orissaleads

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

Blog Post

orissaleads > Articles by: orissaleads@admin

ବନ୍ୟା ଆଶଙ୍କା, ବିଭିନ୍ନ ସ୍ଥାନରେ ବାଲି ବସ୍ତା ଦେଇ ପାଣି ଅଟକାଇବାକୁ ଉଦ୍ୟମ

ଓଡ଼ିଶା ଲିଡ୍ସ(ଯାଜପୁର): ବ୍ରାହ୍ମଣୀ ଓ ତାର ଶାଖା ନଦୀ ଖରସ୍ରୋତାରେ ବନ୍ୟା ସ୍ଥିତି ଉତ୍ପନ୍ନ ହୋଇଛି । ଉଭୟ ନଦୀରେ ବଡ଼ ବନ୍ୟା ଆଶଙ୍କା ଥିଲା ବେଳେ ବ୍ରାହ୍ମଣୀ କୂଳ ଛୁଇଁଛି । ବନ୍ୟା ଜଳ ଦ୍ରୁତ ବୃଦ୍ଧି ଘଟୁଥିଲା ବେଳେ କିଛି ସ୍ଥାନରେ ବନ୍ୟା ଜଳ କୂଳ ଲଙ୍ଘି ବିଭିନ୍ନ ସ୍ଥାନକୁ ମାଡି ଯିବାର ଆଶଙ୍କା ଦେଖାଦେଇଥିଲା ବେଳେ ବାଲି ବସ୍ତା ପକାଯାଇ ଏହାକୁ ରୋକିବାକୁ ଉଦ୍ୟମ ହେଉଛି ।

Read More

କୂଳ ଲଙ୍ଘିଛି ବ୍ରାହ୍ମଣୀ ଓ ଖରସ୍ରୋତା, ନଦୀକୂଳିଆ ଆତଙ୍କିତ

ଓଡ଼ିଶା ଲିଡ୍ସ(ଯାଜପୁର): ପୂର୍ବରୁ ରେଙ୍ଗାଳିର ଦୁଇଟି ଗେଟ ଖୋଲା ଯାଇଥିଲା ବେଳେ ଗତକାଲି ଆଉ ଗୋଟିଏ ଗେଟ ଖୋଲା ଯାଇଛି । ଉପର ମୁଣ୍ଡରେ ଅଧିକ ବର୍ଷା ହୋଇଥିବାରୁ ରେଙ୍ଗାଳି କର୍ତ୍ତୁପକ୍ଷ ଏହି ପଦକ୍ଷେପ ନେଇଛନ୍ତି । ଏହାକୁ ନେଇ ଯାଜପୁର ଜିଲ୍ଲାର ରସୁଲପୁର, ବରୀ ଓ ବିଂଝାରପୁର ବ୍ଲକରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି । ଗତ କାଲିଠାରୁ ବ୍ରାହ୍ମଣୀ ଓ ତାର ଶାଖା ନଦୀ ଖରସ୍ରୋତା ନଦୀରେ ବନ୍ୟା ଜଳ ବୃଦ୍ଧି ପାଇଥିଲା ବେଳେ […]

Read More

ଫକୀର ମୋହନ କଲେଜ ଘଟଣା ପରେ ଚେତିଲେ, ସମସ୍ତ କଲେଜ ଏବଂ ବିଶ୍ବବିଦ୍ୟାଳୟକୁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ କଡ଼ା ନିର୍ଦ୍ଦେଶ

ଓଡ଼ିଶା ଲିଡ୍ସ (ବ୍ୟୁରୋ): ବାଲେଶ୍ବର ଫକୀର ମୋହନ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମହତ୍ୟା ଘଟଣା ପରେ ଉଚ୍ଚ ଶିକ୍ଷା ବିଭାଗର ଚୈତନ୍ୟ ଉଦୟ ହୋଇଛି । ଏହି ଘଟଣା ପରେ ସରକାର ବେଶ ସଚେତନ ହୋଇ ପଡିଛନ୍ତି । ସମସ୍ତ କଲେଜ ଏବଂ ବିଶ୍ବବିଦ୍ୟାଳୟରେ ଆଭ୍ୟନ୍ତରୀଣ ଅଭିଯୋଗ କମିଟି ଗଠନକୁ ନେଇ ଅଧ୍ଯକ୍ଷ ମାନଙ୍କୁ ତାଗିଦ କରିଛି ଉଚ୍ଚଶିକ୍ଷା ବିଭାଗ । ସମସ୍ତ କଲେଜ ଏବଂ ବିଶ୍ବବିଦ୍ୟାଳୟରେ ଆଭ୍ୟନ୍ତରୀଣ ଅଭିଯୋଗ କମିଟି ଗଠନକୁ ନିଶ୍ଚିତ କରିବାକୁ […]

Read More

ସଙ୍କଟାପନ୍ନ ଅବସ୍ଥାରେ ଏଫ.ଏମ କଲେଜ ଛାତ୍ରୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଗତକାଲି ବାଲେଶ୍ଵର ଫକୀର ମୋହନ କଲେଜର ଜନୈକ ଛାତ୍ରୀ କଲେଜ ପରିସରରେ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ଦେହରେ ନିଆଁ ଲଗାଇ ସେ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ତାଙ୍କ ଶରୀରର ୯୫ ଭାଗ ପୋଡି ଯାଇଥିବା ଜଣା ଯାଇଛି । ଏବେ ସେ ଭୁବନେଶ୍ୱର ଏମ୍ସ ରେ ଚିକିତ୍ସାଧିନ ଅଛନ୍ତି । ତାଙ୍କ ଅବସ୍ଥା ଅତି ସଙ୍କଟାପନ୍ନ ଥିବା ଡାକ୍ତର ସୂଚନା ଦେଇଛନ୍ତି । ଏହା ସହିତ ଆଗାମି ୪୮ ଘଣ୍ଟା ଅତି […]

Read More

ସାମାଜିକ କର୍ମୀ ବିଶ୍ୱନାଥ ପାତ୍ରଙ୍କ ନାମରେ ସଙ୍ଗିନ ଅଭିଯୋଗ, ଦ୍ଵିତୀୟ ବିବାହ ସହିତ ଝିଅକୁ ନିର୍ଯ୍ୟାତନା, ସୁକିନ୍ଦା ଥାନାରେ ଅଭିଯୋଗ କଲେ ପ୍ରଥମ ପତ୍ନୀ

ଓଡ଼ିଶା ଲିଡ୍ସ(ଯାଜପୁର): ନିଜକୁ ସାମାଜିକ କର୍ମୀ ଓ ସାମ୍ବାଦିକ କହି ସାମାଜିକ ଗଣ ମାଧ୍ୟମରେ ବିଭିନ୍ନ ବ୍ୟକ୍ତି ବିଶେଷଙ୍କୁ ଧମକ ଚମକ ଦେଉଥିବା ବିଶ୍ଵନାଥ ପାତ୍ରଙ୍କ ବିରୁଦ୍ଧରେ ତାଙ୍କ ପ୍ରଥମ ପତ୍ନୀ ସୁକିନ୍ଦା ଠାନାରେ ଲିଖିତ ଅଭିଯୋଗ କରିଛନ୍ତି । ନିଜ ଅଭିଯୋଗରେ ବିଶ୍ଵନାଥ ଦ୍ଵିତୀୟ ବିବାହ କରିବା ସହିତ ତାଙ୍କ ଝିଅକୁ ନିର୍ଯ୍ୟାତନା ଦେଉଥିବା, ବନ୍ଧୁକ ଦେଖାଇ ଧମକ ଦେଉଥିବା ଭଳି ଗୁରୁତର ଅଭିଯୋଗ କରିଛନ୍ତି । ତାଙ୍କ ବିରୁଦ୍ଧରେ ତୁରନ୍ତ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି […]

Read More

ମଧ୍ୟରାତ୍ରୀରେ ମେଡିକାଲରେ ପହଞ୍ଚି ରୋଗୀଙ୍କ ସମସ୍ୟା ବୁଝିଲେ ଇଂ ପ୍ରୀତିରଞ୍ଜନ

ଓଡ଼ିଶା ଲିଡ୍ସ(ଯାଜପୁର): ଲୋକମାନେ ଯେତେବେଳେ ରାତିରେ ଶୋଇ ଦିନ ଯାକର ଥକ୍କା ମେଣ୍ଟାଉଥିଲେ ସେତିକି ବେଳେ ମଧ୍ୟରାତ୍ରୀରେ ମେଡିକାଲରେ ପହଞ୍ଚି ରୋଗୀଙ୍କ ସମସ୍ୟା ପରଖୁଥିଲେ ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ । ଗତକାଲି ମଧ୍ୟରାତ୍ରୀରେ ହଠାତ ଦାନଗଦି ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରରେ ପହଞ୍ଚିଥିଲେ ଇଂ ଘଡାଇ । ସେଠାରେ ଚିକିତ୍ସିତ ହେଉଥିବା ରୋଗୀ ମାନଙ୍କ ନିକଟକୁ ଯାଇ ସେମାନଙ୍କ ସହିତ ଚିକିତ୍ସା ସେବା ବିଷୟରେ ପଚାରି ବୁଝିଥିଲେ । ଏହା ପରେ ଚିକିତ୍ସା କରୁଥିବା ଡାକ୍ତରଙ୍କ ନିକଟକୁ […]

Read More

ମୁମ୍ବାଇରୁ ୧୨ରେ ଓଡ଼ିଶା ଫେରିବେ ନବୀନ ପଟ୍ଟନାୟକ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଗତ ମାସ ୨୦ ତାରିଖରେ ଚିକିତ୍ସା ପାଇଁ ମୁମ୍ବାଇ ଯାଇଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଆସନ୍ତା ୧୨ ତାରିଖରେ ଓଡ଼ିଶା ଫେରିବେ। ୧୨ ତାରିଖ ସେ ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଅପରାହ୍ନ ୧ଟାରେ ପହଞ୍ଚିବେ ବୋଲି ନବୀନଙ୍କ ରାଜନୈତିକ ସଚିବ ସନ୍ତୃପ୍ତ ମିଶ୍ର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଅସ୍ତ୍ରୋପଚାର ପରେ ନବୀନ ପଟ୍ଟନାୟକ ଗତ ୭ ତାରିଖ ଦିନ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି। ଡିସଚାର୍ଜ […]

Read More

କାଲି ଡ୍ରାଇଭର ମାନଙ୍କ ଆନ୍ଦୋଳନରେ ସାମିଲ ହେଲେ, ଆଜି ଆସୁସ୍ଥ ଡ୍ରାଇଭରଙ୍କୁ ମେଡ଼ିକାଲ ନେଲେ ପ୍ରୀତିରଞ୍ଜନ

ଓଡ଼ିଶା ଲିଡ୍ସ(ଯାଜପୁର): ଗତକାଲି ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ ସୁକିନ୍ଦା ନିର୍ବାଚନ ମଣ୍ଡଳୀରେ ଆନ୍ଦୋଳନ କରୁଥିବା ଡ୍ରାଇଭର ମାନଙ୍କ ଆନ୍ଦୋଳନ ସ୍ଥଳକୁ ଯାଇ ସେମାନଙ୍କୁ ନୈତିକ ସମର୍ଥନ ଦେଇଥିଲେ । ଡ୍ରାଇଭର ମାନଙ୍କ ଦାବି ସରକାର ପୂରଣ କରିବା ଜରୁରୀ ବୋଲି ମତ ଦେଇଥିଲେ । ଆଜି କିଛି କାମରେ ଯାଉଥିଲା ବେଳେ ଜଣେ ଡ୍ରାଇଭର ସେଠାରେ ଅସୁସ୍ଥ ହୋଇ ସଂଜ୍ଞାହୀନ ହୋଇଥିବା ଖବର ପାଇ ସେଠାରେ ତୁରନ୍ତ ପହଂଚିବା ସହିତ ନିଜ ଗାଡ଼ିରେ ଡ୍ରାଇଭର […]

Read More

ନିଆରା ରାଜନେତାଙ୍କ ନିଆରା ପଣ, ଚା ଦୋକାନରେ ଡ୍ୟାନିଙ୍କୁ ଦେଖି ଭିଡ

ଓଡ଼ିଶା ଲିଡ୍ସ(ଯାଜପୁର): ନିଜ ନିଆରା ପଣ ପାଇଁ ବେଶ ଚର୍ଚ୍ଚିତ ଓ ଲୋକପ୍ରିୟ ପୂର୍ବତନ ମନ୍ତ୍ରୀ ତଥା ବିଜେଡିର ବରିଷ୍ଠ ସାଧାରଣ ସମ୍ପାଦକ ଇଂ ପ୍ରୀତିରଞ୍ଜନ ଘଡାଇ(ଡ୍ୟାନି) । ସାଧାରଣ ଲୋକଙ୍କ ସହିତ ଖୋଲା ହୃଦୟରେ ମିଶିବା, ସୁଖ ଦୁଃଖ ବାଣ୍ଟିବା ତାଙ୍କ ନିଆରା ପଣ ଭିତରୁ ଅନ୍ୟତମ । ଗତକାଲି ସକାଳେ ସୁକିନ୍ଦା ଯିବା ସମୟରେ ଦାନଗଦି ବ୍ଲକ ସମ୍ମୁଖ ଚା ଦୋକାନରେ କିଛି ଲୋକ ଚା ପିଉଥିଲା ବେଳେ ଅଟକି ଯାଇ ଚା ମାଗିଥିଲେ […]

Read More

ମହାପ୍ରଭୁଙ୍କୁ ଦର୍ଶନ କରି ଆଶିଷ କାମନା କଲେ ମନମୋହନ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ରାଜ୍ୟ ବିଜେପି ସଭାପତି ଭାବେ ନିର୍ବାଚିତ ହେବା ପରେ ପୁରୀ ଯାଇ ରଥାରୂଢ ମହାପ୍ରଭୁଙ୍କୁ ଦର୍ଶନ କରି ଆଶିଷ କାମନା କରିଛନ୍ତି ବରିଷ୍ଠ ରାଜନେତା ମନମୋହନ ସାମଲ । ବଡ଼ଦାଣ୍ଡରେ ପହଞ୍ଚି ତିନି ଦିଅଁଙ୍କୁ ଦର୍ଶନ କରିବା ସହିତ ରାଜ୍ୟବାସୀଙ୍କ ସୁଖ ସମୃଦ୍ଧି ପାଇଁ ପ୍ରାର୍ଥନା କରିଥିଲେ । ଏହି ସମୟରେ ପୁରୀ ସାଂସଦଙ୍କ ସହିତ ଅନ୍ୟ ନେତୃବୃନ୍ଦ ମଧ୍ୟ ଉପସ୍ଥିତ ଥିଲେ ।

Read More