Skip to main content

orissaleads

ମୁକୁଳା ପଡିଛି ଚନ୍ଦନପୁର ଘାଇ: ପଦକ୍ଷେପ ନେଉନାହିଁ ଜଳ ସମ୍ପଦ ବିଭାଗ

ମୁକୁଳା ପଡିଛି ଚନ୍ଦନପୁର ଘାଇ: ପଦକ୍ଷେପ ନେଉନାହିଁ ଜଳ ସମ୍ପଦ ବିଭାଗ

ସିଆଣ୍ଡି ପଞ୍ଚାୟତରେ ବିଜୁ ଜନତା ଦଳର ସାଂଗଠନିକ ବୈଠକ

ସିଆଣ୍ଡି ପଞ୍ଚାୟତରେ ବିଜୁ ଜନତା ଦଳର ସାଂଗଠନିକ ବୈଠକ

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

Winnerzin peliaulan osiot kertovat eri pelitavoista

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

Blog Post

orissaleads > Articles by: orissaleads@admin

ଯାଜପୁର କାଳୀପୂଜା:ପୂଜା ପାଇଲେ ଲକ୍ଷ୍ମୀ ନାରାୟଣ

ଓଡ଼ିଶା ଲିଡ୍ସ(ଯାଜପୁର): ଆଜି ଠାରୁ ଆରମ୍ଭ ହୋଇଛି ଯାଜପୁରର ପ୍ରସିଦ୍ଧ କାଳୀପୂଜା । ଏହି ଅବସରରେ ବିଭିନ୍ନ ପୂଜା ମଣ୍ଡପରେ କାଳୀ ଓ ଲକ୍ଷ୍ମୀ ନାରାୟଣ ପୂଜା ପାଆନ୍ତି । କାଳୀପୂଜାର ଗୋଟିଏ ଦିନ ପୂର୍ବରୁ ଲକ୍ଷ୍ମୀ ନାରାୟଣ ପୂଜା ପାଆନ୍ତି । ଆସନ୍ତା କାଲି କାଳୀପୂଜା ଥିବାରୁ ଆଜି ଲକ୍ଷ୍ମୀ ନାରାୟଣ ପୂଜା ପାଉଛନ୍ତି । ବିଭିନ୍ନ ପୂଜା ମଣ୍ଡପ ପକ୍ଷରୁ ପାଣି ତୋଳା ପରେ ପୂଜା କାର୍ଯ୍ୟ ଆରମ୍ଭ ହୋଇଛି ।

Read More

ନାମାଙ୍କନ ପୂର୍ବରୁ ବିଜେଡିର ରୋଡ଼ ଶୋ, ଯୋଗଦେଲେ ରାଜ୍ୟର ବିଜେଡି ନେତା

ଓଡିଶା ଲିଡ୍ସ(ବ୍ୟୁରୋ): ନୂଆପଡା ଉପନିର୍ବାଚନ ପାଇଁ ବିଜେଡିରୁ ପ୍ରାର୍ଥୀ ହୋଇଛନ୍ତି ସ୍ନେହାଙ୍ଗିନୀ ଛୁରିଆ । ଆସନ୍ତା କାଲି ସ୍ନେହାଙ୍ଗିନୀ ନିଜର ପ୍ରାର୍ଥୀପତ୍ର ଦାଖଲ କରିବେ । ଏହା ପୂର୍ବରୁ ଆଜି ବିଜେଡି ପକ୍ଷରୁ ଏକ ବିଶାଳ ରୋଡ଼ ଶୋ ଆୟୋଜିତ ହୋଇଥିଲା । ଏହି ରୋଡ଼ ଶୋରେ ବିଜେଡିର ରାଜ୍ୟସ୍ତରୀୟ ନେତା ଓ ନେତ୍ରୀ ଯୋଗଦାନ କରିଥିଲେ । ବିଜେଡି ଏହି ରୋଡ଼ ଶୋ କରି ଦଳ ପ୍ରତି ଲୋକଙ୍କ ସମର୍ଥନର ପ୍ରମାଣ ଦେଇଛି । ନୂଆପଡା […]

Read More

ନୂଆପଡା ଉପନିର୍ବାଚନ: ବିଜେପି ଓ କଂଗ୍ରେସ ଅଙ୍କ ବିଗାଡି ଦେଇ ପାରନ୍ତି ନବୀନ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ନୂଆପଡା ଉପନିର୍ବାଚନ ପାଇଁ ରାଜ୍ୟ ରାଜନୀତି ବେଶ ଉଷ୍ମ ହୋଇ ପଡିଛି । ଆଜି ବିଜେପି ଓ କଂଗ୍ରେସ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଥିଲା ବେଳେ ଆସନ୍ତା କାଲି ବିଜେଡି ପ୍ରାର୍ଥୀ ନାମାଙ୍କନ ଦାଖଲ କରିବେ । ବିଜେଡିର ଆଗଧାଡ଼ିର ନେତା ଓ ନେତ୍ରୀ ନୂଆପଡ଼ାରେ ଭିଡ଼ ଜମାଇଲେଣି । ନୂଆପଡ଼ାରେ ତ୍ରିମୁଖି ପ୍ରତିଦ୍ୱନ୍ଦିତା ହେଉଥିବା ସ୍ପଷ୍ଟ ହୋଇଛି । ବିଜେଡି ନୂଆପଡା ନିର୍ବାଚନକୁ ଗୁରୁତ୍ୱ ଦେଉନାହିଁ, ବିଜେପି ସହିତ ବିଜେଡି ଡିଲ କରିଛି […]

Read More

ବିଜେପିରୁ ନାମାଙ୍କନ ପତ୍ର ଦାଖଲ କଲେ ଜୟ ଢୋଲକିଆ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ନୂଆପଡା ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି ଜୟ ଢୋଲକିଆ । ଜୟ ବିଜେପି ପକ୍ଷରୁ ନାମାଙ୍କନ ଦାଖଲ କରିଛନ୍ତି । ନୂଆପଡା ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଏହି ନାମାଙ୍କନ ଦାଖଲ ହୋଇଥିଲା । ଏହି ଅବସରରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ, ମନ୍ତ୍ରୀ ରବି ନାରାୟଣ ନାଏକ, ପୂର୍ବତନ ରାଜ୍ୟ ବିଜେପି ସଭାପତି ବସନ୍ତ ପଣ୍ଡା, ଜିଲ୍ଲା ସଭାପତି କମଲେଶ ଦୀକ୍ଷିତଙ୍କ ସମେତ ଅନ୍ୟ ନେତା ନେତ୍ରୀ […]

Read More

ଭାରତୀ ବିହାର କଲେଜ ଅଧ୍ୟକ୍ଷଙ୍କୁ ଅଣଛାତ୍ରଙ୍କ ଆକ୍ରମଣ: ଗିରଫ ଦାବିରେ ରାସ୍ତାକୁ ଓହ୍ଲାଇଲେ ଛାତ୍ରଛାତ୍ରୀ

ଓଡ଼ିଶା ଲିଡ୍ସ(ଯାଜପୁର): ସୁକିନ୍ଦା ବ୍ଲକ ହରିପୁର ସ୍ଥିତ ଭାରତୀ ବିହାର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ହରିପୁର ଅଞ୍ଚଳର ଜଣେ ଯୁବକ ବିଦ୍ୟାଳୟ ପରିସରରେ ଆକ୍ରମଣ କରିଥିଲେ । ଏ ନେଇ ଥାନାରେ ଅଭିଯୋଗ ପରେ ଗତ ୧୩ ତାରିଖ ଦିନ ସୁକିନ୍ଦା ପୋଲିସ ମାମଲା ରୁଜୁ କରିଥିଲା । ଆକ୍ରମଣ ଘଟଣା ପରେ ଅଧ୍ୟକ୍ଷ ନନ୍ଦ କିଶୋର ଖଣ୍ଡାଇ ତୁରନ୍ତ ପୋଲିସକୁ ଜଣାଇଥିଲେ । ପରେ ମିଟୁ ନାମକ ଯୁବକ ଅଧ୍ୟକ୍ଷଙ୍କୁ ଅଟକାଇ ଅସଭ୍ୟ ଗାଳି […]

Read More

ଅମରେଶ ଜେନାଙ୍କୁ ମିଳିଲା ସର୍ତ୍ତ ମୂଳକ ଜାମିନ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ନାବାଳିକା ଦୁଷ୍କର୍ମ ମାମଲାରେ ଅମରେଶ ଜେନାଙ୍କୁ ସର୍ତ୍ତମୂଳକ ଜାମିନ ମଞ୍ଜୁର ପ୍ରଦାନ କରିଛନ୍ତି ଉଚ୍ଚ ନ୍ୟାୟାଳୟ ।୨୫ ହଜାର ଟଙ୍କାର ଦୁଇ ଜାମିନଦାର ବଦଳରେ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି ଉଚ୍ଚ ନ୍ୟାୟାଳୟ । ଭୁବନେଶ୍ଵର ଲକ୍ଷ୍ମୀସାଗର ଥାନାରେ ଜଣେ ଯୁବତୀ ଅମରେଶ ଜେନାଙ୍କ ନାମରେ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭ୍ରୁଣହତ୍ୟା ପାଇଁ ବାଧ୍ୟ କରିଥିବା ନେଇ ସଙ୍ଗିନ ଅଭି‌ଯୋଗ କରିଥିଲେ । ଅଭିଯୋଗ ପରେ ଅମରେଶ ଫେରାର […]

Read More

ନୂଆପଡ଼ା ଦଖଲ ପାଇଁ ତିନି ଦଳ ଆଙ୍କୁଛନ୍ତି ରଣନୀତି

ଓଡ଼ିଶା ଲିଡ୍ସ(ବ୍ୟୁରୋ): ତିନି ଦଳ ନୂଆପଡା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରି ସାରିଛନ୍ତି । ପ୍ରାର୍ଥୀ ଘୋଷଣା ପରେ ୩ ଦଳ ଏବେ ନିର୍ବାଚନୀ ରଣନୀତି ଆଙ୍କିବାରେ ବ୍ୟସ୍ତ । ବିଜେପି ସଭାପତି ମନମୋହନ ସାମଲ ଦକର ବିଭିନ୍ନ ନେତାଙ୍କୁ ବୁଥ ଓ ମଣ୍ଡଳ ଦାୟିତ୍ୱ ପ୍ରଦାନ କରିଛନ୍ତି । ଦଳର ନେତା ମାନଙ୍କୁ ନିର୍ବାଚନ ନସରିବା ଯାଏଁ ନୂଆପଡା ନଛାଡିବାକୁ ବି ନିର୍ଦ୍ଦେଶ ଦେଇଛି ଦଳ । ଶାସକ ଦଳ ଭାବେ ନିର୍ବାଚନକୁ ସର୍ବାଧିକ […]

Read More

ନୂଆପଡ଼ା ଉପନିର୍ବାଚନ: ୪୦ ଜଣ ଷ୍ଟାର ପ୍ରଚାରକଙ୍କ ସହିତ ପ୍ରଚାର ମଇଦାନକୁ ଓହ୍ଲାଇବେ ନବୀନ ପଟ୍ଟନାୟକ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ନୀରବତା ଭାଙ୍ଗି ପ୍ରଚାର ମଇଦାନକୁ ଓହ୍ଲାଉଛନ୍ତି ଵିରୋଧି ଦଳ ନେତା ନବୀନ ପଟ୍ଟନାୟକ । ତାଙ୍କ ସହିତ ରହିବେ ୪୦ ଜଣ ଷ୍ଟାର ପ୍ରଚାରକ । ନୂଆପଡା ଉପନିର୍ବାଚନରେ ପ୍ରାର୍ଥୀ ହୋଇଥିବା ମହିଳା ବିଜେଡି ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ପ୍ରଚାର କରିବେ ନବୀନ । ଆଜି ୪୦ ଜଣିଆ ଷ୍ଟାର ପ୍ରଚାରକଙ୍କ ତାଲିକା ମଧ୍ୟ ଘୋଷଣା କରିଛି ବିଜେଡି । ଏହି ଷ୍ଟାର ପ୍ରଚାରକ ତାଲିକାରେ ୧୬ ଜଣ ବିଧାୟକ ରହିଥିବାବେଳେ, ବରିଷ୍ଠ […]

Read More

ବରୀ ମାଉଣ୍ଡ-ଦରଘା ରାସ୍ତା: ସମ୍ପ୍ରସାରଣରୁ ବାଦ ପଡିଲା ଦୁଇଶହ ମିଟର

ଓଡ଼ିଶା ଲିଡ୍ସ(ଯାଜପୁର): ବରୀ ବ୍ଳକର ସର୍ବାଧିକ ବ୍ୟସ୍ତ ବହୁଳ ରାସ୍ତାର ମାନ୍ୟତା ପାଇଛି ବରୀ ମାଉଣ୍ଡ-ରାମଚନ୍ଦ୍ରପୁର ରାସ୍ତା । ଏହି ରାସ୍ତା ଉପରେ ବରୀ ବ୍ଳକର ୨୯ ପଞ୍ଚାୟତର ଜନ ସାଧାରଣ ନିର୍ଭରଶୀଳ । ଦୈନିକ ଶହ ଶହ ସଂଖ୍ୟାରେ ବଡ଼ ଓ ଛୋଟ ଗାଡି ଏହି ରାସ୍ତା ଦେଇ ଗତାଗତ କରୁଛି । ରାସ୍ତାର ଉଭୟ ପଟରେ ବିଭିନ୍ନ ସରକାରୀ, ବେସରକାରୀ କାର୍ଯ୍ୟାଳୟ ଓ ଶିକ୍ଷାନୁଷ୍ଠାନ ରହିଛି । ଏବେ ଏହି ରାସ୍ତାର ବରୀ ମାଉଣ୍ଡ […]

Read More

ସ୍ନେହାଙ୍ଗିନୀଙ୍କୁ ଶୁଭେଚ୍ଛା ଜଣାଇଲେ ଇଂ ପ୍ରୀତିରଞ୍ଜନ ଘଡାଇ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ନୂଆପଡା ଉପନିର୍ବାଚନରେ ବିଜେଡିରୁ ପ୍ରାର୍ଥୀ ହୋଇଛନ୍ତି ରାଜ୍ୟ ବିଜେଡି ମହିଳା ମୋର୍ଚ୍ଚା ସଭାନେତ୍ରୀ ତଥା ବରିଷ୍ଠ ନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ । ଦଳ ସଭାପତି ନବୀନ ପଟ୍ଟନାୟକ ଏ ନେଇ ଘୋଷଣା କରିବା ପରେ ଶ୍ରୀମତୀ ଛୁରିଆଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଦଳର ବରିଷ୍ଠ ସାଧାରଣ ସମ୍ପାଦକ ତଥା ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ । ଇଂ ଘଡାଇ ତାଙ୍କ ପ୍ରାର୍ଥୀତ୍ବକୁ ନେଇ ଶୁଭେଚ୍ଛା ଜଣାଇବା ସହିତ ଆଗାମି ଉପ ନିର୍ବାଚନରେ ଶ୍ରୀମତୀ ଛୁରିଆଙ୍କ […]

Read More