orissaleads

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ଠକେଇର ମାଧ୍ୟମ ସାଜିଛି ୟୁପିଆଇ ପେମେଣ୍ଟ, ଟଙ୍କା ପଠାଇବା ସମୟରେ ସତର୍କ ରୁହନ୍ତୁ

ସ୍ପେସ୍ ଷ୍ଟେସନରେ ପହଞ୍ଚିଲା ମହାକାଶଯାନ ଡ୍ରାଗନ, ଖୁସିରେ ଝୁମିଲେ ସୁନୀତା

ବଢ଼ିଲା ଆମେରିକା-ଚୀନ୍‌ ତିକ୍ତତା, ଆମେ ଯୁଦ୍ଧ ପାଇଁ ପ୍ରସ୍ତୁତ- ଆମେରିକା ପ୍ରତିରକ୍ଷା ସଚିବ

ହମାସକୁ ଟ୍ରମ୍ପଙ୍କ ଧମକ, ବନ୍ଧକ ମାନଙ୍କୁ ଛାଡ଼, ନଚେତ ମୃତ୍ୟୁ ପାଇଁ ପ୍ରସ୍ତୁତ ରୁହ

ଭାରତ ସହ ଭଲ ସଂପର୍କ ରଖିବା ଜରୁରୀ ହୋଇଛି: ୟୁନୁସ୍

ଟାଟୁ ବିବାଦ, ଦୁଇ ଗିରଫ

ଟାଟୁ ବିବାଦ, ଦୁଇ ଗିରଫ

ଆର୍ଥିକ ବର୍ଷ-୨୫ରେ ୧.୨୫ ଲକ୍ଷ ନିଯୁକ୍ତି ଦେବ ଭାରତୀୟ ଟେକ୍ ଶିଳ୍ପ

ଟ୍ରମ୍ପଙ୍କୁ ଲାଲ ଆଖି ଦେଖାଇଲା ହମାସ

ଟ୍ରମ୍ପଙ୍କୁ ଲାଲ ଆଖି ଦେଖାଇଲା ହମାସ

ବାଇକ୍ ଚୋରି ଗ୍ୟାଙ୍ଗ୍‌କୁ ଧରିଲା ପୁଲିସ: ୧୨ ଗାଡ଼ି ସହିତ ଡୁପ୍ଲିକେଟ୍ ଚାବି ଜବତ

Blog Post

orissaleads > ଜିଲ୍ଲା > ଯାଜପୁର > ବରୀ ମାଉଣ୍ଡ ବଜାରରେ ଜଳୁନାହିଁ ହାଇମାଷ୍ଟ ଲାଇଟ, ମରାମତି କେବେ

ବରୀ ମାଉଣ୍ଡ ବଜାରରେ ଜଳୁନାହିଁ ହାଇମାଷ୍ଟ ଲାଇଟ, ମରାମତି କେବେ

ଓଡିଶା ଲିଡ୍ସ(ଯାଜପୁର): ସରକାର ଆଲୋକୀକରଣ ନାମରେ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରୁଛନ୍ତି । ବିଭିନ୍ନ ଛକ ବଜାରରେ ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ ବିଶାଳ ହାଇମାଷ୍ଟ ଲାଇଟ ଲଗା ଯାଉଛି । ନେତା ଫଳକ ମାରି ବେଶ ଯାକ ଜମକରେ ତାକୁ ଉଦ୍ଘାଟନ କରୁଛନ୍ତି । ହେଲେ ମାତ୍ର କିଛି ମାସ ମଧ୍ୟରେ ତାହା ଅଚଳ ହୋଇ ପଡୁଛି । କେଉଁଠି ସବୁ ଆଲୁଅ ଲିଭି ଯାଉଛି ତ ଆଉ କେଉଁଠି ଅଧା ଜଳୁଛି ତ ଆଉ ଅଧା ଜଳୁନାହିଁ । ଫଳରେ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରି ଛକ ବଜାର ଯେଉଁ ଅନ୍ଧାର କୁ ସେଇ ଅନ୍ଧାର । ଆଲୋକ ଲଗାଇଲା ପରେ ଠିକା ସଂସ୍ଥା ଏହାକୁ ମରାମତି କରିବାକୁ ଆଦୌ ଗୁରୁତ୍ୱ ଦେଉ ନାହିଁ । ଏହି ସ୍ଥିତି ଦେଖିବାକୁ ମିଳିଛି ବରୀ ମାଉଣ୍ଡ ବଜାରରେ । ଲକ୍ଷାଧିକ ଟଙ୍କାରେ ଲାଗିଥିବା ଏହି ହାଇମାଷ୍ଟ ଲାଇଟ ଆଜକୁ ଦୀର୍ଘ ଦିନ ହେଲା ଖରାପ ହୋଇ ପଡ଼ିଥିଲା ବେଳେ ଏହାକୁ ମରାମତି କରାଯାଉନାହିଁ। ଏ ନେଇ ତୁରନ୍ତ ପଦକ୍ଷେପ ନେବାକୁ ବରୀ ମାଉଣ୍ଡ ବଜାର କମିଟି ସହିତ ବୁଦ୍ଧିଜୀବି ଦାବି କରିଛନ୍ତି ।

Leave a comment

Your email address will not be published. Required fields are marked *