Skip to main content

orissaleads

ମୁକୁଳା ପଡିଛି ଚନ୍ଦନପୁର ଘାଇ: ପଦକ୍ଷେପ ନେଉନାହିଁ ଜଳ ସମ୍ପଦ ବିଭାଗ

ମୁକୁଳା ପଡିଛି ଚନ୍ଦନପୁର ଘାଇ: ପଦକ୍ଷେପ ନେଉନାହିଁ ଜଳ ସମ୍ପଦ ବିଭାଗ

ସିଆଣ୍ଡି ପଞ୍ଚାୟତରେ ବିଜୁ ଜନତା ଦଳର ସାଂଗଠନିକ ବୈଠକ

ସିଆଣ୍ଡି ପଞ୍ଚାୟତରେ ବିଜୁ ଜନତା ଦଳର ସାଂଗଠନିକ ବୈଠକ

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

Winnerzin peliaulan osiot kertovat eri pelitavoista

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

Blog Post

orissaleads > Articles by: orissaleads@admin

ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଓଡ଼ିଶାରେ ରାଜ୍ୟସଭା ଉପନିର୍ବାଚନ ପାଇଁ ନିର୍ବାଚନ କମିଶନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ସାଂସଦ ଦେବାଶିଷ ସାମନ୍ତରାୟଙ୍କ ଇସ୍ତଫା ଦେବା ପରେ ଗୋଟିଏ ରାଜ୍ୟସଭା ଆସନ ଖାଲି ହୋଇଥିଲା । ଖାଲି ହୋଇଥିବା ଏହି ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ । ଜୁନ୍‌ ୧ ତାରିଖରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ୮ ତାରିଖରେ ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି । ଜୁନ୍‌ ୧୧ ତାରିଖ ପ୍ରାର୍ଥୀପତ୍ର ପ୍ରତ୍ୟାହାରର […]

Read More

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେଲା ପରେ ସି ଯୋଶେଫ ବିଜୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ବୁଧବାର ଦିଲ୍ଲୀର ସେବା ତୀର୍ଥକୁ ଆସି ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଦୀର୍ଘ ସମୟ ଧରି ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ବିଜୟଙ୍କର ଏହା ପ୍ରଥମ ଦିଲ୍ଲୀ ଗସ୍ତ । ସେବା ତୀର୍ଥରେ ଉଭୟଙ୍କ ମଧ୍ୟରେ ପ୍ରାୟ ୨୫ ମିନିଟ ଧରି ଆଲୋଚନା ହୋଇଥିଲା । ମୋଦିଙ୍କୁ ସେ ଭେଟିବା ସମୟରେ ଉତ୍ତରୀୟ […]

Read More

ଏୟାରଫିଲ୍ଡ ଥାନାରେ NIA ଟିମ, ସ୍କୁଟିକୁ ନେଇ ଛାନଭିନ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆଜି ଏନଆଇଏ ଟିମ ଆଜାଦ ନଗର ବୋମା ବିସ୍ପୋରଣ ଘଟଣାର ପୁନର୍ବାର ଛାନଭିନ ଆରମ୍ଭ କରିଛି । ଜବତ ହୋଇଥିବା ସନ୍ଦିଗ୍ଧ ସ୍କୁଟିକୁ ନେଇ ଛାନଭିନ ଆରମ୍ଭ କରିଛି ସ୍ଵତନ୍ତ୍ର ଏନଆଇଏ ଟିମ । ଏହି ଘଟଣାର ତଦନ୍ତ ପାଇଁ ଏନଆଇଏ ଟିମ ଦ୍ଵିତୀୟ ଥର ପାଇଁ ପହଞ୍ଚିଛି ।ସେହନେବାଜ ସହ ସମ୍ପର୍କ ଥିବା ଦୁଇ ଯୁବକକୁ ପଚରାଉଚରା ପରେ ମିଳିଥିବା ତଥ୍ୟ ଆଧାରରେ ଏହି ତଦନ୍ତ ହେଉଛି । ଆଜାଦ ନଗର ବୋମା […]

Read More

ଗରମ କୁ ବିରାମ: ଯାଜପୁର ଜିଲ୍ଲାର ବିଭିନ୍ନ ସ୍ଥାନରେ ପବନ ସହିତ ବର୍ଷା

ଓଡ଼ିଶା ଲିଡ୍ସ(ଯାଜପୁର): ଦୀର୍ଘ ଦିନ ହେଲା ତାତି ଯାଜପୁର ଜିଲ୍ଲାବାସୀଙ୍କୁ କଲବଲ କରୁଥିଲା । ଅସହ୍ୟ ଖରା ଓ ଗୁଳୁଗୁଳି ଜନ ଜୀବନକୁ ବେଶ ପ୍ରଭାବିତ କରିଥିଲା । ଆଜି ଅପରାହ୍ନରେ ଜିଲ୍ଲାର ବିଭିନ୍ନ ସ୍ଥାନରେ ପବନ, ଘଡଘଡି ସହିତ ବର୍ଷା ହୋଇ ଗରମରେ ବିରାମ ଲଗାଇଛି । ବର୍ଷା ଫଳରେ ଲୋକେ ଆଶ୍ୱସ୍ଥ ହୋଇଛନ୍ତି । ଆଜି ଦିନ ଯାକ ପାଗ ନରମ ରହିବା ସହିତ ପବନ ହେଉଥିଲା । ପ୍ରାୟ ୫ ଟା ବେଳକୁ […]

Read More

ବ୍ରହ୍ମ କନ୍ୟା ଫାଉଣ୍ଡେସନ ପକ୍ଷରୁ ଗ୍ରାମୀଣ କଳା ଓ ସଂସ୍କୃତି ମହୋତ୍ସବ ପାଳିତ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ବ୍ରହ୍ମ କନ୍ୟା ଫାଉଣ୍ଡେସନ ପକ୍ଷରୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସହାୟତାରେ ଗ୍ରାମୀଣ କଳା ଓ ସଂସ୍କୃତି ମହୋତ୍ସବ ଆୟୋଜିତ ହୋଇଯାଇଛି । କାର୍ଯ୍ୟକ୍ରମରେ ଗ୍ରାମୀଣ କଳା, ଲୋକସଂସ୍କୃତି ଓ ସାମାଜିକ ଏକତାର ପ୍ରଚାର ଉପରେ ଆଲୋଚନା ହୋଇଥିଲା। ଆୟୋଜିତ ସଭାରେ ବ୍ରହ୍ମ କନ୍ୟା ଫାଉଣ୍ଡେସନର ନିର୍ଦ୍ଦେଶକ ଡ଼. ବିଶ୍ୱଜିତ ପାତ୍ର ନିଜ ବକ୍ତବ୍ୟରେ କହିଥିଲେ ଗ୍ରାମୀଣ କଳା, ଲୋକ ପରମ୍ପରା ଓ ସଂସ୍କୃତି ଆମ ସାମାଜିକ ପରିଚୟର ମୂଳ ଆଧାର […]

Read More

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ନିର୍ମାଣ ଜନିତ ତ୍ରୁଟି ଦେଖିବାକୁ ମିଳିଛି ରାଜ୍ୟ ବିଧାନସଭା ଅଭ୍ୟର୍ଥନା ଗୃହ ସମ୍ମୁଖରେ । ଏହି ଗୃହର ବାମ ପାର୍ଶ୍ଵରେ ଭିନ୍ନକ୍ଷମଙ୍କ ପାଇଁ ରାମ୍ପ ନିର୍ମାଣ ହୋଇଛି । ହେଲେ ଏହି ରାମ୍ପ ସମ୍ମୁଖରେ ରହିଥିବା ବିଦ୍ୟୁତ ଖୁଣ୍ଟଟିକୁ ସେଠାରୁ ଉଠା ଯାଇନାହିଁ । ଫଳରେ କେହି ଭିନ୍ନକ୍ଷମ ଅଭ୍ୟର୍ଥନା ଗୃହକୁ ଆସିଲେ କିଭଳି ରାମ୍ପକୁ ବ୍ୟବହାର କରିବେ ତାହା ପ୍ରଶ୍ନବାଚୀ ସୃଷ୍ଟି କରିଛି । ନିର୍ମାଣ ସମୟରେ ଏଥି ପ୍ରତି କିଭଳି ଦୃଷ୍ଟି […]

Read More

ବଢୁଛି ତାତି: ବୟସ୍କ, ଶିଶୁ ଓ ସ୍ବାସ୍ଥ୍ୟ ଜଟିଳତା ଥିବା ଲୋକଙ୍କ ପ୍ରତି ଅଧିକ ବିପଦ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଦେଶର ଅଧିକାଂଶ ସ୍ଥାନରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଛି। ଦେଶର ଉତ୍ତର ଭାରତରେ ସ୍ଥିତ ଅଧିକ ଜଟିଳ ରହିଛି। ଓଡ଼ିଶାରେ ମଧ୍ୟ ତାତି ରେକର୍ଡ ସ୍ତରରେ ପହଞ୍ଚିଛି । ଯାହା ଜନଜୀବନକୁ ପ୍ରଭାବିତ କରିଛି । ପ୍ରବଳ ଗ୍ରୀଷ୍ମପ୍ରବାହକୁ ନେଇ ପ୍ରଖ୍ୟାତ ଶ୍ବସନ ରୋଗ ବିଶେଷଜ୍ଞ ଡାକ୍ତର ରଣଦୀପ ଗୁଲେରିଆ ଲୋକମାନଙ୍କୁ ପ୍ରବଳ ଗରମଜନିତ ଅସୁସ୍ଥତା, ଜଳଶୁ‌ଷ୍କତା ଓ ଅତ୍ୟଧିକ ଥକା ଲାଗିବା ଭଳି ସଙ୍କେତ ପ୍ରତି ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି। ଗୁରୁଗ୍ରାମ […]

Read More

ବାଳକାଟି କବାଡ଼ିଆ ଗୋଦାମରେ ଅଗ୍ନିକାଣ୍ଡ

ଓଡ଼ିଶା ଲିଡ୍ସ(ବ୍ୟୁରୋ):ବାଳକାଟି ଭାର୍ଗବୀ ସେତୁ ତଳେ ଥିବା କବାଡ଼ିଆ ଗୋଦାମରେ ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡ ଫଳରେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ ହୋଇ ଯାଇଛି । ଖବର ପାଇ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ କରୁଛନ୍ତି ଆୟତ୍ତ କରିବାର ଉଦ୍ୟମ କରୁଛନ୍ତି । କେଉଁ କାରଣରୁ ଅଗ୍ନିକାଣ୍ଡ ଘଟିଛି ତାହା ସ୍ପଷ୍ଟ ହୋଇନାହିଁ ।

Read More

ସେଲଫି ନେବାକୁ ଯାଇ ଡିପ୍ଲୋମା ଛାତ୍ର ଗୁରୁତର

ଓଡ଼ିଶା ଲିଡ୍ସ(ବ୍ୟୁରୋ): ସେଲଫି ଜୀବନ ନେଉଥିଲା ବେଳେ ଯୁବ ଗୋଷ୍ଠି ସେଲଫି ପାଇଁ ପାଗଳ । ସେଲଫି ନେବାକୁ ଯାଇ ଜଣେ ଯୁବକ ୩୩ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଗୁରୁତର ଆହତ ହୋଇଛନ୍ତି । ଟ୍ରେନ ଉପରେ ଚଢ଼ି ସେଲଫି ନେଉଥିବାବେଳେ ଜଣେ ଯୁବକ ଜଳିଯାଇଛନ୍ତି । ଭୁବନେଶ୍ବର ମଞ୍ଚେଶ୍ୱର ରେଳ ଷ୍ଟେସନରେ ଏହିବ ଅଘଟଣ ଘଟିଛି । ଗୁରୁତର ଆହତ ଯୁବକଙ୍କ ଘର ଗୁଜରାଟରେ ବୋଲି ଜଣାପଡିଛି । ଯୁବକ ଜଣକ ଟ୍ରେନ […]

Read More

ଆକ୍ବିବ ନବିଙ୍କ ପାଇଁ ମୁହଁ ଖୋଲିଲେ ଭେଙ୍ଗସରକାର: ବନ୍ଦ କରିଦିଅ ଘରୋଇ କ୍ରିକେଟ ପ୍ରତିଯୋଗିତା

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆଫଗାନିସ୍ତାନ ବିପକ୍ଷ ଟେଷ୍ଟ ମ୍ୟାଚ ପାଇଁ ବିସିସିଆଇ ଭାରତୀୟ କ୍ରିକେଟ ଦଳ ଘୋଷଣା କରିଛି । ଏହି ଟିମରେ ଜମ୍ମୁ କଶ୍ମୀର ଦ୍ରୁତ ବୋଲର ଆକ୍ବିବ୍‌ ନବିଙ୍କୁ ସାମିଲ କରାଯାଇ ନାହିଁ । ପୂର୍ବତନ ପ୍ରସିଦ୍ଧ ବ୍ୟାଟର୍‌ ଦିଲୀପ ଭେଙ୍ଗସରକାର ଏହାକୁ ନେଇ ବିସିସିଆଇକୁ ତୀବ୍ର ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯଦି ଘରୋଇ କ୍ରିକେଟ୍‌ରେ ଭଲ ପ୍ରଦର୍ଶନକୁ ବିଚାରକୁ ନିଆଯାଉନାହିଁ, ତେବେ ତାହାକୁ ବନ୍ଦ କରିଦିଆଯାଉ। ଗତ ଋତୁରେ ଜମ୍ମୁ ଓ କଶ୍ମୀରକୁ […]

Read More