orissaleads

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

Blog Post

orissaleads > ଅର୍ଥନୀତି > ଆଗେଇଲା ବ୍ୟାଙ୍କ ଘରୋଇକରଣ: ମର୍ଚାଣ୍ଟ ବ୍ୟାଙ୍କର୍‌ ନିଯୁକ୍ତ କରିବେ ସରକାର

ଆଗେଇଲା ବ୍ୟାଙ୍କ ଘରୋଇକରଣ: ମର୍ଚାଣ୍ଟ ବ୍ୟାଙ୍କର୍‌ ନିଯୁକ୍ତ କରିବେ ସରକାର

ନୂଆଦିଲ୍ଲୀ: ଆର୍ଥିକ କ୍ଷେତ୍ରର ସରକାରୀ ବ୍ୟାବସାୟିକ ଅନୁଷ୍ଠାନ ଯଥା ବ୍ୟାଙ୍କ, ବୀମା କମ୍ପାନିଗୁଡ଼ିକର ଘରୋଇକରଣ ଓ ଅଂଶଧନ ବିକ୍ରି ପ୍ରକ୍ରିୟାକୁ ସରକାର ପୁଣି ଥରେ ଆରମ୍ଭ କରିଛନ୍ତି। ଏହି କାର୍ଯ୍ୟ ଯେଭଳି ସୁରୁଖୁର‌ୁରେ ସମ୍ପାଦନ ହୋଇପାରିବ, ସେଥିପାଇଁ ମର୍ଚାଣ୍ଟ ବ୍ୟାଙ୍କର୍‌ ନିଯୁକ୍ତ କରାଯିବ। ସେମାନଙ୍କଠାରୁ ସରକାର ବିଡ୍‌ ଆହ୍ବାନ କରିଛନ୍ତି। ୨୦୨୧-୨୨ ବଜେଟ୍‌ରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଦୁଇଟି ସରକାରୀ ବ୍ୟାଙ୍କର ଘରୋଇକରଣ କରାଯିବ ବୋଲି ଘୋଷଣା କରିଥିଲେ। ଏହା ବ୍ୟତୀତ ଆଇଡିବିଆଇ ବ୍ୟାଙ୍କର ଘରୋଇକରଣ ପ୍ରକ୍ରିୟା ଜାରି ରହିଛି। କିନ୍ତୁ ଅନ୍ୟ ବ୍ୟାଙ୍କଗୁଡ଼ିକ ବିଷୟରେ ସରକାର ଏପର୍ଯ୍ୟନ୍ତ କିଛି ସ୍ପଷ୍ଟ କରୁନଥିଲେ। ଗତବର୍ଷ ଲୋକସଭା ନିର୍ବାଚନ ଥିବାରୁ ଏହି ପ୍ରକ୍ରିୟା ମନ୍ଥର ହୋଇଥିଲା। 

ପୁଞ୍ଜି ପ୍ରତ୍ୟାହାର ପ୍ରକ୍ରିୟାକୁ ସଫଳ କରିବା ଲାଗି ମର୍ଚାଣ୍ଟ ବ୍ୟାଙ୍କର୍‌ମାନେ କାମ କରିବେ। ସେମାନେ ବଜାର ସର୍ବେକ୍ଷଣ କରିବା ସହ ଦେଶବିଦେଶରେ ରୋଡ୍‌ ସୋ’ ଆୟୋଜନ କରି ନିବେଶକମାନଙ୍କ ମଧ୍ୟରେ ଆଗ୍ରହ ସୃଷ୍ଟି କରିବେ। ନିବେଶକମାନଙ୍କ ସହ ବୈଠକ‌ ଆୟୋଜନ କରାଇବେ। ସେ ବାବଦ ଖର୍ଚ୍ଚ ସେମାନେ ନିଜେ ବହନ କରିବେ। କେବଳ ସରକାରୀ ଅଧିକାରୀଙ୍କ ଗସ୍ତ ଓ ରହଣୀ ଖର୍ଚ୍ଚକୁ ସରକାର ବହନ କରିବେ।

Leave a comment

Your email address will not be published. Required fields are marked *