Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > Articles by: orissaleads@admin

ଏମ୍ସ କର୍ମଚାରୀଙ୍କୁ ଗୁଳି କରି ହତ୍ୟା, ପୂର୍ବ ଶତ୍ରୁତା ସନ୍ଦେହ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଭୁବନେଶ୍ୱର ଏମ୍ସରେ କାମ କରୁଥିବା ଜଣେ କର୍ମଚାରୀଙ୍କୁ ଗୁଳି କରି ହତ୍ୟା କରାଯାଇଥିବାର ଖବର ରାଜଧାନୀରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ଏମ୍ସର କର୍ମଚାରୀ ସୁଧାଂଶୁ ଖୁଣ୍ଟିଆଙ୍କ ଉପରେ ଦୁର୍ବୃତ୍ତ ଗୁଳିମାଡ଼ କରିଥିବା ଜଣାଯାଇଛି। ସ୍କୁଟିରେ ଜଣେ ଦୁର୍ବୃତ୍ତ ଆସି ତାଙ୍କୁ ଗୁଳି ମାରି ହତ୍ୟା କରିଥିବା ସୂଚନା ମିଳିଛି । ଆଜି ସକାଳୁ ଏମ୍ସରୁ କାମସାରି ସୁଧାଂଶୁ ଫେରୁଥିଲା ବେଳେ ଏହି ଘଟଣା ଘଟିଛି । ଏହି ଘଟଣା ପରେ ସୁଧାଂଶୁଙ୍କ ଭାଇ […]

Read More

ପିନ୍ଧାଲୁଗାରେ ଜଗନ୍ନାଥଙ୍କ ଫଟୋ, ସେବାୟତଙ୍କ ତୀବ୍ର ବିରୋଧ

ଓଡ଼ିଶା ଲିଡ୍ସ(ବ୍ୟୁରୋ): କୋଟି କୋଟି ଭକ୍ତଙ୍କ ଭାବର ଠାକୁର ମହାପ୍ରଭୁ ଜଗନ୍ନାଥଙ୍କ ଫଟୋ ଥିବା ଏକ ବସ୍ତ୍ର ପିନ୍ଧି ଜଣେ ଭକ୍ତ ମନ୍ଦିରକୁ ପ୍ରବେଶ କରୁଥିଲା ବେଳେ ଏହାକୁ ତୀବ୍ର ବିରୋଧ କରି ତାଙ୍କୁ ମନ୍ଦିରକୁ ପ୍ରବେଶ କରାଇ ଦେଇ ନାହାନ୍ତି ସେବାୟତ । ଏହି ଘଟଣା ଆଜି ପୁରୀ ଶ୍ରୀମନ୍ଦିରରେ ଦେଖିବାକୁ ମିଳିଥିଲା ବେଳେ ଏହା ଜଗନ୍ନାଥ ପ୍ରେମୀଙ୍କ ମଧ୍ୟରେ ପ୍ରତିକ୍ରିୟା ସୃଷ୍ଟି କରିଛି ।

Read More

ନୂଆପଡା ପାଇଁ ପ୍ରାର୍ଥୀ ଚିନ୍ତାରେ ବିଜେଡି

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଜୟ ଢୋଲକିଆ ବିଜେପିରେ ମିଶିବା ପରେ ବିଜେଡି ନୂଆପଡା ପ୍ରାର୍ଥୀଙ୍କୁ ନେଇ ଏବେ ଚିନ୍ତାରେ ପଡିଛି । ବିଜେଡିକୁ ଉପଯୁକ୍ତ ପ୍ରାର୍ଥୀ ମିଳୁ ନାହାନ୍ତି ବୋଲି ଚର୍ଚ୍ଚା ହେଉଛି । ଦଳର ଏହି ସ୍ଥିତି ଦଳର କର୍ମୀଙ୍କ ମଧ୍ୟରେ ନୈରାଶ୍ୟ ସୃଷ୍ଟି କରିଛି । ବିଜେଡି ଜୟଙ୍କୁ ପ୍ରାର୍ଥୀ କରି ଅନୁକମ୍ପା ଭୋଟ ହାସଲ କରି ବିଜୟୀ ହେବାକୁ ସ୍ୱପ୍ନ ଦେଖିଥିଲା । କିନ୍ତୁ ଜୟ ହଠାତ ବିଜେଡି ଛାଡି ବିଜେପିରେ ସାମିଲ ହୋଇଗଲେ […]

Read More

ଓଡ଼ିଶାରୁ ବିଦାୟ ବେଳାରେ ମୌସୁମୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ୪ ମାସ ୧୩ ଦିନ ଓଡ଼ିଶାକୁ ଭିଜାଇବା ପରେ ଓଡ଼ିଶାରୁ ମେଲାଣି ନେବ ମୌସୁମୀ। ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ବିଦାୟ ନେବ। ମୌସୁମୀ ବିଦାୟ ନେବାକୁ ପାଗ ମଧ୍ୟ ଅନୁକୂଳ ରହିଥିବା ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି । ଉତ୍ତର ଓଡ଼ିଶାରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ଆରମ୍ଭ ହୋଇପାରେ । ଗତ ଦୁଇ ଦିନ ହେବ ରାଜ୍ୟରୁ ବର୍ଷାର ପରିମାଣ ମଧ୍ୟ କମିଯାଇଛି । ମୌସୁମୀ ଫେରିଯିବା ସହ ରାଜ୍ୟର […]

Read More

ଉତ୍ତରପ୍ରଦେଶରେ ପୋଲିସ ଗୁଳିରେ ଦୁଷ୍କର୍ମୀ ମୃତ

ଓଡିଶା ଲିଡ୍ସ(ବ୍ୟୁରୋ):ଉତ୍ତର ପ୍ରଦେଶ ପୋଲିସ ଏନ୍‌କାଉଣ୍ଟରରେ ଜଣେ ଦୁଷ୍କର୍ମୀର ମୃତ୍ୟୁ ହୋଇଛି । ମିରଟ ସାରୁପୁର ଅଞ୍ଚଳରେ ସକାଳୁ ପୋଲିସ ଏହି ଏନ୍‌କାଉଣ୍ଟର କରିଛି । ଦୁଷ୍କର୍ମ ମାମଲାରେ ୫ ବର୍ଷ ସଜ୍ଜା କାଟି ଫେରିଥିବା ଶେହଜାଦ ଜେଲ୍‌ରୁ ଫେରିବା ପରେ ମଧ୍ୟ ଜଣେ ନାବାଳିକାକୁ ଆକ୍ରମଣ କରି ଫେରାର ଥିଲା । ତା ଉପରେ ୨୫ ହଜାର ଟଙ୍କାର ପୁରସ୍କାର ରାଶି ଘୋଷଣା ହୋଇଥିଲା ।

Read More

ଭୁବନେଶ୍ୱରରେ ପଥରରେ ଛେଚି ଯୁବକଙ୍କୁ ହତ୍ୟା

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଭୁବନେଶ୍ୱର ଇନଫୋସିଟି ଥାନା ନିକଟ ଚୁନୁକୋଳି ବସ୍ତି ନିକଟରେ ଏକ ବିଭତ୍ସ ହତ୍ୟାକାଣ୍ଡ ଘଟି ଯାଇଛି । ଯୁବକ ଜଣଙ୍କ ମୁଣ୍ଡକୁ ପଥରରେ ଛେଚି ହତ୍ୟା କରାଯାଇଥିବା ଦେଖିବାକୁ ମିଳିଛି । ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Read More

ବିଜେପି ନେତା ପୀତବାସ ପଣ୍ଡା ହତ୍ୟା ଘଟଣା, ୭ ଦିନ ପରେବି ହତ୍ୟାକାରୀ ନିକଟରେ ପହଞ୍ଚି ପାରୁନାହିଁ ପୋଲିସ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ବ୍ରହ୍ମପୁରର ବିଜେପି ନେତା ପୀତବାସ ପଣ୍ଡାଙ୍କ ହତ୍ୟାକୁ ୭ ଦିନ ପୂରିଛି । ପୋଲିସ ବିଭିନ୍ନ ଦିଗକୁ ନେଇ ହତ୍ୟାକାଣ୍ଡର ତଦନ୍ତ କରୁଥିଲା ବେକେ ହତ୍ୟାକାରୀଙ୍କ ନିକଟରେ ପହଞ୍ଚି ପାରିନାହିଁ । ୭ ଦିନ ପରେ ମଧ୍ୟ ପୋଲିସ ହତ୍ୟା ରହସ୍ୟ ଭେଦ କରି ପାରୁନଥିବାରୁ ଉଦବେଗ ପ୍ରକାଶ ପାଇଛି । ଆଇନଜୀବୀ ସ୍ୱର୍ଗତ ପୀତବାସ ପଣ୍ଡାଙ୍କ ଉଦ୍ଦେଶ୍ୟରେ ଆୟୋଜିତ ଶୋକସଭାରେ ଶ୍ରଦ୍ଧାଞ୍ଜଳି ଦେଇ ଶୀଘ୍ର ହତ୍ୟାକାଣ୍ଡ ପଛର ଷଡ଼ଯନ୍ତ୍ର ରହସ୍ୟ ଉନ୍ମୋଚନ ପାଇଁ […]

Read More

ଏଆଇ ଫଟୋକୁ ନେଇ ଜନସାଧାରଣ ଆତଙ୍କିତ, ପୋଷ୍ଟ କରୁଥିବା ବ୍ୟକ୍ତିଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି

ଓଡ଼ିଶା ଲିଡ୍ସ(ଯାଜପୁର): ଏହି ଫଟୋଟି ଯାଜପୁର ଜିଲ୍ଲା କଳିଙ୍ଗ ନଗର ଥାନା ଅନ୍ତର୍ଗତ ଜିଞ୍ଜର ହୋଟେଲ ନିକଟର। ଫଟୋରେ ଏକ ବାଘ ରାସ୍ତା ଅତିକ୍ରମ କରୁଥିବା ଦେଖିବାକୁ ମିଳିଥିଲା । ଏହି ଫଟୋ ସାଧାରଣରେ ଆତଙ୍କ ସୃଷ୍ଟି କରିଥିଲା । ଗୁଜବ ସୃଷ୍ଟି କରିବାକୁ ଏଆଇ ଦ୍ୱାରା ଏହି ଫଟୋ କରାଯାଇ ସାମାଜିକ ଗଣ ମାଧ୍ୟମରେ ପୋଷ୍ଟ କରାଯାଇଥିବା ଜଣା ଯାଇଛି । ଯାହାକୁ ନେଇ ସାଧାରଣରେ ତୀବ୍ର ପ୍ରତିକ୍ରିୟା ସୃଷ୍ଟି ହୋଇଛି । ଏଭଳି ପୋଷ୍ଟ […]

Read More

କାଠଯୋଡ଼ି ନଦୀରେ ନିଖୋଜ ଦୁଇ ନାବାଳକଙ୍କ ମଧ୍ୟରୁ ଜଣଙ୍କ ମୃତ ଦେହ ଉଦ୍ଧାର, ସରକାରଙ୍କ ପକ୍ଷରୁ ୪ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା

ଓଡ଼ିଶା ଲିଡ୍ସ(ବ୍ୟୁରୋ): କାଠଯୋଡ଼ି ନଦୀରେ ଗତକାଲି ଗାଧୋଉଥିବା ବେଳେ ଦୁଇଜଣ ନାବାଳକ ନିଖୋଜ ହୋଇ ଯାଇଥିଲେ । ଗତକାଲି ଠାରୁ ସେମାନଙ୍କୁ ଉଦ୍ଧାର କରିବାକୁ ଅଗ୍ନିଶମ ବାହିନୀ ଉଦ୍ୟମ କରୁଥିଲା ବେଳେ ଆଜି ଜଣଙ୍କ ମୃତ ଦେହ ଉଦ୍ଧାର କରିବାକୁ ସକ୍ଷମ ହୋଇଛି । ଅପରପକ୍ଷେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସରକାରଙ୍କ ପକ୍ଷରୁ ମୃତ ନାବାଳକଙ୍କ ପରିବାରକୁ ୪ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ପ୍ରଦାନ କରିଛନ୍ତି ।

Read More

କଟକ ଭଶାଣି ଗଣ୍ଡଗୋଳରେ ଆଉ ୪ ଗିରଫ, ଗିରଫ ସଂଖ୍ୟା ୧୩ରେ ପହଞ୍ଚିଲା

ଓଡ଼ିଶା ଲିଡ୍ସ(ବ୍ୟୁରୋ): କଟକ ଦୁର୍ଗାପୂଜା ଭଶାଣି ଗଣ୍ଡଗୋଳରେ ପୋଲିସ ଆଜି ଆଉ ୪ ଜଣଙ୍କୁ ଗିରଫ କରିଛି । ପୂର୍ବରୁ ପୋଲିସ ଏହି ମାମଲାରେ ୯ ଜଣଙ୍କୁ ଗିରଫ କରିଥିଲା । ଆଜିକୁ ମିଶାଇ ମୋଟ ଗିରଫ ସଂଖ୍ୟା ୧୩ରେ ପହଞ୍ଚିଥିଲା ବେଳେ ଆଗକୁ ଗିରଫ ସଂଖ୍ୟା ବଢିପାରେ ବୋଲି ସୂଚନା ମିଳିଛି । ପୁରା ସହର ଉପରେ ପୋଲିସ କଡା ନଜର ରଖିଛି ।

Read More