Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > Articles by: orissaleads@admin

ଯାଜପୁର ରୋଡ କ୍ଷେତ୍ରିୟ ହସ୍ପିଟାଲକୁ ସବ ଡିଭିଜନାଲ ହସ୍ପିଟାଲରେ ପରିଣତ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ପ୍ରଫୁଲ୍ଲ ଘଡାଇ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଯାଜପୁର ରୋଡ଼ କ୍ଷେତ୍ରିୟ ହସ୍ପିଟାଲକୁ ସବ ଡିଭିଜିନାଲ ହସ୍ପିଟାଲରେ ପରିଣତ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ପତ୍ର ଲେଖିଛନ୍ତି ପୂର୍ବତନ ଅର୍ଥମନ୍ତ୍ରୀ ତଥା ବରିଷ୍ଠ ରାଜନେତା ଡ଼ଃ ପ୍ରଫୁଲ୍ଲ ଚନ୍ଦ୍ର ଘଡାଇ । ସେ ଲେଖିଛନ୍ତି ଯାଜପୁର ରୋଡ(ବ୍ୟାସନଗର) ଅଞ୍ଚଳରେ ଲୋକ ସଂଖ୍ୟା ପ୍ରତିଦିନ ଦୃତ ବେଗରେ ବୃଦ୍ଧି ପାଇବାରେ ଲାଗିଛି । କଳିଙ୍ଗ ନଗର ଶିଳ୍ପାଞ୍ଚଳ ପ୍ରତିଷ୍ଠା ହେବାପରେ ବ୍ୟବସାୟିକ ପ୍ରତିଷ୍ଠାନ ଏବଂ ବ୍ୟବସାୟିକ କାରବାର ଏଠାରେ ବଢିବାରେ ଲାଗିଛି । […]

Read More

ନୂଆପଡା ଉପନିର୍ବାଚନ:ନବୀନଙ୍କୁ ନେଇ ଚିନ୍ତାରେ ବିଜେପି !

ଓଡ଼ିଶା ଲିଡ୍ସ(ବ୍ୟୁରୋ): ବେଶ କିଛିଦିନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆପଡା ଉପନିର୍ବାଚନରେ ବିଜେପି ସହିତ କଂଗ୍ରେସର ପ୍ରତିଦ୍ୱନ୍ଦିତା ହେବ ବୋଲି କହିଥିଲେ । ହେଲେ ଏବେ ନୂଆପଡା ଉପନିର୍ବାଚନରେ ବିଜେଡିକୁ ନେଇ ବିଜେପି ଚିନ୍ତାରେ ପଡ଼ି ସାରିଛି । ଆଉ ବିଜେପି ପାଇଁ ଚିନ୍ତାର କାରଣ ହୋଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଵିରୋଧି ଦଳ ନେତା ନବୀନ ପଟ୍ଟନାୟକ । ନବୀନ ଆସନ୍ତା ୩ ଓ ୭ ତାରିଖ ଦୁଇଦିନ ନୂଆପଡାରେ ପ୍ରଚାର କରିବେ […]

Read More

ଆଜି ମହିଳା ବିଶ୍ୱକପ କ୍ରିକେଟ ଫାଇନାଲ, ଭାରତ ଜିତିବା ନେଇ ପୁରାଦେଶ ଆଶାବାଦୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆଜି ମହିଳା ବିଶ୍ୱକପ କ୍ରିକେଟର ଫାଇନାଲ ମ୍ୟାଚ । ଏହି ହାଇଭୋଲଟେଜ ମ୍ୟାଚରେ ଭାରତ ଭେଟୁଛି ଦକ୍ଷିଣଆଫ୍ରିକାକୁ । ପୁରା ଦେଶର ନଜର ଆଜି ଏହି ଫାଇନାଲ ମ୍ୟାଚ ଉପରେ କେନ୍ଦ୍ରୀଭୂତ ହୋଇଛି । ଆଜି ଯିଏ ଜିତିବ ସେଇ ଦଳର ୫୨ ବର୍ଷର ସ୍ୱପ୍ନ ସାକାର ହେବ । ମୁମ୍ୱାଇର ଡିୱାଇ-ପାଟିଲ ଷ୍ଟାଡିୟମରେ ଏହି ଫାଇନାଲ ମ୍ୟାଚ ଅନୁଷ୍ଠିତ ହେଉଛି । ବର୍ଷା କାରଣରୁ ଟସରେ ବିଳମ୍ବ ହୋଇଛି । ପୂର୍ବରୁ ଭାରତୀୟ […]

Read More

ନନ୍ଦଲାଲଜୀଉ ମଠରେ ମୁରୁଜ ପ୍ରତିଯୋଗିତା

ଓଡ଼ିଶା ଲିଡ୍ସ(ଯାଜପୁର):ବରୀ ବ୍ଲକ ଭଅଁରା ଗ୍ରାମ ସ୍ଥିତ ନନ୍ଦଲାଲଜୀଉ ମଠ ପରିସରରେ କାର୍ତ୍ତିକ ମାସ ପଞ୍ଚୁକ ଅବସରରେ ଏକ ମୁରୁଜ ପ୍ରତିଯୋଗିତା ଆୟୋଜିତ ହୋଇ ଯାଇଛି । ଯୁବ ସାମ୍ବାଦିକ ବିଶ୍ୱଭୂଷଣ ଜେନାଙ୍କ ତତ୍ୱାବଧାନରେ ଏହି ପ୍ରତିଯୋଗିତା ଅନୁଷ୍ଠିତ ହେlଇଥିଲା l ଗ୍ରାମର ଛୋଟ ଛୋଟ ପିଲାମାନେ ମୁରୁଜ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରି ବିଭିନ୍ନ ସୁନ୍ଦରଚିତ୍ର ମାନ ଆଙ୍କିଥିଲେ l ପ୍ରତିଯୋଗିତାର ଶେଷରେ ସ୍ଥାନୀୟ ଅଞ୍ଚଳର ଅଧିବାସୀ ପ୍ରଫୁଲ କୁମାର ଜେନା, ଶିକ୍ଷକ ଶରତ ଚନ୍ଦ୍ର […]

Read More

ଛାତ୍ରଙ୍କ ଦେହାନ୍ତରେ ଶୋକ ପ୍ରକାଶକଲେ ପୂର୍ବତନମନ୍ତ୍ରୀ

ଓଡ଼ିଶା ଲିଡ୍ସ(ଯାଜପୁର): ଯାଜପୁର ରୋଡର ଏକ ଘରୋଇ କଲେଜରେ +୨ ଦ୍ୱିତୀୟ ବର୍ଷ ବିଜ୍ଞାନ ବିଭାଗରେ ଅଧ୍ୟୟନ କରୁଥିବା ମାଣତିରା ପଞ୍ଚାୟତ କେନ୍ଦୁଢିପି ଗାଁର ବିଜୟ କୁମାର ପାଲଙ୍କ ପୁତ୍ର ଆଶିଷ କୁମାର ପାଲଙ୍କ ଅକାଳ ବିୟୋଗ ହୋଇଛି । ଗତକାଲି ତାଙ୍କର ସନ୍ଦେହ ଜନକ ଅବସ୍ଥାରେ ମୃତ୍ୟୁ ହୋଇଥିଲା । ଏହି ଖବର ପାଇ ଗଭୀର ଶୋକ ପ୍ରକାଶ କରିଛନ୍ତି ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ। ନିଜ ଶୋକ ବାର୍ତ୍ତାରେ ଇଂ ଘଡାଇ କହିଛନ୍ତି […]

Read More

ଛାତ୍ର ମୃତ୍ୟୁକୁ ନେଇ ଘରୋଇ କଲେଜରେ ତୀବ୍ର ଉତ୍ତେଜନା

ଓଡ଼ିଶା ଲିଡ୍ସ(ଯାଜପୁର): ଯାଜପୁର ଜିଲ୍ଲା ପାଣିକୋଇଲି ଥାନା ଅନ୍ତର୍ଗତ ଛୋଟରାୟପୁର ଅଞ୍ଚଳରେ ଥିବା ଏକ ଘରୋଇ ଆବାସିକ ବିଦ୍ୟାଳୟରେ ଜଣେ ଛାତ୍ରଙ୍କ ମୃତ୍ୟୁକୁ ନେଇ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି । କଲେଜ ହଷ୍ଟେଲ ପରିସରରେ ଥିବା ଏକ ବାଥରୁମ ଭିତରୁ ଜଣେ ଛାତ୍ରଙ୍କ ମୃତ ଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହୋଇଛି। ମୃତ ଛାତ୍ରଙ୍କ ପରିବାର ପକ୍ଷରୁ ଏହା ଏକ ହତ୍ୟାକାଣ୍ଡ ବୋଲି ଅଭିଯୋଗ କରାଯାଇଛି । ଏ ନେଇ ମୃତ ଛାତ୍ରଙ୍କ ପରିବାର ପକ୍ଷରୁ […]

Read More

ନୂଆପଡା ରାଜନୀତି: ବିଜେଡିର ରକ୍ତ ରାଜନୀତି ପରେ ବିଜେପିର ଫଟୋ ରାଜନୀତି

ଓଡ଼ିଶା ଲିଡ୍ସ(ବ୍ୟୁରୋ): ନୂଆପଡା ଉପନିର୍ବାଚନ ଯେତିକି ପାଖଉଛି ବିଜେଡି ଓ ବିଜେପି ମଧ୍ୟରେ ତିକ୍ତତା ସେତିକି ବଢି ବଢି ଚାଲିଛି । ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ବିଜେଡି ଛାଡିବା ପରେ ବିଜେଡି ରକ୍ତ ରାଜନୀତି କରିଥିଲା । ଦଳର ବରିଷ୍ଠ ସଦସ୍ୟ ପ୍ରତାପ ଜେନା ଜୟ ରାଜେନ୍ଦ୍ର ଢୋଲକିଆଙ୍କ ରକ୍ତ ହୋଇଥିଲେ ଦଳ ଛାଡି ନଥାନ୍ତେ ବୋଲି ଆକ୍ଷେପ କରିଥିଲେ । ଏବେ ବିଜେପି ରାଜେନ୍ଦ୍ର ଢୋଲକିଆଙ୍କ ଫଟୋକୁ ନେଇ ରାଜନୀତି ଆରମ୍ଭ କରିଛି […]

Read More

ଭେଙ୍କଟେଶ୍ୱର ମନ୍ଦିରରେ ଦଳାଚକଟାରେ ୯ ମୃତ, ମୃତ୍ୟୁ ସଂଖ୍ୟା ବଢିବା ଆଶଙ୍କା

ଓଡ଼ିଶା ଲିଡ୍ସ(ବ୍ୟୁରୋ):ଆନ୍ଧ୍ରପ୍ରଦେଶର ଭେଙ୍କଟେଶ୍ବର ମନ୍ଦିରରେ ଦଳାଚକଟାରେ ନଅ ଜଣଙ୍କର ମୃତ୍ୟୁ ହୋଇଥିଲା ବେଳେ ମୃତ୍ୟୁ ସଂଖ୍ୟା ବଢିବା ନେଇ ଆଶଙ୍କା ରହିଛି । ଆହତମାନଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ କିଛି ଶ୍ରଦ୍ଧାଳୁଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ସୂଚନା ମିଳିଛି । ଭେଙ୍କଟେଶ୍ବର ମନ୍ଦିରରେ ଘଟିଛି ବଡ ଅଘଟଣ। ଆଜି ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ଜିଲ୍ଲାର କାସିବୁଗା ସହରରେ ଥିବା ଶ୍ରୀ ଭେଙ୍କଟେଶ୍ୱର ସ୍ୱାମୀ ମନ୍ଦିରରେ ଏହି ଆଘଟଣ ଘଟିଛି ।ଏକାଦଶୀ ଉପଲକ୍ଷେ […]

Read More

ଋତୁଶ୍ରାବ ପ୍ରମାଣ ପାଇଁ କର୍ମଚାରୀଙ୍କ ଫଟୋ ମାଗିଲେ ସୁପରଭାଇଜର

ଓଡ଼ିଶା ଲିଡ୍ସ(ବ୍ୟୁରୋ): ହରିଆଣା ରାଜ୍ୟର ‌ରୋହତକର ମହର୍ଷି ଦୟାନନ୍ଦ ୟୁନିଭରସିଟିରେ ତିନି ଜଣ ସଫେଇ କର୍ମଚାରୀଙ୍କୁ ସେମାନଙ୍କ ସୁପରଭାଇଜରମାନେ ପୋଷାକ ଖୋଲି ଋତୁଶ୍ରାବର ପ୍ରମାଣ ଦେବାକୁ କହିଥିବା ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ ପିରିୟଡ୍ସ ହୋଇଛି ବୋଲି କହି କର୍ମଚାରୀମାନେ ଛୁଟି ମାଗିବାରୁ ସୁପରଭାଇଜରମାନେ ସେମାନଙ୍କର ଗୁପ୍ତାଙ୍ଗର ଫଟୋ ଉଠାଇବାକୁ ବାଧ୍ୟ କରିଥିଲେ । ଯାହାକୁ ନେଇ ମହିଳା ମାନେ ପ୍ରତିବାଦ କରିଥିଲେ । ଚଳିତ ମାସ ୨୬ ତାରିଖରେ ଏହି ଅଭିଯୋଗ ଆସିବା ପରେ ବିଶ୍ୱବିଦ୍ୟାଳୟ […]

Read More

ନଗଡାବାସୀଙ୍କୁ ସରକାରୀ ସହାୟତା ପ୍ରଦାନ ପାଇଁ ମିଶନ୍ ଜ୍ୟୋତି ଟ୍ରଷ୍ଟ ପକ୍ଷରୁ ଜିଲ୍ଲାପାଳଙ୍କୁ ଦାବି ପତ୍ର ପ୍ରଦାନ

ଓଡ଼ିଶା ଲିଡ୍ସ(ଯାଜପୁର): କେନ୍ଦ୍ର ଓ ରାଜ୍ୟ ସରକାର ସର୍ବଦା ସାଧାରଣ ଲୋକଙ୍କ ପାଖରେ ମୌଳିକ ସୁବିଧା ପହଞ୍ଚାଇବା ପାଇଁ ବିଭିନ୍ନ ଯୋଜନା କରିଥାଆନ୍ତି। ତଥାପି ଅନେକ ଯୋଗ୍ୟ ହିତାଧିକାରୀ ସରକାରୀ ଯୋଜନାରୁ ବଞ୍ଚିତ ହେଉଛନ୍ତି । ଜିଲ୍ଲାର ସୁକିନ୍ଦା ବ୍ଲକର ‘ନଗଡ଼ା’ ସବୁବେଳେ ଚର୍ଚ୍ଚାରେ ରହି ଆସିଛି । ନଗଡାର ତଳଢ଼ିହ,ତୁମୁଣି ଓ ଗୁହିଆଶାଳର ଲୋକମାନେ ସରକାରଙ୍କ ବିଭିନ୍ନ ମୌଳିକ ସୁବିଧାରୁ ବଞ୍ଚିତ ହୋଇଛନ୍ତି । ଏହାର ସ୍ଥାୟୀ ସମାଧାନ ନିମନ୍ତେ ମିଶନ୍ ଜ୍ୟୋତି ଟ୍ରଷ୍ଟ ଦୀର୍ଘ […]

Read More