orissaleads

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ଠକେଇର ମାଧ୍ୟମ ସାଜିଛି ୟୁପିଆଇ ପେମେଣ୍ଟ, ଟଙ୍କା ପଠାଇବା ସମୟରେ ସତର୍କ ରୁହନ୍ତୁ

ଠକେଇର ମାଧ୍ୟମ ସାଜିଛି ୟୁପିଆଇ ପେମେଣ୍ଟ, ଟଙ୍କା ପଠାଇବା ସମୟରେ ସତର୍କ ରୁହନ୍ତୁ

ସ୍ପେସ୍ ଷ୍ଟେସନରେ ପହଞ୍ଚିଲା ମହାକାଶଯାନ ଡ୍ରାଗନ, ଖୁସିରେ ଝୁମିଲେ ସୁନୀତା

ସ୍ପେସ୍ ଷ୍ଟେସନରେ ପହଞ୍ଚିଲା ମହାକାଶଯାନ ଡ୍ରାଗନ, ଖୁସିରେ ଝୁମିଲେ ସୁନୀତା

ବଢ଼ିଲା ଆମେରିକା-ଚୀନ୍‌ ତିକ୍ତତା, ଆମେ ଯୁଦ୍ଧ ପାଇଁ ପ୍ରସ୍ତୁତ- ଆମେରିକା ପ୍ରତିରକ୍ଷା ସଚିବ

ବଢ଼ିଲା ଆମେରିକା-ଚୀନ୍‌ ତିକ୍ତତା, ଆମେ ଯୁଦ୍ଧ ପାଇଁ ପ୍ରସ୍ତୁତ- ଆମେରିକା ପ୍ରତିରକ୍ଷା ସଚିବ

ହମାସକୁ ଟ୍ରମ୍ପଙ୍କ ଧମକ, ବନ୍ଧକ ମାନଙ୍କୁ ଛାଡ଼, ନଚେତ ମୃତ୍ୟୁ ପାଇଁ ପ୍ରସ୍ତୁତ ରୁହ

ହମାସକୁ ଟ୍ରମ୍ପଙ୍କ ଧମକ, ବନ୍ଧକ ମାନଙ୍କୁ ଛାଡ଼, ନଚେତ ମୃତ୍ୟୁ ପାଇଁ ପ୍ରସ୍ତୁତ ରୁହ

ଭାରତ ସହ ଭଲ ସଂପର୍କ ରଖିବା ଜରୁରୀ ହୋଇଛି: ୟୁନୁସ୍

ଭାରତ ସହ ଭଲ ସଂପର୍କ ରଖିବା ଜରୁରୀ ହୋଇଛି: ୟୁନୁସ୍

Blog Post

orissaleads > ଆନ୍ତର୍ଜାତୀୟ > ୧୯୮୭ରେ ରୁଷିଆର ଗୁପ୍ତଚର ଥିଲେ ଟ୍ରମ୍ପ୍‌

୧୯୮୭ରେ ରୁଷିଆର ଗୁପ୍ତଚର ଥିଲେ ଟ୍ରମ୍ପ୍‌

୧୯୮୭ରେ ଡୋନାଲ୍ଡ ଟ୍ରମ୍ପ୍‌ ରୁଷିଆର ଗୁପ୍ତଚର ନିଯୁକ୍ତ ହୋଇଥିଲେ ବୋଲି କେଜିବିର ପୂର୍ବତନ ଅଫିସର ଅଲ୍‌ନୁର ମୁସାୟେଭ୍‌ ଅଭିଯୋଗ ଆଣି ସମସ୍ତଙ୍କୁ ଚକିତ କରିଦେଇଛନ୍ତି। ସେତେବେଳେ ଟ୍ରମ୍ପ୍‌ଙ୍କ କୋଡ୍‌ ନେମ୍‌ ‘କ୍ରାସ୍‌ନୋଭ୍‌’ ରଖାଯାଇଥିଲା। ମୁସାୟେଭ୍‌ଙ୍କ ଏହି ଅଭିଯୋଗକୁ ନେଇ ଗଣମାଧ୍ୟମରେ ଜୋର୍‌ଦାର ଚର୍ଚ୍ଚା ହେଉଛି। ଉକ୍ତ ଗୋଇନ୍ଦା ବିଭାଗରେ ଉଚ୍ଚ ପଦବୀରେ ଥିବା କାଜାକିସ୍ତାନୀ ଅଫିସର ମୁସାୟେଭ୍‌ କହିଛନ୍ତି, ୮୦ ଦଶକର ଶେଷ ଭାଗରେ ପୁଞ୍ଜିବାଦ ଜଗତରେ ପ୍ରବେଶ ପାଇଁ ସୋଭିଏତ୍‌ ୟୁନିୟନ ଟ୍ରମ୍ପ୍‌ଙ୍କ ଭଳି ପାଶ୍ଚାତ୍ୟ ଉଦ୍ୟୋଗୀମାନଙ୍କୁ ଟାର୍ଗେଟ କରିଥିଲା। ରିଅଲ୍‌ ଇଷ୍ଟେଟ୍‌ ବ୍ୟବସାୟୀ ଟ୍ରମ୍ପ୍‌ ମସ୍କୋରେ ସମ୍ଭାବ୍ୟ ବ୍ୟବସାୟ ସୁଯୋଗ ବିଶେଷକରି ହୋଟେଲ୍‌ ଖୋଲିବା ପାଇଁ ୧୯୮୭ରେ ସୋଭିଏତ୍‌ ୟୁନିୟନ ଯାଇଥିଲେ। ତେବେ ସୋଭିଏତ୍‌ ନେତାମାନଙ୍କ ସହ ତାଙ୍କର ବୈଠକ କେବଳ ବ୍ୟାବସାୟିକ ନ ଥିଲା। ତାଙ୍କ ଗସ୍ତର ପ୍ରକୃତ ଉଦ୍ଦେଶ୍ୟ ସୋଭିଏତ୍‌ ଗୋଇନ୍ଦା ଏଜେଣ୍ଟ ଭାବେ ତାଲିକାଭୁକ୍ତ ହେବା ଥିଲା ବୋଲି ମୁସାୟେଭ୍‌ କହିଛନ୍ତି। ୮୦ ଦଶକର ଗୋଇନ୍ଦା ରିପୋର୍ଟରୁ ସ୍ପଷ୍ଟ ହୋଇଛି ଯେ, ଖ୍ୟାତନାମା ପାଶ୍ଚାତ୍ୟ ବ୍ୟକ୍ତିଙ୍କୁ ଗୁପ୍ତଚର ବା ସୂଚନାଦାତା ଭାବେ ନିଯୁକ୍ତି ପାଇଁ କେଜିବି ସକ୍ରିୟ ଭାବେ ଉଦ୍ୟମ ଚଳାଇଥିଲା। ଟ୍ରମ୍ପ୍‌ଙ୍କ କେଜିବି ଫାଇଲ ଏବେ ବି ଖୋଲା ରହିଛି ଏବଂ ତାଙ୍କ ଘନଷ୍ଠ ବନ୍ଧୁ ତଥା ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ଏହାକୁ ପରିଚାଳନା କରୁଛନ୍ତି ବୋଲି ଏକ ଗଣମାଧ୍ୟମ ରିପୋର୍ଟରେ ପ୍ରକାଶ ପାଇଛି। ଯଦିଓ ମୁସାୟେଭଙ୍କ ଅଭିଯୋଗର କୌଣସି ପ୍ରମାଣ ନାହିଁ, ଟ୍ରମ୍ପ୍‌ ସୋଭିଏଟ୍‌ର ଏକ ଆସେଟ୍‌ ବୋଲି ପୂର୍ବରୁ ରହିଥିବା ଧାରଣାକୁ ଏହା ଜାଗ୍ରତ କରିଛି। ତେବେ ଟ୍ରମ୍ପ୍‌ ଅଭିଯୋଗକୁ ଖଣ୍ଡନ କରିଛନ୍ତି।

Leave a comment

Your email address will not be published. Required fields are marked *