orissaleads

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

Blog Post

orissaleads > ଜିଲ୍ଲା > ଯାଜପୁର > ନୂଆପଡାରୁ ଫେରି ସୁକିନ୍ଦାରେ ପ୍ରୀତିରଞ୍ଜନ: ଅସୁସ୍ଥଙ୍କୁ ଭେଟିଲେ, ସମସ୍ୟା ଶୁଣିଲେ

ନୂଆପଡାରୁ ଫେରି ସୁକିନ୍ଦାରେ ପ୍ରୀତିରଞ୍ଜନ: ଅସୁସ୍ଥଙ୍କୁ ଭେଟିଲେ, ସମସ୍ୟା ଶୁଣିଲେ

ଓଡ଼ିଶା ଲିଡ୍ସ(ଯାଜପୁର): ନୂଆପଡା ଉପନିର୍ବାଚନରେ ଦଳ ପକ୍ଷରୁ ପ୍ରଚାର ଦାୟିତ୍ୱରେ ଦୀର୍ଘଦିନ କାର୍ଯ୍ୟ କରିବା ପରେ ଯାଜପୁର ଫେରିଛନ୍ତି ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ । ଆଜି ସୁକିନ୍ଦା ନିର୍ବାଚନ ମଣ୍ଡଳୀ ଦାନଗଦି ବ୍ଲକର ଖପୁରିଆପଦା ପଞ୍ଚାୟତକୁ ଯାଇ ସ୍ଥାନୀୟ ଜନସାଧାରଣଙ୍କ ସହ ବସି ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି । ଆଲୋଚନା ସମୟରେ ଗ୍ରାମବାସୀଙ୍କ ବିଭିନ୍ନ ସମସ୍ୟା ପଚାରି ବୁଝିଛନ୍ତି। ଗ୍ରାମର କିଛି ଲୋକ ଅସୁସ୍ଥ ଥିବା ଖବର ପାଇ ସେମାନଙ୍କୁ ଭେଟି ସେମାନଙ୍କ ଆରୋଗ୍ୟ କାମନା କରିଛନ୍ତି।

ଏହି ଅବସରରେ ସେ କହିଛନ୍ତି ମୋ ସୁକିନ୍ଦା ମାଟିର ଲୋକମାନଙ୍କ ଭଲପାଇବା ଓ ଆଶୀର୍ବାଦ ମୋର ଶକ୍ତି । ସେମାନଙ୍କ ନିସ୍ୱାର୍ଥପର ଭଲପାଇବା ଓ ଆଶୀର୍ବାଦ ମୋତେ ସେମାନଙ୍କ ସହଭାଗୀ ହୋଇ ସେବାକରିବାକୁ ପ୍ରେରଣା ଦେଇଥାଏ ।

Leave a comment

Your email address will not be published. Required fields are marked *