Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > Articles by: orissaleads@admin

ଅନ୍ଧାରରେ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି: କିଏ ଖୋଲି ନେଲା ହାଲୋଜେନ ଲାଇଟ ?

ଓଡ଼ିଶା ଲିଡ୍ସ(ଯାଜପୁର): ଯାଜପୁର କିଆନାଳୀ କୂଳ ମେଡ଼ିକାଲ କଲେଜ ସମ୍ମୁଖରେ ପ୍ରତିଷ୍ଠା ହୋଇଛି ମହାନ ସ୍ୱାଧୀନତା ସଂଗ୍ରାମୀ, ପ୍ରବାଦ ପୁରୁଷ, ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି । ରାତି ସମୟରେ ଏହାକୁ ଆଲୋକିତ କରିବାକୁ ପ୍ରତିମୂର୍ତ୍ତିର ଚତୁରପାର୍ଶ୍ଵରେ ହାଲୋଜେନ ଲାଇଟ ଲଗାଯାଇଥିଲା । ହେଲେ ବିଡ଼ମ୍ବନାର ବିଷୟ କେହି ଏହି ଲାଇଟ ଗୁଡିକ ଖୋଲି ନେଇଥିବା ଦେଖିବାକୁ ମିଳିଛି । ଫଳରେ ମହାନ ସ୍ୱାଧୀନତା ସଂଗ୍ରାମୀ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ଅନ୍ଧାରରେ ବୁଡି ଯାଉଛି । […]

Read More

ବରୀ-ବାଗଦା ନିକଟରେ ହମ୍ପସ ନିର୍ମାଣ ଦାବି

ଓଡ଼ିଶା ଲିଡ୍ସ(ଯାଜପୁର): ବରୀର ଜୀବନ ରେଖା କୁହା ଯାଉଥିବା ବରୀ ମାଉଣ୍ଡ-ରାମଚନ୍ଦ୍ରପୁର ରାସ୍ତାର ବାଗଦା ଗ୍ରାମ ନିକଟ ଜାଗୁଳାଇ ମନ୍ଦିରର ଉଭୟ ପଟରେ ହମ୍ପସ ନିର୍ମାଣ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି । ଜଳ ସମ୍ପଦ ବିଭାଗ ଅଧିନରେ ପୂର୍ବରୁ ଥିବା ଏହି ରାସ୍ତା ଏବେ ପୂର୍ତ୍ତ ବିଭାଗ ଅଧିନରେ ରହିଛି । ନିକଟରେ ଏହି ରାସ୍ତାର ନୂତନ ନିର୍ମାଣ କାର୍ଯ୍ୟ ସରିଛି । ଏହି ରାସ୍ତା ଦେଇ ବରୀ ବ୍ଳକର ୨୯ ପଞ୍ଚାୟତର ଲୋକେ ଗତାଗତ […]

Read More

ଅଜିତ ପାୱାରଙ୍କ ଦେହାନ୍ତରେ ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇଙ୍କ ଶୋକ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କର ଆଜି ସକାଳେ ଏକ ବିମାନ ଦୁର୍ଘଟଣାରେ ମୃତ୍ୟୁ ହୋଇଯାଇଛି । ତାଙ୍କ ଦେହାନ୍ତରେ ଓଡ଼ିଶା ସରକାରଙ୍କ ପୂର୍ବତନ ଗ୍ରାମ୍ୟ ଉନ୍ନୟନ, ବୈଷୟିକ ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ ଗଭୀର ଶୋକ ପ୍ରକାଶ କରିଛନ୍ତି । ନିଜ ଶୋକ ବାର୍ତ୍ତାରେ ଇଂ ଘଡାଇ କହିଛନ୍ତି ଏହି ଖବର ମୋତେ ମର୍ମାହତ କରିଛି । ତାଙ୍କ ଦେହାନ୍ତ ମହାରାଷ୍ଟ୍ର ରାଜନୀତିରେ ବିରାଟ ଶୂନ୍ୟ ସ୍ଥାନ ସୃଷ୍ଟି […]

Read More

ବିମାନ ଦୁର୍ଘଟଣାରେ ଅଜିତ ପାୱାରଙ୍କ ଦେହାନ୍ତ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆଜି ସକାଳେ ଏକ ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଦେହାନ୍ତ ହୋଇ ଯାଇଛି । ଏହି ଦୁର୍ଘଟଣାରେ ଅଜିତ ପାୱାରଙ୍କ ସମେତ ଅନ୍ୟ ୪ ଜଣଙ୍କର ମଧ୍ୟ ମୃତ୍ୟୁ ହୋଇଥିବା ଖବର ସର ବରାହ ସଂସ୍ଥା ପିଟିଆଇ ସୂତ୍ରରୁ ସୂଚନା ମିଳିଛି । ମୁମ୍ବାଇରୁ ବାରାମତୀ ଯିବାବେଳେ ସକାଳ ୮ଟା ୪୫ ମିନିଟ୍‌ରେ ତାଙ୍କ ବିମାନ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା ।

Read More

କାଲି ଓଡ଼ିଶା ବନ୍ଦ: ସମର୍ଥନ ଦେଲା କଂଗ୍ରେସ, ବିଜେଡି କହିଲା ଗୁଡ଼ଲକ

ଓଡ଼ିଶା ଲିଡ୍ସ(ବ୍ୟୁରୋ):ମଣ୍ଡି ଓ ଟୋକନ ଅବ୍ୟବସ୍ଥା, ଏଫଏକ୍ୟୁ ନାଁରେ ଅଯଥା କଟ୍‌ନୀ ଛଟ୍‌ନୀ, ପିୟୁସିସି ନାଁରେ ସାଧାରଣ ଲୋକଙ୍କୁ ଶୋଷଣ ଏବଂ ସ୍ମାର୍ଟ ମିଟର ନାଁରେ ଟାଟା ପାୱାରର ଦମନ ଅଭିଯୋଗ ଆଣି ଆସନ୍ତା କାଲି ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଙ୍ଗଠନ। ନବ ନିର୍ମାଣ କୃଷକ ସଂଗଠନର ଏହି ବନ୍ଦ ଡାକରାକୁ କଂଗ୍ରେସ ସମର୍ଥନ ଦେଇଥିଲା ବେଳେ ବିଜେଡି କହିଛି ଗୁଡ଼ଲକ । ଏହି ଆଠ ଘଣ୍ଟିଆ ଓଡ଼ିଶା ବନ୍ଦ ସକାଳ ୬ଟାରୁ […]

Read More

ସିଦ୍ଧ ମହାବୀରଙ୍କ ନବମ ବାର୍ଷିକ ଉତ୍ସବ: ଆଶିର୍ବାଦ କାମନା କଲେ ଶହଶହ ଶ୍ରଦ୍ଧାଳୁ

ଓଡ଼ିଶା ଲିଡ୍ସ(ଯାଜପୁର): ଯାଜପୁର ଟାଉନ ମହାବୀର ନଗର ସ୍ଥିତ ମନ୍ଦିରର ନବମ ବାର୍ଷିକ ଉତ୍ସବ ମହା ଆଡ଼ମ୍ବରରର ଆୟୋଜିତ ହୋଇଛି । ବଡ଼ି ସକାଳୁ ପୁଣ୍ୟତୋୟା ବୈତରଣୀରୁ ପବିତ୍ର ଜଳ ଅଣାଯାଇ ମହାବୀରଙ୍କ ମହାସ୍ନାନ କରାଯାଇଥିଲା । ପରେ ମହାବୀରଙ୍କ ବେଶ କରାଯାଇ ପୂଜାର୍ଚ୍ଚନା ଆରମ୍ଭ ହୋଇଥିଲା । ଏହା ପରେ ପଣ୍ଡିତ ମାନଙ୍କ ଦ୍ୱାରା ହୋମ ଯଜ୍ଞ କାର୍ଯ୍ୟ ଆରମ୍ଭ ହୋଇଥିଲା । ଦିନ ଯାକ ବିଭିନ୍ନ ପୂଜା ସହିତ ହନୁମାନ ଚାଳିସା, ସୁନ୍ଦରା କାଣ୍ଡ […]

Read More

ଶୋଚନୀୟ ହେଲାଣି ବରୁଆଁ-ବରୀ ରାସ୍ତା, ତୁରନ୍ତ ମରାମତି ଦାବି

ଓଡ଼ିଶା ଲିଡ୍ସ(ଯାଜପୁର): ଜିଲ୍ଲାର ଅନ୍ୟତମ ବ୍ୟସ୍ତ ବହୁଳ ରାସ୍ତା ବରୁଆଁ-ବରୀ ପୂର୍ତ୍ତ ବିଭାଗ ରାସ୍ତା ଶୋଚନୀୟ ହୋଇ ପଡିଛି । ରାସ୍ତାର ବିଭିନ୍ନ ସ୍ଥାନରେ ପିଚୁ ଉଠି ଖାଲ ଖମାରେ ପୂର୍ଣ୍ଣ ହୋଇଛି । ଦୀର୍ଘ ଦିନ ହେଲା ଏହାର ମରାମତି ପ୍ରତି ପୂର୍ତ୍ତ ବିଭାଗ ନଜର ନଦେବାରୁ ଦିନକୁ ଦିନ ଏହା ଅଧିକ ବୃଦ୍ଧି ପାଉଛି । ଫଳରେ ଏହି ରାସ୍ତାରେ ଗତାଗତ କରିବାରେ ସମସ୍ୟା ଦେଖା ଦେଇଛି । ରାସ୍ତାର ଖାଲ ଖମା ପାଇଁ […]

Read More

ଗୋପବନ୍ଧୁ ଚୌଧୁରୀ ମହାବିଦ୍ୟାଳୟରେ ୭୭ ତମ ସାଧାରଣତନ୍ତ୍ର ଦିବସ ପାଳିତ

ଓଡ଼ିଶା ଲିଡ୍ସ(ଯାଜପୁର): ଜିଲ୍ଲାର ଦ୍ଵିତୀୟ ପୁରାତନ ତଥା ରାଜ୍ୟର ଅନ୍ୟତମ ପୁରାତନ ମହାବିଦ୍ୟାଳୟ ଭାବେ ସୁନାମ ଅର୍ଜନ କରିଥିବା ସ୍ୱାଧୀନତା ସଂଗ୍ରାମର ପୀଠ ବରୀ ସ୍ଥିତ ଗୋପବନ୍ଧୁ ଚୌଧୁରୀ ମହାବିଦ୍ୟାଳୟ ପରିସରରେ ୭୭ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇ ଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ପ୍ରବୋଧ କୁମାର ସାମଲଙ୍କ ଉପସ୍ଥିତିରେ ବରିଷ୍ଠ ପ୍ରାଧ୍ୟାପିକା ପ୍ରଫେସର କୁକମିନା ମହାନ୍ତି ଜାତୀୟ ପତାକା ଉତ୍ତୋଳନ କରିଥିଲେ । ପତାକା ଉତ୍ତୋଳନ ପୂର୍ବରୁ ପରିସରରେ ଥିବା ମହାନ ସ୍ୱାଧୀନତା […]

Read More

୭୭ ତମ ସାଧାରଣତନ୍ତ୍ର ଦିବସ: ଦଳୀୟ କାର୍ଯ୍ୟାଳୟରେ ପତାକା ଉତ୍ତୋଳନ କଲେ ନବୀନ ପଟ୍ଟନାୟକ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆଜି ଆନନ୍ଦ ଉଲ୍ଲାସ ମଧ୍ୟରେ ୭୭ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇ ଯାଇଛି । ଏହି ଉପଲକ୍ଷେ ଭୁବନେଶ୍ୱର ସ୍ଥିତ ବିଜୁ ଜନତା ଦଳ କାର୍ଯ୍ୟାଳୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଵିରୋଧି ଦଳ ନେତା ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରିଥିଲେ । କାର୍ଯ୍ୟକ୍ରମରେ ଦଳର ବହୁ ନେତାଙ୍କ ସହିତ କର୍ମୀ ମାନେ ଉପସ୍ଥିତ ଥିଲେ ।

Read More

ମହାବୀରଙ୍କ ବାର୍ଷିକ ଉତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି

ଓଡ଼ିଶା ଲିଡ୍ସ(ଯାଜପୁର): ଯାଜପୁର ଟାଉନ ମହାବୀର ନଗର ସ୍ଥିତ ମହାବୀର ମନ୍ଦିରର ନବମ ବାର୍ଷିକ ଉତ୍ସବ ଆସନ୍ତା ମଙ୍ଗଳବାର ଦିନ ପାଳିତ ହେବ । ବାର୍ଷିକ ଉତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି ଚାଲିଥିବା ଦେଖିବାକୁ ମିଳିଛି । ମନ୍ଦିର ପୂଜା କମିଟି ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି ।

Read More