orissaleads

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

Blog Post

orissaleads > Articles by: orissaleads@admin

ପ୍ରଥମ ଟେଷ୍ଟରେ ଇଂଲଣ୍ଡ ବିରୁଦ୍ଧରେ ଯଶସ୍ୱୀ ଜୟସୱାଲଙ୍କ ଦମଦାର ଶତକ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆଜିଠାରୁ ଆରମ୍ଭ ହୋଇଛି ଭାରତ ଓ ଇଂଲଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ । ପ୍ରଥମ ଟେଷ୍ଟରେ ପ୍ରଥମେ ଭାରତ ବ୍ୟାଟିଂ କରିଛି । ଭାରତ ପକ୍ଷରୁ କେ.ଏଲ.ରାହୁଲ ଓ ଯଶସ୍ୱୀ ଜୟସୱାଲ ଇନିଂସ ଆରମ୍ଭ କରିଥିଲେ । ପ୍ରଥମ ଇନିଂସରେ ଯଶସ୍ୱୀ ଦମଦାର ଶତକ ଅର୍ଜନ କରିଛନ୍ତି । ଯଶସ୍ୱୀ ୧୫୮ ବଲରେ ୧୦୧ ରନ କରି ଆଉଟ ହୋଇଛନ୍ତି । ତାଙ୍କର ଏହି ଶତକୀୟ ଇନିଂସ ମଧ୍ୟରେ ସେ ୧୬ ଟି […]

Read More

ବିଶିଷ୍ଟ ସମାଜସେବୀ ନିରଞ୍ଜନ ରଥଙ୍କ ଦେହାନ୍ତରେ ଇଂ ପ୍ରୀତିରଞ୍ଜନ ଘଡାଇଙ୍କ ଶୋକ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ବିଶିଷ୍ଟ ସମାଜସେବୀ, ଲୋକସେବକ ମଣ୍ଡଳର ରାଷ୍ଟ୍ରୀୟ ସମ୍ପାଦକ ତଥା ‘ସମାଜ’ ଖବର କାଗଜର ପୂର୍ବତନ ସମ୍ପାଦକ, ପ୍ରକାଶକ ନିରଞ୍ଜନ ରଥଙ୍କ ଦେହାନ୍ତ ହୋଇ ଯାଇଛି । ତାଙ୍କ ମୃତ୍ୟୁ ଖବର ପାଇ ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ ଗଭୀର ଶୋକ ପ୍ରକାଶ କରିଛନ୍ତି । ତାଙ୍କ ଅମର ଆତ୍ମାର ଶାନ୍ତି କାମନା ସହିତ ତାଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ଇଂ ଘଡାଇ ।

Read More

ଆଜି ଠାରୁ ବହୁ ପ୍ରତୀକ୍ଷିତ ଭାରତ-ଇଂଲଣ୍ଡ ଟେଷ୍ଟ ସିରିଜ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆଜିଠାରୁ ବହୁ ପ୍ରତୀକ୍ଷିତ ଭାରତ-ଇଂଲଣ୍ଡ ୫ ଟେଷ୍ଟ ବିଶିଷ୍ଟ ସିରିଜ ଆରମ୍ଭ ହେଉଛି । ଭାରତୀୟ ଦଳ ୨୦୨୫-୨୬ ବିଶ୍ୱ ଟେଷ୍ଟ ଚମ୍ପିୟାନସିପରେ ତାର ପ୍ରଥମ ଶୃଂଖଳା ଖେଳିବ । ପ୍ରଥମ ମ୍ୟାଚ ଆଜିଠାରୁ ହେଡିଂଲେ ରେ ଖେଳାଯିବ । ପ୍ରାୟ ଏକ ଦଶନ୍ଧି ପରେ ତିନି କ୍ରିକେଟ ଲିଜେଣ୍ଡ ରୋହିତ ଶର୍ମା, ବିରାଟ କୋହଲି ଓ ରବିଚନ୍ଦ୍ରନ ଅଶ୍ଵିନଙ୍କ ବିନା ଭାରତ ଏହି ସିରିଜ ଖେଳିବାକୁ ଯାଉଛି । ଭାରତର ନୂଆ ଅଧିନାୟକ […]

Read More

ବିଶିଷ୍ଟ ସମାଜସେବୀ ନିରଞ୍ଜନ ରଥଙ୍କ ଦେହାନ୍ତ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଓଡ଼ିଶାର ବିଶିଷ୍ଟ ସମାଜସେବୀ, ଲୋକସେବକ ମଣ୍ଡଳର ରାଷ୍ଟ୍ରୀୟ ସମ୍ପାଦକ ତଥା ‘ସମାଜ’ ଖବର କାଗଜର ପୂର୍ବତନ ସମ୍ପାଦକ ନିରଞ୍ଜନ ରଥଙ୍କ ଦେହାନ୍ତ ହୋଇ ଯାଇଛି । ଅସୁସ୍ଥ ହୋଇ ସେ ଚିକିତ୍ସାଧୀନ ଥିବା ବେଳେ ତାଙ୍କର ପରଲୋକ ଘଟିଛି । ତାଙ୍କ ମୃତ୍ୟୁ ଖବର ବିଭିନ୍ନ ମହଲରେ ଶୋକର ଛାୟା ଖେଳାଇ ଦେଇଛି ।

Read More

ବରଯାତ୍ରୀଙ୍କ ଉପରେ ଗଛ ପଡ଼ି ଜଣେ ମୃତ, ୪ ଆହତ

ଓଡ଼ିଶା ଲିଡ୍ସ(ବ୍ୟୁରୋ): କେନ୍ଦୁଝର ଜିଲ୍ଲା ତେଲକୋଇରେ ବରଯାତ୍ରୀ ଯାଉଥିଲା ବେଳେ ଏକ ଗଛ ବରଯାତ୍ରୀଙ୍କ ଉପରେ ପଡିବାରୁ ଜଣେ ବରଯାତ୍ରୀଙ୍କ ମୃତ୍ୟୁ ହୋଇଥିଲା ବେଳେ ଆଉ ଚାରିଜଣ ଆହତ ହୋଇଛନ୍ତି । କରଦାଙ୍ଗ ଗାଁ ପାଖରେ ଡିଜେ ଗାଡ଼ି ଗଛରେ ଲାଗିବାରୁ ଗଛର ଡାଳ କଟା ହେଉଥିଲା । ଏହି ସମୟରେ ସମ୍ପୂର୍ଣ୍ଣ ଗଛଟି ଭାଙ୍ଗି ପଡିଥିଲା । ଗଛ ତଳେ ବରଯାତ୍ରୀ ମାନେ ଛିଡା ହୋଇଥିଲା ବେଳେ ଗଛଟି ସେମାନଙ୍କ ଉପରେ ପଡି ଯାଇଥିଲା । […]

Read More

ଭକ୍ତଙ୍କ ସୂଚନା, ଜୁଲାଇ ୯ରେ ଓଡ଼ିଶା ଗସ୍ତରେ ଆସିବେ ରାହୁଲ ଗାନ୍ଧୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଜୁଲାଇ ଦ୍ବିତୀୟ ସପ୍ତାହର ୯ ତାରିଖରେ ଓଡ଼ିଶା ଆସିବେ ବୋଲି ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି । ଏହି ଗସ୍ତ ସମୟରେ ରାହୁଲଙ୍କ ସହିତ କଂଗ୍ରେସର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ ମଧ୍ୟ ଓଡ଼ିଶା ଗସ୍ତ କରିବେ । ଏହି ସମୟରେ ଭୁବନେଶ୍ୱର ଠାରେ କଂଗ୍ରେସ ପକ୍ଷରୁ ବଡ଼ ସମାବେଶ ଆୟୋଜନ ହେବ ବୋଲି ପିସିସି ସଭାପତି ସୂଚନା ପ୍ରଦାନ କରିଛନ୍ତି। ରାଜ୍ୟରେ […]

Read More

ଛାତ୍ରଛାତ୍ରୀ ସଂକ୍ରମିତ ହେବା ଆଶଙ୍କା, ବିଦ୍ୟାଳୟ ଶୌଚାଳୟର ସ୍ଵଛତା ପ୍ରତି ଧ୍ୟାନ ଦିଅନ୍ତୁ କର୍ତ୍ତୁପକ୍ଷ

ଡ଼ିଶା ଲିଡ୍ସ(ଯାଜପୁର): ଜିଲ୍ଲାରେ ଡାଇରିଆ ଆତଙ୍କ ଖେଳାଇଥିଲା ବେଳେ ଜିଲ୍ଲା ପ୍ରଶାସନ ବିଭିନ୍ନ ବିଦ୍ୟାଳୟ, ମହାବିଦ୍ୟାଳୟର ପରିବେଶ ସଫା ସୁତୁରା ରଖିବା ଉପରେ ଗୁରୁତ୍ୱ ଦେଉଛି । ସବୁ ପାଣି ଟାଙ୍କି ଓ ନଳକୂପକୁ ବିଶୋଧନ କରିବା ପାଇଁ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି ଜିଲ୍ଲାପାଳ । ହେଲେ ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡିକରେ ଥିବା ଶୌଚାଳୟ ଗୁଡିକ ଅତ୍ୟନ୍ତ ଅପରିଷ୍କାର ହୋଇଥିବା ଦେଖିବାକୁ ମିଳୁଛି । ଯେଉଁଥିରେ ଶୌଚ ହେଲେ ସଂକ୍ରମଣର ଆଶଙ୍କା ମଧ୍ୟ ରହିଛି […]

Read More

ସିକ୍କିମ ଟ୍ରାଜେଡି, ଟ୍ରେନ ଯୋଗେ ଓଡ଼ିଶା ଫେରୁଛନ୍ତି ଇତିଶ୍ରୀଙ୍କ ପୁଅ ଓ ପୁତୁରା

ଓଡ଼ିଶା ଲିଡ୍ସ(ଯାଜପୁର): ମେ ମାସ ୨୯ ତାରିଖରେ ଯାଜପୁର ବ୍ୟାସନଗରରୁ ସିକ୍କିମ୍ ବୁଲିବାକୁ ଯାଇଥିବା ବିଜେପି ନେତ୍ରୀ ଇତିଶ୍ରୀ ଜେନାଙ୍କ ପରିବାର ବଡ଼ ଦୁର୍ଘଟଣାର ଶିକାର ହୋଇଥିଲା । ଏବେବି ଦୁର୍ଘଟଣାରେ ଇତିଶ୍ରୀଙ୍କ ସହିତ ଅନ୍ୟ ତିନି ଜଣଙ୍କ ପତ୍ତା ମିଳିନାହିଁ । ହେଲେ ଆହତ ହୋଇ ସେଠାରେ ଚିକିତ୍ସିତ ହେଉଥିବା ଇତିଶ୍ରୀ ଜେନାଙ୍କ ସାନପୁଅ ଏବଂ ପୁତୁରା ଟ୍ରେନ ଯୋଗେ ଘରକୁ ଫେରୁଥିବା ଜଣା ଯାଇଛି । ଇତିଶ୍ରୀଙ୍କ ବଡ ଭାଇ ଶିଶିର ନାୟକଙ୍କ ସହ […]

Read More

ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅଳିଆ ଗଦା

ଓଡ଼ିଶା ଲିଡ୍ସ(ଯାଜପୁର): ଡାଇରିଆ ରୋଗ ପୁରା ଜିଲ୍ଲାରେ ବ୍ୟାପି ଚାଲିଥିଲା ବେଳେ ଜିଲ୍ଲା ପ୍ରଶାସନ ଏବେ ସ୍ଵଛତା ଓ ପରିମଳ ବ୍ୟବସ୍ଥା ଉପରେ ଅଧିକ ଗୁରୁତ୍ୱ ଦେଉଛି । ହେଲେ ଜିଲ୍ଲାର ପରିମଳ ବ୍ୟବସ୍ଥା କିଭଳି ତାର ନମୁନା ଦେଖିବାକୁ ମିଳିଛି ଯାଜପୁର ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ । ଯାଜପୁର ପୌରପାଳିକା କିଭଳି ସଫେଇ ଉପରେ ଗୁରୁତ୍ୱ ଦେଉଛି ତାର ବି ନମୁନା ଏଠାରେ ଦେଖିବାକୁ ମିଳିଛି । କାର୍ଯ୍ୟାଳୟ ସମ୍ମୁଖରେ ବେଶ କିଛିଦିନ ହେଲା […]

Read More

ସୁକିନ୍ଦାରେ ଲଜ୍ୟା, ଘରୋଇ ଶିକ୍ଷାନୁଷ୍ଠାନ ଛାତ୍ରୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ ଅଭିଯୋଗରେ ଅଭିଯୁକ୍ତ ଗିରଫ

ଓଡ଼ିଶା ଲିଡ୍ସ(ଯାଜପୁର): ସୁକିନ୍ଦା ସଦର ମହକୁମାରେ ଥିବା ଏକ ଘରୋଇ ଶିକ୍ଷାନୁଷ୍ଠାନର ଛାତ୍ରୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ ଘଟଣାରେ ପୋଲିସ ଜଣକୁ ଗିରଫ କରିଥିଲା ବେଳେ ସହଯୋଗୀକୁ ଅଟକ ରଖି ପଚରାଉଚରା କରୁଛି । ସୂଚନା ଅନୁଯାୟୀ ସୁକିନ୍ଦା ବ୍ଲକ ରୋଡରେ ଥିବା ସେଣ୍ଟ ଜାଭିୟର ନାମକ ଘରୋଇ ଶିକ୍ଷାନୁଷ୍ଠାନର ମୁଖ୍ୟ ୟାସିନ ଖାନ କଲେଜ ରୋଡରେ ଥିବା ଏକ ଘରୋଇ କୋଚିଙ୍ଗ ସେଣ୍ଟରର ଛାତ୍ରୀ ନିବାସ ମହିଳା କର୍ମଚାରୀଙ୍କୁ ବିଭିନ୍ନ ପ୍ରଲୋଭନ ଓ ଭୟ ଦେଖାଇ […]

Read More