ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆଜି ଦିଲ୍ଲୀ ଲାଲକିଲ୍ଲାରେ ବିସ୍ପୋରଣ ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଵିରୋଧି ଦଳ ନେତା ନବୀନ ପଟ୍ଟନାୟକ । ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହିତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ନବୀନ ପଟ୍ଟନାୟକ ।