Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > କ୍ରୀଡା > T-20 ବିଶ୍ୱକପ: ମହାଶିବରାତ୍ରୀରେ କ୍ରିକେଟ ମହାସମର

T-20 ବିଶ୍ୱକପ: ମହାଶିବରାତ୍ରୀରେ କ୍ରିକେଟ ମହାସମର

ଓଡ଼ିଶା ଲିଡ୍ସ(ବ୍ୟୁରୋ):ଆଜି ପବିତ୍ର ମହା ଶିବରାତ୍ରୀ । ଆଜିର ପବିତ୍ର ଦିନକୁ କୋଟି କୋଟି ଶୈବ ଭକ୍ତ ଚାହିଁ ରହିଥାନ୍ତି । ଦେବ ଦେବ ମହାଦେବଙ୍କୁ ପୂଜାର୍ଚ୍ଚନା କରି ଆଶିଷ କାମନା କରନ୍ତି । ଆଜିର ଦିନକୁ ମଧ୍ୟ ବେଶ କିଛିଦିନ ହେଲା ଅପେକ୍ଷା କରି ରହିଛନ୍ତି କୋଟି କୋଟି କ୍ରିକେଟ ପ୍ରେମୀ । T-20 ବିଶ୍ୱକପର ଲିଗ ପର୍ଯ୍ୟାୟରେ ଆଜି ବିଶ୍ୱ କ୍ରିକେଟର ଦୁଇ ଚିର ପ୍ରତିଦ୍ୱନ୍ଦୀ ଭାରତ ଓ ପାକିସ୍ତାନ ଭେଟା ଭେଟି ହେଉଛନ୍ତି । ଏହି ହାଇଭୋଲ୍ଟେଜ ମ୍ୟାଚ ଉପରେ ସାରା ବିଶ୍ୱର କ୍ରିକେଟ ପ୍ରେମୀଙ୍କ ନଜର ରହିଛି ।

ଚଳିତ ବିଶ୍ୱକପରେ ଭାରତ ସହିତ ନଖେଳିବାକୁ ପାକିସ୍ତାନ ନିଷ୍ପତି ନେଇଥିଲା । ହେଲେ ଚାପ ଆଗରେ ନିଜର ନିଷ୍ପତି ବଦଳାଇବାକୁ ବାଧ୍ୟ ହୋଇଥିଲା ପାକିସ୍ତାନ । ଆଜିର ଏହି ହାଇଭୋଲ୍ଟେଜ ମ୍ୟାଚ ଶ୍ରୀଲଙ୍କାର ରାଜଧାନୀ କଲମ୍ବୋରେ ଆୟୋଜିତ ହେବ । ଉଭୟ ଦଳ ଆଉ କିଛି ସମୟ ପରେ ମୁହାଁମୁହିଁ ହେବାକୁ ଯାଉଥିଲା ବେଳେ ବିସିସିଆଇ ଓ ପିସିବିର ବରିଷ୍ଠ ଅଧିକାରୀଙ୍କ ସହିତ ବିଭିନ୍ନ ଦେଶର କ୍ରିକେଟ ବୋର୍ଡ ମୁଖ୍ୟ କଲମ୍ବୋରେ ପହଞ୍ଚି ସାରିଛନ୍ତି ଏହି ମ୍ୟାଚ ଦେଖିବାକୁ । ବିଗତ କିଛି ଦିନ ମଧ୍ୟରେ ପାକିସ୍ତାନ ଦଳ ଭାରତ ନିକଟରୁ ପରାଜିତ ହେଉଥିଲା ବେଳେ ଆଜି ମ୍ୟାଚ କିଏ ଜିତିବ ତାକୁ ନେଇ ଉତ୍କଣ୍ଠା ବଢି ଯାଇଛି । କ୍ରିକେଟ ଅନିଶ୍ଚିତତାର ଖେଳ ହୋଇଥିବାରୁ ଉଭୟ ଦଳ ବିଜୟୀ ହେବାକୁ ପଡିଆରେ ଜୋରଦାର ସଂଘର୍ଷ କରିବେ । ସୂର୍ଯ୍ୟସେନା ସହିତ ସଲମାନ ସେନା ଏହି ହାଇଭୋଲ୍ଟେଜ ମ୍ୟାଚ ଖେଳିବାକୁ ଯାଉଥିଲା ବେଳେ ଭାରତର ଅଭିଷେକ ଶର୍ମା ଓ ପାକିସ୍ତାନର ବିସ୍ମୟ ସ୍ପିନର ଉସମାନ ତାରିକଙ୍କ ଉପରେ ସମସ୍ତଙ୍କ ନଜର ରହିବ । ଏହି ମ୍ୟାଚରେ ବର୍ଷା ବାଧକ ସାଜିବାର ଆଶଙ୍କା ମଧ୍ୟ ସୃଷ୍ଟି ହୋଇଛି ।

Leave a comment

Your email address will not be published. Required fields are marked *