Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > Articles by: orissaleads@admin

ମାଟି ପିଣ୍ଡା ଉପରେ ଦୁଃଖ ବାଂଟୁଛନ୍ତି ଇଂ ପ୍ରୀତିରଞ୍ଜନ ଘଡାଇ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ତିନି ତିନି ଥରର ବିଧାୟକ, ଥରେ ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀ, ବିଜୁ ଜନତା ଦଳର ବରିଷ୍ଠ ସାଧାରଣ ସଂପାଦକ । ନିଜର ସରଳତା, ମଣିଷ ପଣିଆ ପାଇଁ ବେଶ ଲୋକପ୍ରିୟ ଇଂ ପ୍ରୀତିରଞ୍ଜନ ଘଡାଇ । ଗତ ନିର୍ବାଚନରେ ପରାଜିତ ହୋଇଛନ୍ତି । ହେଲେ ପରାଜୟର ସାମାନ୍ୟ ପ୍ରଭାବ ତାଙ୍କ ବ୍ୟକ୍ତିତ୍ୱ, ଆଚରଣ ଓ ଉଚ୍ଚାରଣ ଉପରେ ପଡି ନାହିଁ । ବିଧାୟକ ଓ ମନ୍ତ୍ରୀ ଥିଲା ବେଳେ ଯେମିତି ସୁକିନ୍ଦାରେ […]

Read More

ଜିଲ୍ଲାରେ ହଇଜା ସ୍ଥିତି ବେକାବୁ, ନେଡ଼ିଗୁଡ଼ କହୁଣିକୁ ବୋହିବା ପରେ ଚେତୁଛି ପ୍ରଶାସନ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଯାଜପୁର ଜିଲ୍ଲାରେ ହଇଜା ସ୍ଥିତି ବେକାବୁ ହୋଇ ପଡିଛି । କେବଳ ଯାଜପୁର ନୁହେଁ ରାଜ୍ୟର ଅନ୍ୟ ଜିଲ୍ଲା ଗୁଡିକୁ ବ୍ୟାପିଲାଣି ହଇଜା । ଏହି ରୋଗରେ ଆକ୍ରାନ୍ତ ରୋଗୀଙ୍କର ଦୈନିକ ମୃତ୍ୟୁ ହେଉଛି । ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୧୭ରେ ପହଞ୍ଚିଛି । ଯାହା ଚିନ୍ତାର ବିଷୟ ହୋଇଛି । ଦୀର୍ଘ ବର୍ଷ ପରେ ରାଜ୍ୟକୁ ହଇଜା ଫେରିବା ଯେତିକି ଚିନ୍ତାର ବିଷୟ, ଦିନକୁ ଦିନ ଏହା ନିୟନ୍ତ୍ରଣ ବାହାରକୁ ଚାଲିଯିବା ତା […]

Read More

ଥାଟରାଜାଙ୍କ ଦେହାନ୍ତରେ ପୂର୍ବତନ ମନ୍ତ୍ରୀଙ୍କ ଶୋକ ପ୍ରକାଶ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ପୁରୀ ଗଜପତି ମହାରାଜଙ୍କ ସାନ ଭାଇ ତଥା ଥାଟରାଜାଙ୍କ ଦେହାନ୍ତରେ ଗଭୀର ଶୋକ ପ୍ରକାଶ କରିଛନ୍ତି ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ । ସେ ନିଜ ଶୋକ ବାର୍ତ୍ତାରେ କହିଛନ୍ତି ପୁରୀର ଥାଟରାଜା ତଥା ଗଜପତି ମହାରାଜାଙ୍କ ସାନ ଭାଇ ରଣାର୍ଣ୍ଣବ ଦେବଙ୍କ ଦେହାନ୍ତ ବିଷୟରେ ଶୁଣି ମୁଁ ଗଭୀର ମର୍ମାହତ। ଦିବଂଗତ ଆତ୍ମାର ଶାନ୍ତି ଓ ସଦଗତି ପାଇଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିବା ସହିତ ପରିବାର ପ୍ରତି ଗଭୀର ସମବେଦନା […]

Read More

ମୃତକଙ୍କ ନିକଟରେ ପହଞ୍ଚିଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ଲିଡ୍ସ(ଯାଜପୁର):ସୁକିନ୍ଦା ବ୍ଲକ ହାତୀବାରି ପଞ୍ଚାୟତର ବୈରୀମାଳ ଗାଁରେ ହଇଜାରେ ଆକ୍ରାନ୍ତ ହୋଇ ବସନ୍ତ ବାରିକଙ୍କ ଦେହାନ୍ତ ହୋଇଛି । ଏହି ଖବର ପାଇ ତାଙ୍କ ବାସଭବନରେ ପହଁଚି ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣେଇବା ସହ ଅମର ଆତ୍ମାର ସଦଗତି କାମନା କରିଛନ୍ତି ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ । ଏହି ଅବସରରେ ଗ୍ରାମବାସୀ ମାନଙ୍କୁ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦେଇଥିଲେ ।

Read More

ନାମ ସଂକୀର୍ତ୍ତନ ମହାକୁମ୍ଭରେ ଯୋଗଦେଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ଲିଡ୍ସ(ଯାଜପୁର): ଗଣପର୍ବ ରଜ ଅବସରରେ ସୁକିନ୍ଦା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ରାଙ୍କିଆ ସ୍ଥିତ ମାତଙ୍କ ୠଷି ରାମ ମନ୍ଦିରଠାରେ ନାମ ସଂକୀର୍ତ୍ତନ ମହାକୁମ୍ଭର ପ୍ରଥମ ବାର୍ଷିକ ଉତ୍ସବ ଆୟୋଜିତ ହେଉଛି । ରଜ ତିନି ଦିନ ଧରି ଚାଲିବାକୁ ଥିବା ଏହି ଉତ୍ସବର ୨ୟ ଦିବସରେ ଯୋଗଦାନ କରିଛନ୍ତି ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ । ଶହ ଶହ ଭକ୍ତଙ୍କ ଉପସ୍ଥିତିରେ ନିଜକୁ ସାମିଲ୍ କରି ଆଶିର୍ବାଦ ଭିକ୍ଷା କରିଥିଲେ । ତାଙ୍କ ସହିତ […]

Read More

ଭୁଶୁଡିଲା ସେତୁ, ଭାସିଗଲେ ୨୦ ପର୍ଯ୍ୟଟକ, ଉଦ୍ଧାର ଜାରୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ପୁଣେର ଇନ୍ଦ୍ରାୟଣୀ ନଦୀରେ ଥିବା ପାଦଚଲା ସେତୁ ଭୁଶୁଡି ପଡିଛି । ସେତୁ ଭୁଶୁଡି ପଡିବାରୁ ଅନ୍ୟୁନ ୨୦ ଜଣ ପର୍ଯ୍ୟଟକ ଭାସି ଯାଇଥିବା ଜଣା ଯାଇଛି । ନିଖୋଜ ଲୋକ ମାନଙ୍କୁ ଉଦ୍ଧାର କରିବା ପାଇଁ ଜୋରଦାର ଉଦ୍ୟମ ଚାଲିଛି । ମହାରାଷ୍ଟ୍ର ପୁଣେରେ ଆଜି ଅପରାହ୍ନରେ ତଲେଗାଓଁ ଅଞ୍ଚଳରେ ଇନ୍ଦ୍ରାୟଣୀ ନଦୀ ଉପରେ ଥିବା ଏକ ପାଦଚଲା ସେତୁ ଭୁଶୁଡି ଯାଇଛି । ଏହି ଦୁର୍ଘଟଣା ସମୟରେ ସେତୁ ଉପରେ ପ୍ରାୟ […]

Read More

ଶ୍ରୀ ମନ୍ଦିରରେ ଅଣସର ସମୟରେ ଅଲାରନାଥ ଦର୍ଶନ କରି ଆଶିଷ ଭିକ୍ଷା କରନ୍ତି ଶ୍ରଦ୍ଧାଳୁ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ମହାପ୍ରଭୁ ମାନବୀୟ ଲୀଳା କରୁଥିଲା ବେଳେ ଗ୍ରୀଷ୍ମ ଉତ୍ତାପରୁ ମୁକ୍ତି ପାଇବା ପାଇଁ ମହାପ୍ରଭୁ ଜଗନ୍ନାଥ, ପ୍ରଭୁ ବଳଭଦ୍ର ଏବଂ ଦେବୀ ସୁଭଦ୍ରା ସ୍ନାନ କରନ୍ତି । ପରବର୍ତ୍ତୀ ସମୟରେ, ପରମ୍ପରା ଅନୁଯାୟୀ, ସେମାନେ ପରବର୍ତ୍ତୀ ୧୫ ଦିନ ପାଇଁ ଜ୍ୱରରେ ପୀଡିତ ହୁଅନ୍ତି। ଅଣସର ଘରେ ସେମାନଙ୍କ ଚିକିତ୍ସା କରାଯାଏ । ଏହି ସମୟରେ ସେବକମାନେ ଗୁପ୍ତ ରୀତିନୀତି ପାଳନ କରନ୍ତି । ଅଣସର ସମୟରେ ଶ୍ରଦ୍ଧାଳୁ ତିନି ଦିଅଁଙ୍କୁ ଦର୍ଶନ କରି […]

Read More

ରାଜ୍ୟରେ ହଇଜା ସ୍ଥିତି ନେଇ ଚିନ୍ତା ପ୍ରକଟ କଲେ ନବୀନ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ ହଇଜା ସ୍ଥିତି ଚିନ୍ତା ଜନକ ହେଉଛି । ଆଜି ସୁଦ୍ଧା ହଇଜାରେ ୧୪ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି । ଯାଜପୁର ଜିଲ୍ଲାରୁ ଆରମ୍ଭ ହୋଇଥିବା ହଇଜା ଏବେ କେନ୍ଦ୍ରାପଡା, କେନ୍ଦୁଝର, ଭଦ୍ରକ ଓ କଟକ ଜିଲ୍ଲାକୁ ବ୍ୟାପି ଚାଲିଛି । ଏହାକୁ ନେଇ ଗଭୀର ଚିନ୍ତା ପ୍ରକଟ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଵିରୋଧି ଦଳ ନେତା ନବୀନ ପଟ୍ଟନାୟକ । ହଇଜାରେ ମୃତ ବ୍ୟକ୍ତିଙ୍କ ପ୍ରତି ଗଭୀର […]

Read More

ଯାଜପୁରରେ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ

ଓଡ଼ିଶା ଲିଡ୍ସ(ଯାଜପୁର): ଆଜି ସ୍ୱାସ୍ଥ୍ୟମନ୍ତ୍ରୀ ଡା. ମୁକେଶ ମହଲିଙ୍ଗ ଯାଜପୁର ଜିଲ୍ଲା ଗସ୍ତ କରିଛନ୍ତି । ଏହି ଅବସରରେ ସେ ବିଭିନ୍ନ ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରକୁ ଯାଇ ରୋଗୀ ଓ ଡାକ୍ତରଙ୍କ ସହିତ ଆଲୋଚନା କରିଛନ୍ତି । ଏହା ପରେ ସେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଯାଇ ସେଠାରେ ସ୍ଥିତି ପରଖିବା ସହିତ ରୋଗୀ ମାନଙ୍କ ସହିତ ଆଲୋଚନା କରିଥିଲେ । ଏହା ପରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ଡାଇରିଆ ସମ୍ପର୍କିତ ସମୀକ୍ଷା ବୈଠକରେ ଯୋଗ […]

Read More

କେଦାରନାଥରେ ହେଲିକପ୍ଟର ଦୁର୍ଘଟଣା, ପାଇଲଟଙ୍କ ସମେତ ୭ ମୃତ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଗୁଜୁରାଟ ଅହମ୍ମଦାବାଦ ବିମାନ ଦୁର୍ଘଟଣା ଘଟଣା ମନରୁ ନ ଲିଭୁଣୁ କେଦାରନାଥରେ ଏକ ଯାତ୍ରୀବାହି ହେଲିକପ୍ଟର ଦୁର୍ଘଟଣା ଗ୍ରସ୍ତ ହୋଇଥିବା ଜଣା ଯାଇଛି । ଏହି ଦୁର୍ଘଟଣାରେ ହେଲିକପ୍ଟର ପାଇଲଟଙ୍କ ସମେତ ୭ ଜଣଙ୍କ ଶୋଚନୀୟ ମୃତ୍ୟୁ ହୋଇଛି ବୋଲି ସୂଚନା ମିଳିଛି । ଡେରାଡୁନରୁ କେଦାରନାଥ ଯାଉଥିଲା ବେଳେ ଏହି ଦୁର୍ଘଟଣା ଘଟିଛି । ପାଗ ଖରାପ ଯୋଗୁ ଏହି ଦୁର୍ଘଟଣା ଘଟିଥିବା ପ୍ରାଥମିକ ଭାବେ ଜଣା ଯାଇଛି । ଗୌରୀକୁଣ୍ଡ ନିକଟରେ […]

Read More