
ବଢୁଛି ବିଭିନ୍ନ ନଦୀର ଜଳସ୍ତର, ଜିଲ୍ଲାପାଳମାନଙ୍କୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ: ସୁରେଶ ପୂଜାରୀ
ଓଡ଼ିଶା ଲିଡ୍ସ(ବ୍ୟୁରୋ): ଉପର ମୁଣ୍ଡରେ ବର୍ଷା କାରଣରୁ ରାଜ୍ୟର ବିଭିନ୍ନ ନଦୀରେ ଜଳସ୍ତର ବଢୁଛି ।କୌଣସି ନଦୀରେ ଜଳସ୍ତର ବିପଦ ସଙ୍କେତ ଛୁଇଁ ନଥିଲେ ମଧ୍ୟ ଜଳସ୍ତର ବଢିବା କାରଣରୁ ଏହା ବିପଦ ସଂକେତ ଛୁଇଁବା ଆଶଙ୍କାକୁ ବଢ଼ାଇ ଦେଇଛି । ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏହି ସୂଚନା ଦେଇଛନ୍ତି । ଅନ୍ୟ ପକ୍ଷରେ ଜିଲ୍ଲାପାଳ ମାନଙ୍କୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ମନ୍ତ୍ରୀ କହିଛନ୍ତି । ବନ୍ୟା ସ୍ଥିତି […]




























