Skip to main content

orissaleads

ମୁକୁଳା ପଡିଛି ଚନ୍ଦନପୁର ଘାଇ: ପଦକ୍ଷେପ ନେଉନାହିଁ ଜଳ ସମ୍ପଦ ବିଭାଗ

ମୁକୁଳା ପଡିଛି ଚନ୍ଦନପୁର ଘାଇ: ପଦକ୍ଷେପ ନେଉନାହିଁ ଜଳ ସମ୍ପଦ ବିଭାଗ

ସିଆଣ୍ଡି ପଞ୍ଚାୟତରେ ବିଜୁ ଜନତା ଦଳର ସାଂଗଠନିକ ବୈଠକ

ସିଆଣ୍ଡି ପଞ୍ଚାୟତରେ ବିଜୁ ଜନତା ଦଳର ସାଂଗଠନିକ ବୈଠକ

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

Winnerzin peliaulan osiot kertovat eri pelitavoista

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

Blog Post

orissaleads > Articles by: orissaleads@admin

ଶ୍ରୀମୟୀ ମିଶ୍ର ବିଜେଡିରୁ ନିଲମ୍ବିତ

ଓଡ଼ିଶା ଲିଡ୍ସ(ବ୍ୟୁରୋ): କିଛିଦିନ ହେବ ଚର୍ଚ୍ଚାରେ ଥିବା ବିଜେଡି ନେତ୍ରୀ ଶ୍ରୀମୟୀ ମିଶ୍ରଙ୍କୁ ବିଜେଡି ଆଜି ନିଲମ୍ବିତ କରିଛି ଦଳରୁ । ଦଳ ଵିରୋଧି କାମ ପାଇଁ ଦଳ ତାଙ୍କୁ ନିଲମ୍ବିତ କରିଛି । ପୂର୍ବରୁ ଶ୍ରୀମୟୀ ବିଭିନ୍ନ ପଦପଦବୀରେ ରହିଥିଲା ବେଳେ ନିକଟରେ ତାଙ୍କୁ ଦଳ ମହିଳା ଶାଖାର ସାଧାରଣ ସମ୍ପାଦିକା ଭାବେ ନିଯୁକ୍ତି ଦେଇଥିଲା । ହେଲେ ସେ ଏହି ପଦବୀକୁ ଗ୍ରହଣ କରି ନଥିଲେ । ବରଂ ନିଜ ସାମାଜିକ ଗଣ ମାଧ୍ୟମରେ […]

Read More

ବିଧାନସଭା ଘେରିଲା ବିଜେଡି

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆଜି ଓଡ଼ିଶା ବିଧାନସଭା ସମ୍ମୁଖରେ ବିଜେଡି ଜୋରଦାର ବିକ୍ଷୋଭ ପ୍ରଦର୍ଶନ କରିଛି । ରାଜ୍ୟ ସରକାର ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥାରେ ଜନ ପ୍ରତିନିଧିଙ୍କ କ୍ଷମତାକୁ ସଙ୍କୁଚିତ କରିବା ଅଭିଯୋଗରେ ବିଧାନସଭା ଘେରାଉ କରିଛି ବିଜେଡି । ଏହାକୁ ନେଇ ବିଜେଡିର ନେତା, କର୍ମୀ ଓ ପୋଲିସଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ ହୋଇଛି । ବହୁ ନେତା ନେତ୍ରୀଙ୍କୁ ପୋଲିସ ଗିରଫ କରିଛି ।

Read More

କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି, ଆଜିଠୁ ଲାଗୁ ହେଲା ନୂଆ ଜିଏସଟି

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଦେଶବାସୀଙ୍କ ପାଇଁ କେନ୍ଦ୍ର ସରକାର ଜିଏସଟି ମୂଲ୍ୟରେ ହ୍ରାସ କରିବା ସହିତ କିଛି ଦ୍ରବ୍ୟ ଉପରେ ବୃଦ୍ଧି କରିଛନ୍ତି । ସରକାରଙ୍କ ଅନୁଯାୟୀ ଆଜିଠୁ ନେକ୍ସଟ୍ ଜେନ୍ ଜିଏସଟି ଲାଗୁ ହୋଇଛି । ଏହା ଫଳରେ ଦୈନନ୍ଦିନ ସାମଗ୍ରୀ ଶସ୍ତା ହୋଇଛି । ଯାହାକୁ ନେଇ ମଧ୍ୟବିତ୍ତଙ୍କଠୁ ଆରମ୍ଭ କରି ଚାଷୀ ଆଶ୍ୱସ୍ଥ ହୋଇଛନ୍ତି । ଆଜିଠୁ କେବଳ ତିନିଟି ସ୍ଲାବରେ ଜିଏସଟି ଲାଗୁହେବ । ଆଉ ୧୨ ପ୍ରତିଶତ ଓ ୧୮ ପ୍ରତିଶତ […]

Read More

ଅସିତ ତ୍ରିପାଠୀଙ୍କୁ ହରାଇ ଭୁବନେଶ୍ୱର କ୍ଳବର ନୂଆ ସଭାପତି ହେଲେ ପ୍ରଦୀପ ଜେନା

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଲଗାତାର ଦୁଇଥର ଭୁବନେଶ୍ୱର କ୍ଳବର ସଭାପତି ଭାବେ ନିର୍ବାଚିତ ହୋଇ ହାଟ୍ରିକ ବିଜୟ ଲକ୍ଷ୍ୟରେ ଥିବା ଅସିତ ତ୍ରିପାଠୀଙ୍କୁ ୧୮ ଖଣ୍ଡ ଭୋଟରେ ପରାଜିତ କରି ବିଜୟୀ ହୋଇଛନ୍ତି ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା । ଆଜିର ଏହି ନିର୍ବାଚନକୁ ନେଇ ପାୱାର କରିଡରରେ ବେଶ ଚର୍ଚ୍ଚା ହୋଇଥିଲା । ଶେଷରେ ପ୍ରଦୀପ ଜେନା ବିଜୟୀ ହୋଇ ଭୁବନେଶ୍ୱର କ୍ଳବର ନୂଆ ସଭାପତି ହୋଇଛନ୍ତି ।

Read More

ରାଜ୍ୟରେ ଜୋର ଧରୁଛି GEN-Z ଚର୍ଚ୍ଚା, ଯୁବଗୋଷ୍ଠିକୁ ମନାଇ ଏକତ୍ରିତ କରିବାକୁ ଡ୍ୟାନିଙ୍କ ଉଦ୍ୟମ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ନେପାଳରେ ଜେନ-ଜି ଆନ୍ଦୋଳନ ସାରା ବିଶ୍ୱରେ ଚର୍ଚ୍ଚା ସୃଷ୍ଟି କରିଛି । ନିଜର ହକ ପାଇଁ ଯୁବ ଗୋଷ୍ଠି ଏକତ୍ରିତ ହେଲେ କେଉଁ ପରିସ୍ଥିତି ସୃଷ୍ଟି ହୁଏ ନେପାଳ ଆନ୍ଦୋଳନ ତାର ଜ୍ୱଳନ୍ତ ଉଦାହରଣ । ନେପାଳରେ ସରକାର ପରିବର୍ତ୍ତନ ପରେ ଜେନ-ଜି ଆଲୋଚନା ପ୍ରାୟତଃ ଥମି ଯାଉଥିଲା ବେଳେ ଓଡ଼ିଶାରେ ଏବେ ଏହାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉନାହିଁ । ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ସାଧାରଣ […]

Read More

ଭୁବନେଶ୍ବର କ୍ଲବର ସଭାପତି ନିର୍ବାଚନ, ମୁହାଁମୁହିଁ ଦୁଇ ଆଇଏଏସ ଅଧିକାରୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆଜି ଭୁବନେଶ୍ବର କ୍ଲବର ସଭାପତି ନିର୍ବାଚନ ଅନୁଷ୍ଠିତ ହେଉଥିଲା ବେଳେ ସଭାପତି ପଦ ପାଇଁ ଦୁଇ ପୂର୍ବତନ ଆଇଏଏସ ଅଧିକାରୀ ମୁହାଁମୁହିଁ ହୋଇଛନ୍ତି । ଜଣେ ହେଲେ ଅସିତ ତ୍ରିପାଠୀ ଓ ଆଉ ଜଣେ ହେଲେ ପ୍ରଦୀପ ଜେନା । ଉଭୟ ରାଜ୍ୟ ସରକାରଙ୍କ ପୂର୍ବତନ ମୁଖ୍ୟ ଶାସନ ସଚିବ । ଆସିତ ତ୍ରିପାଠୀ ତୃତୀୟ ଥର ପାଇଁ ସଭାପତି ପଦ ପାଇଁ ନିର୍ବାଚନ ଲଢୁଥିବା ବେଳେ ପ୍ରଥମ ଥର ପାଇଁ ଲଢ଼ୁଛନ୍ତି ପ୍ରଦୀପ […]

Read More

ନିଶାମୁକ୍ତ ଭାରତ ଗଠନ ନିମନ୍ତେ ଗଣ ଦୌଡରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ଓ କ୍ରୀଡ଼ା ମନ୍ତ୍ରୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ରାଜ୍ୟ କ୍ରୀଡା ଓ ଯୁବସେବା ବିଭାଗ ଓ ବିଜେପି ଜନତା ଯୁବ ମୋର୍ଚ୍ଚା ଦ୍ଵାରା ନିଶାମୁକ୍ତ ଭାରତ ଗଠନ ନିମନ୍ତେ ଭୁବନେଶ୍ୱର ଠାରେ ନମୋ ଯୁବ ରନ ମାରାଥନ ଆୟୋଜିତ ହୋଇଯାଇଛି । କଳିଙ୍ଗ ଷ୍ଟାଡିୟମରୁ ଜନତା ମଇଦାନ ପର୍ଯ୍ୟନ୍ତ ଆୟୋଜିତ ଏହି ମିନି ମାରାଥନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କ ସମେତ ପ୍ରାୟ ୧୦ ହଜାର ଯୁବ ସାମିଲ ହୋଇଥିଲେ । କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଗଣଶିକ୍ଷା ମନ୍ତ୍ରୀ […]

Read More

ପ୍ରଧାନମନ୍ତ୍ରୀଙ୍କ ୭୫ ତମ ଜନ୍ମ ଦିବସରେ ଯାଜପୁରରେ ରକ୍ତଦାନ ଶିବିର

ଓଡ଼ିଶା ଲିଡ୍ସ(ଯାଜପୁର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୫ ତମ ଜନ୍ମ ଦିବସ ଅବସରରେ ସାରା ଦେଶରେ ବିଭିନ୍ନ କାର୍ଯ୍ୟକ୍ରମ ମାନ ଆୟୋଜିତ ହେଉଛି । ଆଜି ଯାଜପୁର ଟାଉନ ଠାରେ ଏକ ବିଶାଳ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା । କାର୍ଯ୍ୟକ୍ରମରେ ଜିଲ୍ଲା ବିଜେପି ସଭାନେତ୍ରୀ ଦେବଜାନୀ ପ୍ରଧାନ, ଯାଜପୁର ସାଂସଦ ରବୀନ୍ଦ୍ର କୁମାର ବେହେରା, ବରିଷ୍ଠ ବିଜେପି ନେତା ଗୌତମ ରାୟ, ଜିଲ୍ଲା ବିଜେପି ସମ୍ପାଦକ ସୁରଜ ଲାଲ ସାମଲ, ଯୁବନେତା ଅକ୍ଷୟ କୁମାର ବେହେରାଙ୍କ […]

Read More

ଜର୍ଜ ତିର୍କୀଙ୍କ ଦେହାନ୍ତରେ ପୂର୍ବତନ ମନ୍ତ୍ରୀଙ୍କ ଶୋକ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ବିରମିତ୍ରପୁରର ପୂର୍ବତନ ବିଧାୟକ ଜର୍ଜ ତିର୍କୀଙ୍କର ଦେହାନ୍ତ ହୋଇ ଯାଇଛି । ଭୁବନେଶ୍ୱର ସ୍ଥିତ ଏକ ଘରୋଇ ଚିକିତ୍ସାଳୟରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କ ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା । ଜଣେ ବିଶିଷ୍ଠ ଆଦିବାସୀ ନେତା ଭାବେ ତାଙ୍କର ବେଶ ଖ୍ୟାତି ରହିଥିଲା । ତାଙ୍କ ଦେହାନ୍ତରେ ବିଭିନ୍ନ ମହଲରେ ଗଭୀର ଶୋକ ପ୍ରକାଶ ପାଇଛି । ତାଙ୍କ ଦେହାନ୍ତ ଖବର ପାଇ ପୂର୍ବତନ ଗ୍ରାମ୍ୟ […]

Read More

ଛାତ୍ରଛାତ୍ରୀ ଓ ଯୁବକଙ୍କ ଉଡାଣରେ ବାଧା, ଜେନ-ଜି ଉଦାହରଣ ଦେଇ ଦ୍ଵିତୀୟ ପୋଷ୍ଟ କଲେ ପ୍ରୀତିରଞ୍ଜନ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ବିଶ୍ୱର ଅନ୍ୟତମ ପ୍ରସିଦ୍ଧ ଫୁଟବଲ ଖେଳାଳି ଖ୍ରୀଷ୍ଟିଆନୋ ରୋନାଲଡୋଙ୍କ ଜୀବନର ଏକ ଘଟଣା ଓ ତାଙ୍କ ବକ୍ତବ୍ୟ ବେଶ ପ୍ରଣିଧାନ ଯୋଗ୍ୟ । ଅତ୍ୟନ୍ତ ଗରିବ ପରିବାରରେ ଜନ୍ମ ହୋଇ ନିଜ ପ୍ରତିଭା ବଦଳରେ ସେ ଏବେ ଅମାପ ସମ୍ପତ୍ତିର ମାଲିକ । ନିଜ ପରିବାର ପାଇଁ ଏକ ବିଳାଶ ପୂର୍ଣ୍ଣ ବିମାନ କିଣିବାକୁ ଯିବା ବେଳେ ନିଜ ପିଲାଦିନ କଥା ମନେ ପଡ଼ିଲା ପିଲାଦିନେ ସେ କିଭଳି ଚାଲି ଚାଲି ଦଶ କି.ମି […]

Read More