ସହିତ ଖେଳ ଖେଳୁଛନ୍ତି ସରକାର ଓ ଜିଲ୍ଲା ପ୍ରଶାସନ-ଇଂ ପ୍ରୀତିରଞ୍ଜନ ଘଡାଇ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ରାଜ୍ୟରେ ଡବଲ ଇଞ୍ଜିନ ସରକାର ଚାଲିଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ସରକାରକୁ ଲୋକ ସରକାରର ଆଖ୍ୟା ଦେଇଛନ୍ତି । ହେଲେ ଲୋକ ସରକାରରେ ସାଧାରଣ ଲୋକଙ୍କ ଜୀବନ ପ୍ରତି ବିପଦ ସୃଷ୍ଟି କରୁଥିବା ଏକ କମ୍ପାନୀ ବିରୁଦ୍ଧରେ ପଦକ୍ଷେପ ନେଇ ଲୋକଙ୍କ ଜୀବନ ବଞ୍ଚାଇବାକୁ ଉଦ୍ୟମ ନକରିବା ଚିନ୍ତାର ବିଷୟ ହୋଇଛି । ରାଜ୍ୟ ସରକାର କିମ୍ବା ଯାଜପୁର ଜିଲ୍ଲା ପ୍ରଶାସନ ପଦକ୍ଷେପ ନ ନେଇ ଚୁପ ବସିବା ସାଧାରଣ […]

Read More

୮୯ବର୍ଷ ବୟସରେ କିମ୍ବଦନ୍ତୀ କଳାକାର ଧର୍ମେନ୍ଦ୍ରଙ୍କ ଦେହାନ୍ତ, ସାରା ଦେଶରେ ଶୋକର ଛାୟା

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଦୀର୍ଘ ଦିନର ଅସୁସ୍ଥତା ପରେ ବଲିଉଡର କିମ୍ବଦନ୍ତୀ ଅଭିନେତା ଧର୍ମେନ୍ଦ୍ରଙ୍କର ମୁମ୍ବାଇରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ବୟସ ହୋଇଥିଲା । ଭିଲେ ପାର୍ଲେ ଶ୍ମଶାନରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ପରିବାର ସୂତ୍ରରୁ ଜଣାଯାଇଛି । କିଛି ଦିନ ତଳେ ତାଙ୍କର ମୃତ୍ୟୁ ହୋଇଥିବା ନେଇ ଗୁଜବ ହୋଇଥିଲା। ହେଲେ ପରିବାର ଲୋକେ ସେ ଜୀବିତ ଥିବା ସ୍ପଷ୍ଟ କରିଥିଲେ। ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସିବାରୁ ତାଙ୍କୁ ଚିକିତ୍ସାଳୟରୁ […]

Read More

ସୁପ୍ରିମକୋର୍ଟର ୫୩ତମ ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ସୂର୍ଯ୍ୟକାନ୍ତ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଆଜି ଶପଥ ନେଇଛନ୍ତି ଜଷ୍ଟିସ ସୂର୍ଯ୍ୟକାନ୍ତ । ତାଙ୍କୁ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପଦ ଓ ଗୋପନୀୟତାର ଶପଥପାଠ କରାଇଥିଲେ । ଜଷ୍ଟିସ ସୂର୍ଯ୍ୟକାନ୍ତ ଦେଶର ୫୩ ତମ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ ହୋଇଛନ୍ତି । ଗତମାସ ୩୦ ତାରିଖରେ ତାଙ୍କୁ ଏହି ପଦରେ ନିଯୁକ୍ତି ଦିଆଯାଇଥିଲା । ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ କାର୍ଯ୍ୟକାଳ ୨୦୨୭ ଫେବ୍ରୁଆରୀ ମାସ ୯ ତାରିଖରେ ଶେଷ ହେବ ।

Read More

ଦଳ ଭର୍ତ୍ତି କାନ୍ତକାର, ସଫା କରିବାକୁ ସରକାର ପଦକ୍ଷେପ ନେବାକୁ ଦାବି

ଓଡ଼ିଶା ଲିଡ୍ସ(ଯାଜପୁର): ବରୀ ଅଞ୍ଚଳର ଏକ ପ୍ରମୁଖ ଜଳାଶୟ ଭାବେ କାନ୍ତକାରର ପରିଚୟ ରହିଛି । ବହୁ କିମ୍ବଦନ୍ତୀ ମଧ୍ୟ ରହିଛି କାନ୍ତକାରକୁ ନେଇ । ଏକଦା ଏହି ଜଳାଶୟ ଉପରେ ବରୀ ଓ ରମ୍ପା ପଞ୍ଚାୟତର ଲୋକମାନେ ନିର୍ଭରଶୀଳ ଥିଲେ । ହେଲେ ଏହା ଏବେ ଦଳ ଭର୍ତ୍ତି ହୋଇ ପଡିରହିଛି । ଏହି ଜଳାଶୟରେ କିଛି ଅଂଶ ବରୀ ପଞ୍ଚାୟତ ଅଧିନରେ ଥିଲା ବେଳେ କିଛି ଅଂଶ ବ୍ୟକ୍ତି ଗତ ମାଲିକାନାରେ ରହିଛି । […]

Read More

ବରୁଆଁ-ବରୀ ରାସ୍ତା କଡ଼ ଜଙ୍ଗଲ ସଫା କରୁନାହିଁ ପୂର୍ତ୍ତ ବିଭାଗ, ବଢୁଛି ଦୁର୍ଘଟଣା

ଓଡ଼ିଶା ଲିଡ୍ସ(ଯାଜପୁର): ଜିଲ୍ଲାର ଅନ୍ୟତମ ପ୍ରମୁଖ ରାସ୍ତା ବରୁଆଁ-ବରୀ-କଳା ମାଟିଆ ରାସ୍ତା କଡ଼ ଜଙ୍ଗଲ ସଫା କରୁନାହିଁ ପୂର୍ତ୍ତ ବିଭାଗ । ରାସ୍ତା କଡରେ ଉଠିଥିବା ଅନାଵନା ଗଛ ସଫା ନହେବା କାରଣରୁ ରାସ୍ତା ଉପରକୁ ମାଡି ଆସିଲାଣି । ଏହି ରାସ୍ତା ଦେଇ ଦୈନିକ ଶହ ଶହ ସଂଖ୍ୟାରେ ଗାଡି ଗତାଗତ କରୁଛି । ଏହି ଗାଡି ଗୁଡିକ ମଧ୍ୟରେ ବହୁ ସଂଖ୍ୟାରେ ବଡ଼ ଗାଡି ମଧ୍ୟ ଗତାଗତ କରୁଛି । ବିଭିନ୍ନ ସ୍ଥାନରେ ଏହି […]

Read More

ପୂର୍ବତନ ମନ୍ତ୍ରୀଙ୍କୁ ଭେଟିଲେ ନବ ନିଯୁକ୍ତ ବ୍ଲକ ବିଜେଡି ସଭାପତି

ଓଡ଼ିଶା ଲିଡ୍ସ(ଯାଜପୁର): ନବନିଯୁକ୍ତ ଦାନଗଦୀ ବ୍ଲକ ବିଜେଡ଼ି ସଭାପତି ଗୋପାଳ କୃଷ୍ଣ ବାରିକ ଆଜି ପୂର୍ବତନ ମନ୍ତ୍ରୀ ତଥା ଦଳର ବରିଷ୍ଠ ସାଧାରଣ ସମ୍ପାଦକ ଇଂ ପ୍ରୀତିରଞ୍ଜନ ଘଡାଇଙ୍କୁ ଭେଟି ତାଙ୍କୁ କୃତଜ୍ଞତା ଜଣାଇଛନ୍ତି । ଏହି ଅବସରରେ ଶ୍ରୀ ବାରିକ କହିଛନ୍ତି ଦଳ ଓ ଦଳର ନେତା ଯେଉଁ ଆସ୍ଥା ଓ ବିଶ୍ୱାସ ସହିତ ମତେ ଏହି ଗୁରୁ ଦାୟିତ୍ୱ ଦେଇଛନ୍ତି ତାକୁ ସମ୍ମାନ ଜଣାଇ ଦାନଗଦି ବ୍ଲକରେ ଜନସେବାକୁ ସୁଦୃଢ଼ କରିବା ସହିତ, ଦଳର […]

Read More

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାରି ଯୁବକଙ୍କ ଉପରେ ଚଢ଼ିଗଲା ବସ, ସମସ୍ତେ ଗୁରୁତର

ଓଡ଼ିଶା ଲିଡ୍ସ(ଯାଜପୁର): ପ୍ରାତଃ ଭ୍ରମଣ କରୁଥିବା ଚାରି ଜଣ ଯୁବକଙ୍କ ଉପରେ ବସ ମାଡିଯିବାରୁ ସମସ୍ତ ଯୁବକ ଗୁରୁତର ଆହତ ହୋଇଛନ୍ତି । ଆହତ ମାନଙ୍କ ମଧ୍ୟରୁ ତିନି ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ଉତ୍ୟକ୍ତ ଲୋକମାନେ ରାସ୍ତାରେ ଟାୟାର ଜାଳି ରାସ୍ତା ଅବରୋଧ କରିଥିଲା ବେଳେ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଦୁର୍ଘଟଣା ଘଟାଇଥିବା ବସକୁ ଜବତ କରିବା ସହିତ ଚାଳକଙ୍କୁ ଅଟକ ରଖିଛି । ସୂଚନା ଅନୁଯାୟୀ […]

Read More