Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > Articles by: orissaleads@admin

ଭାରତର ଆକ୍ରମଣରେ ଜୈସ ଅନ୍ୟତମ ମୁଖ୍ୟ ରୌଫ ଆଝାର ମୃତ

ଓଡ଼ିଶା ଲିଡ୍ସ(ବ୍ୟୁରୋ):ମଇ ୭ ରାତିରେ ପାକିସ୍ତାନ ଉପରେ ଭାରତ ସାମରିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନଅଟି ସ୍ଥାନରେ ଆକ୍ରମଣ କରିଥିଲା । ଏହି ସ୍ଥାନ ଗୁଡିକରେ ଆତଙ୍କବାଦୀ କାର୍ଯ୍ୟକଳାପ ଚାଲିଥିଲା । ଏହି ଆକ୍ରମଣରେ ଭାରତର ମୋଷ୍ଟ ଓ୍ବାଣ୍ଟେଡ୍ ଆତଙ୍କବାଦୀ ମାସୁଦ ଆଝାରର ପରିବାର ସଫା ହୋଇଯାଇଛି । ଆଝାର ପରିବାରର ମୋଟ ୧୦ ଜଣ ସଦସ୍ୟ ମୃତ୍ୟୁବରଣ କରିଛନ୍ତି। ସେମାନଙ୍କ ମଧ୍ୟରେ ରହିଛି ମାସୁଦର ଭାଇ ରୌଫ ଆଝାର । ୧୯୯୯ ମସିହାରେ ମାସୁଦ ଆଝାର […]

Read More

ନରେନ୍ଦ୍ର ମୋଦୀ ଷ୍ଟାଡିୟମକୁ ବୋମାରେ ଉଡାଇଦେବୁ, ମେଲରେ ଧମକ ପୂର୍ଣ୍ଣ ଚିଠି

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଅପରେଶନ ସିନ୍ଦୁର ଜରିଆରେ ଇଣ୍ଡିଆନ୍ ଆର୍ମି ପାକିସ୍ତାନ ଏବଂ ପାକିସ୍ତାନ କବଜାରେ ଥିବା କାଶ୍ମୀରର ୯ଟି ଠିକଣାକୁ ଟାର୍ଗେଟ୍ କରି ଧ୍ବଂସ କରିଛି ।ଭାରତୀୟ ସେନା ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେବା କାର୍ଯ୍ୟ ଆରମ୍ଭ କରିଛି । ଶତ୍ରୁଦେଶ ପାକିସ୍ତାନ ଏବେ ଥରହର । ବିଶ୍ୱର ସର୍ବାଧିକ ଲୋକପ୍ରିୟ କ୍ରିକେଟ ପ୍ରତିଯୋଗିତା ଆଇପିଏଲ୍ ୨୦୨୫ ଚାଲିଥିବା ବେଳେ ପାକିସ୍ତାନ ନାମରେ ଆସିଥିବା ମେଲରେ ଅହମ୍ମଦାବାଦରେ ଥିବା ନରେନ୍ଦ୍ର ମୋଦୀ କ୍ରିକେଟ୍ ଷ୍ଟାଡିୟମକୁ ବୋମାରେ […]

Read More

କଂଗ୍ରେସ ସବୁ ସମୟରେ ସେନା ଏବଂ ସରକାର ସହ ଅଛି, ଆତଙ୍କବାଦର ମୂଳୋତ୍ପାଟନ କରନ୍ତୁ ସରକାର- ରାହୁଲ ଗାନ୍ଧୀ

ଓଡ଼ିଶା ଲିଡ୍ସ (ବ୍ୟୁରୋ): ଅପରେସନ ସିନ୍ଦୂର ପାକିସ୍ତାନକୁ ଥର ହର କରୁଥିଲା ବେଳେ ସେନା କାର୍ଯ୍ୟାନୁଷ୍ଠାନ କୁ ସମର୍ଥନ କରିଛି ମୁଖ୍ୟ ବିରୋଧୀ ଦଳ କଂଗ୍ରେସ । ଏପରି ସମୟରେ ସମସ୍ତ ବିରୋଧୀ ଦଳ ମଧ୍ୟ ସରକାରଙ୍କ କାର୍ଯ୍ୟାନୁଷ୍ଠାନକୁ ସମର୍ଥନ ଦେଇ ଦେଶ ଗର୍ବିତ ବୋଲି ଦୃଢତାର ସହ କହିଛନ୍ତି । ରାତି ଅଧରେ ବେଶ୍ ସଫଳତା ଏବଂ ଟାର୍ଗେଟ ଭିତ୍ତିକ ଆକ୍ରମଣ କରି ଭାରତୀୟ ସେନା ପାକିସ୍ତାନ ଏବଂ ପାକ୍ ଅଧିକୃତ କାଶ୍ମୀର (ପିଓକେ)ରେ ତିନି […]

Read More

ଅପରେସନ ସିନ୍ଦୂର ଏୟାର ଷ୍ଟ୍ରାଇକ, ପଦକ୍ଷେପକୁ ଭାରତୀୟ କ୍ରିକେଟରଙ୍କ ସ୍ୱାଗତ

ଡ଼ିଶା ଲିଡ୍ସ(ବ୍ୟୁରୋ): ଗତକାଲି ମଧ୍ୟ ରାତ୍ରିରେ ପାକିସ୍ତାନର ଆତଙ୍କବାଦୀ ଆଡ୍ଡା ଉପରେ ଭାରତୀୟ ସେନା କରିଥିବା ଆକ୍ରମଣକୁ ଭାରତୀୟ କ୍ରିକେଟର ପ୍ରଶଂସା କରିଛନ୍ତି । କ୍ରିକେଟର ମାନେ କହିଛନ୍ତି ପ୍ରତ୍ୟେକ ଭାରତୀୟଙ୍କ ଅପେକ୍ଷାର ଅନ୍ତ ଘଟିଛି । ପ୍ରଶଂସାରେ ଶତମୁଖ ଭାରତର ପୂର୍ବତନ କ୍ରିକେଟର ବୀରେନ୍ଦ୍ର ସେହୱାଗ କହିଛନ୍ତି ପାକିସ୍ତାନ ଉପରେ ‘ଅପରେସନ ସିନ୍ଦୂର’ ନାମରେ ହୋଇଥିବା ଆକ୍ରମଣ ଶକ୍ତିଶାଳୀ । ସେ ତାଙ୍କ ସୋସିଆଲ ମିଡିଆ ସାଇଟରେ ଏକ ଜାତୀୟତାବାଦୀ ପୋଷ୍ଟ କରିଛନ୍ତି । ପୋଷ୍ଟରେ […]

Read More

ଭାରତୀୟ ସେନାର ବିରତ୍ୱକୁ ନେଇ ଦେଶବାସୀ ଗର୍ବିତ: ରାଜନାଥ ସିଂ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ପାକିସ୍ତାନ ଓ ପାକିସ୍ତାନ ଅଧିକୃତ ଜମ୍ମୁ ଓ କାଶ୍ମୀରରେ ଭାରତୀୟ ଯବାନ ମାନେ ଯେଉଁ ଭଳି ବୀରତ୍ବର ସହ ଷ୍ଟ୍ରାଇକ କରିଛନ୍ତି ତାହା ପ୍ରସଂଶନୀୟ ବୋଲି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ କହିଛନ୍ତି। ଏହା ସହିତ ସେ ଆହୁରି ମଧ୍ୟ କହିଛନ୍ତି ଆମ ସହିତ ଯିଏ ଲାଗିବ ସେ ମରିବ। ପହଲଗାମ ଆତଙ୍କୀ ହମଲାରେ ୨୬ ଜଣଙ୍କ ମୃତ୍ୟୁର ପ୍ରତିଶୋଧ ନେଇ ଭାରତୀୟ ସେନା ପକ୍ଷରୁ କରାଯାଇଥିବା “ଅପରେସନ ସିନ୍ଦୁର”ର ପ୍ରଶଂସାରେ ଶତମୁଖ ହୋଇଛନ୍ତି […]

Read More

ମଲ୍ଲିକାପୁର-ମାନସା ପୋଲ ରାସ୍ତା, ତିନିଟି ସ୍ଥାନରେ ହମ୍ପସ ନିର୍ମାଣ ଦାବି

ଓଡ଼ିଶା ଲିଡ୍ସ(ଯାଜପୁର): ଜିଲ୍ଲାର ଅନ୍ୟତମ ବ୍ୟସ୍ତ ବହୁଳ ରାସ୍ତା ହେଉଛି ୨୦ ନମ୍ବର ଜାତୀୟ ରାଜପଥ । ଏହି ରାସ୍ତା ଜିଲ୍ଲା ସଦର ମହକୁମା ଦେଇ ଯାଇଥିଲା ବେଳେ ଦୈନିକ ହଜାର ହଜାର ସଂଖ୍ୟାରେ ଭାରିଯାନ ଠାରୁ ନେଇ ବାଇକ ପର୍ଯ୍ୟନ୍ତh ଏହି ରାସ୍ତାରେ ଗତାଗତ କରୁଛି । ମାନସା ପୋଲ ଠାରୁ ମଲ୍ଲିକାପୁର ପର୍ଯ୍ୟନ୍ତ ରାସ୍ତା ଏବେ ମରାମତି ହୋଇ ପୁନର୍ବାର ପିଚୁ ହେଉଛି । ପିଚୁ ସମୟରେ ମାନସା ପୋଲ ଠାରୁ ମଲ୍ଲିକାପୁର ମଧ୍ୟରେ […]

Read More

ମୃତ ଅର୍ଜିତଙ୍କ ଭାଇଙ୍କୁ ମରଣାନ୍ତକ ଆକ୍ରମଣ, କଟକ ସ୍ଥାନାନ୍ତରିତ

ଓଡ଼ିଶା ଲିଡ୍ସ(ଯାଜପୁର): ଧର୍ମଶାଳା ଥାନା ଅନ୍ତର୍ଗତ ଜାରକାର ଅଜୟ କୁମାର ଜେନାଙ୍କ ଏକମାତ୍ର ପୁଅ ଅର୍ଜିତ ଜେନାଙ୍କୁ କ୍ରସର ମାଲିକ, ତାଙ୍କ ମ୍ୟାନେଜର ଓ ତାଙ୍କ ଭଣଜା ଅତି ଅମାନୁଷିକ ଭାବେ ମାଡ଼ ମାରି ହତ୍ୟା କରିଥିବା ଅଭିଯୋଗ ହୋଇଥିଲା ବେଳେ ଆଜି ମୃତ ଅର୍ଜିତଙ୍କ ମାଉସୀ ପୁଅ ଭାଇଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ କଟକ ପଠା ଯାଇଛି । ଯାଜପୁର ଜିଲ୍ଲା ଜେନାପୁର ଥାନା […]

Read More

ଅଙ୍କ ଛିଣ୍ଡୁ ନାହିଁ, ତିନି ଦଳ ସଂଗଠନ ଆଗକୁ ବଢୁନାହିଁ

ଓଡ଼ିଶା ଲିଡ୍ସ(ବ୍ୟୁରୋ): କେଉଁ ଦଳ ମଙ୍ଗୁଆଳ ନେଇ ନିଷ୍ପତ୍ତି ନେଇ ପାରୁ ନାହିଁ ତ ଆଉ କେଉଁ ଦଳ ଛାମୁଁଆ ସଂଗଠନ ଗଢି ପାରୁନାହିଁ । ରାଜ୍ୟର ତିନି ପ୍ରମୁଖ ଦଳରେ ସମାନ ସ୍ଥିତି ଦେଖିବାକୁ ମିଳିଛି । ଶାସକ ଦଳ ବିଜେପି ରାଜ୍ୟ ସଭାପତିଙ୍କ ନାମ ଘୋଷଣା କରି ପାରୁ ନଥିଲା ବେଳେ ବିଜେଡି ଓ କଂଗ୍ରେସର ସଭାପତି ଥାଇ ମଧ୍ୟ ଛାମୁଆ ସଂଗଠନ ଗଠନ ହେଇ ପାରୁ ନାହିଁ । ଏଭଳି ସ୍ଥିତି ଏବେ […]

Read More

ଅର୍ଜିତଙ୍କ ବାସଭବନରେ ପହଞ୍ଚି ତାଙ୍କ ପରିବାର ବର୍ଗଙ୍କୁ ସମବେଦନା ଜଣାଇଲେ ବିଧାୟକ ହିମାଂଶୁ

ଓଡ଼ିଶା ଲିଡ୍ସ(ଯାଜପୁର): ଏକ କ୍ରସରରେ କାର୍ଯ୍ୟ କରୁଥିବା ଅର୍ଜିତ ଜେନାଙ୍କୁ ମାଡ଼ ମାରି ହତ୍ୟା କରାଯାଇଥିଲା । ଆଜି ମୃତ ଅର୍ଜିତଙ୍କ ଘରକୁ ଯାଇ ତାଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ । ମୃତ ଅର୍ଜିତଙ୍କ ବାପାଙ୍କୁ ଭେଟି ଶୋକ ପ୍ରକାଶ କରିବା ପରେ ହିମାଂଶୁ କହିଛନ୍ତି ଏହା ଏକ ସମ୍ବେଦନଶୀଳ ଘଟଣା ଯାହା ସମସ୍ତ ଧର୍ମଶାଳାବାସୀଙ୍କୁ ମର୍ମାହତ କରିଛି । ମୁଁ ଜିଲ୍ଲା ପ୍ରଶାସନ ଓ ପୋଲିସ ଅଧିକାରୀମାନଙ୍କ ସହ […]

Read More

ରାଜା ଚକ୍ରଙ୍କ ଓକିଲଙ୍କ ବିରୋଧରେ ମନ ମୋହନ ସାମଲଙ୍କ ମାନହାନି ମକଦ୍ଦମା ଦାୟର

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆର୍ଥିକ ଅନିୟମିତତା ମାମଲାରେ ଛନ୍ଦି ହୋଇଥିବା ବିଜେଡି ନେତା ରାଜା ଚକ୍ରଙ୍କ ଓକିଲ ସୀତାଂଶୁ ଦ୍ବିବେଦୀଙ୍କ ବିରୋଧରେ ମାନହାନି ମକଦ୍ଦମା ଦାୟର କରିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ଶ୍ରୀ ସାମଲ ଆଜି ବାଲେଶ୍ୱର ଏସଡିଜେଏମ କୋର୍ଟରେ ସୀତାଂଶୁ ଦ୍ବିବେଦୀଙ୍କ ବିରୋଧରେ ମାନହାନି ମକଦ୍ଦମା ଦାୟର କରିଛନ୍ତି। ଗଣମାଧ୍ୟମକୁ ଶ୍ରୀ ସାମଲ କହିଛନ୍ତି, ଏଭଳି ଅଭିଯୋଗ ଭିତ୍ତିହୀନ, ମନ ଗଢ଼ା ଓ ଉଦ୍ଦେଶ୍ୟ ପ୍ରଣୋଦିତ। ରାଜ୍ୟରେ ବିଜେପିକୁ ନିନ୍ଦିତ କରିବା ଲାଗି ଉଦ୍ଦେଶ୍ୟମୂଳକ […]

Read More