Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > Articles by: orissaleads@admin

ରାତି ଛାଡି ଦିନରେ ବ୍ରାହ୍ମଣୀ ବାଲି ଲୁଟ: ପ୍ରଶାସନ ନିରବ

ଓଡ଼ିଶା ଲିଡ୍ସ(ଯାଜପୁର): ବରୀ ବ୍ଲକରେ ବାଲି ଲୁଟ ଶିଖର ଛୁଇଁଛି । ବିନା ସରକାରୀ ଘାଟରୁ ବାଲି ମାଫିଆ ମାନେ ବାଲି ଲୁଟୁଥିଲା ବେଳେ ପ୍ରଶାସନ ମାଫିଆଙ୍କ ବିରୁଦ୍ଧରେ କୌଣସି ପଦକ୍ଷେପ ନେଉନାହିଁ । ବ୍ରାହ୍ମଣୀ ନଦୀରୁ ରାତିରେ ଶହ ଶହ ଟ୍ରିପ ବାଲି ଲୁଟ ହେଉଥିଲା ବେଳେ ଏବେ ଦିନରେ ଲୁଟ ହେଉଛି । ଏହା କିଭଳି ପ୍ରଶାସନ ନଜରକୁ ଆସୁନାହିଁ ତାହା ଚିନ୍ତାର ବିଷୟ ହୋଇଛି । ପ୍ରଶାସନ ଜାଣି ଶୁଣି ବାଲି ମାଫିଆଙ୍କ […]

Read More

ବିଶ୍ୱକପ ଜିତିଲା ଭାରତୀୟ ମହିଳା କବଡି ଦଳ, ବିଭିନ୍ନ ମହଲରୁ ଶୁଭେଚ୍ଛାର ଶୁଅ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଭାରତୀୟ ମହିଳା କ୍ରିକେଟ ଦଳ ନିକଟରେ ବିଶ୍ୱକପ କ୍ରିକେଟ ଜିତି ସାରା ଦେଶକୁ ଗର୍ବିତ କରିଥିଲା ବେଳେ ଆଜି ପୁଣି ମହିଳା କବାଡି ଦଳ ବିଶ୍ୱକପ ବିଜୟୀ ହେବା ସାରା ଦେଦଶକୁ ଗର୍ବିତ କରିଥିଲା ବେଳେ ଦେଶରେ ଖୁସିର ଲହରୀ ଦେଖା ଦେଇଛି । ଫାଇନାଲରେ ଚାଇନିଜ ଟାଇପେଇକୁ ପରାଜିତ କରି ବିଜୟୀ ହୋଇଛି । ବିଜୟୀ ଭାରତୀୟ ମହିଳା ଦଳକୁ ବିଭିନ୍ନ ମହଲରୁ ଶୁଭେଚ୍ଛା ପ୍ରଦାନ କରାଯାଇଛି ।

Read More

ମୃତକଙ୍କ ପରିବାରକୁ ସାନ୍ତ୍ୱନା ଦେଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ଲିଡ୍ସ(ଯାଜପୁର):ଧୂଳିଗଡ଼ ପଞ୍ଚାୟତର ମାନଗୋବିନ୍ଦପୁର ଗାଁର ଶ୍ବିଜୟ କୁମାର ପୃଷ୍ଟିଙ୍କ ସାନ ପୁଅ ନିର୍ମଳ ପୃଷ୍ଟିଙ୍କର ହୃଦଘାତରେ ଦେହାନ୍ତ ହୋଇ ଯାଇଛି । ଏହି ଖବର ପାଇ ଦାନଗଦି ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ତାଙ୍କ ଶେଷ ଦର୍ଶନ କରିବା ସହିତ ତାଙ୍କ ପରିବାରକୁ ସାନ୍ତ୍ୱନା ପ୍ରଦାନ କରିଥିଲେ ପୂର୍ବତନ ମାନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ । ନିଜ ଶୋକ ବାର୍ତ୍ତାରେ ଇଂ ଘଡାଇ କହିଛନ୍ତି ଏହି ଖବର ଶୁଣି ମୁଁ ଅତ୍ୟନ୍ତ ମର୍ମାହତ ଓ ବ୍ୟଥିତ। ଆମ […]

Read More

ଖଣି ଅଞ୍ଚଳରେ ଅଣ ଓଡ଼ିଆଙ୍କୁ ଗୁରୁତ୍ୱ, ଦାଦନ ଖଟୁଛି ଭୂମିପୁତ୍ର

ଓଡ଼ିଶା ଲିଡ୍ସ(ଯାଜପୁର): ସୁକିନ୍ଦା ଖଣି ଅଞ୍ଚଳରେ ଅଣ ଓଡ଼ିଆଙ୍କ ପ୍ରଭାବ ବଢି ଚାଲିଛି । ଫଳରେ ନିଜ ଅଞ୍ଚଳରେ କାମ ନପାଇ ସୁକିନ୍ଦାର ଭୂମିପୁତ୍ର ଦାଦନ ଖଟିବାକୁ ବାଧ୍ୟ ହେଉଛି । ଧୂଳି ଧୂଆଁ ଖାଇ ଜୀବନ ବଞ୍ଚୁଥିବା ସୁକିନ୍ଦାର ଭୂମିପୁତ୍ରଙ୍କ ମଧ୍ୟରେ ଏହାକୁ ନେଇ ତୀବ୍ର ପ୍ରତିକ୍ରିୟା ସୃଷ୍ଟି ହୋଇଛି । ସରକାର ବଦଳିବା ପରେ ସୁକିନ୍ଦାର ଖଣି ଅଞ୍ଚଳରେ ରାଜ୍ୟ ବାହାରର ଲୋକଙ୍କୁ ନିଯୁକ୍ତି ମିଳୁଛି । ଯେଉଁଠି ଦିନେ ସୁକିନ୍ଦାର ଭୂମିପୁତ୍ର ମାନଙ୍କୁ […]

Read More

ବ୍ୟାପୁଛି ମାରାତ୍ମକ ରୋଗ: ଓଡ଼ିଶା ରାଜ୍ୟ ଷ୍ଟେଟ ପଲ୍ୟୁସନ କଣ୍ଟ୍ରୋଲ ବୋର୍ଡର ରିପୋର୍ଟକୁ ଗୁରୁତ୍ୱ ନଦେଇ ଲୋକଙ୍କ ଜୀବନ ସହିତ ଖେଳ ଖେଳୁଛନ୍ତି ସରକାର ଓ ଜିଲ୍ଲା ପ୍ରଶାସନ-ଇଂ ପ୍ରୀତିରଞ୍ଜନ ଘଡାଇ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ରାଜ୍ୟରେ ଡବଲ ଇଞ୍ଜିନ ସରକାର ଚାଲିଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ସରକାରକୁ ଲୋକ ସରକାରର ଆଖ୍ୟା ଦେଇଛନ୍ତି । ହେଲେ ଲୋକ ସରକାରରେ ସାଧାରଣ ଲୋକଙ୍କ ଜୀବନ ପ୍ରତି ବିପଦ ସୃଷ୍ଟି କରୁଥିବା ଏକ କମ୍ପାନୀ ବିରୁଦ୍ଧରେ ପଦକ୍ଷେପ ନେଇ ଲୋକଙ୍କ ଜୀବନ ବଞ୍ଚାଇବାକୁ ଉଦ୍ୟମ ନକରିବା ଚିନ୍ତାର ବିଷୟ ହୋଇଛି । ରାଜ୍ୟ ସରକାର କିମ୍ବା ଯାଜପୁର ଜିଲ୍ଲା ପ୍ରଶାସନ ପଦକ୍ଷେପ ନ ନେଇ ଚୁପ ବସିବା ସାଧାରଣ […]

Read More

୮୯ବର୍ଷ ବୟସରେ କିମ୍ବଦନ୍ତୀ କଳାକାର ଧର୍ମେନ୍ଦ୍ରଙ୍କ ଦେହାନ୍ତ, ସାରା ଦେଶରେ ଶୋକର ଛାୟା

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଦୀର୍ଘ ଦିନର ଅସୁସ୍ଥତା ପରେ ବଲିଉଡର କିମ୍ବଦନ୍ତୀ ଅଭିନେତା ଧର୍ମେନ୍ଦ୍ରଙ୍କର ମୁମ୍ବାଇରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ବୟସ ହୋଇଥିଲା । ଭିଲେ ପାର୍ଲେ ଶ୍ମଶାନରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ପରିବାର ସୂତ୍ରରୁ ଜଣାଯାଇଛି । କିଛି ଦିନ ତଳେ ତାଙ୍କର ମୃତ୍ୟୁ ହୋଇଥିବା ନେଇ ଗୁଜବ ହୋଇଥିଲା। ହେଲେ ପରିବାର ଲୋକେ ସେ ଜୀବିତ ଥିବା ସ୍ପଷ୍ଟ କରିଥିଲେ। ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସିବାରୁ ତାଙ୍କୁ ଚିକିତ୍ସାଳୟରୁ […]

Read More

ସୁପ୍ରିମକୋର୍ଟର ୫୩ତମ ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ସୂର୍ଯ୍ୟକାନ୍ତ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଆଜି ଶପଥ ନେଇଛନ୍ତି ଜଷ୍ଟିସ ସୂର୍ଯ୍ୟକାନ୍ତ । ତାଙ୍କୁ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପଦ ଓ ଗୋପନୀୟତାର ଶପଥପାଠ କରାଇଥିଲେ । ଜଷ୍ଟିସ ସୂର୍ଯ୍ୟକାନ୍ତ ଦେଶର ୫୩ ତମ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ ହୋଇଛନ୍ତି । ଗତମାସ ୩୦ ତାରିଖରେ ତାଙ୍କୁ ଏହି ପଦରେ ନିଯୁକ୍ତି ଦିଆଯାଇଥିଲା । ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ କାର୍ଯ୍ୟକାଳ ୨୦୨୭ ଫେବ୍ରୁଆରୀ ମାସ ୯ ତାରିଖରେ ଶେଷ ହେବ ।

Read More

ଦଳ ଭର୍ତ୍ତି କାନ୍ତକାର, ସଫା କରିବାକୁ ସରକାର ପଦକ୍ଷେପ ନେବାକୁ ଦାବି

ଓଡ଼ିଶା ଲିଡ୍ସ(ଯାଜପୁର): ବରୀ ଅଞ୍ଚଳର ଏକ ପ୍ରମୁଖ ଜଳାଶୟ ଭାବେ କାନ୍ତକାରର ପରିଚୟ ରହିଛି । ବହୁ କିମ୍ବଦନ୍ତୀ ମଧ୍ୟ ରହିଛି କାନ୍ତକାରକୁ ନେଇ । ଏକଦା ଏହି ଜଳାଶୟ ଉପରେ ବରୀ ଓ ରମ୍ପା ପଞ୍ଚାୟତର ଲୋକମାନେ ନିର୍ଭରଶୀଳ ଥିଲେ । ହେଲେ ଏହା ଏବେ ଦଳ ଭର୍ତ୍ତି ହୋଇ ପଡିରହିଛି । ଏହି ଜଳାଶୟରେ କିଛି ଅଂଶ ବରୀ ପଞ୍ଚାୟତ ଅଧିନରେ ଥିଲା ବେଳେ କିଛି ଅଂଶ ବ୍ୟକ୍ତି ଗତ ମାଲିକାନାରେ ରହିଛି । […]

Read More

ବରୁଆଁ-ବରୀ ରାସ୍ତା କଡ଼ ଜଙ୍ଗଲ ସଫା କରୁନାହିଁ ପୂର୍ତ୍ତ ବିଭାଗ, ବଢୁଛି ଦୁର୍ଘଟଣା

ଓଡ଼ିଶା ଲିଡ୍ସ(ଯାଜପୁର): ଜିଲ୍ଲାର ଅନ୍ୟତମ ପ୍ରମୁଖ ରାସ୍ତା ବରୁଆଁ-ବରୀ-କଳା ମାଟିଆ ରାସ୍ତା କଡ଼ ଜଙ୍ଗଲ ସଫା କରୁନାହିଁ ପୂର୍ତ୍ତ ବିଭାଗ । ରାସ୍ତା କଡରେ ଉଠିଥିବା ଅନାଵନା ଗଛ ସଫା ନହେବା କାରଣରୁ ରାସ୍ତା ଉପରକୁ ମାଡି ଆସିଲାଣି । ଏହି ରାସ୍ତା ଦେଇ ଦୈନିକ ଶହ ଶହ ସଂଖ୍ୟାରେ ଗାଡି ଗତାଗତ କରୁଛି । ଏହି ଗାଡି ଗୁଡିକ ମଧ୍ୟରେ ବହୁ ସଂଖ୍ୟାରେ ବଡ଼ ଗାଡି ମଧ୍ୟ ଗତାଗତ କରୁଛି । ବିଭିନ୍ନ ସ୍ଥାନରେ ଏହି […]

Read More

ପୂର୍ବତନ ମନ୍ତ୍ରୀଙ୍କୁ ଭେଟିଲେ ନବ ନିଯୁକ୍ତ ବ୍ଲକ ବିଜେଡି ସଭାପତି

ଓଡ଼ିଶା ଲିଡ୍ସ(ଯାଜପୁର): ନବନିଯୁକ୍ତ ଦାନଗଦୀ ବ୍ଲକ ବିଜେଡ଼ି ସଭାପତି ଗୋପାଳ କୃଷ୍ଣ ବାରିକ ଆଜି ପୂର୍ବତନ ମନ୍ତ୍ରୀ ତଥା ଦଳର ବରିଷ୍ଠ ସାଧାରଣ ସମ୍ପାଦକ ଇଂ ପ୍ରୀତିରଞ୍ଜନ ଘଡାଇଙ୍କୁ ଭେଟି ତାଙ୍କୁ କୃତଜ୍ଞତା ଜଣାଇଛନ୍ତି । ଏହି ଅବସରରେ ଶ୍ରୀ ବାରିକ କହିଛନ୍ତି ଦଳ ଓ ଦଳର ନେତା ଯେଉଁ ଆସ୍ଥା ଓ ବିଶ୍ୱାସ ସହିତ ମତେ ଏହି ଗୁରୁ ଦାୟିତ୍ୱ ଦେଇଛନ୍ତି ତାକୁ ସମ୍ମାନ ଜଣାଇ ଦାନଗଦି ବ୍ଲକରେ ଜନସେବାକୁ ସୁଦୃଢ଼ କରିବା ସହିତ, ଦଳର […]

Read More