orissaleads

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

Blog Post

orissaleads > Articles by: orissaleads@admin

ପୁରୀରେ ପ୍ରସିଦ୍ଧ ଦେବସ୍ନାନ ପୂର୍ଣ୍ଣିମା ପାଇଁ ନୀତି ନିର୍ଘଣ୍ଟ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆସନ୍ତା କାଲି ପୁରୀରେ ଦେବସ୍ନାନ ପୂର୍ଣ୍ଣିମା । ସ୍ନାନମଣ୍ଡପରେ ଲକ୍ଷ ଲକ୍ଷ ଭକ୍ତଙ୍କୁ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି । ୧୦୮ ଗରା ସୁବାସିତ ଜଳରେ ଦିବ୍ୟସ୍ନାନ କରିବେ । ମହାପ୍ରଭୁ ଜଗନ୍ନାଥ, ବଡ଼ ଭାଇ ବଳଭଦ୍ର ଓ ଦେବୀ ଶୁଭଦ୍ରା । ଏହା ପରେ ହାତୀବେଶରେ ଉପସ୍ଥିତ ଭକ୍ତଙ୍କୁ ଦର୍ଶନ ଦେବେ ମହାବାହୁ। ସେଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚାଲିଥିଲା ବେଳେ ଏବେ ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି । ସ୍ନାନବେଦୀକୁ ପହଣ୍ଡି […]

Read More

ନୂତନ ମହାବୀର ମନ୍ଦିର ପ୍ରତିଷ୍ଠା ଉତ୍ସବ

ଓଡ଼ିଶା ଲିଡ୍ସ(ଯାଜପୁର): ଧର୍ମଶାଳା ବ୍ଲକ କୁମାରୀ ଗ୍ରାମପଞ୍ଚାୟତ ଦେଉଳି ଭାଲୁଖାଇ ଠାରେ ମହାବୀରଙ୍କ ନୂତନ ମନ୍ଦିର ଏବଂ ବିଗ୍ରହ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି । ଦୁଇଦିନ ଧରି ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ରୀତି ନୀତି ଅନୁଯାୟୀ ହୋମ, ଯଜ୍ଞ ଓ ମନ୍ଦିର ସହିତ ବିଗ୍ରହ ପ୍ରତିଷ୍ଠା ହୋଇଥିଲା । ପୂଜକଙ୍କ ମନ୍ତ୍ର ପାଠ ସହିତ ହନୁମାନ ଚାଳିଶା ପାଠ ସ୍ଥାନୀୟ ଅଞ୍ଚଳରେ ଭକ୍ତିମୟ ପରିବେଶ ସୃଷ୍ଟି କରିଥିଲା । ଦୈନିକ ଶହ […]

Read More

ଯାଜପୁର ମେଡ଼ିକାଲ କଲେଜ ସମ୍ମୁଖରେ ବନ୍ୟାର ଭ୍ରମ

ଓଡ଼ିଶା ଲିଡ୍ସ(ଯାଜପୁର): ଆଜି ଯାଜପୁର ସହରରେ ମଧ୍ୟାହ୍ନରେ ପ୍ରବଳ ବର୍ଷା ହୋଇଥିଲା । ପ୍ରାୟ ଏକ ଘଣ୍ଟା ଧରି ବର୍ଷା ହୋଇଥିଲା । ବର୍ଷା ଫଳରେ ନୂତନ ଭାବେ ନିର୍ମାଣ ହୋଇଥିବା ମହାରାଜା ଯଯାତି କେଶରୀ ମେଡ଼ିକାଲ କଲେଜ ସମ୍ମୁଖ ରାସ୍ତାରେ ବିପୁଳ ପରିମାଣର ବର୍ଷା ଜଳ ଜମି ରହିଥିବା ଦେଖିବାକୁ ମିଳିଛି । ରାସ୍ତା କଡରେ ଡ୍ରେନ ନିର୍ମାଣ ହୋଇଥିଲେ ମଧ୍ୟ ବର୍ଷା ଜଳ ନିଷ୍କାସନରେ ସମସ୍ୟା ଦେଖା ଦେଇଛି । ବର୍ଷା ଜଳ ଜମିବା […]

Read More

ଗାଧେଇଲା ବେଳେ ବିଜୁଳି ମାରିବାରୁ ହେଲ୍ପର ମୃତ

ଓଡ଼ିଶା ଲିଡ୍ସ(ଯାଜପୁର): ଆଜି ଜିଲାର ବିଭିନ୍ନ ସ୍ଥାନରେ ଘଡଘଡି ସହିତ ବିଜୁଳି ମାରି ପ୍ରବଳ ବର୍ଷା ମଧ୍ୟାହ୍ନରେ ହୋଇଥିଲା । ରଗଡି ଛକରେ ଏକ ହୋଟେଲ ନିକଟରେ ବିଜୁଳି ମାରିବାରୁ ଜଣେ ଟ୍ରକ ହେଲ୍ପରଙ୍କର ମୃତ୍ୟୁ ହୋଇଛି । ସୂଚନା ଅନୁଯାୟୀ ମୃତ ହେଲ୍ପର ଜଣକ ହେଲେ ଅନୁଗୁଳ ଜିଲ୍ଲାର ଦିଲ୍ଲୀପ ନାୟକ । କେନ୍ଦୁଝର ଜିଲ୍ଲାରୁ ଏକ ଟ୍ରକ ମାଲ ନେଇ ଯାଜପୁର ଜିଲ୍ଲାକୁ ଆସିଥିଲା l ରଗଡି ଛକରେ ଟ୍ରକ ଡ୍ରାଇଭର ଗାଡି ରଖିଥିଲେ […]

Read More

ଦିନ ଯାକ ଅସହ୍ୟ ଗୁଳୁଗୁଳି, ଅପରାହ୍ନରେ ଘଡଘଡି, ବିଜୁଳି ସହିତ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଓଡ଼ିଶା ଲିଡ୍ସ(ଯାଜପୁର): ଆଜି ସକାଳୁ ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଥିଲା । ଯାହାକୁ ନେଇ ଜନ ସାଧାରଣ ଅସ୍ତବ୍ୟସ୍ତ ହୋଇ ପଡ଼ିଥିଲେ । ଗୋଟିଏ ପଟେ ଅସହ୍ୟ ଗୁଳୁଗୁଳି ଓ ଅନ୍ୟପଟେ ବାରମ୍ବାର ବିଦ୍ୟୁତ କାଟ ଚିନ୍ତାର କାରଣ ସାଜିଥିଲା । ହେଲେ ଅପରାହ୍ନରେ ପାଗରେ ପରିବର୍ତ୍ତନ ଦେଖିବାକୁ ମିଳିଥିଲା । ଆକାଶ ମେଘାଛନ୍ନ ହେବା ସହିତ ସଂଧ୍ୟାର ଭ୍ରମ ସୃଷ୍ଟି ହୋଇଥିଲା । ଏହା ପରେ ପ୍ରବଳ ବିଜୁଳି, ଘଡଘଡି ମାରିବା ଆରମ୍ଭ କରିଥିଲା । […]

Read More

ଡ୍ୟାନିଙ୍କ ହାଇ ଭୋଲ୍ଟେଜ ସୋ ପରେ ଚିନ୍ତାରେ ଦଳ ଛାଡିଥିବା ବିଜେଡି ନେତା

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଗତ ୬ ତାରିଖ ଦିନ ବିଜେପିର ଆତଙ୍କରାଜ, ଗୁଣ୍ଡାରାଜ ବିରୁଦ୍ଧରେ ସୁକିନ୍ଦା ବିଜେଡି କଳା ଦିବସ ପାଳନ କରିଥିଲା । ପୂର୍ବତନ ବିଧାୟକ ତଥା ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ(ଡ୍ୟାନି)ଙ୍କ ନେତୃତ୍ୱରେ ଏହି ହାଇ ଭୋଲ୍ଟେଜ ସୋ ଆୟୋଜିତ ହୋଇଥିଲା । କାର୍ଯ୍ୟକ୍ରମରେ ପୂର୍ବତନ ସାଂସଦ ଶର୍ମିଷ୍ଠା ସେଠୀ, ଜିଲ୍ଲା ବିଜେଡି ସଭାପତି ସରୋଜ ମହାପାତ୍ର ଯୋଗଦାନ କରିଥିଲେ । ହେଲେ ଜିଲ୍ଲାର ଅନ୍ୟ ବିଧାୟକ ଓ ବିଜେଡି ନେତା ଉପସ୍ଥିତ ନଥିଲେ । […]

Read More

ସରକାର ବଦଳୁଛି, ବଦଳୁ ନାହିଁ ବରୀର ନିଷ୍କର ହାଟ ସମସ୍ୟା

ଓଡ଼ିଶା ଲିଡ୍ସ(ଯାଜପୁର): ସ୍ୱାଧୀନତା ସଂଗ୍ରାମର ପୀଠ ସ୍ଥଳ ବରୀ । ମହାନ ସ୍ୱାଧୀନତା ସଂଗ୍ରାମୀ ଗୋପବନ୍ଧୁ ଚୌଧୁରୀଙ୍କ ନେତୃତ୍ୱରେ ଶତାଧିକ ବରୀବାସୀ ସ୍ୱାଧୀନତା ସଂଗ୍ରାମରେ ଝାସ ଦେଇ ଦେଶ ସ୍ଵାଧୀନ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ । ଗୋପବନ୍ଧୁ ଚୌଧୁରୀ ବରୀରେ ଅବସ୍ଥାନ କରିବା ବେଳେ ବହୁ ରଚନାତ୍ମକ କାର୍ଯ୍ୟ କରିଥିଲେ । ବନ୍ୟା ପ୍ରପୀଡ଼ିତ ବରୀ ଅଞ୍ଚଳର ଜନ ସାଧାରଣ ଚାଷ ଉପରେ ନିର୍ଭର କରୁଥିବାରୁ ହାଟ ସ୍ଥାପନ କରିଥିଲେ ସ୍ୱର୍ଗତ ଗୋପବନ୍ଧୁ ଚୌଧୁରୀ […]

Read More

ଚର୍ଚ୍ଚର ବାର୍ଷିକ ଉତ୍ସବରେ ଯୋଗଦେଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ଲିଡ୍ସ(ଯାଜପୁର): ଦାନଗଦୀ ବ୍ଲକ ନଡ଼ିଆଭଙ୍ଗା ପଞ୍ଚାୟତର ବାଉଁଶନଳୀ ଠାରେ ଥିବା ଚର୍ଚ୍ଚର ୪ର୍ଥ ବାର୍ଷିକ ଯୁବ ସମ୍ମିଳନୀ ଆୟୋଜିତ ହୋଇ ଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ । ସେଠାରେ ଇଂ ଘଡାଇ କୁନି କୁନି ପିଲାମାନଙ୍କ ସହିତ ଦୀର୍ଘ ସମୟ ଧରି ସମୟ ବିତାଇ ଉତ୍ସାହିତ କରିଛନ୍ତି ।

Read More

କଳା ଦିବସରେ ଇଂ ପ୍ରୀତିରଞ୍ଜନଙ୍କ ବଦଳା ରୂପକୁ ନେଇ ବିଜେଡି ଉତ୍ସାହିତ, ଚିନ୍ତାରେ ବିଜେପି

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଇତି ମଧ୍ୟରେ ବିଜେପି ସରକାରକୁ ବର୍ଷେ ପୁରିଛି । ବର୍ଷେ ଭିତରେ ବିଜେପି ସରକାର କିଭଳି ରାଜ୍ୟ ଶାସନ କରିଛି, କେତେ ସଫଳ ହୋଇଛି ଓ ମୁଖ୍ୟ ଵିରୋଧି ଦଳ ବିଜେଡି ନିଜ ଵିରୋଧି ଦଳ ଭୂମିକାକୁ କେତେ ସଫଳତାର ସହିତ କାର୍ଯ୍ୟକାରୀ କରିଛି ତାକୁ ନେଇ ଚର୍ଚ୍ଚା ଆଲୋଚନା ଜାରୀ ରହିଛି । ହେଲେ ଗତ ୬ ତାରିଖରେ ଯାଜପୁର ଜିଲ୍ଲାର ସୁକିନ୍ଦା ନିର୍ବାଚନ ମଣ୍ଡଳୀରେ ଆୟୋଜିତ ହୋଇଥିବା କଳା ଦିବସ ସାରା […]

Read More

କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ପରୀକ୍ଷାଫଳ ପ୍ରକାଶିତ, ସଫଳତାକୁ ନେଇ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଖୁସିର ଲହରୀ

ଓଡ଼ିଶା ଲିଡ୍ସ(କେନ୍ଦ୍ରାପଡା): ଆଜି କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର +3 ପରୀକ୍ଷା ଫଳ ପ୍ରକାଶ ପାଇଛି । ପ୍ରକାଶିତ ପରୀକ୍ଷା ଫଳ ଅନୁଯାୟୀ ବଟାନି ବିଭାଗରେ ବିଭୁପ୍ରସାଦ ପାଣିଗ୍ରାହୀ, କେମେଷ୍ଟ୍ରି ବିଭାଗରେ ମିତାଲି ମଧୁସ୍ମିତା ମହାନ୍ତି, ବାଣିଜ୍ୟ ବିଭାଗରେ ଶୁଭ୍ରଜିତ ସିଂ, କମ୍ପ୍ୟୁଟର ସାଇନ୍ସ ବିଭାଗରେ ଅଞ୍ଜଳି ବିଶ୍ୱାଳ, ଆର୍ଥଶାସ୍ତ୍ର ବିଭାଗରେ ଲିଜାରାଣୀ ରାଉତ, ଏଜୁକେସନ ବିଭାଗରେ ଶୁଭଲକ୍ଷ୍ମୀ ଦାସ, ଇଂରାଜୀ ବିଭାଗରେ ଆଫ୍ରିନ ଫିରଦଶ ଫିରୋଜ, ଯୋଗ୍ରାଫି ବିଭାଗରେ ଶର୍ମିଷ୍ଠା ରାଉଳ, ଜିଓଲୋଜି ବିଭାଗରେ ଆକାଂକ୍ଷା […]

Read More