orissaleads

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

Blog Post

orissaleads > Articles by: orissaleads@admin

ନବ ଦାସ ହତ୍ୟା ମାମଲାରେ ନୂଆ ମୋଡ଼, ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଚାହୁଛନ୍ତି ନବଙ୍କ ପତ୍ନୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ନବ ଦାସ ହତ୍ୟା ମାମଲା ନୂଆ ମୋଡ଼ ନେବାକୁ ଯାଉଛି। ନବଙ୍କ ହତ୍ୟା ମାମଲାର ସିବିଆଇ ତଦନ୍ତ ପାଇଁ ପରିବାର ଲୋକଙ୍କୁ ଲିଖିତ ଭାବେ ଦେବାକୁ ପଡ଼ିବ ବୋଲି ରାଜ୍ୟ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ନିକଟରେ ବିବୃତି ଦେଇଥିଲେ । ସମ୍ଭବତଃ ନବଙ୍କ ପରିବାର ଏ ସଂକ୍ରାନ୍ତରେ ମନ ସ୍ଥିର କରି ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଗତ ୧୧ ତାରିଖରେ ସ୍ବର୍ଗତ ନବ ଦାସଙ୍କ ପତ୍ନୀ ମିନତି ଦାସ ମୁଖ୍ୟମନ୍ତ୍ରୀ ମୋହନ ଚରଣ […]

Read More

ରାଜ୍ୟ ବ୍ୟକ୍ତିଗତ ସ୍ୱାର୍ଥ ଓ ସଂକୀର୍ଣ୍ଣତାରୁ ଉର୍ଦ୍ଧ୍ବରେ ଥିବା ନେତାଙ୍କୁ ହରାଇଲା-ଡ଼ଃ ଘଡାଇ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବର୍ଷୀୟାନ ରାଜନେତା ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ତାଙ୍କ ବ୍ୟକ୍ତିଗତ ବନ୍ଧୁ ତଥା ପୂର୍ବତନ ଅର୍ଥମନ୍ତ୍ରୀ ଡ଼ଃ ପ୍ରଫୁଲ୍ଲ ଚନ୍ଦ୍ର ଘଡାଇ । ତାଙ୍କ ଶେଷ ଦର୍ଶନ କରିବା ପରେଡ଼ଃ ଘଡାଇ ତାଙ୍କ ଶୋକ ବାର୍ତ୍ତାରେ କହିଛନ୍ତି ତାଙ୍କ ବିୟୋଗ ଫଳରେ ରାଜ୍ୟ ବ୍ୟକ୍ତିଗତ ସ୍ୱାର୍ଥ ଓ ସଂକୀର୍ଣ୍ଣତାରୁ ଉର୍ଦ୍ଧ୍ବରେ ଥିବା ଜଣେ ନେତାଙ୍କୁ ହରାଇଲା ସିନା, ମୁଁ କିନ୍ତୁ ମୋର ବନ୍ଧୁଙ୍କୁ ହରାଇଛି […]

Read More

ଲାଞ୍ଚ ନେବାବେଳେ ଧରାପଡ଼ିଲେ ରାଜକନିକା ବ୍ଲକ ମଣ୍ଡଳ ଶିକ୍ଷାଧିକାରୀ କାର୍ଯ୍ୟାଳୟର ହିସାବରକ୍ଷକ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାବୁଡ଼ରେ ପଡିଛନ୍ତି କେନ୍ଦ୍ରାପଡା ଜିଲ୍ଲା ରାଜକନିକା ବ୍ଲକ ଶିକ୍ଷାଧିକାରୀଙ୍କ ହିସାବ ରକ୍ଷକ । ବିଦ୍ଯାଳୟର ୧ ଲକ୍ଷ ୯୩ ହଜାର ଟଙ୍କା ଡ୍ରେସ ବିଲ ପାସ୍ କରାଇ ଦେବାକୁ କହି ୨୦ ହଜାର ଟଙ୍କା ନେଉଥିଲେ ହିସାବ ରକ୍ଷକ । ହିସାବରକ୍ଷକ ହେଲେ ମହମ୍ମଦ ଫିରୋଜ ଖାନ। ନହୁଣି ଗାଁଡ଼ର ବାବା ଦଧିବାମନ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀର ମହିଳାମାନେ ପାଞ୍ଚଟି ବିଦ୍ୟାଳୟରେ ଏଲିମେଣ୍ଟାରୀ […]

Read More

ଠକେଇର ମାଧ୍ୟମ ସାଜିଛି ୟୁପିଆଇ ପେମେଣ୍ଟ, ଟଙ୍କା ପଠାଇବା ସମୟରେ ସତର୍କ ରୁହନ୍ତୁ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ୟୁପିଆଇ ଜରିଆରେ ଟଙ୍କା ନେଣ ଦେଣ କରୁଥିଲେ ବ୍ୟବହାରକାରୀ ସତର୍କ ହେବା ଜରୁରୀ । ୟୁପିଆଇ ପେମେଣ୍ଟ ନାଁରେ ବଡ଼ ଠକେଇ ଚାଲିଛି । ଟଙ୍କା ପଠାଇବା ସମୟରେ ଟିକିଏ ଭୁଲ କଲେ ଆପଣଙ୍କ ଏକାଉଣ୍ଟ ଖାଲି ହୋଇ ଯିବାର ସମ୍ଭାବନା ରହିଛି ।ଠକମାନେ ୟୁଜର୍ସଙ୍କୁ ନିଜ ଜାଲରେ ଫସାଇ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟ ଖାଲି କରିବାକୁ ନୂଆ ନୂଆ ଉପାୟ ଖୋଜୁଛନ୍ତି। କେତେବେଳେ ଡେଲିଭରି ନାମରେ ତ କେତେବେଳେ ପୁରସ୍କାର ରାଶି ନାମରେ […]

Read More

ଦେବେନ୍ଦ୍ରଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୋଦୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ୱର୍ଗତ ଦେବେନ୍ଦ୍ର ପ୍ରଧାନଙ୍କୁ ପୁଷ୍ପଗୁଛ ଦେଇ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଦେବେନ୍ଦ୍ର ପ୍ରଧାନଙ୍କ ଦେହାନ୍ତ ଖବର ପାଇଁ ସେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ତଥା ତାଙ୍କ ପୁତ୍ର ଧର୍ମେନ୍ଦ୍ର ପ୍ରଧାନଙ୍କ ବାସଭବନରେ ପହଞ୍ଚି ଶେଷ ଦର୍ଶନ କରିବା ସହିତ ପୁଷ୍ପଗୁଛ ଦେଇ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ଏହା ସହିତ ପରିବାର ବର୍ଗଙ୍କୁ ସାନ୍ତ୍ୱନା ଦେଇଥିଲେ ପ୍ରଧାନମନ୍ତ୍ରୀ ।

Read More

ଦେବେନ୍ଦ୍ର ପ୍ରଧାନଙ୍କ ଦେହାନ୍ତରେ ଶୋକ ପ୍ରକାଶ କଲେ ମନୋହନ ସାମଲ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ଦେହାନ୍ତରେ ଗଭୀର ଶୋକ ପ୍ରକାଶ କରିଛନ୍ତି ରାଜ୍ୟ ଭାରତୀୟ ଜନତା ପାର୍ଟି ସଭାପତି ମନମୋହନ ସାମଲ । ଶ୍ରୀ ସାମଲ ତାଙ୍କ ଶୋକ ବାର୍ତ୍ତାରେ କହିଛନ୍ତି ଭାରତୀୟ ଜନତା ପାର୍ଟି ଓଡିଶାର ପ୍ରତିଷ୍ଠାତା ସଦସ୍ୟ, ପୂର୍ବତନ ରାଜ୍ୟ ସଭାପତି, ଦେବଗଡ଼ ଲୋକସଭାର ଲୋକପ୍ରିୟ ଜନନେତା, ବିକାଶର ବାହକ, ପୂର୍ବତନ କେନ୍ଦ୍ର ପରିବହନ ମନ୍ତ୍ରୀ ଡ. ଦେବେନ୍ଦ୍ର ପ୍ରଧାନଙ୍କ ଦେହାନ୍ତ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ଏବଂ ମର୍ମାହତ […]

Read More

ଦେବେନ୍ଦ୍ର ପ୍ରଧାନଙ୍କ ଦେହାନ୍ତରେ ଉମେଶ ଜେନାଙ୍କ ଶୋକ

ଓଡ଼ିଶା ଲିଡ୍ସ(ଯାଜପୁର): ବିଜେପିର ବରିଷ୍ଠ ରାଜନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଏବଂ ବର୍ତ୍ତମାନର କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପିତା ଦେବେନ୍ଦ୍ର ପ୍ରଧାନଙ୍କ ଦେହାନ୍ତରେ ଗଭୀର ଶୋକ ପ୍ରକାଶ କରିଛନ୍ତି ବରୀ ବିଜେପି ନେତା ଉମେଶ ଜେନା । ସେ ନିଜ ଶୋକ ବାର୍ତ୍ତାରେ କହିଛନ୍ତି ଦେବେନ୍ଦ୍ର ପ୍ରଧାନଙ୍କ ଦେହାନ୍ତ ରାଜ୍ୟ ରାଜନୀତିରେ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି କରିଛି । ସେ କେନ୍ଦ୍ରମନ୍ତ୍ରୀ ସହିତ ଦଳର ବିଭିନ୍ନ ପଦ ପଦବୀରେ ରହି ବେଶ ନିଷ୍ଠା ଓ ସଫଳତାର […]

Read More

ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ଇଂ ପ୍ରୀତିରଞ୍ଜନଙ୍କ ଶୋକ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ଦେହାନ୍ତରେ ଗଭୀର ଶୋକ ପ୍ରକାଶ କରିଛନ୍ତି ପୂର୍ବତନ ଗ୍ରାମ୍ୟ ଉନ୍ନୟନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷାମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ । ନିଜ ଶୋକ ବାର୍ତ୍ତାରେ ଇଂ ଘଡାଇ କହିଛନ୍ତି ବରିଷ୍ଠ ରାଜନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ୱର୍ଗତ ଦେବେନ୍ଦ୍ର ପ୍ରଧାନଙ୍କ ଦେହାନ୍ତ ମତେ ଗଭୀର ମର୍ମାହତ କରିଛି । ତାଙ୍କ ସହିତ ଆମର ପାରିବାରିକ ସମ୍ପର୍କ ରହିଛି । ସେ ମୋ ପାଇଁ ପିତୃତୁଲ୍ୟ ଥିଲେ […]

Read More

ମହାପ୍ରଭୁଙ୍କ ଲୀଳା, ନୀଳଚକ୍ର ବାନାରେ ପଡ଼ିଲା ଶୂନ୍ୟ ଗଣ୍ଠି

ଓଡ଼ିଶା ଲିଡ୍ସ(ବ୍ୟୁରୋ): ପୁଣି ଲୀଳାମୟ ମହାପ୍ରଭୁ ଜଗତର ନାଥ ଜଗନ୍ନାଥ ଲୀଳା କରିଛନ୍ତି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହୋଲି ଉତ୍ସବ ଏବଂ ଚନ୍ଦନ ଅନୁକୂଳ ନୀତି ସମ୍ପନ୍ନ ହୋଇଛି। ସୋମବାର ଶ୍ରୀମନ୍ଦିରର ନୀଳଚକ୍ରରେ ଉଡୁଥିବା ପତିତପାବନ ବାନାରେ ଶୂନ୍ୟ ଗଣ୍ଠି ପଡିଛି। ଶୂନ୍ୟ ଗଣ୍ଠି ପଡ଼ିଥିବା ବାନାକୁ ଅତ୍ୟନ୍ତ ଶୁଭ ଏବଂ ମଙ୍ଗଳ କାରକ ବୋଲି ବିବେଚନା କରାଯାଏ ।ଶୂନ୍ୟରେ ପତିତପାବନ ବାନାରେ ଗଣ୍ଠି ପଡ଼ିଲେ ତାହାକୁ ଶୂନ୍ୟ ଗଣ୍ଠି କୁହାଯାଏ। ହଜାର ହଜାର ଶ୍ରଦ୍ଧାଳୁ ଶୂନ୍ୟ […]

Read More

ସ୍ପେସ୍ ଷ୍ଟେସନରେ ପହଞ୍ଚିଲା ମହାକାଶଯାନ ଡ୍ରାଗନ, ଖୁସିରେ ଝୁମିଲେ ସୁନୀତା

ଓଡ଼ିଶା ଲିଡ୍ସ(ବ୍ୟୁରୋ): ମହାକାଶଚାରୀ ସୁନିତା ଓ ତାଙ୍କ ସାଥିଙ୍କୁ ଫେରାଇ ଆଣିବାକୁ ସ୍ପେସ ଷ୍ଟେସନରେ ପହଞ୍ଚିଛି ମହାକାଶ ଯାନ । ଏହି ଅବସରରେ ପୃଥିବୀରୁ ଯାଇଥିବା ନୂଆ ୪ ମହାକାଶଚାରୀଙ୍କୁ ସ୍ବାଗତ କରିଥିଲେ ସୁନୀତା ଓ ତାଙ୍କ ସାଥି ଆଷ୍ଟ୍ରନଟ୍ ବୁଚ୍ ୱିଲମୋର । ଗତକାଲି ଦିନ ପ୍ରାୟ ୧୦ଟା ବେଳେ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ରରେ ପହଞ୍ଚିଛି ସ୍ପେଶ୍ ଏକ୍ସ କ୍ରୁ-ଟେନ୍ ମିଶନର ଡ୍ରାଗନ୍ ସ୍ପେଶକ୍ରାଫ୍ଟ । ପୃଥିବୀକୁ ଫେରିବା ପୂର୍ବରୁ ମହାକାଶରେ ଖୁସିରେ ଝୁମି ଉଠିଛନ୍ତି […]

Read More