orissaleads

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ଠକେଇର ମାଧ୍ୟମ ସାଜିଛି ୟୁପିଆଇ ପେମେଣ୍ଟ, ଟଙ୍କା ପଠାଇବା ସମୟରେ ସତର୍କ ରୁହନ୍ତୁ

ଠକେଇର ମାଧ୍ୟମ ସାଜିଛି ୟୁପିଆଇ ପେମେଣ୍ଟ, ଟଙ୍କା ପଠାଇବା ସମୟରେ ସତର୍କ ରୁହନ୍ତୁ

ସ୍ପେସ୍ ଷ୍ଟେସନରେ ପହଞ୍ଚିଲା ମହାକାଶଯାନ ଡ୍ରାଗନ, ଖୁସିରେ ଝୁମିଲେ ସୁନୀତା

ସ୍ପେସ୍ ଷ୍ଟେସନରେ ପହଞ୍ଚିଲା ମହାକାଶଯାନ ଡ୍ରାଗନ, ଖୁସିରେ ଝୁମିଲେ ସୁନୀତା

ବଢ଼ିଲା ଆମେରିକା-ଚୀନ୍‌ ତିକ୍ତତା, ଆମେ ଯୁଦ୍ଧ ପାଇଁ ପ୍ରସ୍ତୁତ- ଆମେରିକା ପ୍ରତିରକ୍ଷା ସଚିବ

ବଢ଼ିଲା ଆମେରିକା-ଚୀନ୍‌ ତିକ୍ତତା, ଆମେ ଯୁଦ୍ଧ ପାଇଁ ପ୍ରସ୍ତୁତ- ଆମେରିକା ପ୍ରତିରକ୍ଷା ସଚିବ

ହମାସକୁ ଟ୍ରମ୍ପଙ୍କ ଧମକ, ବନ୍ଧକ ମାନଙ୍କୁ ଛାଡ଼, ନଚେତ ମୃତ୍ୟୁ ପାଇଁ ପ୍ରସ୍ତୁତ ରୁହ

ହମାସକୁ ଟ୍ରମ୍ପଙ୍କ ଧମକ, ବନ୍ଧକ ମାନଙ୍କୁ ଛାଡ଼, ନଚେତ ମୃତ୍ୟୁ ପାଇଁ ପ୍ରସ୍ତୁତ ରୁହ

ଭାରତ ସହ ଭଲ ସଂପର୍କ ରଖିବା ଜରୁରୀ ହୋଇଛି: ୟୁନୁସ୍

ଭାରତ ସହ ଭଲ ସଂପର୍କ ରଖିବା ଜରୁରୀ ହୋଇଛି: ୟୁନୁସ୍

ଟାଟୁ ବିବାଦ, ଦୁଇ ଗିରଫ

ଟାଟୁ ବିବାଦ, ଦୁଇ ଗିରଫ

ଆର୍ଥିକ ବର୍ଷ-୨୫ରେ ୧.୨୫ ଲକ୍ଷ ନିଯୁକ୍ତି ଦେବ ଭାରତୀୟ ଟେକ୍ ଶିଳ୍ପ

ଆର୍ଥିକ ବର୍ଷ-୨୫ରେ ୧.୨୫ ଲକ୍ଷ ନିଯୁକ୍ତି ଦେବ ଭାରତୀୟ ଟେକ୍ ଶିଳ୍ପ

ଟ୍ରମ୍ପଙ୍କୁ ଲାଲ ଆଖି ଦେଖାଇଲା ହମାସ

ଟ୍ରମ୍ପଙ୍କୁ ଲାଲ ଆଖି ଦେଖାଇଲା ହମାସ

ବାଇକ୍ ଚୋରି ଗ୍ୟାଙ୍ଗ୍‌କୁ ଧରିଲା ପୁଲିସ: ୧୨ ଗାଡ଼ି ସହିତ ଡୁପ୍ଲିକେଟ୍ ଚାବି ଜବତ

ବାଇକ୍ ଚୋରି ଗ୍ୟାଙ୍ଗ୍‌କୁ ଧରିଲା ପୁଲିସ: ୧୨ ଗାଡ଼ି ସହିତ ଡୁପ୍ଲିକେଟ୍ ଚାବି ଜବତ

ଆଗେଇଲା ବ୍ୟାଙ୍କ ଘରୋଇକରଣ: ମର୍ଚାଣ୍ଟ ବ୍ୟାଙ୍କର୍‌ ନିଯୁକ୍ତ କରିବେ ସରକାର

ଆଗେଇଲା ବ୍ୟାଙ୍କ ଘରୋଇକରଣ: ମର୍ଚାଣ୍ଟ ବ୍ୟାଙ୍କର୍‌ ନିଯୁକ୍ତ କରିବେ ସରକାର

୨୬୭ ଡ୍ରୋନ୍‌ ଆକ୍ରମଣ କଲା ରୁଷିଆ

୨୬୭ ଡ୍ରୋନ୍‌ ଆକ୍ରମଣ କଲା ରୁଷିଆ

Blog Post

orissaleads > ଜିଲ୍ଲା > ଯାଜପୁର > ଜିଲ୍ଲାରେ ହଇଜା ସ୍ଥିତି ବେକାବୁ, ନେଡ଼ିଗୁଡ଼ କହୁଣିକୁ ବୋହିବା ପରେ ଚେତୁଛି ପ୍ରଶାସନ

ଜିଲ୍ଲାରେ ହଇଜା ସ୍ଥିତି ବେକାବୁ, ନେଡ଼ିଗୁଡ଼ କହୁଣିକୁ ବୋହିବା ପରେ ଚେତୁଛି ପ୍ରଶାସନ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଯାଜପୁର ଜିଲ୍ଲାରେ ହଇଜା ସ୍ଥିତି ବେକାବୁ ହୋଇ ପଡିଛି । କେବଳ ଯାଜପୁର ନୁହେଁ ରାଜ୍ୟର ଅନ୍ୟ ଜିଲ୍ଲା ଗୁଡିକୁ ବ୍ୟାପିଲାଣି ହଇଜା । ଏହି ରୋଗରେ ଆକ୍ରାନ୍ତ ରୋଗୀଙ୍କର ଦୈନିକ ମୃତ୍ୟୁ ହେଉଛି । ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୧୭ରେ ପହଞ୍ଚିଛି । ଯାହା ଚିନ୍ତାର ବିଷୟ ହୋଇଛି । ଦୀର୍ଘ ବର୍ଷ ପରେ ରାଜ୍ୟକୁ ହଇଜା ଫେରିବା ଯେତିକି ଚିନ୍ତାର ବିଷୟ, ଦିନକୁ ଦିନ ଏହା ନିୟନ୍ତ୍ରଣ ବାହାରକୁ ଚାଲିଯିବା ତା ଠାରୁ ଅଧିକ ଚିନ୍ତା ଜନକ ବିଷୟ ହୋଇଛି । ଆଉ ଏକ ଚିନ୍ତାର ବିଷୟ ହେଉଛି ହଇଜା ବ୍ୟାପିବାର ଦୀର୍ଘ ଦିନ ପରେ ଯେତେବେଳେ ନେଡ଼ିଗୁଡ଼ କହୁଣିକୁ ବୋହି ଯିବା ସ୍ଥିତି ଉପୁଜିଛି ସେତିକି ବେଳେ ପ୍ରଶାସନ ପଦକ୍ଷେପ ନେବା ଆରମ୍ଭ କରିଛି । ପ୍ରଥମେ ବରୀ ତହସିଲ ପରେ ବିଂଝାରପୁର, ରସୁଲପୁର ତହସିଲ ପକ୍ଷରୁ ନୋଟିସ ଜାରି କରାଯାଇ ସମସ୍ତ, ହୋଟେଲ, ଢ଼ାବା, ଜଳଖିଆ ଦୋକାନ, ଫାଷ୍ଟଫୁଡ଼ ଦୋକାନ ସହିତ ମାଛ ଚିକେନ୍ ଦୋକାନକୁ ଦୁଇ ସପ୍ତାହ ପାଇଁ ବନ୍ଦ କରାଯାଇଛି । ସହରାଞ୍ଚଳରେ ମଧ୍ୟ ବିଭିନ୍ନ ହୋଟେଲ, ଜଳଖିଆ ଦୋକାନ ଗୁଡିକୁ ବ୍ୟାପକ ଯାଞ୍ଚ କରାଯାଉଛି । କିଛି ଦୋକାନ ଓ ହୋଟେଲକୁ ସିଲ ମଧ୍ୟ କରାଯାଇଛି । ହେଲେ ବର୍ଷ ବର୍ଷ ଧରି ନିରବ ବସି ହୋଟେଲ ଓ ଜଳଖିଆ ଦୋକାନରେ ବାସି ଓ ନିମ୍ନମାନର ଖାଦ୍ୟ ବିକ୍ରୟ କରିବାକୁ ପ୍ରୋତ୍ସାହନ ଦେଉଥିବା ଜନ ସ୍ଵାସ୍ଥ୍ୟ ବିଭାଗ ଏବେ ତତ୍ପର ହୋଇ ଉଠିବା ଦେଖିବାକୁ ମିଳିଛି । ବିଭିନ୍ନ ହୋଟେଲ ଓ ଫାଷ୍ଟ ଫୁଡ଼ ଦୋକାନ ଗୁଡିକରେ ଅତି ନିମ୍ନ ମାନର ଶସ ବର୍ଷ ବର୍ଷ ଧରି ଵ୍ୟଵହାର କରାଯାଉଛି । ଏହା ମାରାତ୍ମକ ପେଟ ରୋଗର କାରଣ ସାଜିଥିଲା ବେଳେ ଏଥି ପ୍ରତି କେବେ କାହାର ନଜର ନାହିଁ । ପୂର୍ବରୁ ଏହି ବିଭାଗ ଅଧିକାରୀ ମାନେ ନିଜ କାର୍ଯ୍ୟାଳୟ ରେ ବସି ରହୁଥିଲେ କାହିଁକି ବୋଲି ସାଧାରଣରେ ପ୍ରଶ୍ନ ଉଠିଛି । ଜିଲ୍ଲାରେ ହଇଜା ବ୍ୟାପି ଚାଲିବା ବେଳେ ମଧ୍ୟ ଏହି ବିଭାଗ ନୀରବରେ ହାତ ବାନ୍ଧି ବସିଥିଲା । ହେଲେ ସ୍ଥିତି ଯେତେ ବେଳେ ଅଣାୟତ ହେଲା ଏହି ବିଭାଗର ନିଦ ଭାଙ୍ଗିଲା । ଜିଲ୍ଲା ପ୍ରଶାସନ ଅଧୀନରେ ଥିବା ଏହି ବିଭାଗ ବିଭିନ୍ନ ହୋଟେଲ ଓ ଢ଼ାବା ପ୍ରତି କେବେ ନଜର ନଦେଇ ବରଂ ନିମ୍ନମାନର ଖାଦ୍ୟ ବ୍ୟବସାୟକୁ ପ୍ରୋତ୍ସାହନ ଦେଉଥିଲା । ଜିଲ୍ଲାରେ ବ୍ୟାପୁଥିବା ହଇଜା ପଛରେ ହୋଟେଲ, ଢ଼ାବା, ଜଳଖିଆ ଦୋକାନ ଓ ଫାଷ୍ଟ ଫୁଡ଼ ଦୋକାନର ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିଲା ବେଳେ ଏମାନଙ୍କୁ ଖୋଲା ଛାଡିଥିବା ଅଧିକାରୀଙ୍କ ବିରୁଦ୍ଧରେ ସରକାର ପଦକ୍ଷେପ ନ ନେବା ଜରୁରୀ ବୋଲି ବୁଦ୍ଧିଜୀବି ମତ ଦେଇଛନ୍ତି ।

Leave a comment

Your email address will not be published. Required fields are marked *