orissaleads

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

Blog Post

orissaleads > Articles by: orissaleads@admin

ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫ, ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ

ଓଡ଼ିଶା ଲିଡ୍ସ (ବ୍ୟୁରୋ): ସଙ୍ଗଠିତ ହେଉଥିବା କଂଗ୍ରେସକୁ ଲାଗିଛି ବଡ଼ ଝଟକା । ମୃଦୁ ପାନୀୟରେ ନିଶା ଦେଇ ହୋଟେଲ୍‌ରେ ଜଣେ ଛାତ୍ରୀଙ୍କୁ ଦୁଷ୍କର୍ମ କରିବା ନେଇ ଛାତ୍ର କଂଗ୍ରେସ ସଭାପତିଙ୍କ ନାମରେ ଅଭିଯୋଗ ହେଲା ପରେ ପୋଲିସ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନଙ୍କୁ ଗିରଫ କରିଛି । ମଞ୍ଚେଶ୍ବର ଥାନା ପୋଲିସ ତାଙ୍କୁ ଅଟକ ରଖିଥିଲା ବେଳେ ଆଜି ତାଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ପୁଲିସ ସୂଚନା ଦେଇଛି। ଅନ୍ୟ ପକ୍ଷରେ କଂଗ୍ରେସ […]

Read More

ଭାରତ-ଇଂଲଣ୍ଡ ୪ର୍ଥ ଟେଷ୍ଟ :୪ ଖେଳାଳି ଆହତ ପରେ ଚିନ୍ତାରେ ଟିମ ଇଣ୍ଡିଆ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଇଂଲଣ୍ଡ ବିପକ୍ଷ ଟେଷ୍ଟ ମ୍ୟାଚ ସିରିଜରେ ୨-୧ରେ ପଛୁଆ ଥିବା ଟିମ ଇଣ୍ଡିଆ ପାଇଁ ଚତୁର୍ଥ ଟେଷ୍ଟ ପୂର୍ବରୁ ସମସ୍ୟା ଦେଖା ଦେଇଛି । ଚତୁର୍ଥ ଟେଷ୍ଟ ପୂର୍ବରୁ ଭାରତର ୪ ଜଣ ପ୍ରମୁଖ ଖେଳାଳୀ ଆହତ ହେବା ଭାରତକୁ ଚିନ୍ତାରେ ପକାଇ ଦେଇଛି । ଉଭୟ ଦେଶ ମଧ୍ୟରେ ୪ର୍ଥ ଟେଷ୍ଟ ଆସନ୍ତା ୨୩ ତାରିଖରୁ ମାଞ୍ଚେଷ୍ଟରରେ ଖେଳାଯିବ । ସିରିଜ ବଞ୍ଚାଇବାକୁ ମାଞ୍ଚେଷ୍ଟର ଟେଷ୍ଟ ଭାରତ ପାଇଁ କର ବା ମର […]

Read More

ଆସନ୍ତାକାଲି ଠାରୁ ବୋତଲରେ ମିଳିବନି ପେଟ୍ରୋଲ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆସନ୍ତାକାଲି ଠାରୁ ବୋତଲରେ ମିଳିବନି ପେଟ୍ରୋଲ । ବାଲେଶ୍ୱର ଘଟଣାକୁ ନଜର ରଖି ଏମିତି ନିଷ୍ପତି ନେଇଛି ପେଟ୍ରୋଲ ବିକ୍ରେତା ସଂଘ । କେବଳ ସାମ୍ପୁଲ ଓ ଗାଡିରେ ପେଟ୍ରୋଲ ଦେବାକୁ ନିୟମ ଅଛି । ତେଣୁ କୌଣସି ପରିସ୍ଥିତିରେ ବୋତଲରେ ତେଲ ଦିଆଯିବ ନାହଁ । ଅତି ଆବଶ୍ୟକ ପଡିଲେ ଆଧାର କାର୍ଡ଼ ରଖି ପେଟ୍ରୋଲ ଦିଆଯିବ । ବାଲେଶ୍ୱର ଜିଲ୍ଲାରେ ଏହି ନିୟମ ଶୀଘ୍ର କାର୍ଯ୍ୟକାରୀ କରିବାକୁ ସଂଘ ନିଷ୍ପତି ନେଇଛି […]

Read More

ସାମ୍ବାଦିକ ସମ୍ମିଳନୀରେ ବିଜେପିକୁ ବିଜେଡିର କାଉଣ୍ଟର ଆଟାକ, ନିଜ ଅପାରଗତା ଘୋଡାଇବାକୁ ମିଛର ସାହାରା ନେଉଛି ବିଜେପି

ଓଡ଼ିଶା ଲିଡ୍ସ(ଯାଜପୁର): ଗତକାଲି ସୁକିନ୍ଦାରେ ବିଜେପି ଏକ ସାମ୍ବାଦିକ ସମ୍ମିଳନୀ କରି ବିଜେଡି ସୁକିନ୍ଦା ବିକାଶରେ ପ୍ରତିବନ୍ଧକ ସାଜିଥିବା ଆରୋପ ଲଗାଇଥିଲା । ବିଜେପି ଦୋଷ ଲଦିବାର ଗୋଟିଏ ଦିନ ପରେ ବିଜେଡି ବିଜେପିକୁ ଜୋରଦାର କାଉଣ୍ଟର ଆଟାକ କରିଛି । ବିଜେଡି ତଥ୍ୟ ପ୍ରମାଣ ସହିତ ବିଜେପିକୁ ଜବାବ ଦେଇ ନିଜ ଅପାରଗତା ଲୁଚାଇବାକୁ ବିଜେପି ମିଛର ସହାରା ନେଉଥିବା କହିଛି । ବିଜେଡି କହିଛି ବିଜେପି ଅଭିଯୋଗ କରିଥିଲା ସୁକିନ୍ଦା ବ୍ଲକର ୧୩୨ଟି ଏବଂ […]

Read More

ବଳଙ୍ଗା ପୀଡ଼ିତା ଦିଲ୍ଲୀ ସ୍ଥାନାନ୍ତରିତ, ସହରର ସବୁ ଟ୍ରାଫିକ୍ ବନ୍ଦ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ବଳଙ୍ଗା ପୀଡ଼ିତାଙ୍କୁ ଅଧିକ ଚିକିତ୍ସା ସେବା ଯୋଗାଇ ଦେବାକୁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତରିତ କରାଯାଇଛି । ଭୁବନେଶ୍ବର ଏମ୍ସରୁ ଗ୍ରୀନ୍ କରିଡର ଭିତରେ ତାଙ୍କୁ ଭୁବନେଶ୍ବର ବିମାନବନ୍ଦରକୁ ନିଆଯାଇଛି । ସହରର ଟ୍ରାଫିକ ବ୍ୟବସ୍ଥାକୁ ଟ୍ରାଫିକ୍ ଡିସିପି ତଦାରଖ କରୁଛନ୍ତି। ପୀଡ଼ିତାଙ୍କୁ ୧୦ ମିନିଟରେ ବିମାନବନ୍ଦରରେ ପହଞ୍ଚାଯିବାକୁ ସବୁ ବ୍ୟବସ୍ଥା ହୋଇଛି । ପିଡିତାଙ୍କ ସହିତ ୩ ରୁ ୪ ଜଣ ଡାକ୍ତର ଦିଲ୍ଲୀ ଯାଉଥିବା ସୂଚନା ମିଳିଛି । ପୀଡ଼ିତାଙ୍କ ସହ ତାଙ୍କ […]

Read More

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆଜି ସୁକିନ୍ଦା ନିର୍ବାଚନ ମଣ୍ଡଳୀ କାଳିଆପାଣି, ରାଁସୋଳ,ଚିଙ୍ଗୁଡ଼ିପାଳ ପଞ୍ଚାୟତର ବିଜୁ ଜନତା ଦଳର ସମସ୍ତ ପଞ୍ଚାୟତ ସ୍ତରୀୟ ନେତୃବୃନ୍ଦ ଭୁବନେଶ୍ୱର ନୟାପଲ୍ଲୀ ଠାରେ ପହଞ୍ଚି ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇଙ୍କୁ ଭେଟିବା ସହିତ ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

Read More

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଓଡ଼ିଶା ଲିଡ୍ସ(ଯାଜପୁର): ନିଜ ନିର୍ବାଚନ ମଣ୍ଡଳୀର ସୁନା ଝିଅକୁ ସମ୍ବର୍ଦ୍ଧିତ କରିଛନ୍ତି ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ । ମର୍ଜିତାପୁର ଗ୍ରାମପଞ୍ଚାୟତ ସାଥୁଆପାଟଣାର ଦମୟନ୍ତୀ ପ୍ରଧାନ ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଓଡ଼ିଆ ଭାଷା ସାହିତ୍ୟ (PG)ରେ ପ୍ରଥମ ସ୍ଥାନ ଅଧିକାର କରି ସ୍ବର୍ଣ୍ଣପଦକ ହାସଲ କରିଛନ୍ତି । ଏହି ଖବର ପାଇ ଆଜି ତାଙ୍କ ବସଭବନକୁ ଯାଇ ତାଙ୍କୁ ସମ୍ବର୍ଦ୍ଧିତ କରିବା ସହ ତାଙ୍କ ଉଜ୍ଜଳ ଭବିଷ୍ୟତ କାମନା କରିଛନ୍ତି ବିଧାୟକ ।

Read More

ଡ୍ୟାନିଙ୍କୁ ଭେଟି ଆଶୁ ଆରୋଗ୍ୟ କାମନା କଲେ ଲେଖାଶ୍ରୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ବିଜେଡି ଆନ୍ଦୋଳନ ସମୟରେ ଗୁରୁତର ଆହତ ହୋଇଥିବା ବିଜେଡିର ବରିଷ୍ଠ ସାଧାରଣ ସମ୍ପାଦକ ତଥା ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇଙ୍କୁ ଭେଟି ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ପଚାରି ବୁଝିବା ସହିତ ଆଶୁ ଆରୋଗ୍ୟ କାମନା କରିଛନ୍ତି ବିଜେଡି ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର । ଆଜି ଇଂ ଘଡାଇଙ୍କ ନୟାପଲ୍ଲୀ ସ୍ଥିତ ବାସଭବନକୁ ଯାଇ ଲେଖାଶ୍ରୀ ତାଙ୍କୁ ଭେଟିଥିଲେ ।

Read More

ପୁଣି ଲଘୁଚାପ ଆଣିବ ବର୍ଷା, ଆଗାମୀ ୫ ଦିନ ପାଇଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଓଡ଼ିଶା ଲିଡ୍ସ(ବ୍ୟୁରୋ): ପୁଣି ଆଉ ଏକ ଲଘୁଚାପ ଆସିବାର ସମ୍ଭାବନା ସୃଷ୍ଟି ହୋଇଛି । ଚଳିତ ମାସ ୨୪ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଛି। ଏହି ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟର ବଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ଅଛି। ଆଗାମୀ ୫ ଦିନ ପାଇଁ […]

Read More

ଧର୍ମଶାଳା ମହାବିଦ୍ୟାଳୟରେ ବିଧାୟକ ହିମାଂଶୁ, ବିଭିନ୍ନ ବିଷୟ ନେଇ ଆଲୋଚନା

ଓଡ଼ିଶା ଲିଡ୍ସ(ଯାଜପୁର): ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ ଆଜି ଧର୍ମଶାଳା ମହାବିଦ୍ୟାଳୟ ପରିଦର୍ଶନ କରିବା ସହ ଛାତ୍ରୀମାନଙ୍କ ସହ ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ । ଏହା ସହ ଅଧ୍ୟକ୍ଷ, ଅଧ୍ୟାପକ ଓ ଅଧ୍ୟାପିକାମାନଙ୍କ ସହ ଶିକ୍ଷା ଓ କଲେଜ ପରିଚାଳନା ବ୍ୟବସ୍ଥା, କର୍ମଚାରୀ ଆପାର୍ଟମେଣ୍ଟ ସମ୍ବନ୍ଧୀୟ ବିଭିନ୍ନ ବିଷୟରେ ଆଲୋଚନା କରିବା ସହ ଧର୍ମଶାଳା ମହାବିଦ୍ୟାଳୟ, ଆନୁଷଙ୍ଗିକ ବ୍ୟବସ୍ଥାର ଉନ୍ନତିକରଣ ନିମନ୍ତେ ମହାବିଦ୍ୟାଳୟର କର୍ମକର୍ତ୍ତାଙ୍କ ସହିତ ଆଲୋଚନା କରିଥିଲେ ବିଧାୟକ ହିମାଂଶୁ ସାହୁ ।

Read More