Skip to main content

orissaleads

ମୁକୁଳା ପଡିଛି ଚନ୍ଦନପୁର ଘାଇ: ପଦକ୍ଷେପ ନେଉନାହିଁ ଜଳ ସମ୍ପଦ ବିଭାଗ

ମୁକୁଳା ପଡିଛି ଚନ୍ଦନପୁର ଘାଇ: ପଦକ୍ଷେପ ନେଉନାହିଁ ଜଳ ସମ୍ପଦ ବିଭାଗ

ସିଆଣ୍ଡି ପଞ୍ଚାୟତରେ ବିଜୁ ଜନତା ଦଳର ସାଂଗଠନିକ ବୈଠକ

ସିଆଣ୍ଡି ପଞ୍ଚାୟତରେ ବିଜୁ ଜନତା ଦଳର ସାଂଗଠନିକ ବୈଠକ

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

Winnerzin peliaulan osiot kertovat eri pelitavoista

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

Blog Post

orissaleads > Articles by: orissaleads@admin

ବିଜେଡିରୁ ପୁଣି ୨ ଜଣ ନିଲମ୍ବିତ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଦଳବିରୋଧୀ କାର୍ଯ୍ୟ ପାଇଁ ବିଜୁ ଜନତା ଦଳରୁ ୨ ଜଣଙ୍କୁ ନିଲମ୍ବିତ କରାଯାଇଛି । ଉଭୟ ନିଲମ୍ବିତ ନେତା ଓ ନେତ୍ରୀ ହେଲେ ବିଜେଡି ରାଜ୍ୟ ପରିଷଦ ସଦସ୍ୟା ମଞ୍ଜୁଲତା ମଣ୍ଡଳ ଓ ଭଦ୍ରକ ଜିଲ୍ଲା ବିଜେଡି ସଦସ୍ୟ ମୁକ୍ତିକାନ୍ତ ମଣ୍ଡଳ ।ଉଭୟଙ୍କୁ ଦଳ ବିରୋଧୀ କାର୍ଯ୍ୟକଳାପରେ ସମ୍ପୃକ୍ତି ଥିବାରୁ ନିଲମ୍ବିତ କରାଯାଇଛି । ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡି ଉପ ସଭାପତି ପ୍ରତାପ ଜେନାଙ୍କ ପକ୍ଷରୁ ପ୍ରେସ ବିଜ୍ଞପ୍ତି ଜାରୀ […]

Read More

ବଲାଙ୍ଗୀର ପାଟଣାଗଡ଼ରେ କୁଆପଥର ବର୍ଷା, ବ୍ୟାପକ କ୍ଷୟ କ୍ଷତି

ଓଡ଼ିଶା ଲିଡ୍ସ(ବ୍ୟୁରୋ): ବଲାଙ୍ଗିର ପାଟଣାଗଡ଼ରେ ପ୍ରକୃତି ଆଜି ତାଣ୍ଡବ ରଚିଛି । ଦୀର୍ଘ ସମୟ ଧରି ପ୍ରବଳ କୁଆ ପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡ଼ିଥିଲା । କୁଆପଥର ମାଡ଼ରେ ଅନେକ ଘରର ଛପର ଭାଙ୍ଗିବା ସହିତ ବିଭିନ୍ନ ସ୍ଥାନରେ ଗଛ ମଧ୍ୟ ଭାଙ୍ଗିଛି । ଶହ ଶହ ଏକର ଚାଷ ଜମିରେ ଫସଲ ମଧ୍ୟ ନଷ୍ଟ ହୋଇ ଯାଇଛି ।

Read More

ଧୂଳିଗଡ଼ ପଞ୍ଚାୟତ ବିଜେଡି କର୍ମୀ ଏକତା, ଉତ୍ସାହର ସହିତ ଲୋକଙ୍କ ସମସ୍ୟା ବୁଝନ୍ତୁ-ଡ୍ୟାନି

ଓଡ଼ିଶା ଲିଡ୍ସ(ଯାଜପୁର): ଦାନଗଦି ବ୍ଲକ୍ ଧୂଳିଗଡ଼ ପଞ୍ଚାୟତର ବରିଷ୍ଠ ବିଜେଡି ନେତା, ଯୁବ ବିଜେଡ଼ି, ମହିଳା ବିଜେଡି କର୍ମକର୍ତ୍ତାମାନଙ୍କୁ ନେଇ ଏକ ବୈଠକ ଆୟୋଜିତ ହୋଇ ଯାଇଛି । ପଞ୍ଚାୟତ ସ୍ତରରେ ସଂଗଠନକୁ ଆହୁରି ସୁଦୃଢ଼ କରିବା ପାଇଁ ଏହି ସାଂଗଠନିକ ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକରେ ବିଜେଡିର ବରିଷ୍ଠ ସାଧାରଣ ସମ୍ପାଦକ ତଥା ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ ମୁଖ୍ୟଅତିଥି ଭାବେ ଯୋଗଦାନ କରିଥିଲେ । ଦଳର ମୂଳ ଭିତ୍ତିକୁ ଶକ୍ତିଶାଳୀ କରିବା […]

Read More

ଜାତୀୟ ରାଜପଥରେ ଜଳିଗଲା ଚିଙ୍ଗୁଡ଼ି ଟ୍ରକ୍, ପଥଚାରୀ ଭୟଭୀତ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ବାଲେଶ୍ୱର ଜିଲ୍ଲା ଖନ୍ତାପଡ଼ା ଥାନା ଅଧିନ ଶେରଗଡ଼ ନିକଟ ଜାତୀୟ ରାଜପଥରେ ଏକ ଚିଙ୍ଗୁଡ଼ି ବୋଝେଇ ଟ୍ରକ ଜଳି ଯାଇଛି । ସୂଚନା ଅନୁଯାୟୀ ଆଜି ମଧ୍ୟାହ୍ନ ସମୟରେ ବାଲେଶ୍ୱରରୁ ସୋର ଅଭିମୁଖେ ଯାଉଥିବା ଏକ ଚିଙ୍ଗୁଡ଼ି ବୋଝେଇ ଟ୍ରକ ହଠାତ ଜଳି ଯାଇଥିଲା । ଡ୍ରାଇଭର ସୁରକ୍ଷିତ ଥିବା ଜଣାଯାଇଛି । ଖବର ପାଇ ଘଟଣା ସ୍ଥଳରେ ଖନ୍ତାପଡ଼ା ଥାନା ଅଧିକାରୀ, ଜାତୀୟ ରାଜପଥ ପୁଲିସର ପହଞ୍ଚିଥିଲେ । ଅଗ୍ନିଶମ ବାହିନୀ ନିଆଁକୁ […]

Read More

ରାଜ୍ୟସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ: ପିଲାଙ୍କୁ ଖଡ଼ି ଛୁଆଁଇଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ସାରା ରାଜ୍ୟରେ ଆରମ୍ଭ ହୋଇଛି ବିଦ୍ୟା ଆରମ୍ଭ ପର୍ବ । ପ୍ରତି ଗାଁରେ, ପ୍ରତି ସହରରେ ବିଦ୍ୟା ଆରମ୍ଭକୁ ଉତ୍ସବ ଭାବେ ପାଳନ କରାଯାଉଛି। ଏହାଦ୍ୱାରା ପିଲାଙ୍କ ନାମଲେଖା ପାଇଁ ବାପା ମା’ମାନେ ଉତ୍ସାହିତ ହେଉଛନ୍ତି ବୋଲି ରାଜ୍ୟସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ-୨୦୨୬ ଅବସରରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ‘ନିପୁଣ ଓଡ଼ିଶା’ ଓ ‘ପଢ଼ିବା, ଗଢ଼ିବା ଓଡ଼ିଶା’ ଅଭିଯାନରେ ବିଭିନ୍ନ ବିଦ୍ୟାଳୟମାନଙ୍କରେ ପିଲାଙ୍କ […]

Read More

ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟଙ୍କ ଅକାଳ ଦେହାନ୍ତ, ବିଭିନ୍ନ ମହଲରେ ଶୋକ

ଓଡ଼ିଶା ଲିଡ୍ସ(ଯାଜପୁର): ଯାଜପୁର ଜିଲ୍ଲା ବରୀ ବ୍ଳକ ୨୩ ନମ୍ବର ଜୋନ ଜିଲ୍ଲା ପରିଷଦର ପୂର୍ବତନ ସଭ୍ୟ ସମର ବଲ୍ଲଭ ବେହେରାଙ୍କର ଦେହାନ୍ତ ହୋଇ ଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୫୮ ବର୍ଷ ବୟସ ହୋଇଥିଲା । ସେ କିଛିଦିନ ତଳେ ହୃଦ ଜନିତ ରୋଗରେ ପୀଡିତ ହୋଇ ଅସ୍ତ୍ରୋପଚାର କରିଥିଲେ । ହେଲେ ଦୁଇଦିନ ତଳେ ତାଙ୍କ ଛାତିରେ ଯନ୍ତ୍ରଣା ହେବାରୁ ପରିବାର ଲୋକେ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ […]

Read More

ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ହେଲେ ଆକାଶ ଦାସ ନାୟକ

ଓଡ଼ିଶା ଲିଡ୍ସ(ଯାଜପୁର): ରାଜ୍ୟ ସରକାର କୋରେଇ ବିଧାୟକ ଆକାଶ ଦାସ ନାୟକଙ୍କୁ ଯାଜପୁର ଜିଲ୍ଲା ଯୋଜନା ବୋର୍ଡର ଅଧ୍ୟକ୍ଷ ଭାବେ ନିଯୁକ୍ତ କରିଛନ୍ତି । ଏହି ନିଯୁକ୍ତି ପରେ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା ପ୍ରଦାନ କରାଯାଇଛି । ପୂର୍ବରୁ ବିଜୁ ଜନତା ଦଳ ସରକାରରେ ମୋ କଲେଜ ଅଧ୍ୟକ୍ଷ ଭାବେ ସଫଳତାର ସହିତ କାର୍ଯ୍ୟ କରିଥିଲେ ।

Read More

ବିଜୁ ବାବୁଙ୍କ ପ୍ରତି ଅପମାନଜନକ ମନ୍ତବ୍ୟ ପ୍ରସଙ୍ଗ, କ୍ଷମା ମାଗିଲେ ସାଂସଦ ନିଶିକାନ୍ତ ଦୁବେ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ବିରୁଦ୍ଧରେ ଅପମାନ ଜନକ ମନ୍ତବ୍ୟ ଦେଇ ତୀବ୍ର ବିରୋଧର ସମ୍ମୁଖିନ ହୋଇଥିଲେ ରାଜ୍ୟସଭା ସାଂସଦ ନିଶିକାନ୍ତ ଦୁବେ । ଦଳମତ ନିର୍ବିଶେଷରେ ରାଜ୍ୟବାସୀ ଏହାର ତୀବ୍ର ନିନ୍ଦା କରିଥିଲେ । ଦିନକୁ ଦିନ ଏହି ମନ୍ତବ୍ୟ ରାଜ୍ୟରେ ତୀବ୍ର ବିରୋଧର ରୂପ ଧାରଣ କରୁଥିଲା ବେଳେ କ୍ଷମା ମାଗିଛନ୍ତି ନିଶିକାନ୍ତ ଦୁବେ। ସେ ନିଜ ସାମାଜିକ ଗଣ ମାଧ୍ୟମରେ ଲେଖିଛନ୍ତି ବିଜୁ ବାବୁଙ୍କୁ ନେଇ ଦେଇଥିବା ବୟାନ ମୋ […]

Read More

ପ୍ରତିଭା ରାୟଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ମର୍ଯ୍ୟାଦାଜନକ କେନ୍ଦ୍ର ସାହିତ୍ୟ ଏକାଡେମୀ ଫେଲୋସିପ୍ ପାଇବାକୁ ଯାଉଥିବା ଓଡ଼ିଶାର ସୁଖ୍ୟାତ ସାହିତ୍ୟିକା ପ୍ରତିଭା ରାୟଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଵିରୋଧି ଦଳ ନେତା ନବୀନ ପଟ୍ଟନାୟକ। ସେ ନିଜ ଶୁଭେଚ୍ଛା ବାର୍ତ୍ତାରେ କହିଛନ୍ତି ଏହା ପ୍ରତିଟି ଓଡ଼ିଆଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ। ନିଜ ଉତ୍କୃଷ୍ଟ ରଚନା ମାଧ୍ୟମରେ ସେ ସମଗ୍ର ସାରସ୍ୱତ ଜଗତରେ ଓଡ଼ିଶାର ସୁନାମ ବଢ଼ାଇଛନ୍ତି। ଆଗାମୀ ଦିନରେ ତାଙ୍କ ଲେଖନୀ ଆହୁରି ସମୃଦ୍ଧ ହେଉ, ତାଙ୍କର ଆହୁରି ସଫଳତା […]

Read More

କୁବେର ଡେପୁଟି ମ୍ୟାନେଜରଙ୍କ ୨୯ ପ୍ଲଟ୍‌, ୧ କେଜିରୁ ଅଧିକ ସୁନା

ଡେପୁଟି ମ୍ୟାନେଜର ବିଦ୍ୟୁତ ରଞ୍ଜନ ଭୋଳଙ୍କ ନିକଟରୁ ୨୯ଟି ପ୍ଲଟ୍‌ ଠାବ । ଜଟଣୀ, ବ୍ରହ୍ମପୁର ଆଦି ସ୍ଥାନରେ ବାବୁଙ୍କ ରହିଛି ୨୯ ପ୍ଲଟ୍‌, ୨ଟି ବହୁତଳ କୋଠା ସହ କଳିଙ୍ଗ ବିହାରରେ ରହିଛି ଗୋଟିଏ ଫ୍ଲାଟ୍‌ ଘରୁ ମିଳିଛି ୧ କେଜି ୧୪୦ ଗ୍ରାମ ସୁନା ସହିତ ନଗଦ ୪୮ ଲକ୍ଷ ୭୯ ହଜାର ଟଙ୍କା ଠାବ କରିଛି ଭିଜିଲାନ୍ସ

Read More