Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଆନ୍ତର୍ଜାତୀୟ > ଟ୍ରମ୍ପଙ୍କୁ ଲାଲ ଆଖି ଦେଖାଇଲା ହମାସ

ଟ୍ରମ୍ପଙ୍କୁ ଲାଲ ଆଖି ଦେଖାଇଲା ହମାସ

ଜାନୁଆରି ୧୯ ତାରିଖରେ ଆରମ୍ଭ ହୋଇଥିବା ଇସ୍ରାଏଲ ହମାସ ଅସ୍ତ୍ରବିରତି ଅନେକ ସମସ୍ୟାର ସମ୍ମୁଖୀନ ହୋଇଛି। ହମାସ ଗାଜାକୁ ପର୍ଯ୍ୟାପ୍ତ ମାନବିକ ସହାୟତା ଯୋଗାଇ ନଥିବା ନେଇ ଇସ୍ରାଏଲ ବିରୋଧରେ ଅଭିଯୋଗ କରିଥିଲା, ଫଳରେ ବନ୍ଧକଙ୍କ ମୁକ୍ତିରେ ବିଳମ୍ବ ହୋଇଥିଲା…

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କ ଧମକ ସତ୍ତ୍ୱେ, ହମାସ କେବଳ ତିନି ଜଣ ବନ୍ଧକଙ୍କୁ ମୁକ୍ତ କରିଛି। ଏଭଳି କରି ହମାସ ଟ୍ରମ୍ପଙ୍କୁ ନିଜର ଲାଲ ଆଖି ଦେଖାଇଥିବା ଅନ୍ତର୍ଜାତୀୟସ୍ତରରେ ଚର୍ଚ୍ଚା ହେଉଛି।

ଏହି ଅସ୍ତ୍ରବିରତି ସମ୍ପର୍କରେ ବାରମ୍ବାର ସମସ୍ୟା ଦେଖାଦେଇଛି। ବନ୍ଧକଙ୍କ ବଦଳରେ ଇସ୍ରାଏଲକୁ ଶହ ଶହ ପାଲେଷ୍ଟାଇନ ବନ୍ଦୀଙ୍କୁ ମୁକ୍ତ କରିବାକୁ ବାଧ୍ୟ କରାଯାଇଥିବାରୁ ଚୁକ୍ତିନାମା ବାରମ୍ବାର ସମସ୍ୟାର ସମ୍ମୁଖୀନ ହୋଇଛି।

ତିନି ଜଣ ବନ୍ଧକ ହେଉଛନ୍ତି ୩୬ବର୍ଷୀୟ ଆମେରିକୀୟ-ଇସ୍ରାଏଲୀ  ସାଗୁଇ ଡେକେଲ୍ ଚେନ୍, ୪୬ ବର୍ଷୀୟ ଇସ୍ରାଏଲୀ-ଆର୍ଜେଣ୍ଟିନା ନାଗରିକ  ଆୟାର ହର୍ନ ଏବଂ ରୁଷୀୟ-ଇସ୍ରାଏଲୀ ୨୯ ବର୍ଷୀୟ ଆଲେକଜାଣ୍ଡର (ସାଶା) ଟ୍ରୋଫାନୋଭଙ୍କୁ ୭ ଅକ୍ଟୋବର ୨୦୨୩ରେ ହମାସ ନେତୃତ୍ୱରେ ହୋଇଥିବା ଆକ୍ରମଣ ସମୟରେ ଅପହରଣ କରାଯାଇଥିଲା।

ମୁକ୍ତ ହୋଇଥିବା ବନ୍ଦୀମାନଙ୍କୁ ସ୍ୱାସ୍ଥ୍ୟ ପରୀକ୍ଷା ଏବଂ ସେମାନଙ୍କ ପରିବାର ସହିତ ପୁନଃମିଳନ ପାଇଁ ଇସ୍ରାଏଲୀ ସାମରିକ ହେପାଜତକୁ ନିଆଯାଇଥିଲା। ତିନିଜଣ ବନ୍ଧକ କ୍ଳାନ୍ତ ଜଣାପଡୁଥିଲେ। କିନ୍ତୁ ପୂର୍ବରୁ ମୁକ୍ତ ହୋଇଥିବା କିଛି ବନ୍ଦୀଙ୍କ ଅପେକ୍ଷା ସେମାନଙ୍କର ଅବସ୍ଥା ଭଲ ରହିଛି ବୋଲି ଇସ୍ରାଏଲ କହିଛି।

Leave a comment

Your email address will not be published. Required fields are marked *