
ନୂଆପଡ଼ା ଉପନିର୍ବାଚନ: ୪୦ ଜଣ ଷ୍ଟାର ପ୍ରଚାରକଙ୍କ ସହିତ ପ୍ରଚାର ମଇଦାନକୁ ଓହ୍ଲାଇବେ ନବୀନ ପଟ୍ଟନାୟକ
ଓଡ଼ିଶା ଲିଡ୍ସ(ବ୍ୟୁରୋ): ନୀରବତା ଭାଙ୍ଗି ପ୍ରଚାର ମଇଦାନକୁ ଓହ୍ଲାଉଛନ୍ତି ଵିରୋଧି ଦଳ ନେତା ନବୀନ ପଟ୍ଟନାୟକ । ତାଙ୍କ ସହିତ ରହିବେ ୪୦ ଜଣ ଷ୍ଟାର ପ୍ରଚାରକ । ନୂଆପଡା ଉପନିର୍ବାଚନରେ ପ୍ରାର୍ଥୀ ହୋଇଥିବା ମହିଳା ବିଜେଡି ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ପ୍ରଚାର କରିବେ ନବୀନ । ଆଜି ୪୦ ଜଣିଆ ଷ୍ଟାର ପ୍ରଚାରକଙ୍କ ତାଲିକା ମଧ୍ୟ ଘୋଷଣା କରିଛି ବିଜେଡି । ଏହି ଷ୍ଟାର ପ୍ରଚାରକ ତାଲିକାରେ ୧୬ ଜଣ ବିଧାୟକ ରହିଥିବାବେଳେ, ବରିଷ୍ଠ […]




























