Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > Articles by: orissaleads@admin

ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ: ନାରୀ ସୁରକ୍ଷାକୁ ପ୍ରାଥମିକତା ଦେଇ ଆକ୍ସନ ମୋଡରେ ରହୁ ପୋଲିସ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ରାଜ୍ୟରେ ଦୈନିକ ନାରୀ ମାନଙ୍କୁ ନେଇ ବିଭିନ୍ନ ଘଟଣା ଘଟୁଥିଲା ବେଳେ ପୋଲିସ ପାଟ୍ରୋଲିଂ ବ୍ୟବସ୍ଥାକୁ କଡ଼ାକଡ଼ି କରିବା ସହ ସ୍କୁଲ ଓ କଲେଜ ଅଞ୍ଚଳରେ ନିୟମିତ ପାଟ୍ରୋଲିଂ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ନାରୀ ସୁରକ୍ଷା କ୍ଷେତ୍ରରେ ସବୁବେଳେ ଆକ୍ସନ ମୋଡରେ ରହୁ ପୋଲିସ ବୋଲି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟରେ ଆଇନ୍ ଶୃଙ୍ଖଳା ପରିସ୍ଥିତି ସମୀକ୍ଷା କରି ଏହି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । […]

Read More

ବାଲିଆ ଅଞ୍ଚଳରେ ବେଧଡ଼କ ଚୋରା ମଦ, ଗଞ୍ଜେଇ ବେପାର, ବିରୋଧ କରିବାରୁ ଯୁବକଙ୍କୁ ଆକ୍ରମଣ, ଥାନାରେ ଅଭିଯୋଗ

ଓଡ଼ିଶା ଲିଡ୍ସ(ଯାଜପୁର): ବରୀ ରାମଚନ୍ଦ୍ରପୁର ଥାନା ଅଧିନ ବାଲିଆ ଗ୍ରାମରେ ବ୍ୟାପକ ଚୋରା ମଦ, ଗଞ୍ଜେଇ ଓ ଚରସ ବେପାର ହେଉଛି । ଏ ନେଇ ପୋଲିସ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ବଦଳରେ ଚୁପ ବସିଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି । ଗତକାଲି ଜଣେ ଯୁବକ ଏହାର ବିରୋଧ କରିବାରୁ ତାଙ୍କୁ ସମ୍ପୃକ୍ତ ମଦ ବ୍ୟବସାୟୀ ମରଣାନ୍ତକ ଆକ୍ରମଣ କରିଥିବା ବରୀ-ରାମଚନ୍ଦ୍ରପୁର ଥାନାରେ ଅଭିଯୋଗ ହୋଇଛି । ଆହତ ଯୁବକ ଜଣଙ୍କ ହେଉଛନ୍ତି ନିଶିକାନ୍ତ ଜେନା । […]

Read More

ପୁର୍ବତନ ବିଧାୟିକାଙ୍କ ଦୁଇ ଭାଇଙ୍କ ବିବାଦ ଘଟଣା, ସାଇଣ୍ଟିଫିକ ଟିମର ତଦନ୍ତ ଆରମ୍ଭ

ଓଡ଼ିଶା ଲିଡ୍ସ(ଯାଜପୁର): ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସଙ୍କ ଦୁଇ ଭାଇଙ୍କ ମଧ୍ୟରେ ଦେଖା ଦେଇଥିବା ବିବାଦ ଗତକାଲି ରାତିରେ ଉଗ୍ର ରୂପ ନେଇଥିଲା । ବଡ଼ ଭାଇ ଉଲ୍ଲାସ ଦାସ ସାନଭାଇ ଉତ୍ତମ ଦାସଙ୍କ ଉପରକୁ ପେଟ୍ରୋଲ ବୋମା ମାଡ଼ କରିଥିବା ଆଲୋଚନା ହେଉଥିଲା ବେଳେ ବୋମାମାଡ଼ରେ ଆହତ ହୋଇଥିଲେ ଶିକ୍ଷକ ଉତ୍ତମ ଦାସ । ପୋଲିସ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ବଡ଼ ଭାଇ ଉଲ୍ଲାସଙ୍କୁ ଉଠାଇ ନେଇଥିଲା । ହେଲେ ଆଜି […]

Read More

ପୂର୍ବତନ ବିଧାୟିକାଙ୍କ ଦୁଇ ଭାଇଙ୍କ ମଧ୍ୟରେ ବିବାଦ, ବୋମାମାଡରେ ଜଣେ ଆହତ, ଜଣେ ଅଟକ

ଓଡ଼ିଶା ଲିଡ୍ସ(ଯାଜପୁର): ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସଙ୍କ ଦୁଇ ଭାଇଙ୍କ ମଧ୍ୟରେ ବିବାଦ ଚରମ ସୀମାରେ ପହଞ୍ଚିଛି । ଗତକାଲି ରାତି ପ୍ରାୟ ୧୧ଟା ସମୟରେ ସୁନନ୍ଦାଙ୍କ ମଝିଆ ଭାଇ ଉତ୍ତମ ଦାସ ଗେଟରେ ତାଲା ପକାଉଥିଲା ବେଳେ ବଡ଼ଭାଇ ଉଲ୍ଲାସ ଦାସ ଉପର ଘରୁ ତାଙ୍କ ଉପରକୁ ପେଟ୍ରୋଲ ବୋମା ପକାଇଥିବା ଅଭିଯୋଗ ହୋଇଛି । ସୌଭାଗ୍ୟ ବସତ ବୋମାଟି ଏକ ଗଛରେ ବାଜି ଫାଟିଥିଲା । ଫଳରେ ଉତ୍ତମ ଅଳ୍ପ ଆଘାତ ପ୍ରାପ୍ତ […]

Read More

ବିଜୁ ପଟ୍ଟନାୟକ ଜାତୀୟ ଇସ୍ପାତ ପ୍ରତିଷ୍ଠାନ ସ୍ଥାନାନ୍ତରଣ ସ୍ଥଗିତ, କେନ୍ଦ୍ର ଇସ୍ପାତ ମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ଡଃ. ପ୍ରଫୁଲ୍ଲ ଘଡାଇ

ଓଡ଼ିଶା ଲିଡ୍ସ (ବ୍ୟୁରୋ): କଳିଙ୍ଗନଗରବାସୀଙ୍କ ଭାବାବେଗକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ, ବିଜୁ ପଟ୍ଟନାୟକ ଜାତୀୟ ଇସ୍ପାତ ପ୍ରତିଷ୍ଠାନକୁ କଳିଙ୍ଗ ନଗରରୁ ରାଉରକେଲାକୁ ସ୍ଥାନାନ୍ତରିତ କରିବା ନିର୍ଦ୍ଦେଶକୁ ସ୍ଥଗିତ ରଖିଥିବାରୁ ମାନ୍ୟବର କେନ୍ଦ୍ର ଇସ୍ପାତ ଏବଂ ଭାରିଶିଳ୍ପ ମନ୍ତ୍ରୀ ଏଚ.ଡି.କୁମାର ସ୍ଵାମୀ ଏବଂ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ପୂର୍ବତନ ଅର୍ଥମନ୍ତ୍ରୀ ଡଃ. ପ୍ରଫୁଲ୍ଲ ଚନ୍ଦ୍ର ଘଡାଇ ଧନ୍ୟବାଦ ଜଣାଇଛନ୍ତି । ଏହା ସହିତ ଏହି ଜାତୀୟ ପ୍ରତିଷ୍ଠାନଟି ବର୍ତ୍ତମାନ ଜେ.ସି.ଡି.ଏଲ ଦ୍ଵାରା […]

Read More

ଛାତ୍ରୀ ଅପହରଣ ଘଟଣାରେ ପୋଲିସର ତ୍ୱରିତ ପଦକ୍ଷେପ, ଅପହର୍ତ୍ତା ଗିରଫ

ଓଡ଼ିଶା ଲିଡ୍ସ(ଯାଜପୁର): ଯାଜପୁର ରୋଡ ଥାନା ଅଧିନ ଷ୍ଟାଡିୟମ ସ୍ଥିତ ଏକ ଘରୋଇ ସ୍କୁଲ ନିକଟରୁ ଛାତ୍ରୀ ଅପହରଣ ହେଉଥିବା ଖବର ପାଇ ଯାଜପୁର ରୋଡ଼ ଆଦର୍ଶ ଥାନା ଅଧିକାରୀ ଆଶିଷ କୁମାର ସାହୁ ତ୍ୱରିତ ପଦକ୍ଷେପ ନେଇ ନାବାଳିକା ଛାତ୍ରୀକୁ ଉଦ୍ଧାର କରିବା ସହିତ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି । ଏହା ସହିତ ଅପହରଣରେ ବ୍ୟବହାର ହୋଇଥିବା ଗାଡି ଜବତ କରିଛନ୍ତି । ସୂଚନା ଅନୁଯାୟୀ ଗତକାଲି ଷ୍ଟାଡିୟମ ସ୍ଥିତ ଏକ […]

Read More

ରକ୍ଷା ବନ୍ଧନ କାର୍ଯ୍ୟକ୍ରମରେ ସାମିଲ ହୋଇ ରାକ୍ଷୀ ବାନ୍ଧିଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ଲିଡ୍ସ(ଯାଜପୁର): ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ନଡ଼ିଆଭଙ୍ଗା ପଞ୍ଚାୟତର ରାମଠେଙ୍ଗା ଠାରେ ଆୟୋଜିତ ରକ୍ଷା ବନ୍ଧନ ଉତ୍ସବରେ ଯୋଗଦେଇଛନ୍ତି ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ । ସେଠାରେ ଉପସ୍ଥିତ ବଡ଼ ଓ ସାନ ଭଉଣୀମାନେ ବନ୍ଦାପନା କରି ତାଙ୍କ ହାତରେ ରାକ୍ଷୀ ବାନ୍ଧିଥିଲେ । ଭାଇ ଭଉଣୀଙ୍କ ସ୍ନେହ ମମତାର ଏହି ପବିତ୍ର ବନ୍ଧନ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇବା ସହିତ ସେମାନଙ୍କ ମଙ୍ଗଳ କାମନା କରିଥିଲେ ଇଂ ଘଡାଇ ।

Read More

ଶୋଚନୀୟ ମାନସାପୋଲ କେନାଲ କଡ଼ ରାସ୍ତା, କେବେ ହେବ ମରାମତି

ଓଡ଼ିଶା ଲିଡ୍ସ(ଯାଜପୁର): ମାନସାପୋଲ ଠାରୁ ବୈଦ୍ୟରାଜପୁର ପୋଲ ପର୍ଯ୍ୟନ୍ତ କେନାଲ ଡାହାଣ ପାର୍ଶ୍ଵ ପିଚୁ ରାସ୍ତା ଅବସ୍ଥା ଶୋଚନୀୟ ହୋଇ ପଡିଛି । ରାସ୍ତା ସାରା ଖାଲ ଖମାରେ ପୂର୍ଣ୍ଣ ହୋଇଛି । ଫଳରେ ଏହି ରାସ୍ତା ଦେଇ ଗତାଗତ କରିବା ବିପଦପୂର୍ଣ୍ଣ ହୋଇ ପଡିଛି । ବେଶ କିଛିଦିନ ହେଲା ରାସ୍ତା ଅବସ୍ଥା ଶୋଚନୀୟ ହୋଇ ପଡ଼ିଥିଲା ବେଳେ ବିଭାଗ ପକ୍ଷରୁ ଏହାର ମରାମତି ପାଇଁ କୌଣସି ପଦକ୍ଷେପ ନିଆ ଯାଉନାହିଁ । ଏହି ରାସ୍ତା […]

Read More

ଦାୟିତ୍ୱବୋଧ ପଥର ପଥିକ ଇଂ ପ୍ରୀତିରଞ୍ଜନ ଘଡାଇ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆଜି କାଲିର ସ୍ୱାର୍ଥପର ଦୁନିଆଁରେ ବିପଦରେ ପଡିଥିବା ଲୋକଟିକୁ ଦେଖି ଲୋକ ମୁହଁ ଆଡେଇ ଚାଲି ଯାଉଛନ୍ତି । ରାଜନୀତି କ୍ଷେତ୍ରରେ ଯଦି କିଏ ଭୋଟ ନଦେଇଛି କିମ୍ବା ସେହି ବ୍ୟକ୍ତି ତାଙ୍କ ଦଳର ନୁହଁନ୍ତି ତେବେ ତା ନିକଟରେ ଛିଡା ହେବା ନେତାଙ୍କ ପାଇଁ ସମ୍ଭବ ନୁହେଁ । ହେଲେ ଏ ସବୁର ବ୍ୟତିକ୍ରମ କିନ୍ତୁ ଇଂ ପ୍ରୀତିରଞ୍ଜନ ଘଡାଇଙ୍କ ପାଖରେ ଦେଖିବାକୁ ମିଳେ । ଦଳୀୟ ଭାବନାରେ କିଏ ତାଙ୍କୁ ଆକ୍ଷେପ […]

Read More

ବେପରୁଆ ଗାଡି ଚାଳନା, ପାଣିରେ ପଡିଲା ବୋଲେରୋ

ଓଡ଼ିଶା ଲିଡ୍ସ(ଯାଜପୁର): ବେପରୁଆ ଗାଡି ଚାଳନା ଫଳରେ ଗାଡି ଉପରୁ ନିୟନ୍ତ୍ରଣ ହରାଇଛନ୍ତି ଚାଳକ । ଫଳରେ ଗାଡିଟି ପାଟ ଭିତରକୁ ଓଲଟି ପଡିଛି । ଜାରକା ଶାନ୍ତି ବଜାରରୁ ଅବଦନ ରାସ୍ତାର ସେବତିପୁର ନିକଟରେ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଅଳ୍ପକେ ଡ୍ରାଇଭର ବର୍ତ୍ତି ଯାଇଛନ୍ତି ।

Read More