Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > କ୍ରୀଡା > T-20ରେ ନ୍ୟୁଜିଲାଣ୍ଡ ବିପକ୍ଷରର ଭାରତର ସିରିଜ ବିଜୟ

T-20ରେ ନ୍ୟୁଜିଲାଣ୍ଡ ବିପକ୍ଷରର ଭାରତର ସିରିଜ ବିଜୟ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ନ୍ୟୁଜିଲାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ଜିତି ନେଇଛି ଭାରତ । ତୃତୀୟ ଟି-୨୦କୁ ୮ ୱିକେଟରେ ଜିତିବା ସହ ଆଗୁଆ ସିରିଜ୍ ବିଜୟୀ ହୋଇଛି ଭାରତ ।
ପ୍ରଥମେ ବ୍ୟାଟିଂ କରି ଭାରତ ସମ୍ମୁଖରେ ୧୫୪ ରନର ବିଜୟ ଲକ୍ଷ୍ୟ ରଖିଥିଲା ନ୍ୟୁଜିଲାଣ୍ଡ । ଯାହାକୁ ଦୁଇଟି ଉଇକେଟ ବିନିମୟରେ ୧୦ ଓଭରରେ ହାସଲ କରିଥିଲା ଭାରତ । ଭାରତ ପ୍ରଥମ ବଳରେ ସଞ୍ଜୁ ସାମସନଙ୍କ ଉଇକେଟ ହରାଇଥିଲା । ହେଲେ ଇଶାନ କିଷାନ ଓ ଅଭିଷେକ ଶର୍ମା ଜୋରଦାର ଆକ୍ରମଣ କରି ନ୍ୟୁଜିଲାଣ୍ଡ ବୋଲିଂ ମେରୁଦଣ୍ଡକୁ ଭାଙ୍ଗି ଦେଇଥିଲେ । ଇଶାନ ଆଉଟ ହେବା ପରେ ଅଭିଷେକ ଶର୍ମାଙ୍କ ସହିତ ଅଧିନାୟକ ସୂର୍ଯ୍ୟ କୁମାର ଯାଦବ ଯୋଗଦେଇଥିଲେ । ଅଭିଷେକ ୧୪ ବଲରେ ଅର୍ଦ୍ଧ ଶତକ ଅର୍ଜନ କରିଥିଲେ । ଅଭିଷେକ ଅପରାଜିତ ୬୮ ଓ ସୂର୍ଯ୍ୟ କୁମାରଙ୍କ ଅପରାଜିତ ୫୭ ରନ୍ ସଂଗ୍ରହ କରି ଭାରତକୁ ବିଜୟୀ କରିବା ସହିତ ଆଗୁଆ ସିରିଜ ବିଜୟ ଦେଇଥିଲେ । ୫ ମ୍ୟାଚ୍ ବିଶିଷ୍ଟ ସିରିଜ୍‌ରେ ଲଗାତାର ତୃତୀୟ ବିଜୟ ହାସଲ କରିଛି ଭାରତ । ମ୍ୟାଚରେ ଛକା ଓ ଚୌକାର ବର୍ଷା ହୋଇଥିଲା ଭାରତର ବ୍ୟାଟରଙ୍କ ପକ୍ଷରୁ ।

Leave a comment

Your email address will not be published. Required fields are marked *