Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > Articles by: orissaleads@admin

ହାତିବାରୀ ପଞ୍ଚୟତ ସଂଗଠନ ମଜବୁତ କରିବାକୁ ଆଲୋଚନା

ଓଡ଼ିଶା ଲିଡ୍ସ(ଯାଜପୁର):ହାତିବାରୀ ପଞ୍ଚାୟତରେ ବିଜୁ ଜନତା ଦଳର ସଂଗଠନକୁ ଅଧିକ ସୁଦୃଢ କରିବା ପାଇଁ ଆଜି ବୈଠକ ଅନୁଷ୍ଠିତ ହୋଇ ଯାଇଛି । ବୈଠକରେ ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ ଯୋଗଦେଇ କର୍ମୀ ମାନଙ୍କ ସହିତ ଆଲୋଚନା କରିଥିଲେ । ଆଲୋଚନାରେ ଯୁବ ନେତା ଦେବୀ ପ୍ରସାଦ ମହାନ୍ତି, ବିଦ୍ୟାଧର ମଲ୍ଲିକ, ଖିରୋଦ କୁମାର ମଲ୍ଲିକ, ଗୋପୀନାଥ ମଲ୍ଲିକ, କାଳନ୍ଦୀ ଦାସ ଓ ଅନ୍ୟାନ୍ୟ ନେତୃମଣ୍ଡଳୀ ମାନେ ଉପସ୍ଥିତ ରହି ସୁକିନ୍ଦାର ସ୍ୱାଭିମାନ ଓ ସମ୍ମାନ […]

Read More

ରାଜ୍ୟକୁ ଗର୍ବିତ କରିଛନ୍ତି ଅନିମେଶ-ଇଂ ପ୍ରୀତିରଞ୍ଜନ ଘଡାଇ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଓଡ଼ିଆ ଆଥଲେଟ ଅନିମେଶ କୁଜୁର ଦକ୍ଷିଣ କୋରିଆ ଗୁମି ଠାରେ ଆୟୋଜିତ ହେଉଥିବା ଏସିଆନ ଆଥେଲେଟିକ ଚମ୍ପିୟାନସିପ ୨୦୨୫ ରେ ଦ୍ଵିତୀୟ ଭାରତୀୟ ଭାବେ ୨୦୦ ମିଟର ଦୌଡ଼ରେ ବ୍ରୋଞ୍ଜ ପଦକ ବିଜୟୀ ହୋଇଛନ୍ତି । ଏହା ସହିତ ସେ ୨୦୦ ମିଟର ଦୌଡ଼ରେ ଜାତୀୟ ରେକର୍ଡ ମଧ୍ୟ ପ୍ରତିଷ୍ଠା କରିଛନ୍ତି । ତାଙ୍କର ଏହି ସଫଳତାକୁ ନେଇ ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ ତାଙ୍କୁ ଶୁଭେଚ୍ଛା ଜଣାଇବା ସହିତ ଆଗକୁ ସେ […]

Read More

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଅପରେସନ ସିନ୍ଦୂର ଏକ ଝଲକ ମାତ୍ର ଥିଲା, ଭାରତ ଚାହିଥିଲେ ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ବୋଲି କହିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ସେ ଆହୁରି ମଧ୍ୟ କହିଛନ୍ତି ୧୯୭୧ ଯୁଦ୍ଧ ସମୟରେ ଭାରତ ବାଂଲାଦେଶ ଗଠନ କରି ପାକିସ୍ତାନକୁ ଦୁଇ ଭାଗରେ ବିଭକ୍ତ କରିଥିଲା। ସେ ଆହୁରି କହିଛନ୍ତି ଯଦି ଅପରେସନ ସିନ୍ଦୂର ସମୟରେ ଭାରତୀୟ ନୌସେନା ନିଜର ପୂର୍ଣ୍ଣ ଶକ୍ତି ପ୍ରଦର୍ଶନ କରିଥାନ୍ତା, ତେବେ ପାକିସ୍ତାନ ଚାରି ଭାଗରେ […]

Read More

ନିଖୋଜଙ୍କ ଉଦ୍ଧାର ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ସହିତ କୋରେଇ ବିଧାୟକଙ୍କ ଆଲୋଚନା

ଓଡ଼ିଶା ଲିଡ୍ସ(ବ୍ୟୁରୋ):ସିକିମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ନିଖୋଜ ଥିବା ଯାଜପୁରର ବିଜେପି ନେତ୍ରୀ ଇତିଶ୍ରୀ ଜେନାଙ୍କ ଉଦ୍ଧାର କାର୍ଯ୍ୟ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଆଲୋଚନା କରିଛନ୍ତି କୋରେଇ ବିଧାୟକ ଆକାଶ ଦାସ ନାୟକ । ଆଲୋଚନା ସମୟରେ ଉଦ୍ଧାର ହୋଇ ଗ୍ୟାଙ୍ଗଟକ୍ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା ତାଙ୍କର ପୁଅ ଏବଂ ପୁତୁରାଙ୍କୁ ଉନ୍ନତ ମାନର ଚିକିତ୍ସା ପାଇଁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରି ସମସ୍ତ ପ୍ରକାର ସୁବିଧା ସୁଯୋଗ ଯୋଗାଇଦେବା ନେଇ ମୁଖ୍ୟମନ୍ତ୍ରୀ […]

Read More

ମଙ୍ଗଳା ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଇଂ ପ୍ରୀତିରଞ୍ଜନ ଘଡାଇଙ୍କ ଯୋଗଦାନ

ଓଡ଼ିଶା ଲିଡ୍ସ(ଯାଜପୁର): ଦାନଗଦୀ ବ୍ଲକ୍ ରାଣୀପଡା ଗାଁରେ ନିର୍ମାଣ ହୋଇଥିବା ମଙ୍ଗଳା ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗ ଦେଇଛନ୍ତି ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ । ସେଠାରେ ପୂଜାର୍ଚ୍ଚନ କରିବା ସହିତ ମା ମଙ୍ଗଳାଙ୍କ ନିକଟରେ ସମସ୍ତଙ୍କ ମଙ୍ଗଳ କାମନା କରିଥିଲେ । ଆୟୋଜକ ଗ୍ରାମବାସୀଙ୍କ ପକ୍ଷରୁ ତାଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା ।

Read More

ଦୁର୍ଘଟଣାଗ୍ରସ୍ତଙ୍କ ପରିବାରକୁ ଇଂ ପ୍ରୀତିରଞ୍ଜନ ଘଡାଇଙ୍କ ସମବେଦନା, ସୁରକ୍ଷିତ ଉଦ୍ଧାର କାମନା

ଓଡ଼ିଶା ଲିଡ୍ସ(ଯାଜପୁର):ସିକ୍କିମକୁ ବୁଲିବାକୁ ଯାଇଥିବା ବ୍ୟାସନଗର ଅଞ୍ଚଳର ଲୋକମାନଙ୍କ ମଧ୍ୟରୁ କିଛି ଲୋକ ଦୁର୍ଘଟଣାର ଶିକାର ହୋଇଥିବା ଖବର ମିଳିଛି । ସେମାନଙ୍କ ମଧ୍ୟରୁ ଶ୍ରୀମତୀ ଇତିଶ୍ରୀ ଜେନା ଏବଂ ତାଙ୍କ ପରିବାରକୁ ନେଇ ଯାଉଥିବା ପର୍ଯ୍ୟଟକ ବସ ପ୍ରାୟ ଏକ ହଜାର ଫୁଟ ତଳକୁ ଖସି ତିସ୍ତା ନଦୀ ପଡିଥିବା ଖବର ବିଷୟରେ ଜାଣି ମୁଁ ଦୁଃଖିତ । ଇତିଶ୍ରୀଙ୍କ ସହିତ ଅନ୍ୟ ମାନେ ନିଖୋଜ ଥିବା ଖବର ବ୍ୟାସନଗର ବାସୀଙ୍କ ସହିତ ମତେ ମଧ୍ୟ […]

Read More

ସୁକିନ୍ଦା କ୍ରୋମାଇଟ ଉପରେ ଲୁଟେରାଙ୍କ ଲୋଲୁପ ଦୃଷ୍ଟି, ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ସୁକିନ୍ଦାର ଉଚ୍ଚମାନର କ୍ରୋମାଇଟ ଉପରେ ଖଣି ମାଫିଆଙ୍କ ଲୋଲୁପ ଦୃଷ୍ଟି ପଡିଛି । ବନ୍ଦ ଥିବା ଭୀମଟାଙ୍ଗର ନିକଟ ଏକ ଖଣିରୁ ୫୦ ରୁ ଉର୍ଦ୍ଧ୍ବ ଟ୍ରିପ ଉଚ୍ଚମାନର କ୍ରୋମାଇଟ ଲୁଟେରା ଲୁଟ କଲା ପରେ ଲୁଟରେ ବ୍ୟବହୃତ ଗୋଟିଏ ଜେସିବି ଓ ଗୋଟିଏ ହାଇୱା ଜବତ ହୋଇଛି । ଏହି ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଥିଲା ବେଳେ ପ୍ରଶାସନର ପାରିବା ପଣିଆ ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି । ଆଜି ଏ ନେଇ […]

Read More

ବରିଷ୍ଠ ଆଇପିଏସ ଅଧିକାରୀ କୁଳମଣି ଦେଓଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ବରିଷ୍ଠ ଆଇପିଏସ ଅଧିକାରୀ କୁଳମଣି ଦେଓଙ୍କ ଦେହାନ୍ତ ହୋଇ ଯାଇଛି । ଏହି ଖବର ପାଇ ଗଭୀର ଶୋକ ପ୍ରକାଶ କରିଛନ୍ତି ପୂର୍ବତନ ଗ୍ରାମ୍ୟ ଉନ୍ନୟନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ । ନିଜ ଶୋକ ବାର୍ତ୍ତାରେ ଇଂ ଘଡାଇ କହିଛନ୍ତି ସ୍ୱର୍ଗତ ଦେଓ ଜଣେ ଦକ୍ଷ ପୋଲିସ ଅଧିକାରୀ ଭାବେ ଖୁବ ଲୋକପ୍ରିୟ ଥିଲେ । ତାଙ୍କ ଆତ୍ମାର ସଦଗତି କାମନା କରିବା ସହିତ ତାଙ୍କ […]

Read More

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ଓଡ଼ିଶା ଲିଡ୍ସ(ଯାଜପୁର): ନିର୍ବାଚନ ପରଠାରୁ ସୁକିନ୍ଦାରେ ଧନଜୀବନ ଅସୁରକ୍ଷିତ ହୋଇ ପଡିଛି । ଦୈନିକ ରାଜନୈତିକ ହିଂସାକାଣ୍ଡ ଦେଖିବାକୁ ମିଳୁଛି । ବିଜେପି କର୍ମୀ ମାନେ ପ୍ରତିହିଂସା ପରାୟଣ ହୋଇ ରକ୍ତପାତ କରୁଛନ୍ତି । ଉଦ୍ଦେଶ୍ୟ ମୂଳକ ଭାବେ ଶ୍ରମିକ, ସାମ୍ବାଦିକ ଏବଂ ବିଜେଡିର କର୍ମକର୍ତ୍ତାଙ୍କୁ ପ୍ରତିଦିନ ଆକ୍ରମଣ କରାଯାଉଛି।ସୁକିନ୍ଦାରେ ଶାନ୍ତି ଫେରାଇ ଆଣିବା ପାଇଁ ବିଜେଡି ପକ୍ଷରୁ ଜୁନ ୬କୁ କଳା ଦିବସ ଭାବେ ପାଳନ ସହ ଶାନ୍ତିପୂର୍ଣ୍ଣ ଆନ୍ଦୋଳନ କରାଯିବାକୁ ବିଜେଡି ପକ୍ଷରୁ ନିଷ୍ପତ୍ତି […]

Read More

ଅଭିନାଶଙ୍କୁ ପୂର୍ବତନ ମନ୍ତ୍ରୀଙ୍କ ଶୁଭେଛା

ଓଡ଼ିଶା ଲିଡ୍ସ(ଯାଜପୁର): ସୁକିନ୍ଦାଗଡ଼ର ଅମ୍ବୁଜ ପଣ୍ଡାଙ୍କ ପୁଅ ଅଭିନାଶ ପଣ୍ଡା ଚଳିତ ବର୍ଷ +୨ ବିଜ୍ଞାନ ପରୀକ୍ଷାରେ ଯାଜପୁର ଜିଲ୍ଲାରେ ପ୍ରଥମ ସ୍ଥାନ ଅଧିକାର କରିବା ସହିତ ଓଡ଼ିଶାରେ ତୃତୀୟ ସ୍ଥାନ ଅଧିକାର କରି ଉତ୍ତୀର୍ଣ୍ଣ ହୋଇଛନ୍ତି । ଏହି ସଫଳତାକୁ ନେଇ ତାଙ୍କୁ ଶୁଭେଛା ଜଣାଇବା ସହିତ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ

Read More