
ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ଦେହାନ୍ତ, ପୂର୍ବତନ ମନ୍ତ୍ରୀଙ୍କ ଶୋକ
ଓଡ଼ିଶା ଲିଡ୍ସ(ବ୍ୟୁରୋ): ସମ୍ବଲପୁରର ପୂର୍ବତନ ବିଧାୟିକା ଡାକ୍ତର ରାସେଶ୍ୱରୀ ପାଣିଗ୍ରାହୀଙ୍କର ଆଜି ସନ୍ଧ୍ୟାରେ ଦେହାନ୍ତ ହୋଇ ଯାଇଛି । ସେ କିଛି ଦିନ ହେଲା ଅସୁସ୍ଥ ଥିଲା ବେଳେ ଆଜି ତାଙ୍କ ଅବସ୍ଥା ଗୁରୁତର ହୋଇଥିଲା । ସମ୍ବଲପୁର ଶାନ୍ତିନଗର ସ୍ଥିତ ବାସ ଭବନରେ ତାଙ୍କ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁ ଖବର ପରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳି ଯାଇଛି । ସେ ଜଣେ ଡାକ୍ତର ଭାବେ ଦୀର୍ଘବର୍ଷ ଧରି କାମ କରି […]




























