orissaleads

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

Blog Post

orissaleads > ରାଜ୍ୟ > ବିଜେପିର ଗୁରୁତ୍ୱପୂର୍ଣ୍ଣ ବୈଠକ, ଆଶାୟୀଙ୍କ ମଧ୍ୟରେ ବଢୁଛି ଉତ୍କଣ୍ଠା

ବିଜେପିର ଗୁରୁତ୍ୱପୂର୍ଣ୍ଣ ବୈଠକ, ଆଶାୟୀଙ୍କ ମଧ୍ୟରେ ବଢୁଛି ଉତ୍କଣ୍ଠା

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆଜି ଭୁବନେଶ୍ୱର ଠାରେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ବାସ ଭବନରେ ବିଜେପିର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ରାଜ୍ୟ ବିଜେପି ପ୍ରଭାରୀ ବିଜୟପାଲ ସିଂ ତୋମାର, ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ତରୁଣ ଚୁଗ ପ୍ରମୁଖ ଯୋଗଦେଇ ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ । ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ କିନ୍ତୁ ସାରା ରାଜ୍ୟର ବିଜେପି ନେତାଙ୍କ ମଧ୍ୟରେ ଉତ୍କଣ୍ଠା ବଢ଼ାଇ ଦେଇଛି । ବୈଠକରେ ବିଭିନ୍ନ ନିଗମର ଅଧ୍ୟକ୍ଷ ପଦକୁ ନେଇ ସବିଶେଷ ଆଲୋଚନା ହୋଇଥିଲା ବେଳେ ଯେ କୌଣସି ସମୟରେ ଏହା ଉପରେ ଦଳୀୟ ମୋହର ବାଜିବାର ସମ୍ଭାବନା ରହିଛି । ସରକାର ଗଠନ ପରେ ବିଜେପି ଦଳରେ ତିନିଟି ଦିଗକୁ ନେଇ ଆଲୋଚନା ପର୍ଯ୍ୟାଲୋଚନା ହେଉଛି । ତିନିଟି ଦିଗ ହେଲା ମନ୍ତ୍ରୀ ମଣ୍ଡଳ ସଂପ୍ରସାରଣ, ନିଗମ ଅଧ୍ୟକ୍ଷ ପଦ ଓ ରାଜ୍ୟ ବିଜେପିର ସଭାପତି ପଦ । ଆଜି ବସ୍ତୁତ ନିଗମ ଅଧ୍ୟକ୍ଷ ପଦରେ କେଉଁ ମାନଙ୍କୁ ଅବସ୍ଥାପିତ କରାଯିବ ସେ ନେଇ ଆଲୋଚନା ହୋଇଥିବା ସୂଚନା ମିଳିଛି । ବିଗତ ଦିନ ମାନଙ୍କରେ ଦଳୀୟ ସଂଗଠନ ସଜାଡି ଦଳକୁ ସରକାର ଗଠନରେ ସହଯୋଗ କରିଥିବା ନେତା ଓ ନେତ୍ରୀଙ୍କୁ ନିଗମ ପଦ ଦେଇ ସନ୍ତୁଷ୍ଟ କରିବାକୁ ଯୋଜନା ହୋଇଥିବା ଜଣା ଯାଉଛି । ନିଗମ ପଦବୀ ବଣ୍ଟନ ପରେ ସମ୍ଭବତଃ ମନ୍ତ୍ରୀ ମଣ୍ଡଳ ସଂପ୍ରସାରଣ ପ୍ରକ୍ରିୟା ତ୍ୱରାନ୍ୱିତ ହେବ । ହେଲେ ସବୁ ଠାରୁ ଗୁରୁତ୍ୱପୂର୍ଣ୍ଣ ବିଷୟ ହେଉଛି ଦଳର ରାଜ୍ୟ ସଭାପତିଙ୍କ ନାମ ଘୋଷଣା । କାରଣ ଦଳର ନୂତନ ସଭାପତି ହିଁ ଦଳର ଆଗାମି ଭବିଷ୍ୟତ ଗଠନ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ । ସରକାର ଗଠନ ପରେ ବିଜେପିର ନଜର ଏବେ ପଞ୍ଚାୟତ ନିର୍ବାଚନ ଉପରେ ରହିଛି। ସଭାପତି ପଦବୀ ପାଇଁ ଅନୁଭବୀ ମନମୋହନ ସାମଲଙ୍କ ନାମ ସର୍ବାଗ୍ରେ ଥିଲା ବେଳେ ଗୋଲଖ ମହାପାତ୍ରଙ୍କ ନାମ ମଧ୍ୟ ଚର୍ଚ୍ଚାରେ ରହିଛି । ଅପରପକ୍ଷେ ନିଗମ ଅଧ୍ୟକ୍ଷ ପଦ ପାଇଁ କିଛି ଆମଦାନୀ ନେତା ବି ଆଶାୟୀ ଥିବା ଜଣାଯାଇଛି । ଦଳ ଏହି ତିନିଟି ଦିଗ ଉପରେ ବେଶ ସତର୍କତା ସହିତ ବିଚାର ବିମର୍ଷ କରୁଥିବା ଜଣାଯାଇଛି ।

Leave a comment

Your email address will not be published. Required fields are marked *