Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > Articles by: orissaleads@admin

ରାକ୍ଷୀ ପୂର୍ଣ୍ଣିମା ପାଇଁ ମିଠା ଦୋକାନରେ ଭିଡ଼ ଅସମ୍ଭାଳ

ଓଡ଼ିଶା ଲିଡ୍ସ(ଯାଜପୁର): ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଆଜି ଦିନରେ ଭଉଣୀ ଭାଇ ହାତରେ ରାକ୍ଷୀ ବାନ୍ଧି ତା ଠାରୁ ସୁରକ୍ଷା, ଭଲପାଇବାର ଆଶା ରଖୁଥିଲା ବେଳେ ଭାଇର ମଧ୍ୟ ମଙ୍ଗଳ କାମନା କରେ । ରାକ୍ଷୀ ପୂର୍ଣ୍ଣିମା ପାଇଁ ଯାଜପୁର ସହରରେ ଗତକାଲି ଠାରୁ ମିଠା ଦୋକାନ ଗୁଡିକରେ ଅସମ୍ଭବ ଭିଡ଼ ଦେଖିବାକୁ ମିଳିଛି । ଗତକାଲି ସନ୍ଧ୍ୟାରୁ ଯେମିତି ଭିଡ଼ ଥିଲା ଆଜି ସକାଳୁ ମଧ୍ୟ ସେମିତି ଭିଡ଼ ଦେଖିବାକୁ ମିଳିଥିଲା ।

Read More

ଓଡ଼ିଶା ଲିଡ୍ସରେ ଖବର ପ୍ରକାଶ ପରେ ମରାମତି ହେଲା ରାସ୍ତା, ସ୍ଥାୟୀ ମରାମତି କେବେ

ଓଡ଼ିଶା ଲିଡ୍ସ( ଯାଜପୁର): ଯାଜପୁର ସହରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ଅବସ୍ଥା ଶୋଚନୀୟ ହୋଇ ପଡିଛି । କଲେଜ ଛକରୁ ମାନସା ପୋଲ ପର୍ଯ୍ୟନ୍ତ ରାସ୍ତା ଖାଲ ଖମାରେ ପୂର୍ଣ୍ଣ ହୋଇଛି । ଯାହା ଫଳରେ ଗମନାଗମନରେ ଏହା ବାଧା ସୃଷ୍ଟି ହେଉଛି । ରାସ୍ତା ଅବସ୍ଥା ଶୋଚନୀୟ ହୋଇଥିବାରୁ ବହୁ ସମୟରେ ଛୋଟ ବଡ଼ ଦୁର୍ଘଟଣା ହେଉଛି । ଏ ନେଇ ଓଡ଼ିଶା ଲିଡ୍ସରେ ଖବର ପ୍ରକାଶ ପରେ ରାସ୍ତା ମରାମତି ହୋଇଛି । […]

Read More

ଯମୁନା ନାଳରେ କୁମ୍ଭୀର ଦେଖିବାକୁ ଭିଡ଼

ଓଡ଼ିଶା ଲିଡ୍ସ(ଯାଜପୁର): ବରୁଆଁ-ଯାଜପୁର ଟାଉନ ରାସ୍ତାର ଯମୁନା ନାଳରେ କୁମ୍ଭୀର ଥିବା କିଛି ଲୋକ ଦେଖିବାକୁ ପାଇଛନ୍ତି । ଅପରାହ୍ନରେ ନାଳ ମଧ୍ୟରେ ପ୍ରାୟ ୪/୫ ଫୁଟ ଲମ୍ବର କୁମ୍ଭୀର ଦେଖିବାକୁ ପାଇଥିଲେ । ଏହି କଥା ପ୍ରଚାର ହେଲା ପରେ ଯମୁନା ପୋଲ ଉପରେ ଲୋକଙ୍କ ଭିଡ଼ ଦେଖିବାକୁ ମିଳିଥିଲା । ସନ୍ଧ୍ୟା ସମୟରେ ମଧ୍ୟ କୁମ୍ଭୀର ଦେଖିବାକୁ ମିଳିଥିଲା ବୋଲି ଉପସ୍ଥିତ ଲୋକେ ପ୍ରକାଶ କରିଛନ୍ତି ।

Read More

ନିଆରା ନେତା, ସବାଧାର ସହିତ ସ୍ମଶାନରେ ପହଞ୍ଚିଲେ ଇଂ ପ୍ରୀତିରଞ୍ଜନ

ଓଡ଼ିଶା ଲିଡ୍ସ(ଯାଜପୁର): ନିଜ ପରିବାର ଲୋକଭଳି ମୃତକଙ୍କ ସବାଧାର ସହିତ ସ୍ମଶାନ ଯାଇ ସେଠାରେ ଶେଷକୃତ୍ୟରେ ସାମିଲ ହେଲେ ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ । ସୁକିନ୍ଦା ବ୍ଲକ୍ ସାରଙ୍ଗପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ଶରତ ଚନ୍ଦ୍ର ସାହୁଙ୍କ ଭାଇ ଭରତ ଚନ୍ଦ୍ର ସାହୁଙ୍କର ଆଜି ଦେହାନ୍ତ ହୋଇଥିଲା । ଏହି ଖବର ପାଇ ତୁରନ୍ତ ତାଙ୍କ ବାସଭବନରେ ପହଞ୍ଚିଥିଲେ ପୂର୍ବତନ ମନ୍ତ୍ରୀ । ସେଠାରେ ତାଙ୍କ ଶେଷ ଦର୍ଶନ କରିବା ସହିତ ପରିବାର ଲୋକଙ୍କୁ […]

Read More

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଟ୍ରମ୍ପଙ୍କ ଟାରିଫ ଧମକ ଭାରତ ଏବଂ ଆମେରିକା ମଧ୍ୟରେ ଉତ୍ତେଜନାର କାରଣ ହୋଇଛି । ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଋଷଠାରୁ ଭାରତର ତେଲ କ୍ରୟ ଉପରେ ଶୁଳ୍କ ବୃଦ୍ଧି କରିବାକୁ ଧମକ ଦେଇଥିଲେ। ଏହି ବିବାଦୀୟ ସମୟରେ, ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ମଙ୍ଗଳବାର ରୁଷରେ ପହଞ୍ଚିଛନ୍ତି । ଭାରତ ଓ ରୁଷ ମଧ୍ୟରେ ତେଲ ସମ୍ପର୍କରେ ଚୁକ୍ତି ହୋଇ ପାରେ ବୋଲି ‘ଦି ମସ୍କୋ ଟାଇମ୍ସ’ରେ ରିପୋର୍ଟ ପ୍ରକାଶ ପାଇଛି […]

Read More

ସୁକିନ୍ଦା ରିଜିୟନ କ୍ରୋମାଇଟ ଖାଦାନ ମଜଦୁର ସଂଘ ତରଫରୁ ଓଏମସି କୁ ଦାବୀ ପତ୍ର ପ୍ରଦାନ, ଦଶ ଦିନର କଣ୍ଟ

ଓଡ଼ିଶା ଲିଡ୍ସ(ଯାଜପୁର): ଓଏମସି ପରିଚାଳିତ ସାଉଥ କାଳିଆପାଣି ଡି-କ୍ବାରୀ ଦୀର୍ଘ ୮ ମାସ ହେବ ବନ୍ଦ ରହିଛି । ବନ୍ଦ ଥିବା ଖଣିକୁ ତୁରନ୍ତ ଖୋଲିବା ସହିତ ସମସ୍ତ ଛଟେଇ ଶ୍ରମିକ ମାନଙ୍କୁ ପୁନଃ ନିଯୁକ୍ତି ପ୍ରଦାନ କରିବାକୁ ଦାବି କରିଛି ଏସଆରସିକେଏମଏସ । ଆଜି ଏ ନେଇ ଓଏମସିକୁ ଦାବୀ ପତ୍ର ପ୍ରଦାନ କରାଯାଇଛି । ଆସନ୍ତା ୧୦ ଦିନ ଭିତରେ ଓଏମସିର ଠିକା ସଂସ୍ଥା କେସିସିଏଲ ସମସ୍ତ ଛଟେଇ ଶ୍ରମିକ ମାନଙ୍କୁ ପୁନଃ ନିଯୁକ୍ତି […]

Read More

ବିକଟାଳ ଶବ୍ଦ କରୁଥିବା ବାଇକ ସାଇଲେନ୍ସର ଉପରେ କେବେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ଯାଜପୁର ପୋଲିସ

ଓଡ଼ିଶା ଲିଡ୍ସ(ଯାଜପୁର): ରାସ୍ତା ଉପରେ ତୀବ୍ର ବେଗରେ ବାଇକ ଚଳାଇ ଯିବା ଯୁବ ଗୋଷ୍ଠୀଙ୍କ ପାଇଁ ଏବେ ଫେସନ ହୋଇଥିଲା ବେଳେ ଏହି ଫେସନରେ ଯୋଡି ହୋଇଛି ମୋଡିଫାଏଡ଼ ସାଇଲେନ୍ସର । ଦ୍ରୁତ ଗତିରେ ଗାଡି ଚଳାଉଥିବା ଯୁବକ ମାନେ ଏହି ସାଇଲେନ୍ସର ବ୍ୟବହାର କରୁଛନ୍ତି । ଏହି ସାଇଲେନ୍ସର ବ୍ୟବହାର ଦ୍ୱାରା ଗାଡ଼ିରେ ବିକଟାଳ ଶବ୍ଦ ସୃଷ୍ଟି ହେଉଛି । ଯାହା ଶବ୍ଦ ପ୍ରଦୂଷଣ ସୃଷ୍ଟି କରିବା ସହିତ ପଥଚାରୀଙ୍କ ସହିତ ସ୍ଥାନୀୟ ଲୋକଙ୍କ ପାଇଁ […]

Read More

ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ କାର୍ଯ୍ୟକାଳ ଦୁଇ ବର୍ଷ ବୃଦ୍ଧି

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ କାର୍ଯ୍ୟକାଳ ଦୁଇ ବର୍ଷ ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର । କାର୍ଯ୍ୟକାଳ ବୃଦ୍ଧିକୁ କ୍ୟାବିନେଟ ନିଯୁକ୍ତି କମିଟି ଅନୁମୋଦନ ମଧ୍ୟ କରିଛି। ଆସନ୍ତା ୩୧ ତାରିଖରେ ମୃତ୍ୟୁଞ୍ଜୟ ମହାପାତ୍ରଙ୍କ କାର୍ଯ୍ୟକାଳ ସରୁଥିଲା । ଭାରତୀୟ ପାଣିପାଗ ବିଭାଗରେ ଶ୍ରୀ ମହାପାତ୍ରଙ୍କର ଉଲ୍ଲେଖନୀୟ ଅବଦାନ ରହିଛି। ପ୍ରଥମ ଓଡ଼ିଆ ଭାବେ ମୃତ୍ୟୁଞ୍ଜୟ ମହାପାତ୍ର ୨୦୧୯ରେ ଆଇଏମଡି ମହାନିର୍ଦ୍ଦେଶକ ପଦରେ ନିଯୁକ୍ତି ପାଇଥିଲେ। ଏହି ଗୁରୁତ୍ୱପୂର୍ଣ୍ଣ ପଦ ଗ୍ରହଣ କରିବା ପୂର୍ବରୁ […]

Read More

ସିରାଜ-ପ୍ରସିଦ୍ଧ ଝଡ଼ରେ ଇଂଲଣ୍ଡ ଧରାଶାୟୀ, ସିରିକ ୨-୨ରେ ଡ୍ର

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଭାରତର ଦୁଇ ଦ୍ରୁତ ବୋଲର ମହମ୍ମଦ ସିରାଜ ଓ ପ୍ରସିଦ୍ଧ କ୍ରିଷ୍ଣାଙ୍କ ବୋଲିଂ ଝଡ଼ରେ ଇଂଲଣ୍ଡ ଧରାଶାୟୀ ହୋଇଛି । ରୋମାଞ୍ଚକର ଶେଷ ଟେଷ୍ଟ ଜିତି ଭାରତ ସିରିଜ ଡ୍ର କରିବାରେ ସଫଳ ହୋଇଛି । ଆଜି ବିଜୟ ପାଇଁ ଇଂଲଣ୍ଡକୁ ୩୫ ରନର ଆଵଶ୍ୟକତା ଥିଲା ବେଳେ ଭାରତର ଆବଶ୍ୟକ ଥିଲା ଇଂଲଣ୍ଡର ଶେଷ ଚାରି ଉଇକେଟ । ଆଉ ମାତ୍ର ୬ ରନ ପୂର୍ବରୁ ଭାରତ ଇଂଲଣ୍ଡର ୪ ଉଇକେଟ ଦାଖଲ […]

Read More