Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > Articles by: orissaleads@admin

ମହିୟସୀ ମହିଳାଙ୍କ ଦେହାନ୍ତ, ଲଳିତେଶ୍ୱର ନଗରରେ ଶୋକର ଛାୟା

ଓଡ଼ିଶା ଲିଡ୍ସ(ଯାଜପୁର): ଯାଜପୁର ଟାଉନ ଲଳିତେଶ୍ୱର ନଗରର ମହିୟସୀ ମହିଳା ମିନତୀ ବେଉରିଆଙ୍କ ହୃଦଘାତରେ ପରଲୋକ ହୋଇ ଯାଇଛି । ଆଜି ସେ ହଠାତ ଅସୁସ୍ଥ ହୋଇ ପଡିବାରୁ ତାଙ୍କୁ ତୁରନ୍ତ ଯାଜପୁର ଜିଲ୍ଲା ମୁଖ୍ୟାଳୟକୁ ଅଣାଯାଇଥିଲା । ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ । ଲିଲି ଭାଉଜ ଭାବେ ସେ ସମସ୍ତଙ୍କ ପ୍ରିୟ ଥିଲେ । ଜଣେ ଅତ୍ୟନ୍ତ ମେଳାପି, ସ୍ନେହୀ ଓ ଦରଦୀ ମହିଳା ଭାବେ ସେ ଲଳିତେଶ୍ୱର ନଗରରେ ସମସ୍ତଙ୍କର […]

Read More

T-20ରେ ନ୍ୟୁଜିଲାଣ୍ଡ ବିପକ୍ଷରର ଭାରତର ସିରିଜ ବିଜୟ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ନ୍ୟୁଜିଲାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ଜିତି ନେଇଛି ଭାରତ । ତୃତୀୟ ଟି-୨୦କୁ ୮ ୱିକେଟରେ ଜିତିବା ସହ ଆଗୁଆ ସିରିଜ୍ ବିଜୟୀ ହୋଇଛି ଭାରତ ।ପ୍ରଥମେ ବ୍ୟାଟିଂ କରି ଭାରତ ସମ୍ମୁଖରେ ୧୫୪ ରନର ବିଜୟ ଲକ୍ଷ୍ୟ ରଖିଥିଲା ନ୍ୟୁଜିଲାଣ୍ଡ । ଯାହାକୁ ଦୁଇଟି ଉଇକେଟ ବିନିମୟରେ ୧୦ ଓଭରରେ ହାସଲ କରିଥିଲା ଭାରତ । ଭାରତ ପ୍ରଥମ ବଳରେ ସଞ୍ଜୁ ସାମସନଙ୍କ ଉଇକେଟ ହରାଇଥିଲା । ହେଲେ ଇଶାନ କିଷାନ ଓ […]

Read More

ପ୍ରାୟୋଜିତ ବନାମ ସ୍ୱତପ୍ରବୃତ୍ତ: ଅରବିନ୍ଦଙ୍କୁ ନିଲମ୍ବନ କରି ଅକଳରେ ନବୀନ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଦୀର୍ଘ ୨୪ ବର୍ଷ ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ ରାଜ୍ୟର ବହୁ ବରିଷ୍ଠ ନେତାଙ୍କୁ ଦଳରୁ ବାହାର ରାସ୍ତା ଦେଖାଇ ଦେଇଛନ୍ତି । ହେଲେ କେହି ଏହାର ଖୋଲା ଖୋଲି ପ୍ରତିରୋଧ କରିବାର ସାହାସ ଜୁଟାଇ ପାରି ନାହାନ୍ତି । ହେଲେ ମାତ୍ର ୧୯ ମାସର ବିଧାୟକ ଅରବିନ୍ଦ ମହାପାତ୍ର ତାଙ୍କ ବିରୁଦ୍ଧରେ ଅନ୍ୟାୟ ହୋଇଥିବା କହି ଏହାର ପ୍ରତିବାଦ କରିଛନ୍ତି । ଜଣେ ନୂଆ […]

Read More

ଲଳିତେଶ୍ୱର ମଙ୍ଗଳା ମନ୍ଦିରର ବାର୍ଷିକ ଉତ୍ସବ: ଯୋଗଦେଲେ ଶତାଧିକ ଶ୍ରଦ୍ଧାଳୁ

ଓଡ଼ିଶା ଲିଡ୍ସ(ଯାଜପୁର): ଯାଜପୁର ଟାଉନ ଲଳିତେଶ୍ୱର ନଗରର ଅଧିଷ୍ଠାତ୍ରୀ ଦେବୀ ମା ମଙ୍ଗଳାଙ୍କ ବାର୍ଷିକ ଉତ୍ସବ ମହା ସମାରୋହରେ ପାଳିତ ହୋଇ ଯାଇଛି । ବାର୍ଷିକ ଉତ୍ସବ ପାଇଁ ବଡ଼ି ସକାଳୁ ମାଙ୍କ ମହାସ୍ନାନ ସହିତ ପୂଜାର୍ଚ୍ଚନା, ନୈବେଦ୍ୟ ପ୍ରଦାନ ପରେ ହୋମ ଯଜ୍ଞ କାର୍ଯ୍ୟ ଆରମ୍ଭ ହୋଇଥିଲା । ଏହି କାର୍ଯ୍ୟରେ ନଗରବାସୀ ଯୋଗଦାନ କରିବା ସହିତ ମାଙ୍କ ଦର୍ଶନ କରି ଆଶିର୍ବାଦ କାମନା କରିଥିଲେ । ନଗରବାସୀ ମିଳିତ ହୋଇ ପ୍ରସାଦ ସେବନ କରିଥିଲେ […]

Read More

ଜଗନ୍ନାଥ ମନ୍ଦିର ବାର୍ଷିକ ଉତ୍ସବରେ ଯୋଗଦେଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ଲିଡ୍ସ(ଯାଜପୁର): ଦାନଗଦି ବ୍ଲକ ଅନ୍ତର୍ଗତ ଯଖପୁରା ଗ୍ରାମରେ ଅବସ୍ଥିତ ଶ୍ରୀ ଜଗନ୍ନାଥ ମନ୍ଦିରର ଅଷ୍ଟମ ବାର୍ଷିକ ଉତ୍ସବରେ ଯୋଗଦେଇ ମହାପ୍ରଭୁଙ୍କ ଆଶୀର୍ବାଦ କାମନା କରିଛନ୍ତି ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ । ମନ୍ଦିର ପରିଚାଳନା କମିଟି ପକ୍ଷରୁ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା । ମନ୍ଦିରରେ ତିନି ଦିଅଁଙ୍କ ଦର୍ଶନ କରିବା ସହିତ ସେଠାରେ ପୂଜାର୍ଚ୍ଚନା କରି ସମସ୍ତଙ୍କ ସୁଖ ସମୃଦ୍ଧି କାମନା କରିଥିଲେ ଇଂ ଘଡାଇ ।

Read More

ଅଭିଜିତ୍‌ ମଜୁମଦାରଙ୍କ ପରଲୋକ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍‌ ମଜୁମଦାରଙ୍କ ଦେହାନ୍ତ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୫୪ ବର୍ଷ ବୟସ ହୋଇଥିଲା । ଭୁବନେଶ୍ୱର ଏମ୍ସରେ ଦୀର୍ଘ ଦିନ ହେଲା ସେ ଚିକିତ୍ସିତ ହେଉଥିଲେ ।ଲିଭର୍ ଜନିତ ସମସ୍ୟା ପୀଡିତ ହୋଇ ଚିକିତ୍ସିତ ହେଉଥିଲେ ।୭୦୦ରୁ ଅଧିକ ଗୀତରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ । ସେ ମଧ୍ୟ ବହୁ ଗୀତରେ ନିଜ କଣ୍ଠସ୍ୱର ପ୍ରଦାନ କରିଥିଲେ । ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଗଭୀର ଶୋକ […]

Read More

ରାମଚନ୍ଦ୍ରପୁରରେ ସରସ୍ୱତୀ ପୂଜା ଅନୁଷ୍ଠିତ

ଓଡ଼ିଶା ଲିଡ୍ସ(ଯାଜପୁର): ବରୀ ରାମଚନ୍ଦ୍ରପୁର କଲେଜ ଛକ ଠାରେ ସରସ୍ୱତୀ ପୂଜା ମହା ଆଡମ୍ବରରେ ପାଳିତ ହେଉଛି । ରାମଚନ୍ଦ୍ରପୁର ୟୁଥ ଆସୋସିଏସନ ପକ୍ଷରୁ ପ୍ରଥମ ଥର ଏହି ପୂଜା ଆୟୋଜିତ ହେଉଛି । ସ୍ଥାନୀୟ ଯୁବକ ମାନଙ୍କ ଉଦ୍ୟମରେ ଏହି ପୂଜା ଆୟୋଜିତ ହେଉଥିଲା ବେଳେ ଆଜି ରୀତି ନୀତି ଅନୁଯାୟୀ ପୂଜା ଆୟୋଜିତ ହୋଇଛି । ସନ୍ଧ୍ୟାରେ ବହୁ ଶ୍ରଦ୍ଧାଳୁ ମଣ୍ଡପକୁ ଆସି ମାଙ୍କ ଦର୍ଶନ କରିବା ସହିତ ଆଶିଷ କାମନା କରିଥିଲେ ।

Read More

ବଢୁଛି ରାଜ୍ୟସଭା ଚର୍ଚ୍ଚା: ବିଜେଡିର ପ୍ରଥମ ପସନ୍ଦ ହେବେ ଶର୍ମିଷ୍ଠା !

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆସନ୍ତା ମାର୍ଚ୍ଚ ମାସରେ ୪ ରାଜ୍ୟସଭା ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ । ବିଧାନସଭାରେ ଶାସକ ବିଜେପି ଓ ଵିରୋଧି ଦଳ ବିଜେଡିର ସଂଖ୍ୟା ଦୃଷ୍ଟିରୁ ଉଭୟ ଦଳ ତିନିଟି ଆସନରେ ନିଜ ପ୍ରାର୍ଥୀଙ୍କୁ ବିଜୟୀ କରି ପାରିବେ । ସେଥିମଧ୍ୟରୁ ବିଜେପି ଦୁଇଟି ଆସନରେ ନିଜ ପସନ୍ଦର ପ୍ରାର୍ଥୀଙ୍କୁ ବିଜୟୀ କରିବା ସମ୍ଭବ ଥିଲା ବେଳେ ବିଜେଡି ଗୋଟିଏ ଆସନରେ ନିଜ ପସନ୍ଦର ପ୍ରାର୍ଥୀଙ୍କୁ ବିଜୟୀ କରି ପାରିବ । ଉଭୟ […]

Read More

ସୁକିନ୍ଦାରେ ବିଭତ୍ସ ହତ୍ୟା: ବେକ କାଟି ରାସ୍ତା କଡରେ ଫିଙ୍ଗି ଦେଲେ

ଓଡ଼ିଶା ଲିଡ୍ସ(ସୁକିନ୍ଦା): ଆଜି ସକାଳୁ ସୁକିନ୍ଦା ଅଞ୍ଚଳରେ ଏକ ବିଭତ୍ସ ହତ୍ୟାକାଣ୍ଡ ଘଟଣା ଘଟିଯାଇଛି । ଜଣେ ବ୍ୟକ୍ତିଙ୍କୁ ଶୋଇଥିବା ଅବସ୍ଥାରେ ଟେକି ନେଇ ଧାରୁଆ ଅସ୍ତ୍ରରେ ବେକକୁ କାଟି ରାସ୍ତା କଡରେ ଫିଙ୍ଗି ଦେଇଥିବା ଆଲୋଚନା ହେଉଛି । ଏହି ଘଟଣା ସୁକିନ୍ଦା ଥାନା ଅନ୍ତର୍ଗତ ମାଟିଗାଡ଼ିଆ ଗ୍ରାମରେ ଘଟିଛି। ମୃତ ବ୍ୟକ୍ତି ଜଣକ ଦଶରଥ ବେହେରା ବୋଲି ଜଣା ଯାଇଛି । ମୃତ ଦଶରଥ ମାଟିଗାଡ଼ିଆ ଗ୍ରାମରେ ସପରିବାର ସହ ରହୁଥିଲେ । ତାଙ୍କର […]

Read More

ନବୀନ ଶୁଣିଲେ ନାହିଁ, ଶୁଣିବେ କି ମୋହନ-ସରକାରୀ କାର୍ଯ୍ୟାଳୟରେ ଦିନ ମଜୁରୀରେ କାର୍ଯ୍ୟ କରୁଥିବା ଡ୍ରାଇଭରଙ୍କ ସ୍ଥାୟୀ ନିଯୁକ୍ତି ଦାବି

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଦୀର୍ଘ ବର୍ଷ ହେଲା ସ୍ଥାୟୀ ନିଯୁକ୍ତି ଆଶାରେ ଦୈନିକ ମଜୁରୀରେ ବିଭିନ୍ନ ସରକାରୀ କାର୍ଯ୍ୟାଳୟ ମାନଙ୍କରେ ଦିନ ରାତି କାର୍ଯ୍ୟ କରୁଛନ୍ତି ଠିକା ଡ୍ରାଇଭର ମାନେ । ନିଷ୍ଠାର ସହିତ କାର୍ଯ୍ୟ କରୁଥିଲେ ମଧ୍ୟ ସେମାନଙ୍କୁ ସ୍ଥାୟୀ ନିଯୁକ୍ତି ଦିଆଯାଇ ଦରମା ପ୍ରଦାନ କରିବାର ବ୍ୟବସ୍ଥା କରାଯାଉନାହିଁ । ଏ ନେଇ ରାଜ୍ୟର ବିଭିନ୍ନ ଜିଲ୍ଲା କାର୍ଯ୍ୟାଳୟ ମାନଙ୍କରେ କାର୍ଯ୍ୟ କରୁଥିବା ଡ୍ରାଇଭର ମାନେ ସରକାରଙ୍କ ନିକଟରେ ଦାବି କରି ନିରାଶ ହେଲା ପରେ […]

Read More