Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > Articles by: orissaleads@admin

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ଓଡ଼ିଶା ଲିଡ୍ସ(ଯାଜପୁର): ବରୀ ବ୍ଲକ ଗୋପବନ୍ଧୁ ଚୌଧୁରୀ କଲେଜ ନିକଟ ବ୍ରାହ୍ମଣୀ ନଦୀରୁ ଶହ ଶହ ଟ୍ରିପ ବାଲି ଲୁଟ ଦେଉଛି । ରାତିରେ ଟ୍ରାକ୍ଟର ସାହାଯ୍ୟରେ ଏହି ବାଲି ଲୁଟ ହେଉଥିଲା ବେଳେ ବରୀ ତହସିଲ ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଉ ନଥିବା ଅଭିଯୋଗ ହେଉଛି । ଏହି ସ୍ଥାନରୁ ଦିନରେ ବାଲି ଉଠୁ ନଥିଲା ବେଳେ ରାତିରେ ବାଲି ଚାଲାଣ ହେଉଛି । ଏହି ସ୍ଥାନ କାହାକୁ ଲିଜ ମଧ୍ୟ ଦିଆ ଯାଇନାହିଁ ବୋଲି […]

Read More

ରାଜ୍ୟ ବିଜେପି କାର୍ଯ୍ୟାଳୟରେ ବିଧାୟକ ଜୟ ଢୋଲକିଆଙ୍କୁ ସମ୍ବର୍ଦ୍ଧନା: ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ବିଜେପି ସଭାପତି ଉପସ୍ଥିତ

ଓଡ଼ିଶା ଲିଡ୍ସ(ବ୍ୟୁରୋ):ରାଜ୍ୟ ବିଜେପି କାର୍ଯ୍ୟାଳୟରେ ନୂଆପଡ଼ା ବିଧାନସଭା ଉପନିର୍ବାଚନରେ ବିଜୟୀ ଜୟ ଢୋଲକିଆଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି। ଏହି ସମ୍ବର୍ଦ୍ଧନା ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ଜୟଙ୍କ ମାଆ କଳ୍ପନା ଢୋଲକିଆ ପ୍ରମୁଖ ଉପସ୍ଥିତ ଥିଲେ ।ଏଥିରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ନୂଆପଡ଼ାରେ ନୂଆ ଇତିହାସ ସୃଷ୍ଟି ହୋଇଛି। ନୂଆପଡ଼ାବାସୀ ବିଜେପି ଉପରେ ଭରସା କରିଛନ୍ତି। ନୂଆପଡ଼ାରେ ଏଥର ବିକାଶ ହେବ। ଆମ ସରକାର […]

Read More

ନୂଆପଡାରେ ସ୍ନେହ ପାଇଲେ ନାହିଁ ସ୍ନେହାଙ୍ଗିନୀ, କଂଗ୍ରେସ ପଛରେ ରହିଲା ବିଜେଡି

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଅତାବିରା ନିର୍ବାଚନ ମଣ୍ଡଳୀରୁ ପ୍ରାର୍ଥୀ ଆଣି ନୂଆପଡା ଭୋଟରଙ୍କ ଉପରେ ଲଦିବାର ଫଳ ବିଜେଡି ପାଇଛି । ନୂଆପଡା ଉପନିର୍ବାଚନରେ ରାଜ୍ୟ ମହିଳା ବିଜୁ ଜନତା ଦଳ ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆଙ୍କୁ ପ୍ରାର୍ଥୀ କରି ବିଜେଡି ନୂଆପଡାବାସୀଙ୍କ ସ୍ନେହ ଜିତିବାରେ ବିଫଳ ହେଲା ବିଜେଡ଼ି । ନୂଆପଡାବାସୀ କିନ୍ତୁ ନିଜ ଅଞ୍ଚଳର ବିଜେପି ଓ କଂଗ୍ରେସ ପ୍ରାର୍ଥୀଙ୍କୁ ବିଜେଡି ପ୍ରାର୍ଥୀଙ୍କ ଠାରୁ ଅଧିକ ଭୋଟ ଦେଇଛନ୍ତି । ଫଳରେ ବିଜେଡି ପ୍ରାର୍ଥୀ ତୃତୀୟ ସ୍ଥାନକୁ […]

Read More

ହନୁମାନ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗଦେଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ଲିଡ୍ସ(ଯାଜପୁର): ଦାନଗଦୀ ବ୍ଲକ ଉଚ୍ଚବାଲି ପଞ୍ଚାୟତ ସନ୍ତରାଗଡ଼ିଆ ଗାଁରେ ପ୍ରଭୁ ହନୁମାନଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗଦେଇ ସମସ୍ତଙ୍କ ସୁଖ ସମୃଦ୍ଧି କାମନା କରିଛନ୍ତି ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ । ଏହି ଅବସରରେ ଇଂ ଘଡାଇ କହିଛନ୍ତି ପ୍ରଭୁ ହନୁମାନଙ୍କ ନିକଟରେ ସମସ୍ତଙ୍କ ସୁଖ ସମୃଦ୍ଧି ପାଇଁ କାମନା କରିବା ସହିତ ଗ୍ରାମବାସୀଙ୍କ ମଙ୍ଗଳ କାମନା କରିଛି । ଯେଉଁ ମାନେ ମନ୍ଦିର ପ୍ରତିଷ୍ଠା କରିଛନ୍ତି ସେମାନଙ୍କୁ କୃତଜ୍ଞତା ଜଣାଉଛି ।

Read More

ନୂଆପଡ଼ା ଓ ବିହାର ନିର୍ବାଚନରେ ଇତିହାସ ସୃଷ୍ଟି ହୋଇଛି: ମୋହନ ଚରଣ ମାଝୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଆଜି ଏକ ଐତିହାସିକ ଦିନ, ଏକ ଐତିହାସିକ ମୁହୂର୍ତ୍ତ। ବିହାର ବିଧାନସଭା ନିର୍ବାଚନ ଏବଂ ନୂଆପଡ଼ା ଉପନିର୍ବାଚନରେ ଇତିହାସ ସୃଷ୍ଟି ହୋଇଛି। ନୂଆପଡ଼ା ଉପନିର୍ବାଚନରେ ଅଂଶଗ୍ରହଣ କରି ଯେଉଁମାନେ ଭାରତୀୟ ଜନତା ପାର୍ଟିକୁ ବିପୁଳ ସମର୍ଥନ ଜଣାଇଛନ୍ତି, ସେମାନଙ୍କୁ ଧନ୍ୟବାଦ ଜଣାଉଛି। ଏହି ନିଷ୍ପତ୍ତି ଆଗାମୀ ଦିନରେ ସମୃଦ୍ଧ ଓଡ଼ିଶା ଓ ବିକଶିତ ଭାରତ ଗଠନ ପାଇଁ ସହଯୋଗ କରିବ। […]

Read More

ବରୀରେ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା

ଓଡ଼ିଶା ଲିଡ୍ସ(ଯାଜପୁର): ବରୀରେ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଶୁକ୍ରବାର ଆୟୋଜିତ ହୋଇଯାଇଛି । ଗୋପବନ୍ଧୁ ଚୌଧୁରୀ ମହାବିଦ୍ୟାଳୟ ନିକଟ ପଡିଆ ଠାରେ ଏହା ଅନୁଷ୍ଠିତ ହୋଇଥିଲା । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଯାଜପୁର ସାଂସଦ ଡ଼ଃ ରବିନ୍ଦ୍ର ନାରାୟଣ ବେହେରା ଯୋଗଦେଇ ସରକାରଙ୍କ ବିଭିନ୍ନ ଯୋଜନାକୁ ସଫଳ ରୂପାୟନ ପାଇଁ ସମସ୍ତେ ମିଳିମିଶି କାମ କଲେ ବରୀର ବିକାଶ ସମ୍ଭବ ହୋଇପାରିବ ବୋଲି ମତ ରଖିଥିଲେ। ସମ୍ମାନିତ ଅତିଥିଭାବେ ବରୀ ବିଧାୟକ ବିଶ୍ୱରଞ୍ଜନ […]

Read More

ଜି.ସି.କଲେଜରେ ସାଂସଦଙ୍କୁ ଭବ୍ୟ ସ୍ୱାଗତ, ରାସ୍ତା ସଂପ୍ରସାରଣ ପାଇଁ ଛାତ୍ରଛାତ୍ରୀଙ୍କ ଦାବି

ଓଡ଼ିଶା ଲିଡ୍ସ(ଯାଜପୁର): ଆଜି ବରୀ ରାମଚନ୍ଦ୍ରପୁର ସ୍ଥିତ ଗୋପବନ୍ଧୁ ଚୌଧୁରୀ ମହାବିଦ୍ୟାଳୟ ନିକଟରେ ଆୟୋଜିତ ଏକ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବାକୁ ଆସିଥିଲା ବେଳେ ଜିଲ୍ଲାର ଦ୍ଵିତୀୟ ପୁରାତନ ମହାବିଦ୍ୟାଳୟ ଗୋପବନ୍ଧୁ ଚୌଧୁରୀ ମହାବିଦ୍ୟାଳୟ ଗସ୍ତ କରିଥିଲେ । ମହାବିଦ୍ୟାଳୟ ଅଧ୍ୟକ୍ଷ ପ୍ରବୋଧ କୁମାର ସାମଲ ତାଙ୍କୁ ଉତ୍ତରୀୟ ଓ ପୁଷ୍ପ ଗୁଛ ଦେଇ ସ୍ୱାଗତ କରିବା ସହିତ ନିଜ କାର୍ଯ୍ୟାଳୟକୁ ପାଛୋଟି ନେଇଥିଲେ । ଏହି ସମୟରେ କଲେଜର ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ଓ ଛାତ୍ରଛାତ୍ରୀ ଉପସ୍ଥିତ […]

Read More

୨ଦିନରେ ଉଠିଗଲା ପିଚୁ, ନିମ୍ନମାନର କାମ ଅଭିଯୋଗ

ଓଡ଼ିଶା ଲିଡ୍ସ(ସୁକିନ୍ଦା): ନିମ୍ନ ମାନର ପିଚୁ କାମ ଯୋଗୁ ପିଚୁ ପଡିବାର ଦୁଇଦିନ ମଧ୍ୟରେ ପିଚୁ ଉଠିଗଲା । ସୁକିନ୍ଦା ଗଡ ବିଜୁ ପଟ୍ଟନାୟକ ଛକ ଠାରୁ ରଥ ଛକ ପର୍ଯ୍ୟନ୍ତ ରାସ୍ତାରେ ଏହା ଦେଖିବାକୁ ମିଳିଛି । ଗତ ୧୧ ତାରିଖରେ ହୋଇଥିବା ପିଚୁ କାମ ନିମ୍ନ ମାନର ଯୋଗୁ ଦୁଇ ଦିନ ନପୁରୁଣୁ ଉଠି ଗଲାଣି। ଯାହାକୁ ନେଇ ସାଧାରଣରେ ତୀବ୍ର ପ୍ରତିକ୍ରିୟା ଦେଖିବାକୁ ମିଳିଛି । ଗତ ୧୧ ତାରିଖ ରାତିରେ ଏହି […]

Read More

୨୦୨୫ ଯୁବ ନାଟ୍ୟ ପ୍ରତିଭା ସମ୍ମାନ ପାଇଲେ ଅଧ୍ୟାପକ ପ୍ରଦୀପ

ଓଡ଼ିଶା ଲିଡ୍ସ(ସୁକିନ୍ଦା): ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ପ୍ରତିଭା ନାଟ୍ୟ ପରିଷଦ ଏବଂ ଉତ୍କଳ ନାଟ୍ୟମ ପ୍ରଯୋଜନାରେ ଓଡ଼ିଶା ପ୍ରତିଭା ସମ୍ମାନ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଫକୀରମୋହନ ବିଶ୍ଵବିଦ୍ୟାଳୟର ପୁର୍ବତନ କୁଳପତି ଡକ୍ଟର କୁମରବର ଦାସ, ନାଟ୍ୟକାର ମାୟା ଦାଶ, ପଦ୍ମଶ୍ରୀ ଡକ୍ଟର ଅଶୋକ ମହାପାତ୍ର, ନାଟ୍ୟ ନିର୍ଦ୍ଦେଶକ ଦିପ୍ତିରଞ୍ଜନ୍ ଦାଶ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। କାର୍ଯ୍ୟକ୍ରମରେ ସୁକିନ୍ଦା ଭାରତୀ ବିହାର ଡ଼ିଗ୍ରୀ ମହାବିଦ୍ୟାଳୟର ଓଡ଼ିଆ ଭାଷା ଓ […]

Read More

ହାଇୱା ଦୁର୍ଘଟଣାରେ ସାଇକେଲ ଆରୋହି ମୃତ, କ୍ଷତିପୂରଣ ଦାବୀରେ ରାସ୍ତା ଅବରୋଧ

ଓଡ଼ିଶା ଲିଡ୍ସ(ସୁକିନ୍ଦା):୫୩ ନମ୍ବର ଜାତୀୟ ରାଜପଥ ସୁକିନ୍ଦା ଭୁବନ ରାସ୍ତାର ବୋତଲଣ୍ଡା ଛକ ନିକଟରେ ଏକ ଦ୍ରୁତଗାମୀ ହାଇୱା ଦୁର୍ଘଟଣାରେ ଜଣେ ସାଇକେଲ ଆରୋହିଙ୍କ ମୃତ୍ୟୁ ହୋଇଛି । ଦୁର୍ଘଟଣା ପରେ ଘଟଣା ସ୍ଥଳରେ ଉତ୍ତେଜନା ପ୍ରକାଶ ପାଇବା ସହ ସ୍ଥାନୀୟ ଲୋକେ ରାଜପଥ ଅବରୋଧ କରିଥିଲେ । ସୂଚନା ମୁତାବକ ବୋତଲଣ୍ଡା ଗ୍ରାମର ନୟନ ଦେହୁରୀଙ୍କ ପୁଅ ସୁକୁରା ଦେହୁରୀ(୪୦) ସୁକିନ୍ଦା ଖଣି ଅଞ୍ଚଳର ଏକ ଖଣିରେ କାର୍ଯ୍ୟ ସାରି ସନ୍ଧ୍ୟାରେ ସାଇକେଲ ଯୋଗେ ଘରକୁ […]

Read More