orissaleads

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ଠକେଇର ମାଧ୍ୟମ ସାଜିଛି ୟୁପିଆଇ ପେମେଣ୍ଟ, ଟଙ୍କା ପଠାଇବା ସମୟରେ ସତର୍କ ରୁହନ୍ତୁ

ଠକେଇର ମାଧ୍ୟମ ସାଜିଛି ୟୁପିଆଇ ପେମେଣ୍ଟ, ଟଙ୍କା ପଠାଇବା ସମୟରେ ସତର୍କ ରୁହନ୍ତୁ

ସ୍ପେସ୍ ଷ୍ଟେସନରେ ପହଞ୍ଚିଲା ମହାକାଶଯାନ ଡ୍ରାଗନ, ଖୁସିରେ ଝୁମିଲେ ସୁନୀତା

ସ୍ପେସ୍ ଷ୍ଟେସନରେ ପହଞ୍ଚିଲା ମହାକାଶଯାନ ଡ୍ରାଗନ, ଖୁସିରେ ଝୁମିଲେ ସୁନୀତା

ବଢ଼ିଲା ଆମେରିକା-ଚୀନ୍‌ ତିକ୍ତତା, ଆମେ ଯୁଦ୍ଧ ପାଇଁ ପ୍ରସ୍ତୁତ- ଆମେରିକା ପ୍ରତିରକ୍ଷା ସଚିବ

ବଢ଼ିଲା ଆମେରିକା-ଚୀନ୍‌ ତିକ୍ତତା, ଆମେ ଯୁଦ୍ଧ ପାଇଁ ପ୍ରସ୍ତୁତ- ଆମେରିକା ପ୍ରତିରକ୍ଷା ସଚିବ

ହମାସକୁ ଟ୍ରମ୍ପଙ୍କ ଧମକ, ବନ୍ଧକ ମାନଙ୍କୁ ଛାଡ଼, ନଚେତ ମୃତ୍ୟୁ ପାଇଁ ପ୍ରସ୍ତୁତ ରୁହ

ହମାସକୁ ଟ୍ରମ୍ପଙ୍କ ଧମକ, ବନ୍ଧକ ମାନଙ୍କୁ ଛାଡ଼, ନଚେତ ମୃତ୍ୟୁ ପାଇଁ ପ୍ରସ୍ତୁତ ରୁହ

ଭାରତ ସହ ଭଲ ସଂପର୍କ ରଖିବା ଜରୁରୀ ହୋଇଛି: ୟୁନୁସ୍

ଭାରତ ସହ ଭଲ ସଂପର୍କ ରଖିବା ଜରୁରୀ ହୋଇଛି: ୟୁନୁସ୍

ଟାଟୁ ବିବାଦ, ଦୁଇ ଗିରଫ

ଟାଟୁ ବିବାଦ, ଦୁଇ ଗିରଫ

ଆର୍ଥିକ ବର୍ଷ-୨୫ରେ ୧.୨୫ ଲକ୍ଷ ନିଯୁକ୍ତି ଦେବ ଭାରତୀୟ ଟେକ୍ ଶିଳ୍ପ

ଆର୍ଥିକ ବର୍ଷ-୨୫ରେ ୧.୨୫ ଲକ୍ଷ ନିଯୁକ୍ତି ଦେବ ଭାରତୀୟ ଟେକ୍ ଶିଳ୍ପ

ଟ୍ରମ୍ପଙ୍କୁ ଲାଲ ଆଖି ଦେଖାଇଲା ହମାସ

ଟ୍ରମ୍ପଙ୍କୁ ଲାଲ ଆଖି ଦେଖାଇଲା ହମାସ

ବାଇକ୍ ଚୋରି ଗ୍ୟାଙ୍ଗ୍‌କୁ ଧରିଲା ପୁଲିସ: ୧୨ ଗାଡ଼ି ସହିତ ଡୁପ୍ଲିକେଟ୍ ଚାବି ଜବତ

ବାଇକ୍ ଚୋରି ଗ୍ୟାଙ୍ଗ୍‌କୁ ଧରିଲା ପୁଲିସ: ୧୨ ଗାଡ଼ି ସହିତ ଡୁପ୍ଲିକେଟ୍ ଚାବି ଜବତ

Blog Post

orissaleads > ରାଜ୍ୟ > ନବ ଦାସ ହତ୍ୟା ମାମଲାରେ ନୂଆ ମୋଡ଼, ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଚାହୁଛନ୍ତି ନବଙ୍କ ପତ୍ନୀ

ନବ ଦାସ ହତ୍ୟା ମାମଲାରେ ନୂଆ ମୋଡ଼, ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଚାହୁଛନ୍ତି ନବଙ୍କ ପତ୍ନୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ନବ ଦାସ ହତ୍ୟା ମାମଲା ନୂଆ ମୋଡ଼ ନେବାକୁ ଯାଉଛି। ନବଙ୍କ ହତ୍ୟା ମାମଲାର ସିବିଆଇ ତଦନ୍ତ ପାଇଁ ପରିବାର ଲୋକଙ୍କୁ ଲିଖିତ ଭାବେ ଦେବାକୁ ପଡ଼ିବ ବୋଲି ରାଜ୍ୟ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ନିକଟରେ ବିବୃତି ଦେଇଥିଲେ । ସମ୍ଭବତଃ ନବଙ୍କ ପରିବାର ଏ ସଂକ୍ରାନ୍ତରେ ମନ ସ୍ଥିର କରି ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଗତ ୧୧ ତାରିଖରେ ସ୍ବର୍ଗତ ନବ ଦାସଙ୍କ ପତ୍ନୀ ମିନତି ଦାସ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖିଥିବା ଜଣାପଡ଼ିଛି। ସିବିଆଇ ତଦନ୍ତ ପାଇଁ ଲିଖିତ ଆବେଦନ କରିବାକୁ ଚାହୁଁଥିବାରୁ ଶ୍ରୀମତୀ ଦାସ ଉକ୍ତ ଚିଠିରେ ମୁଖ୍ୟମନ୍ତ୍ରୀଙ୍କ ସାକ୍ଷାତକାର ପାଇଁ ସମୟ ମାଗିଥିବା ଜଣାପଡ଼ିଛି। ଏ ନେଇ ସ୍ବର୍ଗତ ଦାସଙ୍କ ପୁଅ ବିଶାଳ ଦାସଙ୍କୁ ଉଭୟ ଇ-ମେଲ୍‌ ଓ ଡାକ ଯୋଗେ ଚିଠି ପଠାଇ ସାକ୍ଷାତକାର ନିମନ୍ତେ ସମୟ ମଗାଯାଇଛି ବୋଲି ସ୍ୱୀକାର କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆବେଦନପତ୍ର ଦେବାକୁ ସ୍ଥିର ହୋଇଥିବା ମଧ୍ୟ କହିଛନ୍ତି ସ୍ୱର୍ଗତ ଦାସଙ୍କ ପୁଅ ବିଶାଳ ।

ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାକୁ ଇତିମଧ୍ୟରେ ୨ ବର୍ଷ ବିତି ଯାଇଛି । ଏପଟେ ମାମଲାର କ୍ରାଇମ୍‌ବ୍ରାଞ୍ଚର ତଦନ୍ତ ସନ୍ଦେହଜନକ ହୋଇଛି । ଶାସକ ବିଜେପି ଦଳ ନେତାମାନେ ମଧ୍ୟ ସେ ସମୟରେ କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ଉପରେ ପ୍ରଶ୍ନ ଉଠାଇଥିଲେ। ଯାହାକୁ କେନ୍ଦ୍ର କରି ତଦନ୍ତକୁ ନେଇ କୌଣସି ଆପତ୍ତି ଅଭିଯୋଗ ଥିଲେ କ୍ରାଇମ୍‌ବ୍ରାଞ୍ଚ ସମ୍ମୁଖରେ ହାଜର ହୋଇ ଜଣାଇବାକୁ ନିକଟରେ ପୁଅ ବିଶାଳ ଓ ଝିଅ ତଥା ପୂର୍ବତନ ବିଧାୟିକା ଦୀପାଳି ଦାସଙ୍କୁ ନୋଟିସ୍‌ ହୋଇଥିଲା। କିନ୍ତୁ ଉଭ‌ୟ ହାଜର ନ ହୋଇ ସମୟ ମାଗିଥିଲେ। ଏହା ଏକ ସମ୍ବେଦନଶୀଳ ଘଟଣା ହୋଇଥିବାରୁ ନିରପେକ୍ଷ ତଦନ୍ତ ପାଇଁ ମାମଲା ସିବିଆଇକୁ ହସ୍ତାନ୍ତର କରିବାକୁ ଦାବି ହେଉଥିଲା। ନିକଟରେ ଉଭୟ ବିଶାଳ ଓ ଦୀପାଳି ସିବିଆଇ ତଦନ୍ତ ପାଇଁ ଲିଖିତ ଆକାରରେ ଆବେଦନ କରିବେ ବୋଲି ମଧ୍ୟ ବିବୃତି ଦେଇଥିଲେ। ମାତ୍ର ଆବେଦନ ପାଇଁ ବିଳମ୍ବକୁ କେନ୍ଦ୍ର କରି ବିଭିନ୍ନ ମହଲରୁ ନବଙ୍କ ପରିବାର ସଦସ୍ୟଙ୍କୁ ସମାଲୋଚନାର ସମ୍ମୁଖିନ ହେବାକୁ ପଡୁଛି । ଏପରି ସ୍ଥିତିରେ ସ୍ୱର୍ଗତ ନବ ଦାସଙ୍କ ପତ୍ନୀ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଚାହୁଁଥିବା କହିବା ଚର୍ଚ୍ଚାର ବିଷୟ ହୋଇଛି ।

Leave a comment

Your email address will not be published. Required fields are marked *