orissaleads

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

Blog Post

orissaleads > ରାଜ୍ୟ > ମୋ ସରଳତା ମୋ ଦୁର୍ବଳତା ନୁହେଁ, ମୁଁ ବି କଠୋର ନିଷ୍ପତ୍ତି ନେଇପାରେ-ମୁଖ୍ୟମନ୍ତ୍ରୀ

ମୋ ସରଳତା ମୋ ଦୁର୍ବଳତା ନୁହେଁ, ମୁଁ ବି କଠୋର ନିଷ୍ପତ୍ତି ନେଇପାରେ-ମୁଖ୍ୟମନ୍ତ୍ରୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ମୁଁ ଆଦିବାସୀ, ତଳୁ ଆସିଛି, ମୁଁ ସରପଞ୍ଚରୁ ମୋ ରାଜନୀତି ଆରମ୍ଭ କରି ମୁଖ୍ୟମନ୍ତ୍ରୀ ହୋଇଛି । ମୁଁ ଜଣେ ସରଳ ମଣିଷ, ମୋ ସରଳତା ମୋ ଦୁର୍ବଳତା ନୁହେଁ । ମୁଁ ବି କଠୋର ନିଷ୍ପତ୍ତି ନେଇପାରେ, ଗୁରୁବାର ଏଭଳି କିଛି କଥା କହିବା ସହିତ ବିଡିଓଙ୍କୁ ତାଗିଦ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

କିଛି ବିଡିଓ ମଧ୍ୟ ମୋ ସହ ଭଲ ସମ୍ପର୍କ ରଖିନାହାନ୍ତି । ଭିଡିଓ କନଫରେନ୍ସରେ ମୋ ଭାଷଣ ଆସିଲେ, ଟିଭି ବନ୍ଦ କରିଦେଉଛନ୍ତି । ଲୋକଙ୍କୁ ପଳାଇବାକୁ କହୁଛନ୍ତି । ଏହାପରେ ପରିସ୍ଥିତି କଣ ହେବ ଆପଣମାନେ ଜାଣିଛନ୍ତି । ମୁଖ୍ୟମନ୍ତ୍ରୀ ଭିସିରେ ଭାଷଣ ଦେଉଥିବା ସମୟରେ ଟିଭି ବନ୍ଦ କରିଦେବାକୁ ମୁଁ କ୍ଷମା ଦେବିନି ।

ସେ କହିଛନ୍ତି ଯେ, ମୁଁ ସରପଞ୍ଚରୁ ମୁଖ୍ୟମନ୍ତ୍ରୀ ହୋଇଛି । ଆଦିବାସୀ ବର୍ଗରୁ ପ୍ରତିନିଧିତ୍ଵ କରୁଛି । କିନ୍ତୁ ମୁଁ ବହୁତ ବଡ଼ ନିଷ୍ପତ୍ତି ନେଇପାରେ । ମୋ ପାଖରେ ସବୁ ରିପୋର୍ଟ ରହିଛି । ସେ କାଳ ପଖାଳ ଆଉ ନାହିଁ । ନୂଆ ସରକାରଙ୍କ ଆଭିମୁଖ୍ୟକୁ ନେଇ କାମ କରିବାକୁ ପଡ଼ିବ । ଯିଏ କାମ ନ କରିବ କ୍ଷମା ନାହିଁ । କୌଣସି ରାଜନୈତିକ ଚାପରେ ବଶବର୍ତ୍ତୀ ନହୋଇ କାମ କରିବାକୁ ବିଡିଓଙ୍କୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ଏହାସହ ବର୍ତ୍ତମାନ ଜିଏ ବିଭାଗର ଅତିରିକ୍ତ ସଚିବ ଥିବା ମନୋଜ କୁମାର ମହାନ୍ତି ବିଡିଓ ଥିବା ବେଳେ ଭଲ କାମ କରିଥିବା କହି ଉଦାହରଣ ଦେଇଛନ୍ତି । ପଞ୍ଚାୟତିରାଜ ବିଭାଗକୁ ନିର୍ଦ୍ଦେଶ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ମନରେଗାରେ ମେସିନରେ କାମ କରିବା ବନ୍ଦ କର । ମେସିନ୍ ନ ଲଗାଇ ଶ୍ରମିକମାନଙ୍କୁ ନିଯୁକ୍ତ କରି କାମ କରିବାକୁ ନିର୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏଥିପାଇଁ ଆଗାମୀ ଦିନରେ ଗାଇଡଲାଇନ୍ ଆସିବ ବୋଲି ମଧ୍ୟ କହିଛନ୍ତି । ମନରେଗାରେ ଲେବର୍ ଲଗାଇ କାମ ନକରି ମେସିନରେ କାମ ହେଉଛି । ମଷ୍ଟର ରୋଲରେ ବିଭିନ୍ନ ଲୋକଙ୍କ ନା ପକାଇ କାମ ହେଉଛି । ଯାହାର ନା ମଷ୍ଟର ରୋଲରେ ଅଛି, ସେ ମହାବିଦ୍ୟାଳୟର ଅଧ୍ୟାପକ ତ ଆଉ କେଉଁଠି ଡାକ୍ତରଙ୍କ ନାଁ ପଡିଛି ବୋଲି କହିବା ସହିତ ତୁରନ୍ତ ଶ୍ରମିକଙ୍କୁ ନିଯୁକ୍ତ କରି କାମ କରିବାକୁ ତାଗିଦ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

Leave a comment

Your email address will not be published. Required fields are marked *