
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାରି ଯୁବକଙ୍କ ଉପରେ ଚଢ଼ିଗଲା ବସ, ସମସ୍ତେ ଗୁରୁତର
ଓଡ଼ିଶା ଲିଡ୍ସ(ଯାଜପୁର): ପ୍ରାତଃ ଭ୍ରମଣ କରୁଥିବା ଚାରି ଜଣ ଯୁବକଙ୍କ ଉପରେ ବସ ମାଡିଯିବାରୁ ସମସ୍ତ ଯୁବକ ଗୁରୁତର ଆହତ ହୋଇଛନ୍ତି । ଆହତ ମାନଙ୍କ ମଧ୍ୟରୁ ତିନି ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ଉତ୍ୟକ୍ତ ଲୋକମାନେ ରାସ୍ତାରେ ଟାୟାର ଜାଳି ରାସ୍ତା ଅବରୋଧ କରିଥିଲା ବେଳେ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଦୁର୍ଘଟଣା ଘଟାଇଥିବା ବସକୁ ଜବତ କରିବା ସହିତ ଚାଳକଙ୍କୁ ଅଟକ ରଖିଛି । ସୂଚନା ଅନୁଯାୟୀ […]




























