orissaleads

ବଢ଼ିଲା ଆମେରିକା-ଚୀନ୍‌ ତିକ୍ତତା, ଆମେ ଯୁଦ୍ଧ ପାଇଁ ପ୍ରସ୍ତୁତ- ଆମେରିକା ପ୍ରତିରକ୍ଷା ସଚିବ

ବଢ଼ିଲା ଆମେରିକା-ଚୀନ୍‌ ତିକ୍ତତା, ଆମେ ଯୁଦ୍ଧ ପାଇଁ ପ୍ରସ୍ତୁତ- ଆମେରିକା ପ୍ରତିରକ୍ଷା ସଚିବ

ହମାସକୁ ଟ୍ରମ୍ପଙ୍କ ଧମକ, ବନ୍ଧକ ମାନଙ୍କୁ ଛାଡ଼, ନଚେତ ମୃତ୍ୟୁ ପାଇଁ ପ୍ରସ୍ତୁତ ରୁହ

ହମାସକୁ ଟ୍ରମ୍ପଙ୍କ ଧମକ, ବନ୍ଧକ ମାନଙ୍କୁ ଛାଡ଼, ନଚେତ ମୃତ୍ୟୁ ପାଇଁ ପ୍ରସ୍ତୁତ ରୁହ

ଭାରତ ସହ ଭଲ ସଂପର୍କ ରଖିବା ଜରୁରୀ ହୋଇଛି: ୟୁନୁସ୍

ଭାରତ ସହ ଭଲ ସଂପର୍କ ରଖିବା ଜରୁରୀ ହୋଇଛି: ୟୁନୁସ୍

ଟାଟୁ ବିବାଦ, ଦୁଇ ଗିରଫ

ଟାଟୁ ବିବାଦ, ଦୁଇ ଗିରଫ

ଆର୍ଥିକ ବର୍ଷ-୨୫ରେ ୧.୨୫ ଲକ୍ଷ ନିଯୁକ୍ତି ଦେବ ଭାରତୀୟ ଟେକ୍ ଶିଳ୍ପ

ଆର୍ଥିକ ବର୍ଷ-୨୫ରେ ୧.୨୫ ଲକ୍ଷ ନିଯୁକ୍ତି ଦେବ ଭାରତୀୟ ଟେକ୍ ଶିଳ୍ପ

ଟ୍ରମ୍ପଙ୍କୁ ଲାଲ ଆଖି ଦେଖାଇଲା ହମାସ

ଟ୍ରମ୍ପଙ୍କୁ ଲାଲ ଆଖି ଦେଖାଇଲା ହମାସ

ବାଇକ୍ ଚୋରି ଗ୍ୟାଙ୍ଗ୍‌କୁ ଧରିଲା ପୁଲିସ: ୧୨ ଗାଡ଼ି ସହିତ ଡୁପ୍ଲିକେଟ୍ ଚାବି ଜବତ

ବାଇକ୍ ଚୋରି ଗ୍ୟାଙ୍ଗ୍‌କୁ ଧରିଲା ପୁଲିସ: ୧୨ ଗାଡ଼ି ସହିତ ଡୁପ୍ଲିକେଟ୍ ଚାବି ଜବତ

ଆଗେଇଲା ବ୍ୟାଙ୍କ ଘରୋଇକରଣ: ମର୍ଚାଣ୍ଟ ବ୍ୟାଙ୍କର୍‌ ନିଯୁକ୍ତ କରିବେ ସରକାର

ଆଗେଇଲା ବ୍ୟାଙ୍କ ଘରୋଇକରଣ: ମର୍ଚାଣ୍ଟ ବ୍ୟାଙ୍କର୍‌ ନିଯୁକ୍ତ କରିବେ ସରକାର

୨୬୭ ଡ୍ରୋନ୍‌ ଆକ୍ରମଣ କଲା ରୁଷିଆ

୨୬୭ ଡ୍ରୋନ୍‌ ଆକ୍ରମଣ କଲା ରୁଷିଆ

୧୯୮୭ରେ ରୁଷିଆର ଗୁପ୍ତଚର ଥିଲେ ଟ୍ରମ୍ପ୍‌

୧୯୮୭ରେ ରୁଷିଆର ଗୁପ୍ତଚର ଥିଲେ ଟ୍ରମ୍ପ୍‌

Blog Post

orissaleads > ଜିଲ୍ଲା > ଯାଜପୁର > ନଗଡା କମୁଣ୍ଡେଶ୍ୱର ମନ୍ଦିରରେ ଇଂ ପ୍ରୀତିରଞ୍ଜନ ପୂଜାର୍ଚ୍ଚନା କରି ସୁକିନ୍ଦାବାସୀଙ୍କ ଶୁଖ ସମୃଦ୍ଧି କାମନା

ନଗଡା କମୁଣ୍ଡେଶ୍ୱର ମନ୍ଦିରରେ ଇଂ ପ୍ରୀତିରଞ୍ଜନ ପୂଜାର୍ଚ୍ଚନା କରି ସୁକିନ୍ଦାବାସୀଙ୍କ ଶୁଖ ସମୃଦ୍ଧି କାମନା

ଯାଜପୁର,୨୬।୨(ଓଏଲ):ପବିତ୍ର ମହା ଶିବରାତ୍ରୀ ତଥା ଜାଗର ଅମାବାସ୍ୟା ପାଇଁ ଆଜି ସାରା ଦେଶରେ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଛି । ଆଜିର ଏହି ପବିତ୍ର ଦିନରେ ଶ୍ରଦ୍ଧାଳୁ ବିଭିନ୍ନ ଶୈବ ପୀଠକୁ ଯାଇ ପୂଜର୍ଚ୍ଚନା କରି ମହାଦେବଙ୍କ ଆଶିର୍ବାଦ କାମନା କରୁଛନ୍ତି । ଏହି ପବିତ୍ର ଦିନରେ ବିକାଶର ପ୍ରୟୋଗଶାଳା ନଗଡ଼ାରେ ଥିବା କମୁଣ୍ଡେଶ୍ୱର ଶିବ ମନ୍ଦିରକୁ ଯାଇ ମହାଦେବଙ୍କ ଦର୍ଶନ କରି ପୂଜାର୍ଚ୍ଚନା କରି ସୁକିନ୍ଦାବାସୀଙ୍କ ସହିତ ରାଜ୍ୟବାସୀଙ୍କ ଶୁଖ ସମୃଦ୍ଧି କାମନା କରିଛନ୍ତି ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ । ତାଙ୍କ ସମୟରେ ଏହି ମନ୍ଦିରର ଉନ୍ନତି କରଣ କାର୍ଯ୍ୟ ହୋଇଥିଲା । ପ୍ରତିବର୍ଷ ଏହି ଦିନରେ ଇଂ ଘଡାଇ ମନ୍ଦିରରେ ପହଞ୍ଚି ପୂଜାର୍ଚ୍ଚନା କରି ଆଶିର୍ବାଦ କାମନା କରନ୍ତି । ଆଜି ପହଞ୍ଚିବା ପରେ ଗ୍ରାମବାସୀଙ୍କ ପକ୍ଷରୁ ତାଙ୍କୁ ସ୍ବାଗତ କରାଯାଇଥିଲା ।

Leave a comment

Your email address will not be published. Required fields are marked *