orissaleads

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

Blog Post

orissaleads > Articles by: orissaleads@admin

ଅସିତ ତ୍ରିପାଠୀଙ୍କୁ ହରାଇ ଭୁବନେଶ୍ୱର କ୍ଳବର ନୂଆ ସଭାପତି ହେଲେ ପ୍ରଦୀପ ଜେନା

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଲଗାତାର ଦୁଇଥର ଭୁବନେଶ୍ୱର କ୍ଳବର ସଭାପତି ଭାବେ ନିର୍ବାଚିତ ହୋଇ ହାଟ୍ରିକ ବିଜୟ ଲକ୍ଷ୍ୟରେ ଥିବା ଅସିତ ତ୍ରିପାଠୀଙ୍କୁ ୧୮ ଖଣ୍ଡ ଭୋଟରେ ପରାଜିତ କରି ବିଜୟୀ ହୋଇଛନ୍ତି ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା । ଆଜିର ଏହି ନିର୍ବାଚନକୁ ନେଇ ପାୱାର କରିଡରରେ ବେଶ ଚର୍ଚ୍ଚା ହୋଇଥିଲା । ଶେଷରେ ପ୍ରଦୀପ ଜେନା ବିଜୟୀ ହୋଇ ଭୁବନେଶ୍ୱର କ୍ଳବର ନୂଆ ସଭାପତି ହୋଇଛନ୍ତି ।

Read More

ରାଜ୍ୟରେ ଜୋର ଧରୁଛି GEN-Z ଚର୍ଚ୍ଚା, ଯୁବଗୋଷ୍ଠିକୁ ମନାଇ ଏକତ୍ରିତ କରିବାକୁ ଡ୍ୟାନିଙ୍କ ଉଦ୍ୟମ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ନେପାଳରେ ଜେନ-ଜି ଆନ୍ଦୋଳନ ସାରା ବିଶ୍ୱରେ ଚର୍ଚ୍ଚା ସୃଷ୍ଟି କରିଛି । ନିଜର ହକ ପାଇଁ ଯୁବ ଗୋଷ୍ଠି ଏକତ୍ରିତ ହେଲେ କେଉଁ ପରିସ୍ଥିତି ସୃଷ୍ଟି ହୁଏ ନେପାଳ ଆନ୍ଦୋଳନ ତାର ଜ୍ୱଳନ୍ତ ଉଦାହରଣ । ନେପାଳରେ ସରକାର ପରିବର୍ତ୍ତନ ପରେ ଜେନ-ଜି ଆଲୋଚନା ପ୍ରାୟତଃ ଥମି ଯାଉଥିଲା ବେଳେ ଓଡ଼ିଶାରେ ଏବେ ଏହାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉନାହିଁ । ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ସାଧାରଣ […]

Read More

ଭୁବନେଶ୍ବର କ୍ଲବର ସଭାପତି ନିର୍ବାଚନ, ମୁହାଁମୁହିଁ ଦୁଇ ଆଇଏଏସ ଅଧିକାରୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆଜି ଭୁବନେଶ୍ବର କ୍ଲବର ସଭାପତି ନିର୍ବାଚନ ଅନୁଷ୍ଠିତ ହେଉଥିଲା ବେଳେ ସଭାପତି ପଦ ପାଇଁ ଦୁଇ ପୂର୍ବତନ ଆଇଏଏସ ଅଧିକାରୀ ମୁହାଁମୁହିଁ ହୋଇଛନ୍ତି । ଜଣେ ହେଲେ ଅସିତ ତ୍ରିପାଠୀ ଓ ଆଉ ଜଣେ ହେଲେ ପ୍ରଦୀପ ଜେନା । ଉଭୟ ରାଜ୍ୟ ସରକାରଙ୍କ ପୂର୍ବତନ ମୁଖ୍ୟ ଶାସନ ସଚିବ । ଆସିତ ତ୍ରିପାଠୀ ତୃତୀୟ ଥର ପାଇଁ ସଭାପତି ପଦ ପାଇଁ ନିର୍ବାଚନ ଲଢୁଥିବା ବେଳେ ପ୍ରଥମ ଥର ପାଇଁ ଲଢ଼ୁଛନ୍ତି ପ୍ରଦୀପ […]

Read More

ନିଶାମୁକ୍ତ ଭାରତ ଗଠନ ନିମନ୍ତେ ଗଣ ଦୌଡରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ଓ କ୍ରୀଡ଼ା ମନ୍ତ୍ରୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ରାଜ୍ୟ କ୍ରୀଡା ଓ ଯୁବସେବା ବିଭାଗ ଓ ବିଜେପି ଜନତା ଯୁବ ମୋର୍ଚ୍ଚା ଦ୍ଵାରା ନିଶାମୁକ୍ତ ଭାରତ ଗଠନ ନିମନ୍ତେ ଭୁବନେଶ୍ୱର ଠାରେ ନମୋ ଯୁବ ରନ ମାରାଥନ ଆୟୋଜିତ ହୋଇଯାଇଛି । କଳିଙ୍ଗ ଷ୍ଟାଡିୟମରୁ ଜନତା ମଇଦାନ ପର୍ଯ୍ୟନ୍ତ ଆୟୋଜିତ ଏହି ମିନି ମାରାଥନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କ ସମେତ ପ୍ରାୟ ୧୦ ହଜାର ଯୁବ ସାମିଲ ହୋଇଥିଲେ । କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଗଣଶିକ୍ଷା ମନ୍ତ୍ରୀ […]

Read More

ପ୍ରଧାନମନ୍ତ୍ରୀଙ୍କ ୭୫ ତମ ଜନ୍ମ ଦିବସରେ ଯାଜପୁରରେ ରକ୍ତଦାନ ଶିବିର

ଓଡ଼ିଶା ଲିଡ୍ସ(ଯାଜପୁର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୫ ତମ ଜନ୍ମ ଦିବସ ଅବସରରେ ସାରା ଦେଶରେ ବିଭିନ୍ନ କାର୍ଯ୍ୟକ୍ରମ ମାନ ଆୟୋଜିତ ହେଉଛି । ଆଜି ଯାଜପୁର ଟାଉନ ଠାରେ ଏକ ବିଶାଳ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା । କାର୍ଯ୍ୟକ୍ରମରେ ଜିଲ୍ଲା ବିଜେପି ସଭାନେତ୍ରୀ ଦେବଜାନୀ ପ୍ରଧାନ, ଯାଜପୁର ସାଂସଦ ରବୀନ୍ଦ୍ର କୁମାର ବେହେରା, ବରିଷ୍ଠ ବିଜେପି ନେତା ଗୌତମ ରାୟ, ଜିଲ୍ଲା ବିଜେପି ସମ୍ପାଦକ ସୁରଜ ଲାଲ ସାମଲ, ଯୁବନେତା ଅକ୍ଷୟ କୁମାର ବେହେରାଙ୍କ […]

Read More

ଜର୍ଜ ତିର୍କୀଙ୍କ ଦେହାନ୍ତରେ ପୂର୍ବତନ ମନ୍ତ୍ରୀଙ୍କ ଶୋକ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ବିରମିତ୍ରପୁରର ପୂର୍ବତନ ବିଧାୟକ ଜର୍ଜ ତିର୍କୀଙ୍କର ଦେହାନ୍ତ ହୋଇ ଯାଇଛି । ଭୁବନେଶ୍ୱର ସ୍ଥିତ ଏକ ଘରୋଇ ଚିକିତ୍ସାଳୟରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କ ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା । ଜଣେ ବିଶିଷ୍ଠ ଆଦିବାସୀ ନେତା ଭାବେ ତାଙ୍କର ବେଶ ଖ୍ୟାତି ରହିଥିଲା । ତାଙ୍କ ଦେହାନ୍ତରେ ବିଭିନ୍ନ ମହଲରେ ଗଭୀର ଶୋକ ପ୍ରକାଶ ପାଇଛି । ତାଙ୍କ ଦେହାନ୍ତ ଖବର ପାଇ ପୂର୍ବତନ ଗ୍ରାମ୍ୟ […]

Read More

ଛାତ୍ରଛାତ୍ରୀ ଓ ଯୁବକଙ୍କ ଉଡାଣରେ ବାଧା, ଜେନ-ଜି ଉଦାହରଣ ଦେଇ ଦ୍ଵିତୀୟ ପୋଷ୍ଟ କଲେ ପ୍ରୀତିରଞ୍ଜନ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ବିଶ୍ୱର ଅନ୍ୟତମ ପ୍ରସିଦ୍ଧ ଫୁଟବଲ ଖେଳାଳି ଖ୍ରୀଷ୍ଟିଆନୋ ରୋନାଲଡୋଙ୍କ ଜୀବନର ଏକ ଘଟଣା ଓ ତାଙ୍କ ବକ୍ତବ୍ୟ ବେଶ ପ୍ରଣିଧାନ ଯୋଗ୍ୟ । ଅତ୍ୟନ୍ତ ଗରିବ ପରିବାରରେ ଜନ୍ମ ହୋଇ ନିଜ ପ୍ରତିଭା ବଦଳରେ ସେ ଏବେ ଅମାପ ସମ୍ପତ୍ତିର ମାଲିକ । ନିଜ ପରିବାର ପାଇଁ ଏକ ବିଳାଶ ପୂର୍ଣ୍ଣ ବିମାନ କିଣିବାକୁ ଯିବା ବେଳେ ନିଜ ପିଲାଦିନ କଥା ମନେ ପଡ଼ିଲା ପିଲାଦିନେ ସେ କିଭଳି ଚାଲି ଚାଲି ଦଶ କି.ମି […]

Read More

ଅନାସ୍ଥାରୁ ଆସ୍ଥା ଖୋଜୁଛି କଂଗ୍ରେସ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଗତକାଲି ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହୋଇଛି । ଅଧିବେଶନର ପ୍ରଥମ ଦିନରେ କଂଗ୍ରେସ ଅନାସ୍ଥା ପ୍ରସ୍ତାବ ଆଗତ କରିଛି ଶାସକ ବିଜେପି ସରକାର ବିରୁଦ୍ଧରେ । ଚଳିତ ବିଧାନସଭାରେ କଂଗ୍ରେସ ତୃତୀୟ ସଂଖ୍ୟା ଗରିଷ୍ଠ ଦଳ । କଂଗ୍ରେସର ବିଧାୟକ ସଂଖ୍ୟା ମାତ୍ର ୧୪ । ହେଲେ ସଂଖ୍ୟା ହିସାବକୁ ପଛରେ ଛାଡି କଂଗ୍ରେସ ଶାସକ ଦଳ ବିରୁଦ୍ଧରେ ଅନାସ୍ଥା ପ୍ରସ୍ତାବ ଆଗତ କରିଛି । ୧୪ ଜଣିଆ କଂଗ୍ରେସ ଦଳକୁ […]

Read More

ମା ବିରଜାଙ୍କ ଦର୍ଶନ କରି ରାଜ୍ୟବାସୀଙ୍କ ମଙ୍ଗଳ କାମନା କଲେ ମନମୋହନ ସାମଲ

ଓଡ଼ିଶା ଲିଡ୍ସ(ଯାଜପୁର): ଯାଜପୁର ଜିଲ୍ଲାକୁ ଦୁଇ ଦିନିଆ ଗସ୍ତରେ ଆସିଥିବା ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଆଜି ଦ୍ଵିତୀୟ ଦିନରେ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ଦର୍ଶନ କରିଛନ୍ତି । ଜିଲ୍ଲାର ବିଧାୟକ ଓ ବରିଷ୍ଠ ନେତା ଓ ନେତ୍ରୀଙ୍କ ଗହଣରେ ମନ୍ଦିରକୁ ଯାଇ ମାଙ୍କ ଦର୍ଶନ କରିବା ସହିତ ପୂଜାର୍ଚ୍ଚନା କରିଥିଲେ । ଏହି ଅବସରରେ ସେ ରାଜ୍ୟର ଉନ୍ନତି ସହିତ ରାଜ୍ୟବାସୀଙ୍କ ସୁଖ ସମୃଦ୍ଧି ପାଇଁ କାମନା କରିଥିଲେ।

Read More

ବରୀ ବିଜେପି ପକ୍ଷରୁ ଉମେଶଙ୍କ ନେତୃତ୍ୱରେ ମନମୋହନଙ୍କୁ ସମ୍ବର୍ଦ୍ଧନା

ଓଡ଼ିଶା ଲିଡ୍ସ(ଯାଜପୁର): ଗତକାଲି ଓ ଆଜି ଦୁଇଦିନ ଧରି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଯାଜପୁର ଜିଲ୍ଲା ଗସ୍ତ କରିଛନ୍ତି । ଗତକାଲି ବଡ଼ଚଣା, ଧର୍ମଶାଳା ଓ କୋରେଇ ନିର୍ବାଚନ ମଣ୍ଡଳୀ ପକ୍ଷରୁ ତାଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା । ଧର୍ମଶାଳାରୁ କୋରେଇ ଯିବା ସମୟରେ ମୂଳାପାଳ ଛକ ଠାରେ ବରୀ ବିଜେପି ପକ୍ଷରୁ ମନମୋହନଙ୍କୁ ବିପୁଳ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା । ବରୀ ବିଜେପି ନେତା ଉମେଶ ଜେନାଙ୍କ ନେତୃତ୍ୱରେ ହଜାର […]

Read More